Tag Archives: Home Middle

ଭାଇ ଆଉ ମାମା: ଶିବରାଜ ୨୪ ଘଣ୍ଟାରେ ୨ ଥର ବଦଳାଇଲେ ନିଜ ସୋସିଆଲ ମିଡିଆ ପ୍ରୋଫାଇଲ…

ଭୋପାଳ,୧୪।୧୨ : ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଯାଦବ ବୁଧବାର ଶପଥ ଗ୍ରହଣ କରିଛନ୍ତି। ଏହା ପରେ, ପ୍ରଥମ କ୍ୟାବିନେଟ ବୈଠକରେ ସେ ଅନେକ ବଡ଼ ଏବଂ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଥିଲେ। ସେପଟେ ପୂର୍ବତନ ସିଏମ ଶିବରାଜ ସିଂ...

ସଂସଦ ସୁରକ୍ଷା ତ୍ରୁଟି ଘଟଣା: ପୋଲିସକୁ ଚମକାଇଦେଲା ଭଳି ବୟାନ ଦେଲେ ଅଭିଯୁକ୍ତ, ମୋଦିଙ୍କୁ…

ନୂଆଦିଲ୍ଲୀ,୧୪।୧୨: ସଂସଦରେ ସୁରକ୍ଷା ତ୍ରୁଟିକୁ ନେଇ ନେଇ ସାରା ଦେଶରେ ତୁମ୍ବି ତୋଫାନ ଲାଗି ରହିଛି। ଘଟଣାକୁ ନେଇ ସାରା ଦେଶ ସ୍ତବ୍ଧ ହୋଇଯାଇଛି। ବିଶେଷ କରି ଠିକ୍‌ ଡିସେମ୍ବର ୧୩ ୨୦୦୧ରେ ଘଟିଥିବା ସମାନ ଘଟଣା ପୁଣି ସମାନ...

‘ରାମ ଭଜନ ସୁଖଦାଇ ଭଜୋ ରେ ମେରେ ଭାଇ …’, ଶିବରାଜଙ୍କ ଭଜନ ଭିଡିଓ ଭାଇରାଲ…

ଭୋପାଳ,୧୪।୧୨ : ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ଭାଜପା ବହୁମତ ପାଇବା ପରେ ମୋହନ ଯାଦବଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତି ଦିଆଯାଇଛି। ଅନେକ ଦିନର ଆଲୋଚନା ପରେ ଭାଜପା ପକ୍ଷରୁ ମଧ୍ୟପ୍ରଦେଶରେ ୧୮ ବର୍ଷ ଧରି ଶାସନ କରିଥିବା ପରିଚାଳନା ଶିବରାଜ...

କୋରାପୁଟରେ ଗଡ଼ିଲା ଲକ୍ଷ୍ମୀ ବସ୍‌, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/କୋରାପୁଟ,୧୪ା୧୨(ଅସମାପିକା ସାହୁ/ଅମିତାଭ ବେହେରା): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କୋରାପୁଟ ଜିଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍‌ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ...

ରତନ ଟାଟାଙ୍କ ଡ୍ରିମ ପୋଜେକ୍ଟ ଟାଟା ନାନୋକୁ ପ୍ରସ୍ତୁତ କରିଥିଲେ ଏହି ବ୍ୟକ୍ତି, ଏବେ ଅଛନ୍ତି ଇଡି

ନୂଆଦିଲ୍ଲୀ,୧୪।୧୨: ରତନ ଟାଟା ବିଶ୍ୱର ସବୁଠାରୁ ପ୍ରସିଦ୍ଧ ଭାରତୀୟ ଶିଳ୍ପପତିମାନଙ୍କ ମଧ୍ୟରୁ ଅନ୍ୟତମ। ସାରା ବିଶ୍ୱରେ ସମସ୍ତେ ରତନ ଟାଟାଙ୍କ କାର୍ଯ୍ୟଶୈଳୀକୁ ପ୍ରଶଂସା କରନ୍ତ। ରତନ ଟାଟାଙ୍କ ଡ୍ରିମ ପ୍ରୋଜେକ୍ଟ ଟାଟା ନାନୋ ସେତେବେଳ ସମୟରେ ମାର୍କେଟରେ ଖୁବ୍‌ ଲୋକପ୍ରିୟ...

ଆତଙ୍କବାଦୀଙ୍କ ପାଇଁ କଳା ପାଣି: ଜମ୍ମୁ-କଶ୍ମୀରର କଡା ସୁରକ୍ଷା ବ୍ୟବସ୍ଥା ଥିବା ଜେଲ…

ଶ୍ରୀନଗର,୧୪।୧୨ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଜିରୋ ଆତଙ୍କ ନୀତି ଅନୁଯାୟୀ ପ୍ରଥମ ଥର ପାଇଁ ଜମ୍ମୁ-କଶ୍ମୀରରେ କଡା ସୁରକ୍ଷା ବ୍ୟବସ୍ଥା ଥିବା ଜେଲ ନିର୍ମାଣ କରାଯାଉଛି। ଏହି ଜେଲରେ କେବଳ ଆତଙ୍କବାଦୀଙ୍କୁ ରଖାଯିବ। ଏହି ଜେଲରେ ୬୦୦ଆତଙ୍କବାଦୀ...

ମହାକାଶକୁ ମହିଳା ରୋବଟ୍‌ ପଠାଇବ ଇସ୍ରୋ

ନୂଆଦିଲ୍ଲୀ,୧୪ା୧୨: ଭାରତ ମହାକାଶକୁ ମହିଳା ରୋବଟ୍‌ ‘ବ୍ୟୋମମିତ୍ର’ ପଠାଇବ ବୋଲି କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଡକ୍ଟର ଜିତେନ୍ଦ୍ର ସିଂହ କହିଛନ୍ତି। ସେ କହିଛନ୍ତି, ଆସନ୍ତାବର୍ଷ ପରୀକ୍ଷାମୂଳକ ଭାବେ ମହାକାଶକୁ ‘ବ୍ୟାମମିତ୍ର’ ପଠାଯିବା ଲାଗି ନିଷ୍ପତ୍ତି ନିଆଯାଇଛି। ଏତଦ୍‌ବ୍ୟତୀତ...

୩୦ ପ୍ରତିଶତ ବଢିଛି ଘରଭଡା, ଶୀର୍ଷରେ ରହିଛି ଏହି ସହର…

ନୂଆଦିଲ୍ଲୀ,୧୪।୧୨ : ସମ୍ପ୍ରତି ଦେଶରେ ମୁଦ୍ରାସ୍ଫୀତି ବୃଦ୍ଧି ଏକ ସଙ୍କଟ ସୃଷ୍ଟି କରିଛି। ଆକାଶଛୁଆଁ ଘର ଭଡା ବଡ ସହର ଏବଂ ଅଧ୍ୟୟନ ପାଇଁ ଦିଲ୍ଲୀ-ଏନସିଆର ଯାଉଥିବା ଲୋକଙ୍କ ପକେଟ ଖାଲି କରିଦେଉଛି। ଏକ ସର୍ବେକ୍ଷଣ ଅନୁଯାୟୀ, ଅନେକ ବଡ...

ସଂସଦର ସୁରକ୍ଷା ତ୍ରୁଟି ଘଟଣା:ମାଷ୍ଟରମାଇଣ୍ଡଙ୍କୁ ଚିହ୍ନଟ କଲା ପୋଲିସ

ନୂଆଦିଲ୍ଲୀ,୧୪।୧୨: ସଂସଦର ସୁରକ୍ଷା ତ୍ରୁଟି ଘଟଣାରେ ସାମିଲ୍‌ ଥିବା ଅଭିଯୁକ୍ତଙ୍କ ମଧ୍ୟରୁ ଷଷ୍ଠ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଛି। କିନ୍ତୁ ଅଭିଯୁକ୍ତଜଣକ ଏପର୍ଯ୍ୟନ୍ତ ଫେରାର୍‌ ଅଛନ୍ତି। ପୋଲିସକୁ ତାଙ୍କର ପରିଚୟ ଜଣାପଡିଛି। ସେ ହେଲେ ଲଳିତ ଝା। ତାଙ୍କୁ ଏହି ଘଟଣାର...

ହିନ୍ଦୁ ଧାର୍ମିକ ନେତାଙ୍କ ଟାର୍ଗେଟ କିଲିଂ ନୁହେଁ ଆତଙ୍କବାଦୀ କାର୍ଯ୍ୟ: ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କଲେ ହାଇକୋର୍ଟ…

ଚେନ୍ନାଇ,୧୪।୧୨ : ୟୁଏପିଏ ଅନ୍ତର୍ଗତ ଗିରଫ ହୋଇଥିବା ଅଭିଯୁକ୍ତଙ୍କୁ ମାଡ୍ରାସ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି ଏବଂ ତାଙ୍କ କାର୍ଯ୍ୟକୁ ଆତଙ୍କବାଦୀ କାର୍ଯ୍ୟ ବୋଲି ବିବେଚନା କରିବାକୁ ମନା କରି ଦେଇଛନ୍ତି। ଜାମିନ ପ୍ରଦାନ ବେଳେ କୋର୍ଟ ଜଣେ ଅଧିକାରୀଙ୍କୁ...

୨୦୨୪ରେ ଭାଜପାର ହେବ ବିପୁଳ ବିଜୟ, ମାତ୍ର ୫୨ ଆସନ ପାଇବ କଂଗ୍ରେସ…

ନୂଆଦିଲ୍ଲୀ,୧୪।୧୨ : ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ଛତିଶଗଡରେ ଭାରତୀୟ ଜନତା ପାର୍ଟିର ବିଜୟ ପରେ ଏହି ଧାରା ୨୦୨୪ ଲୋକସଭା ନିର୍ବାଚନରେ ମଧ୍ୟ ଜାରି ରହିବ। ହୋଇଥିବା ଏକ ସର୍ଭେରେ ଏଭଳି ସୂଚନା ମିଳିଛି। ଏହି ସର୍ଭେରୁ ଜଣାଯାଇଛି କଂଗ୍ରେସର...

ତାଇଓ୍ବାନ ଉପରେ ଆକ୍ରମଣ କରିବା ହେବ ଚାଇନାର ବଡ ଭୁଲ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୪।୧୨ : ଚାଇନା ଏବଂ ତାଇୱାନ ମଧ୍ୟରେ ତିକ୍ତତା ଦିନକୁ ଦିନ ବଢ଼ିବାରେ ଲାଗିଛି। ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ହେଉଛି ଖୁବ ଶୀଘ୍ର ଚାଇନା ତାଇୱାନ ଉପରେ ଆକ୍ରମଣ କରିବା ଭଳି କିଛି ବଡ ପଦକ୍ଷେପ ନେଇପାରେ। ମାତ୍ର ଏଭଳି କରିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri