Tag Archives: Home Middle

ଘର-ଜମି କିଣିବା ପୂର୍ବରୁ କରାଇ ନିଅନ୍ତୁ ଆଧାର ସହ ପାନ ଲିଙ୍କ: ନ ହେଲେ କଟିବ ଅଧିକ ଟିଡିଏସ…

ନୂଆଦିଲ୍ଲୀ,୭।୧୨ : ଭାରତୀୟ ନାଗରିକଙ୍କ ପାଇଁ ଆଧାର ଏବଂ ପାନ କାର୍ଡ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଗତ କିଛି ବର୍ଷ ଧରି ଏହି ଦୁଇକୁ ଲିଙ୍କ କରିବା ବିଷୟରେ ସରକାରୀ ନିର୍ଦ୍ଦେଶାବଳୀ ଜାରି ହୋଇଛି। ଉଭୟ ସରକାରୀ ଡକ୍ୟୁମେଣ୍ଟ ଜଣେ...

ମନ୍ଦିର ଯିବା ନେଇ ବିବାଦୀୟ ମନ୍ତବ୍ୟ ଦେଲେ ଏଏପି ବିଧାୟକ, କହିଲେ ଅପମାନିତ ହେଉଥିବା ସ୍ଥଳକୁ ଯିବା ଉଚିତ ନୁହେଁ…

ଜୟପୁର,୭।୧୨ : ଆମ ଆଦମୀ ପାର୍ଟିର ବିଧାୟକ ରାଜେନ୍ଦ୍ର ପାଲ ଗୌତମ ତାଙ୍କ ବିବାଦୀୟ ବିବୃତ୍ତି ଯୋଗୁଁ ପୁଣି ଥରେ ବିବାଦରେ ଛନ୍ଦି ହୋଇଛନ୍ତି। ଦିଲ୍ଲୀର ସେମାପୁରୀର ବିଧାୟକ ରାଜେନ୍ଦ୍ର ପାଲ ସୋନିପତର ଲାହରଡା ଗ୍ରାମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ...

ଚା’ ସିଙ୍ଗଡାରେ ଶେଷ ହେଉଛି ଇଣ୍ଡିଆ ମେଣ୍ଟ ବୈଠକ: ଜେଡିୟୁ ନେତାଙ୍କ ମନ୍ତବ୍ୟ…

ପାଟନା,୭।୧୨ : ବିହାରର ଶାସକ  ଜେଡିୟୁ ଏମପି ସୁନୀଲ କୁମାର ପିଣ୍ଟୁ ବର୍ତ୍ତମାନ ଏକ ବିବାଦ ସୃଷ୍ଟି କରି କହିଛନ୍ତି। ସିଟ ବାଣ୍ଟିବା ପର୍ଯ୍ୟନ୍ତ ଆଲୋଚନା ନ ହେବା ବିରୋଧୀ ଭାରତୀୟ ନ୍ୟାଶନାଲ ଡେଭଲପମେଣ୍ଟ ଇନକ୍ଲୁସିଭ ଆଲାଏନ୍ସ (ଇଣ୍ଡିଆ) ବ୍ଲକର...

ଗିରିରାଜ ସିଂଙ୍କ ବିବାଦୀୟ ବୟାନ, ଫିଲ୍ମ ଫେଷ୍ଟିଭାଲରେ ମମତା ଠୁମକା ଲଗାଇବା ଉଚିତ ନୁହେଁ

ନୂଆଦିଲ୍ଲୀ,୭।୧୨: ଭାରତୀୟ ଜନତା ପାର୍ଟି ଏମପି ଗିରିରାଜ ସିଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ନେଇ ବିବାଦୀୟ ବୟାନ ଦେଇଛନ୍ତି। କୋଲକାତା ଅନ୍ତରାଷ୍ଟ୍ରୀୟ ଫିଲ୍ମ ମହୋତ୍ସବରେ ମମତା ଯୋଗଦେବା ନେଇ ସେ ସମାଲୋଚନା କରିଛନ୍ତି। କାର୍ଯ୍ୟକ୍ରମରେ ବଲିଉଡ ଅଭିନେତା ସଲମାନ...

ରେଭନ୍ଥ ମୁଖ୍ୟମନ୍ତ୍ରୀ-ମଲ୍ଲୁ ଭଟ୍ଟି ଉପମୁଖ୍ୟମନ୍ତ୍ରୀ…

ହାଇଦ୍ରାବାଦ,୭।୧୨ : ରେଭନ୍ଥ ରେଡ୍ଡୀ ଗୁରୁବାର ତେଲଙ୍ଗାନାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ହାଇଦ୍ରାବାଦର ଏଲବି ଷ୍ଟାଡିୟମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ବହୁ ଜନସମାଗମରେ ରାଜ୍ୟପାଳ ତାମିଲାଇସାଇ ସୁନ୍ଦରରାଜ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ଗ୍ରହଣ କରାଇଛନ୍ତି।...

ମାର୍ଚ୍ଚ ୧୭ରେ ରୁଷିଆ ରାଷ୍ଟ୍ରପତି ନିର୍ବାଚନ

ମସ୍କୋ,୭ା୧୨: ଗୁରୁବାର ରୁଷିଆର ଉପର ସଂସଦ ୨୦୨୪ ମାର୍ଚ୍ଚ ୧୭ରେ ଆସନ୍ତା ରାଷ୍ଟ୍ରପତି ନିର୍ବାଚନ ତାରିଖ ସ୍ଥିର କରିଛି। ଏକ ବୈଠକରେ ସିନେଟରମାନଙ୍କ ସର୍ବସମ୍ମତି କ୍ରମେ ଏହି ନିଷ୍ପତ୍ତିରେ ଅନୁମୋଦନ କରାଯାଇଛି। ଯାହା ରାଷ୍ଟ୍ରପତିଙ୍କ ଅଭିଯାନ ଆରମ୍ଭ କରିବ ବୋଲି...

ରାଜ୍ୟର ବିଭିନ୍ନ ସ୍ଥାନରେ ଆୟକରଚଢ଼ାଉ: ମିଳିଲା ନଗଦ ୫୦ କୋଟି ଟଙ୍କା

ବୌଦ୍ଧ/ଭୁବନେଶ୍ୱର(ଅଜିତ କୁମାର ବାରିକ/ସତ୍ୟଜିତ୍‌ ରାଉତ), ୭।୧୨ଓଡ଼ିଶାରେ ସାଧାରଣ ନିର୍ବାଚନ ପୂର୍ବରୁ ଆକ୍ସ ମୋଡରେ ଆୟକର ବିଭାଗ। ରାଜ୍ୟର ବିଭିନ୍ନ ସ୍ଥାନରେ ଛାପା ମାରିଛି ଆୟକର ବିଭାଗ। ଖବର ଲେଖାହେବା ପର୍ଯ୍ୟନ୍ତ ୫୦କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଜବତ କରାଯାଇଥିବା ସୂଚନା ମିଳିଛି।...

ବଦଳାଯାଉ ସ୍କୁଲ ସମୟ, ପିଲାଙ୍କ ନିଦ ହେଉନି ସମ୍ପୂର୍ଣ୍ଣ: ସରକାରଙ୍କୁ ରାଜ୍ୟପାଳଙ୍କ ପରାମର୍ଶ…

ମୁମ୍ବାଇ,୭।୧୨ : ମହାରାଷ୍ଟ୍ର ରାଜ୍ୟପାଳ ରମେଶ ବୈଶ ବିଦ୍ୟାଳୟର ସମୟ ପରିବର୍ତ୍ତନ କରିବାକୁ ପରାମର୍ଶ ଦେଇଛନ୍ତି ଯାହା ଦ୍ୱାରା ପିଲାମାନେ ପର୍ଯ୍ୟାପ୍ତ ସମୟ ଶୋଇ ପାରିବେ। ରାଜ୍ୟ ଶିକ୍ଷା ବିଭାଗର ଏକ କାର୍ଯ୍ୟକ୍ରମରେ ସେ କହିଛନ୍ତି ଲୋକଙ୍କ ଶୋଇବା ସମୟ...

କଣ୍ଟେଣ୍ଟ କ୍ରିଏଟରଙ୍କ ଉପରେ ରାଗିଲେ ରତନ ଟାଟା, ପୋଷ୍ଟ କରି କହିଲେ ଏମିତି

ନୂଆଦିଲ୍ଲୀ,୭।୧୨: ଏଆଇର ବ୍ୟବହାର ଦିନକୁ ଦିନ ମଣିଷର ସହଚର୍ଯ୍ୟ ବଦଳରେ ଚିନ୍ତାର କାରଣ ପାଲଟିଛି। ସଦ୍ୟ ଉଦାହରଣ ହେଉଛି ନିକଟରେ ହୋଇଥିବା ଡିପଫେକ ମାମଲା। ଯେଉଁଥିରେ ବଡ ବଡ ବ୍ୟକ୍ତିତ୍ୱଙ୍କ ଠାରୁ ଆରମ୍ଭ କରି ସେଲିବ୍ରେଟିମାନେ ଏହାର ଶିକାର ହୋଇଛନ୍ତି।...

ରୋବଟର ଚାକିରି ଛଡାଇ ନେଲେ ମହିଳା, ଏବେ ମେଶିନ ପରି କରୁଛନ୍ତି କାମ

ବେଜିଂ,୭।୧୨: ଟେକ୍ନୋଲଜି ଏବେ ମଣିଷଙ୍କ କାମ ସହଜ କରିଦେଉଛି। ବର୍ତ୍ତମାନ ଏଆଇର ଭିନ୍ନ ଏକ ବିପ୍ଲବରେ ମଣିଷଙ୍କ ରୋଜଗାର ଛଡାଇବାକୁ ବସିଲାଣି। ଏଥିସଯୋଗୁ ସବୁଠି ଛଟେଇ କରାଯାଇ ରୋବଟ କିମ୍ବା ଏଆଇ ମାଧ୍ୟମରେ ବିଭିନ୍ନ କାର୍ଯ୍ୟ କରାଯାଉଛି। ଏହାରି ଭିତରେ...

ଟଙ୍କାଏରେ ହେବ ଯାତ୍ରୀଙ୍କ ଚିକିତ୍ସା, ରେଳ ବିଭାଗର ବଡ଼ ପଦକ୍ଷେପ…

ବାରାଣସୀ,୭।୧୨ : ବାରାଣସୀର କ୍ୟାଣ୍ଟ ରେଳ ଷ୍ଟେଶନର ସର୍କୁଲାର ଅଞ୍ଚଳରେ ସ୍ବାସ୍ଥ୍ୟ ୟୁନିଟର ଏକ ନୂତନ ସେଟଅପ ଖୋଲିବ। ସେଠାରେ ଅନ୍‌ କଲ୍‌ ଡାକ୍ତର ରହିବେ। ଟ୍ରେନରେ ଯାତ୍ରା କରିବା ସମୟରେ ଯଦି ଯାତ୍ରୀଙ୍କ ସ୍ବାସ୍ଥ୍ୟ ଅବସ୍ଥା ଖରାପ ହୁଏ,...

ସଡକ ଦୁର୍ଘଟଣା ଆହତଙ୍କୁ ହସ୍ପିଟାଲରେ ପହଞ୍ଚାଇଥିବା ବ୍ୟକ୍ତିଙ୍କୁ ମିଳିବ ୨ ହଜାର ଟଙ୍କା ପୁରସ୍କାର: ସରକାରଙ୍କ ବଡ଼ ଘୋଷଣା…

ଚଣ୍ଡିଗଡ,୭।୧୨ : ପଞ୍ଜାବରେ ଯେଉଁମାନେ ସଡ଼କ ଦୁର୍ଘଟଣାରେ ଆହତ ଲୋକଙ୍କୁ ଡାକ୍ତରଖାନାକୁ ନେଉଛନ୍ତି ସେମାନଙ୍କୁ ପୁରସ୍କାର ସ୍ବରୂପ ରାଜ୍ୟ ସରକାର ୨ ହଜାର ଟଙ୍କା ପ୍ରଦାନ କରିବେ। ଯଦି ସେ ନିଜେ ପ୍ରତ୍ୟକ୍ଷଦର୍ଶୀ ହେବାକୁ ଚାହାନ୍ତି ନାହିଁ ତେବେ ପୋଲିସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri