Tag Archives: Home Middle

ଆଜି ୮ ଜିଲାକୁ ବର୍ଷା ନେଇ ୟେଲୋ ୱାର୍ନିଂ

ଭୁବନେଶ୍ୱର,୬।୧୨(ଅନୁରାଧା ମହାରଣା):ସାମୁଦ୍ରିକ ବାତ୍ୟା ମିଗ୍‌ଜୋମ୍‌ ମଙ୍ଗଳବାର ମଧ୍ୟାହ୍ନ ୧୨ଟା ୩୦ରୁ ୨ଟା ୩୦ ମଧ୍ୟରେ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିଛି। ନେଲୋର ଏବଂ ମଛଲିପଟନମ୍‌ ମଧ୍ୟବର୍ତ୍ତୀ ବାପାଟଲା ନିକଟରେ ବାତ୍ୟା ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହୋଇଛି। ତେବେ ବାତ୍ୟା...

ରାଜ୍ୟରେ କମିଲା ଝିଅ ସଂଖ୍ୟା: ପ୍ରତି ୧୦୦୦ ପୁଅରେ ଅଛନ୍ତି…

ଭୁବନେଶ୍ୱର, ୫।୧୨(ଅସମାପିକା ସାହୁ)- ଓଡ଼ିଶାରେ କମିଛନ୍ତି ଝିଅ ସଂଖ୍ୟା। ଦେଶରେ ଝିଅ ସଂଖ୍ୟା ହ୍ରାସରେ ଓଡ଼ିଶା ୬ ନମ୍ବର ସ୍ଥାନରେ ରହିଛି। କେରଳ, ଛତିଶଗଡ଼, ହିମାଚଳପ୍ରଦେଶ, ପଶ୍ଚିମବଙ୍ଗ ଓ ଆନ୍ଧ୍ରପ୍ରଦେଶ ପରେ ଓଡ଼ିଶା ଷଷ୍ଠ ସ୍ଥାନରେ ରହିଛି। ୧୯୬୧ ଜନଗଣନା...

ଗୋଟିଏ ଦେଶ-ଗୋଟିଏ ସମ୍ବିଧାନ ଉପରେ ଟିଏମସି ଏମପିଙ୍କୁ କଡା ଜବାବ ଦେଲେ ଅମିତ ଶାହ, ଦାଦା ଆପଣଙ୍କ ବୟସ ହୋଇଯାଇଛି…

ନୂଆଦିଲ୍ଲୀ,୫।୧୨:‘ଦାଦା ଆପଣଙ୍କ ବୟସ ହୋଇଯାଇଛି’। ଲୋକସଭାରେ ଶୀତ ଅଧିବେଶନ ଚାଲିଥିବାବେଳେ ଟିଏମସି ଏମପି ସ୍ବାଗତ ରାୟଙ୍କୁ ଏପରି କଡା ଜବାଦ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଅମିତ ଶାହ। ସୂଚନାଯୋଗ୍ୟ, ଏମପି ସ୍ବାଗତ ସେହି ସମୟରେ ଜମ୍ମୁ କଶ୍ମିରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ...

ଆଦାନୀ ଗ୍ରୁପ ବିରୋଧରେ ହିଣ୍ଡେନବର୍ଗ ରିପୋର୍ଟକୁ ନେଇ ଆମେରିକା ସରକାରଙ୍କ ବଡ ମନ୍ତବ୍ୟ, ରିପୋର୍ଟର ପ୍ରାସଙ୍ଗିତା ନାହିଁ

ନୂଆଦିଲ୍ଲୀ,୫।୧୨: ଗୌତମ ଆଦାନୀଙ୍କ ବିରୋଧରେ ହିଣ୍ଡେନବର୍ଗ ରିର୍ପୋଟରେ ଲଗାଯାଇଥିବା ଅଭିଯୋଗ ପ୍ରାସଙ୍ଗିକ ନୁହେଁ। ଏଭଳି ମନ୍ତବ୍ୟ ଦେଇଛନ୍ତି ଆମେରିକା ସରକାର। ଏପରି କହିବା ସହ ଆମେରିକା ଆଦାନୀ ଗ୍ରୁପକୁ ଶ୍ରୀଲଙ୍କାରେ କଣ୍ଟେନର ଟର୍ମିନାଲ ପାଇଁ ୫୫.୩କୋଟି ଆମେରିକା ଡଲାର ଋଣ...

ପରାଜୟ ପରେ ଇଣ୍ଡିଆ ମେଣ୍ଟର ପରାମର୍ଶ, ଓ୍ବାଏନାଡ ଛାଡି ଆମେଠିରୁ ଲଢନ୍ତୁ ରାହୁଲ

ନୂଆଦିଲ୍ଲୀ,୫।୧୨: ରାଜସ୍ଥାନ, ମଧ୍ୟପ୍ରଦେଶ ଓ ଛତିଶଗଡରେ କଂଗ୍ରେସ ଧରାଶାୟୀ ହେବା ପରେ ଏବେ କଂଗ୍ରେସର ଭବିଷ୍ୟତକୁ ନେଇ ପ୍ରଶ୍ନ ଉଠିବାରେ ଲାଗିଛି। ବିରୋଧୀ ମେଣ୍ଟ ଇଣ୍ଡିଆର ନେତା ତଥା ଏମପି ରାହୁଲ ଗାନ୍ଧୀଙ୍କୁ ଓ୍ବାଏନାଡରୁ ଆଗାମୀ ଲୋକସଭା ନିର୍ବାଚନ ନ...

କୋଲକତା ହେଉଛି ଦେଶର ସବୁଠାରୁ ସୁରକ୍ଷିତ ସହର

କୋଲକାତା,୫।୧୨: ଦେଶରେ ସବୁଠାରୁ ସୁରକ୍ଷିତ ସହର କେଉଁଟି? ଆପଣ ଜାଣନ୍ତି କି। ନ୍ୟାଶନାଲ କ୍ରାଇମ ରେକର୍ଡ ବ୍ୟୁରୋ ରେକର୍ଡ ଅନୁସାରେ ୨୦୨୩ରେ ଦେଶର ସବୁଠାରୁ ସୁରକ୍ଷିତ ସହର ଭାବେ କୋଲକାତାକୁ ମାନ୍ୟତା ମିଳିଛି। ଲଗାତାର ୩ୟ ଥର ପାଇଁ କୋଲକାତାକୁ...

‘ଭାଜପା କେବଳ ଗୌମୂତ୍ର ରାଜ୍ୟରୁ ନିର୍ଵାଚନ ଜିତି ପାରିବ’, ଡିଏମକେ ଏମପିଙ୍କ ବିବାଦୀୟ ବୟାନ

ନୂଆଦିଲ୍ଲୀ, ୫ା୧୨: ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ଛତିଶଗଡ଼ରେ ଭାଜପାର ବିଜୟକୁ କଟାକ୍ଷ କରି ଡିଏମକେ ଏମପି ଡିଏନବି ସେନ୍ଥିଲ କୁମାର ବିବାଦୀୟ ବୟାନ ଦେଇଛନ୍ତି। ମଙ୍ଗଳବାର ଲୋକ ସଭାରେ  ସେ କହିଥିଲେ ଯେ, ”ଭାଜପା କେବଳ ହିନ୍ଦୀ ହାର୍ଟଲ୍ୟାଣ୍ଡରେ ନିର୍ବାଚନ...

ବିଶ୍ୱର ଟପ୍‌ ୧୦୦ ଅସ୍ତ୍ରଶସ୍ତ୍ର ନିର୍ମାତା କମ୍ପାନୀ ତାଲିକାରେ ୩ଭାରତୀୟ କମ୍ପାନୀ

ନୂଆଦିଲ୍ଲୀ,୫।୧୨: ମେକ ଇନ ଇଣ୍ଡିଆ ଓ ଆତ୍ମ ନିର୍ଭର ହୋଇ ଭାରତ ବିଶ୍ୱରେ ନିଜର ଗୋଟିକ ପରେ ଗୋଟିଏ ଛାପ ଛାଡିଛି। ଚନ୍ଦ୍ରର ଦକ୍ଷିଣ ମେରୁରେ ଚନ୍ଦ୍ରାୟାନ ଓହ୍ଲାଇ ବିଶ୍ୱରେ ପ୍ରଥମ ଦେଶ ଭାବେ ଇତିହାସ ରଚି ସାରିଛି। ବର୍ତ୍ତମାନ...

ଶିବରାଜଙ୍କ ବଡ଼ ବୟାନ: ମୁଖ୍ୟମନ୍ତ୍ରୀ ପଦ ଲାଗି ମୁଁ ଦାବିଦାର ନା ଥିଲି, ନା ଅଛି…

ଭୋପାଳ,୫।୧୨: ନିକଟରେ ଶେଷ ହୋଇଥିବା ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ବିଜୟ ପତାକା ଉଡ଼ାଇଛି ଭାଜପା। ଏବେ ରାଜ୍ୟର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବ ସେ ନେଇ ମାନସମନ୍ଥନ ଚାଲିଛି। ଏଭଳି ସମୟରେ ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନ ବଡ଼...

ଏହି ବ୍ୟକ୍ତିଙ୍କୁ ଇଣ୍ଟରଭ୍ୟୁ ଦେବାରୁ ହାରିଗଲେ ଛତିଶଗଡ ମୁଖ୍ୟମନ୍ତ୍ରୀ ବଘେଲ, ପଞ୍ଜାବ ପୂର୍ବ ମୁଖ୍ୟମନ୍ତ୍ରୀ ଚନ୍ନିଙ୍କ ମଧ୍ୟ ହୋଇଥିଲା ସମଦଶା, ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ,୫।୧୨: ଫାଇନାଲ ମ୍ୟାଚ ପୁର୍ବରୁ ସେମିଫାଇନାଲ ମ୍ୟାଚରେ ଫେଲ ମାରିଛି କଂଗ୍ରେସ। କଂଗ୍ରେସ ରାଜ୍ୟ କୁହାଯାଉଥିବା ଛତିଶଗଡରେ ଏଥରର ବିଧାନସଭା ନିର୍ବାଚନରେ ଦଳ ଧରାଶାୟୀ ହୋଇଛି। ଯାହାକୁ ନେଇ ଜାତୀୟ ରାଜନୀତିରେ ଚର୍ଚ୍ଚା ଲାଗି ରହିଛି। ରାଜନୈତିକ ବିଶେଷଜ୍ଞନୁସାରେ ଛତିଶଗଡ...

ଇଣ୍ଡିଆ ମେଣ୍ଟ ବୈଠକ ସ୍ଥଗିତ, ମମତା-ନୀତୀଶ-ଅଖିଳେଶ ଯୋଗ ଦେବାକୁ ମନା କରିବା ପରେ ନିଷ୍ପତ୍ତି

ନୂଆଦିଲ୍ଲୀ,୫।୧୨: ବୁଧବାର ଦିନ ଧାର୍ଯ୍ୟ ହୋଇଥିବା ବିରୋଧୀ ଗୋଷ୍ଠୀଙ୍କ ଇଣ୍ଡିଆ ମେଣ୍ଟ’ର ବୈଠକ ସ୍ଥଗିତ ରଖାଯାଇଛି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏହି ବୈଠକ ଡିସେମ୍ବର ୬ କୁ ଦିଲ୍ଲୀରେ ଡାକିଥିଲେ। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ...

ସ୍ଥଳଭାଗ ମୁହାଁ ବାତ୍ୟା ‘ମିଗ୍‌ଜୋମ’: ନେଲୋର-ମଚ୍ଛଲିପଟନମ୍‌ ଦେଇ କରିବ ଅତିକ୍ରମ

ଚେନ୍ନାଇ,୫।୧୨: ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗ୍‌ଜୋମ’ ଭୟଙ୍କର ରୂପ ନେଇ ତାଣ୍ଡବ ଚରିବା ଆରମ୍ଭ କରିଦେଇଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଘଣ୍ଟା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri