Tag Archives: Home Middle

ସରକାରୀ ବାବୁଙ୍କୁ ସୁପ୍ରିମକୋର୍ଟଙ୍କ ଛାଟ: ଭୁଲ ନିଷ୍ପତ୍ତି ଯୋଗୁ ସରକାରୀ ରାଜକୋଷର ହୋଇଥିବା କ୍ଷତିର କ୍ଷତିପୂରଣ ଦିଅ…

ନୂଆଦିଲ୍ଲୀ,୭।୧୨ : ସୁପ୍ରିମକୋର୍ଟ ଏପରି ଅଧିକାରୀଙ୍କୁ ତାଗିଦ କରିଛନ୍ତି ଯେଉଁମାନଙ୍କ ଭୁଲ ନିଷ୍ପତ୍ତି ସରକାରୀ ରାଜକୋଷକୁ କ୍ଷତି ପହଞ୍ଚାଉଛି। ଏଥିସହ ନିର୍ଦ୍ଦେଶ ଦେଇଛନ୍ତି ଦୋଷୀ ଅଧିକାରୀ ତଥା ଲାଭ ପାଇଥିବା ଅଧିକାରୀଙ୍କୁ କ୍ଷତିପୂରଣ ଦେବାକୁ ପଡିବ। ପ୍ରକୃତରେ, ଗତ ୨୪...

ମିତ୍ର ଦେଶଙ୍କ ସହାୟତା ଉପରେ ନିର୍ଭରଶୀଳ ନୁହେଁ ୟୁକ୍ରେନ: ଜେଲେନେସ୍କିଙ୍କ ଦୃଢ଼ୋକ୍ତି…

କିଭ,୭।୧୨ : ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି ଆମେ ନିଜର ପ୍ରତିରକ୍ଷା କ୍ଷମତାକୁ ସୁନିଶ୍ଚିତ କରିବା ଏବଂ ସୁରକ୍ଷା ପ୍ରଦାନକାରୀ ହେବା ଲକ୍ଷ୍ୟରେ ମିତ୍ର ଦେଶଙ୍କ ସହଯୋଗରେ ଘରୋଇ ସାମରିକ ଉତ୍ପାଦନ ବୃଦ୍ଧି କରୁଛୁ। ୟୁକ୍ରେନ କେବଳ ମିତ୍ର...

ଯୁଦ୍ଧରେ ପୁଟିନଙ୍କୁ ବିଜୟୀ ହେବାକୁ ଦେବି ନାହିଁ: ବାଇଡେନ…

ଓ୍ବାଶିଂଟନ,୭।୧୨: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ପୁଣିଥରେ ୟୁକ୍ରେନକୁ ସାମରିକ ସହାୟତା ଯୋଗାଇ ଦେବା ପାଇଁ ଅନ୍ୟ ଦେଶଙ୍କୁ ଅନୁରୋଧ କରିଛନ୍ତି। ବାଇଡେନ କହିଛନ୍ତି ୟୁକ୍ରେନ ଉପରେ ରୁଷିଆର ବିଜୟ ରୋକିବା ପାଇଁ ଆମେରିକାର ସୈନ୍ୟ ଯୁଦ୍ଧରେ ଅଂଶଗ୍ରହଣ କରିବେ।...

ପ୍ରତି ମିନିଟରେ ୮.୪୯ କୋଟି ରୋଜଗାର କଲେ ଗୌତମ ଆଦାନୀ

ମୁମ୍ବାଇ,୬ା୧୨: ଗତ ଦୁଇ ଦିନ (ସୋମବାର ଏବଂ ମଙ୍ଗଳବାର) ରେ ଆଦାନୀ ଗ୍ରୁପ୍ ଚେୟାରମ୍ୟାନ୍ ଗୌତମ ଆଦାନୀଙ୍କ ସମ୍ପତ୍ତି ୧୬.୭୧ ବିଲିୟନ ଡ଼ଲାରରେ ବୃଦ୍ଧି ପାଇଛି। ଏହା ପଛର କାରଣ ହେଉଛି ଆଦାନୀ ଗ୍ରୁପ୍ ର ସେୟାରରେ ବୃଦ୍ଧି। ଯଦି...

ମହିଳା ଟି୨୦ କ୍ରିକେଟ: ଇଂଲଣ୍ଡଠାରୁ ୩୮ ରନରେ ହାରିଲା ଭାରତ

ମୁମ୍ବାଇ, ୬।୧୨: ଶେଫାଳି ବର୍ମାଙ୍କ ଅର୍ଦ୍ଧଶତକ ସତ୍ତ୍ୱେ ଭାରତ ବୁଧବାର ଏଠାରେ ଅନୁଷ୍ଠିତ ପ୍ରଥମ ମହିଳା ଟି୨୦ କ୍ରିକେଟ ମ୍ୟାଚରେ ଇଂଲଣ୍ଡଠାରୁ ୩୮ ରନରେ ହାରି ଯାଇଛି। ଇଂଲଣ୍ଡ ୨୦ ଓଭରରେ ୬ ଉଇକେଟ ହରାଇ ୧୯୭ ରନ କରିଥିବାବେଳେ...

ଟ୍ରମ୍ପ ଗଣତନ୍ତ୍ର ପାଇଁ ବିପଦ: ବାଇଡେନ

ଓ୍ବାଶିଂଟନ,୬ା୧୨: ଆସନ୍ତାବର୍ଷ ଆମେରିକାରେ ଅନୁଷ୍ଠିତ ହେବାକୁ ଯାଉଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ଡେମୋକ୍ରାଟିକ୍‌ ଏବଂ ରିପବ୍ଲିକାନ୍‌ ପାର୍ଟିର ଅଭିଯାନ ଗତିଶୀଳ ହୋଇଛି। ଏକ ପାଣ୍ଠି ସଂଗ୍ରହ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଜୋ ବାଇଡେନ ଯୋଗ ଦେଇ କହିଛନ୍ତି, ଯଦି ପୂର୍ବତନ ରାଷ୍ଟ୍ରପତି...

ଇମ୍ରାନଙ୍କୁ କୋର୍ଟରୁ ଝଟ୍‌କା

ଇସଲାମାବାଦ,୬ା୧୨: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଇସଲାମାବାଦ ହାଇକୋର୍ଟ(ଆଇଏଚ୍‌ସି)ରୁ ଏକ ଶକ୍ତ ଝଟ୍‌କା ଲାଗିଛି। ତୋସାଖାନା ମାମଲାରେ ଅଯୋଗ୍ୟତା ବିରୋଧରେ ଆବେଦନ ପ୍ରତ୍ୟାହାରକୁ କୋର୍ଟ ଖାରଜ କରିଛନ୍ତି। ଆଇଏଚ୍‌ସି ପ୍ରଧାନ ବିଚାରପତି ଅମର ଫାରୁକ୍‌ ବୁଧବାର ଏହି ରାୟ...

ହାଇକୋର୍ଟରେ ଅନଲାଇନ ଶୁଣାଣି ସମୟରେ ପର୍ନ ଭିଡିଓ, ଅଧାରେ ବନ୍ଦ ହେଲା ବିଚାର…

ବେଙ୍ଗାଲୁରୁ,୬।୧୨ : ଅନଲାଇନ ଶୁଣାଣି ସମୟରେ ପର୍ନ ଭିଡିଓ ଚାଲିବା ଖେଳାଯିବା କାରଣରୁ କର୍ନାଟକ ହାଇକୋର୍ଟ ଏହି ସୁବିଧାକୁ କିଛି ସମୟ ପାଇଁ ସ୍ଥଗିତ ରଖିଛନ୍ତି। ରିପୋର୍ଟ ଅନୁଯାୟୀ, କିଛି ହ୍ୟାକର ହାଇକୋର୍ଟ ସର୍ଭର ହ୍ୟାକ କରି ପର୍ନ ଭିଡିଓ...

କ୍ଷମତାଶାଳୀ ମହିଳାଙ୍କ ତାଲିକାରେ ଅର୍ଥମନ୍ତ୍ରୀଙ୍କ ସମେତ ଅନ୍ୟ ୩ ଭାରତୀୟ…

ନୂଆଦିଲ୍ଲୀ,୬।୧୨ : କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବିଶ୍ୱର ସବୁଠାରୁ କ୍ଷମତାଶାଳୀ ମହିଳାଙ୍କ ଫୋର୍ବସ ତାଲିକାରେ ୩୨ ତମ ସ୍ଥାନରେ ରହିଛନ୍ତି। ଯେଉଁଥିରେ ଆମେରିକାର ଉପରାଷ୍ଟ୍ରପତି କମଲା ହାରିସ ଏବଂ ସଙ୍ଗୀତକାର ଟେଲର୍‌ ସୱିଫ୍ଟ ମଧ୍ୟ ସାମିଲ ଅଛନ୍ତି। ଏହି...

ପାକିସ୍ତାନରେ ଭାରତର ଶତ୍ରୁ ଆଉ ଜଣେ ଆତଙ୍କବାଦୀଙ୍କ ମୁଣ୍ଡ ଗଡିଲା, ଅଜ୍ଞାତ ଆକ୍ରମଣକାରୀ କଲେ ହତ୍ୟା…

ଇସଲାମାବାଦ,୬।୧୨ : ପାକିସ୍ତାନରେ ଭାରତର ଅନ୍ୟତମ ଆତଙ୍କବାଦୀ ଅଦନାନ ଅହମ୍ମଦଙ୍କ ହତ୍ୟା ଖବର ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ, କରାଚିରେ ତାଙ୍କୁ ଅଜ୍ଞାତ ଆକ୍ରମଣକାରୀମାନେ ହତ୍ୟା କରିଛନ୍ତି। ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଏବାର ଏକ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଅବସ୍ଥାପିତ ଅଦନାନ ୨୦୧୬...

ପ୍ରଣବ ମୁଖାର୍ଜୀ ହୋଇଥାନ୍ତେ ପ୍ରଧାନମନ୍ତ୍ରୀ, ମନା କରିଥିଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୬।୧୨: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଏକ ବଳିଷ୍ଠ ବ୍ୟକ୍ତିତ୍ୱର ଉଦାହରଣ। ତାଙ୍କ ରାଜନୈତିକ ଜୀବନ କାହାଣୀ ସହ ବଳିଷ୍ଠ ବ୍ୟକ୍ତିତ୍ୱ ଉପରେ ଏକ ବହି ଲେଖିଛନ୍ତି ତାଙ୍କ ଝିଅ ଶର୍ମିଷ୍ଠା ମୁଖାର୍ଜୀ। ତାଙ୍କ ବହିର ଗୋଟିଏ ଅଧ୍ୟାୟରେ ଶର୍ମିଷ୍ଠା...

୧୦ ଭାଜପା ଏମପି ଦେଲେ ଇସ୍ତଫା…

ନୂଆଦିଲ୍ଲୀ,୬।୧୨ : ୫ ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଭାଜପା ତିନୋଟି ରାଜ୍ୟରେ ବିପୁଳ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏହା ପରେ ବର୍ତ୍ତମାନ ୧୦ ଜଣ ଭାଜପା ଏମପି ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଏଥିମଧ୍ୟରୁ ମଧ୍ୟପ୍ରଦେଶର ୫ ଜଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri