Tag Archives: Home Middle

୨୦୨୪ର ଫାଇନାଲ ପୂର୍ବରୁ ସେମିଫାଇନାଲରେ ଭାଜପା ବିଜୟୀ…

ନୂଆଦିଲ୍ଲୀ,୩।୧୨ : ୨୦୨୪ର ଲୋକସଭା ଫାଇନାଲ ପୂର୍ବରୁ ଭାଜପା ମଧ୍ୟପ୍ରଦେଶ,ରାଜସ୍ଥାନ, ଛତିଶଗଡ଼ର ବିଧାନସଭା ନିର୍ବାଚନର ସେମିଫାଇନାଲ ଫଳାଫଳରେ ବିଜୟୀ ହୋଇଛି। ୩ ରାଜ୍ୟରେ ଭାଜପା ଆଗୁଆ ରହିଛି। କଂଗ୍ରେସ କେବଳ ଗୋଟିଏ ରାଜ୍ୟରେ ଆଗୁଆ ରହିଛି। ଭୋଟ ଗଣତିରୁ ଜଣାପଡ଼ିଛି...

ତେଲଙ୍ଗାନାରେ କଂଗ୍ରେସର ବିଜୟର ଶ୍ରେୟ ରେଭନ୍ତ ରେଡ୍ଡୀ, ମୁଖ୍ୟମନ୍ତ୍ରୀ ଦୌଡରେ ଆଗରେ…

ହାଇଦ୍ରାବାଦ,୩।୧୨ : ତେଲଙ୍ଗାନାରେ ବିଧାନସଭା ନିର୍ବାଚନର ଧାରାରୁ ରାଜ୍ୟରେ କଂଗ୍ରେସ ସଂପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରୁଥିବା ଜଣାପଡିଛି। ରାଜ୍ୟ ଗଠନ ପରେ ଏହା ପ୍ରଥମ ଥର ହେବାକୁ ଯାଉଛି ଭାରତ ରାଷ୍ଟ୍ର ସମିତି (ବିଆରଏସ )(ପୂର୍ବରୁ ତେଲେଙ୍ଗାନା ରାଷ୍ଟ୍ର ସମିତି-ଟିଆରଏସ)...

‘କେବଳ ମୋଦିଙ୍କ ଗ୍ୟାରେଣ୍ଟି ଦେଶରେ କାମ କରୁଛି’: ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ଛତିଶଗଡ ବିଜୟ ପରେ ମୋଦିଙ୍କୁ ଶ୍ରେୟ ଦେଲେ ଭାଜପା ନେତା

ନୂଆଦିଲ୍ଲୀ,୩।୧୨: ରାଜସ୍ଥାନ, ସାଂସଦ ଏବଂ ଛତିଶଗଡରେ ବିଧାନସଭା ନିର୍ବାଚନରେ ଭାଜପା ବିଜୟ ଆଡକୁ ଅଗ୍ରସର ହେଉଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆନନ୍ଦିତ ବିଜେପି ନେତା ଓ କର୍ମୀମାନେ ଶୁଭେଚ୍ଛା ଜଣାଇଛନ୍ତି। କଂଗ୍ରେସ ଦେଇଥିବା ପ୍ରତିଶ୍ରୁତିର ପ୍ରତିଶୋଧ ନେବାକୁ ଭାଜପା...

ପଦ୍ମ ଉଡିଲା, ହାତ ପଡିଲା: ୩-୧ରେ ନକ୍‌ଆଉଟ କଂଗ୍ରେସ…

ନୂଆଦିଲ୍ଲୀ,୩।୧୨ : ମଧ୍ୟପ୍ରଦେଶ,ରାଜସ୍ଥାନ, ଛତିଶଗଡ଼ର ବିଧାନସଭା ନିର୍ବାଚନ ଫଳାଫଳରେ କଂଗ୍ରେସ ଭାଜପାଠାରୁ ୩-୧ରେ ନକ୍‌ଆଉଟ ହୋଇଛି। ଭୋଟ ଗଣତିରୁ ଜଣାପଡ଼ିଛି ଭାଜପା ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ଛତିଶଗଡ଼ରେ ମ୍ୟାଜିକ୍‌ ନମ୍ବର ଟପିଛି। ମଧ୍ୟପ୍ରଦେଶରେ ମୋଟ ଆସନ ସଂଖ୍ୟା ୨୩୦ ଥିବାବେଳେ...

ମଧ୍ୟପ୍ରଦେଶ,ରାଜସ୍ଥାନ, ଛତିଶଗଡ଼ରେ ମୋଦି ମ୍ୟାଜିକ୍‌…

ନୂଆଦିଲ୍ଲୀ,୩।୧୨ : ମଧ୍ୟପ୍ରଦେଶ,ରାଜସ୍ଥାନ, ଛତିଶଗଡ଼ର ବିଧାନସଭା ନିର୍ବାଚନ ଫଳାଫଳରେ ମୋଦି ମ୍ୟାଜିକ୍‌ କାମ ଦେଇଛି। ଭୋଟ ଗଣତିରୁ ଜଣାପଡ଼ିଛି ଭାଜପା ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ଛତିଶଗଡ଼ରେ ମ୍ୟାଜିକ୍‌ ନମ୍ବର ଟପିଛି। ମଧ୍ୟପ୍ରଦେଶରେ ମୋଟ ଆସନ ସଂଖ୍ୟା ୨୩୦ ଥିବାବେଳେ ସରକାର...

କେସିଆରଙ୍କ କାରକୁ ରୋକିଲା କଂଗ୍ରେସର ହାତ…

ହାଇଦ୍ରାବାଦ,୩।୧୨ : ତେଲଙ୍ଗାନାର ବିଧାନସଭା ନିର୍ବାଚନ ଫଳାଫଳର ପ୍ରାଥମିକ ଗଣତିରୁ ଜଣାପଡ଼ିଛି କଂଗ୍ରେସ ରାଜ୍ୟରେ ପ୍ରଥମ ଥର ପାଇଁ କ୍ଷମତା ଦଖଲ କରିବାରକୁ ଯାଉଛି। ରାଜ୍ୟରେ ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ(କେସିଆର)ଙ୍କ ନିର୍ବାଚନୀ ଚିହ୍ନ କାରକୁ କଂଗ୍ରେସର ହାର ରୋକି...

୫ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ କି ଶିବରାଜ ? ପ୍ରଶ୍ନକୁ ଏଡାଇ ଗଲେ…

ଭୋପାଳ,୩।୧୨ : ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ଭାଜପା ଆଗୁଆ ରହିଛି। ମୋଟ ୨୩୦ ଆସନରୁ ସରକାର ଗଠନ ପାଇଁ ମ୍ୟାଜିକ ନମ୍ବର ୧୧୬ ରହିଛି। ରାଜ୍ୟରେ ଭାଜପା ୧୬୧ ଆସନରେ ଆଗୁଆ ରହିଥିବାବେଳେ କଂଗ୍ରେସ ୬୬ ଏବଂ ଅନ୍ୟ ଦଳ...

ଭାଜପା ସରକାର ଗଠନ ମୁହାଁ: ମୋଦିଙ୍କୁ ନେଇ ମୁହଁ ଖୋଲିଲେ ଶିବରାଜ…

ଭୋପାଳ,୩।୧୨ : ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନର ଫଳାଫଳରେ ପ୍ରାରମ୍ଭିକ ଧାରାରେ ଭାଜପା ବହୁ ଆସନରେ ଆଗୁଆ ରହିଛି। ଏଥି ସହିତ କଂଗ୍ରେସର ଆସନ ସଂଖ୍ୟା ହ୍ରାସ ହେବାରେ ଲାଗିଛି। ଏଭଳି ପରିସ୍ଥିତିରେ ଭାରତୀୟ ଜନତା ପାର୍ଟିର ଏହି ଉତ୍କୃଷ୍ଟ ପ୍ରଦର୍ଶନ...

ତେଲଙ୍ଗାନା ବିଧାନସଭା ନିର୍ବାଚନ ଫଳାଫଳ ୨୦୨୩: ବିଧାୟକଙ୍କୁ ସୁରକ୍ଷା ଦେବାକୁ ହାଇଦ୍ରାବାଦରେ ପହଞ୍ଚିଲେ ଡି.କେ ଶିବକୁମାର

ନୂଆଦିଲ୍ଲୀ,୩।୧୨: ତେଲଙ୍ଗାନାରେ ମ୍ୟାଜିକ ନମ୍ବର ଅତିକ୍ରମ କରିବା ପରେ କଂଗ୍ରେସ ନେତା ତଥା କର୍ଣ୍ଣାଟକ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର ୧୦ଜଣ ମନ୍ତ୍ରୀଙ୍କ ସହ ତେଲେଙ୍ଗାନାର ହାଇଦ୍ରାବାଦରେ ପହଞ୍ଚିଛନ୍ତି। ଦଳର ନେତାଙ୍କୁ ଏକାଠି ରଖିବା ପାଇଁ କଂଗ୍ରେସ ହାଇକମାଣ୍ଡ ତାଙ୍କୁ ଦାୟିତ୍ୱ...

ତେଲଙ୍ଗାନାରେ ପ୍ରଥମ ଥର ପାଇଁ କଂଗ୍ରେସ କ୍ଷମତା ଦଖଲ ମୁହାଁ…

ହାଇଦ୍ରାବାଦ,୩।୧୨ : ତେଲଙ୍ଗାନାର ବିଧାନସଭା ନିର୍ବାଚନ ଫଳାଫଳର ପ୍ରାଥମିକ ଗଣତିରୁ ଜଣାପଡ଼ିଛି କଂଗ୍ରେସ ରାଜ୍ୟରେ ପ୍ରଥମ ଥର ପାଇଁ କ୍ଷମତା ଦଖଲ କରିବାକୁ ଯାଉଛି। ତେଲଙ୍ଗାନାରେ କଂଗ୍ରେସ ମ୍ୟାଜିକ ନମ୍ବର ଛୁଇଁଛି। ତେଲଙ୍ଗାନାରେ ମୋଟ ଆସନ ସଂଖ୍ୟା ୧୧୯ ରହିଛି।...

ବିଧାନସଭା ନିର୍ବାଚନ ଫଳାଫଳ ୨୦୨୩: ତିନି ରାଜ୍ୟରେ ଭାଜପା ଅଗ୍ରଣୀ, ତେଲଙ୍ଗାନାରେ ବିଜୟ ମୁହାଁ କଂଗ୍ରେସ

ନୂଆଦିଲ୍ଲୀ,୨ା୧୨: ମତଦାନ ଗଣନାର ପ୍ରାରମ୍ଭିକ ପର୍ଯ୍ୟାୟ ଫଳାଫଳ ଅନୁଯାୟୀ ମଧ୍ୟପ୍ରଦେଶ ଏବଂ ରାଜସ୍ଥାନରେ ଭାଜପା ମ୍ୟାଜିକ ନମ୍ବର ଅତିକ୍ରମ କରି ଅନ୍ୟ ମାନଙ୍କ ଠାରୁ ଆଗରେ ରହିଛି। ସେହିପରି ଛତିଶଗଡରେ ମଧ୍ୟ ଶାସକ କଂଗ୍ରେସକୁ ମଧ୍ୟ ଅତିକ୍ରମ କରି ବିଜୟ...

ଛତିଶଗଡ଼ରେ ଭାଜପା ଆଗୁଆ: ଟପିଲା ମ୍ୟାଜିକ ନମ୍ବର…

ରାୟପୁର,୩।୧୨: ମଧ୍ୟପ୍ରଦେଶ,ରାଜସ୍ଥାନ, ଛତିଶଗଡ଼ ଓ ତେଲଙ୍ଗାନାର ବିଧାନସଭା ନିର୍ବାଚନ ଫଳାଫଳର ଗଣତିରୁ ଜଣାପଡ଼ିଛି ଭାଜପା ମଧ୍ୟପ୍ରଦେଶ ଏବଂ ରାଜସ୍ଥାନରେ ମ୍ୟାଜିକ୍‌ ନମ୍ବର ଟପିଛି। ମଧ୍ୟପ୍ରଦେଶରେ ମୋଟ ଆସନ ସଂଖ୍ୟା ୨୩୦ ଥିବାବେଳେ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ୍‌ ନମ୍ବର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri