Tag Archives: Home Middle

ସିବିଆଇ ତଦନ୍ତ କରିଥିବା ୬,୯୦୦ ମାମଲା ଗଡ଼ୁଛି

ନୂଆଦିଲ୍ଲୀ,୩ା୯(ପି.ଟି.): କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ୬,୯୦୦ରୁ ଊର୍ଦ୍ଧ୍ୱ ଦୁର୍ନୀତି ମାମଲାର ତଦନ୍ତ କରିଥିବାବେଳେ ସେଗୁଡ଼ିକ ବିଭିନ୍ନ ଅଦାଲତରେ ବିଚାର ଅପେକ୍ଷାରେ ପଡ଼ିରହିଛି। ଏପରିକି ୩୬୧ଟି ମାମଲା କୋର୍ଟରେ ୨୦ ବର୍ଷରୁ ଊର୍ଦ୍ଧ୍ୱ ହେଲା ଗଡ଼ୁଥିବା କେନ୍ଦ୍ରୀୟ ଭିଜିଲାନ୍ସ ଆୟୋଗ (ସିଭିସି)ଙ୍କ...

ଆଇସିଆଇସିଆଇ ବ୍ୟାଙ୍କରୁ ବେତନ ଉଠାଉଛନ୍ତି ସେବି ଅଧ୍ୟକ୍ଷା: କଂଗ୍ରେସ

ନୂଆଦିଲ୍ଲୀ,୩ା୯: ଆମେରିକୀୟ ରିସର୍ଚ୍ଚ ସଂସ୍ଥା ହିଣ୍ଡେନ୍‌ବର୍ଗର ରିପୋର୍ଟକୁ ନେଇ ବିବାଦରେ ରହିଥିବା ଭାରତର ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ଅଧ୍ୟକ୍ଷା ମାଧବୀ ପୁରୀ ବୁଚ୍‌ ଆଇସିଆଇସିଆଇ ବ୍ୟାଙ୍କରୁ ନିୟମିତ ବେତନ ଉଠାଉଥିବା କଂଗ୍ରେସ ସୋମବାର ଅଭିଯୋଗ କରିଛି। ପୁଞ୍ଜିବଜାର ନିୟନ୍ତ୍ରକର...

ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଖୋଜି ଖୋଜି ବାହାର କରୁଛି ଭିଜିଲାନ୍ସ: ଦୁଇ ମାସରେ ଜବତ ହେଲାଣି ୪ କେଜି ସୁନା, ୧୯୬ ପ୍ଲଟ୍

ଭୁବନେଶ୍ୱର,୨।୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଉପରେ ଓଡିଶା ଭିଜିଲାନ୍ସ ପକ୍ଷରୁ ବ୍ୟାପକ ଚଢ଼ାଉ ଜାରି ରହିଛି। ଭିଜିଲାନ୍ସ ବିଭାଗ ଏହାର ଡ୍ରାଇଭକୁ ଜୋରଦାର କରିଛି ଏବଂ ଏପର୍ଯ୍ୟନ୍ତ ଏହା ୮ ଟି ପ୍ରଥମ ଶ୍ରେଣୀ ଅଧିକାରୀ, ୨ ଦ୍ୱିତୀୟ ଶ୍ରେଣୀ ଅଧିକାରୀ...

ଲାଞ୍ଚ ନେବାବେଳେ ଧରାପଡିଲେ RI, ARI: ୨ ଜଣଙ୍କୁ ଉଠାଇ ନେଲା ଭିଜିଲାନ୍ସ

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ତହସିଲ ଅନ୍ତର୍ଗତ ପୋଡାମାରି ଗ୍ରାମ ରାଜସ୍ବ ସର୍କଲର ରାଜସ୍ବ ନିରୀକ୍ଷକ(RI) ଆଦିତ୍ୟ ସେନାପତି ଏବଂ ଉପ ରାଜସ୍ବ ନୀରିକ୍ଷକ(ARI) ଟୁଟୁ ସେଠୀ ପୋଡ଼ାମାରି ଗ୍ରାମର ମନୋରଞ୍ଜନ ସାହୁଙ୍କ ଠାରୁ ୫ ହଜାର...

କୋଲକାତା ବଳାତ୍କାର ମାମଲା: ଗିରଫ ହେଲେ ଆର୍‌.ଜି କର ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ

କୋଲକାତା,୨।୯: କୋଲକାତା ବଳାତ୍କାର ମାମଲାରେ ସିବିଆଇ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଆର୍‌.ଜି କର ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷଙ୍କୁ ସିବିଆଇ ସୋମବାର ଗିରଫ କରିଥିବା ସୂଚନା ମିଳିଛି। ନିକଟରେ ସିବିଆଇ ଏହି ମାମଲାରେ ଏକ ଏଫଆଇଆର୍‌ ପଞ୍ଜୀକୃତ...

ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଖାଲି ପଡ଼ିଛି ୨ ଲକ୍ଷ ୫ ହଜାର ପଦବୀ: ଶିକ୍ଷା, ସ୍ୱାସ୍ଥ୍ୟରେ ସର୍ବାଧିକ

ଭୁବନେଶ୍ୱର,୨।୯: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ୨ ଲକ୍ଷ ୫ ହଜାର ପଦବୀ ଖାଲି ପଡିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ସୂଚନା ଦେଇଛନ୍ତି। ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ମୋଟ କର୍ମଚାରୀ ସଂଖ୍ୟା ୫ ଲକ୍ଷ ୯୬ ହଜାର...

ପାରାଲିମ୍ପିକ୍ସ: ବ୍ୟାଡମିଣ୍ଟନରେ ସ୍ବର୍ଣ୍ଣ ପଦକ ଜିତିଲେ ନୀତେଶ କୁମାର

ପ୍ୟାରିସ,୨।୯: ପାରାଲିମ୍ପିକ୍ସ ୨୦୨୪ରେ ନୀତେଶ କୁମାର ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେ ପୁରୁଷ ସିଙ୍ଗଲ୍ସ ଏସ୍‌ଏଲ୍‌୩ ବର୍ଗରେ ବ୍ୟାଡମିଣ୍ଟନରେ ଗ୍ରେଟ୍‌ ବିଟ୍ରେନର ଡାନିୟଲ ବେଥେଲଙ୍କୁ ୨୧-୧୪, ୧୮-୨୧, ୨୩-୨୧ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସେ ପ୍ୟାରିସ...

ଏହି ଦିନ ଓଡ଼ିଶା ଆସି ‘ସୁଭଦ୍ରା’ ଟଙ୍କା ବାଣ୍ଟିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର,୨।୯: ବହୁଚର୍ଚ୍ଚିତ ‘ସୁଭଦ୍ରା’ ଯୋଜନା ପାଇଁ ଆବେଦନ ଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ସୁଭଦ୍ରା ଟଙ୍କା ବାଣ୍ଟିବେ ବୋଲି ଜଣାପଡିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୭ ଅର୍ଥାତ୍‌ ନିଜ ଜନ୍ମଦିନରେ ଓଡ଼ିଶା ଗସ୍ତରେ ଆସିବେ...

ଉନ୍ମୋଚନ ହେଲା ‘ସୁଭଦ୍ରା ପୋର୍ଟାଲ’: ମିଳିବ ‘ସୁଭଦ୍ରା ଯୋଜନା’ର ସବୁକିଛି ସୂଚନା

ଭୁବନେଶ୍ୱର,୨।୯: ସୁଭଦ୍ରା ଯୋଜନାର ସମସ୍ତ ସୂଚନା ପାଇଁ ସୋମବାର ‘ସୁଭଦ୍ରା ପୋର୍ଟାଲ’ ଉନ୍ମୋଚନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସୁଭଦ୍ରାର ସମସ୍ତ ସୂଚନା ଏଣିକି ସୁଭଦ୍ରା ପୋର୍ଟାଲରେ ଉପଲବ୍ଧ ହେବ। ସୁଭଦ୍ରା ଯୋଜନା ବିଷୟରେ ଜାଣିବାକୁ ଚାହୁଁଥିଲେ ଜଣେ ହିତାଧୀକାରୀ...

କୃଷକଙ୍କ ମୁହଁରେ ହସ ଫୁଟାଇଲେ ମୋଦି ସରକାର: ୭ ବଡ଼ ଯୋଜନାକୁ ମିଳିଲା କ୍ୟାବିନେଟ୍‌ ମଞ୍ଜୁରୀ

ନୂଆଦିଲ୍ଲୀ,୨।୯: କେନ୍ଦ୍ର କ୍ୟାବିନେଟ ବୈଠକରେ କୃଷକଙ୍କ ସହ ଜଡିତ ୭ଟି ଯୋଜନାକୁ ଅନୁମୋଦନ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତ, କୃଷକଙ୍କ ଜୀବନରେ ଉନ୍ନତି ଆଣିବା ଏବଂ ସେମାନଙ୍କ ଆୟ ବୃଦ୍ଧି ପାଇଁ...

ଭାରତକୁ ମିଳିଲା ୮ମ ପଦକ: ଯୋଗେଶ କଥୁନିୟା ଜିତିଲେ ରୌପ୍ୟ ପଦକ

ପ୍ୟାରିସ,୨।୯: ପ୍ୟାରିସ ପାରାଲିମ୍ପିକ୍ସରେ ଭାରତ ଅଷ୍ଟମ ପଦକ ପାଇଛି। ଯୋଗେଶ କଥୁନିଆ ଡିସକସ୍‌ ଥ୍ରୋରେ ଭାରତ ପାଇଁ ରୌପ୍ୟ ପଦକ ଆଣିଛନ୍ତି। ସେ ପୁରୁଷ ଡିସକସ୍‌ ଥ୍ରୋ ଏଫ୍‌୫୬ ଇଭେଣ୍ଟରେ ରୌପ୍ୟ ପଦକ ନିଜ ନାଁରେ କରିଛନ୍ତି। ଯୋଗେଶ କଥୁନିୟାଙ୍କ...

ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, କହିଲେ ଆମେ…

ନୂଆଦିଲ୍ଲୀ,୨ା୯: ବୁଲଡୋଜର ମଡ଼ାଇବା ଉପରେ ବ୍ରେକ୍‌ ଲଗାଇବେ କି ସୁପ୍ରିମକୋର୍ଟ। ସୁପ୍ରିମକୋର୍ଟ କହିଛନ୍ତି, ଆମେ ନିର୍ଦ୍ଦେଶାବଳୀ ପ୍ରସ୍ତୁତ କରିବୁ, ସମସ୍ତ ରାଜ୍ୟକୁ ଅନୁସରଣ କରିବାକୁ ପଡ଼ିବ। ଅପରାଧୀଙ୍କ ବିରୋଧରେ ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ ମାମଲାରେ ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା। ସେପ୍ଟେମ୍ବର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri