Tag Archives: Home Middle

ବିମାନରୁ ଓହ୍ଲାଇବାକୁ ଅଧ ଘଣ୍ଟା ଅପେକ୍ଷା କଲେ ରାଷ୍ଟ୍ରପତି

ଦୋହା,୧।୧୨: ଜର୍ମାନ ରାଷ୍ଟ୍ରପତି ଫ୍ରାଙ୍କ ୱାଲ୍ଟର ଷ୍ଟେନମେୟରଙ୍କୁ କତାରରେ ଅବତରଣ କରିବା ପରେ ବିମାନରେ ଅଧ ଘଣ୍ଟା ଅପେକ୍ଷା କରିବାକୁ ପଡିଥିବା ବେଳେ ତାଙ୍କୁ ଏକ ଅସହଜ ପରିସ୍ଥିତିର ସାମ୍ନା କରିବାକୁ ପଡିଥିଲା। ଏହାର ଭିଡିଓ ମଧ୍ୟ ସାମ୍ନାକୁ ଆସିଛି,...

ଚାଇନା ପରେ ଏବେ ଆମେରିକାରେ ବ୍ୟାପିଲାଣି ରହସ୍ୟମୟ ନିମୋନିଆ!

ଓ୍ବାଶିଂଟନ,୧।୧୨: ଆମେରିକାର ଓହିଓରେ ବହୁ ସଂଖ୍ୟକ ଶିଶୁ ରହସ୍ୟମୟ ନିମୋନିଆରେ ପୀଡିତ ହୋଇଥିବା କୁହାଯାଉଛି। ଏହି କାରଣରୁ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଚାଇନାରେ ମଧ୍ୟ ରହସ୍ୟମୟ ନିମୋନିଆ ରୋଗ ଏବେ ଶିଖରରେ ଅଛି, ଯେଉଁଠାରେ ପିଲାମାନଙ୍କୁ ବହୁ ସଂଖ୍ୟାରେ...

ଜାହାଜରୁ ସନ୍ଦେହଜନକ ସାମଗ୍ରୀ ଜବତ: କର୍ମଚାରୀ ଆତଙ୍କିତ

ପାରାଦୀପ,୧।୧୨(ଶରତ ରାଉତ):ପାରାଦୀପ ବନ୍ଦର ପିଆଇସିଟି (ପାରାଦୀପ ଇଣ୍ଟରନ୍ୟାସନାଲ କାର୍ଗୋ ଟର୍ମିନାଲ)ବର୍ଥରୁ ଶୁକ୍ରବାର ଭୋରୁ କିଛି ସନ୍ଦିଗ୍ଧ ସାମଗ୍ରୀ ଜବତ ହୋଇଛି। ମେରାଇନ ପୋଲିସ, କଷ୍ଟମ୍ସ ଓ ସିଆଇଏସଏଫ ମିଳିତ ଭାବେ ଯାଞ୍ଚ କରୁଛନ୍ତି। ପ୍ରାଥମିକ ଭାବେ ଡଗ ସ୍କ୍ବାର୍ଡ, ବୋମା...

ୟୁଏଇରେ ମୋଦିଙ୍କୁ ଜୋରଦାର ସ୍ବାଗତ: ‘ମୋଦି-ମୋଦି’, ‘ଅବ୍‌ କି ବାର୍‌ ମୋଦି ସରକାର’ ସ୍ଲୋଗାନରେ କମ୍ପିଲା

ୟୁଏଇ,୧।୧୨:ମିଳିତ ଜାତିସଂଘର ଜଳବାୟୁ ସମ୍ମିଳନୀ (ସିଓପି୨୮) ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଦୁବାଇରେ ପହଞ୍ଚିଛନ୍ତି। ଦୁବାଇରେ ଥିବା ଭାରତୀୟମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ବାଗତ କରିଥିଲେ। ଏହି ସମୟରେ ଲୋକମାନେ ମୋଦି-ମୋଦି ଏବଂ ଏଥର ‘ଅବ୍‌ କି ବାର୍‌...

ମର୍ମନ୍ତୁଦ ଦୁର୍ଘଟଣା ସଡ଼କ ଦୁର୍ଘଟଣା: ଚାଲିଗଲା ୮ ଜୀବନ

କେନ୍ଦୁଝର,୧।୧୨ : କେନ୍ଦୁଝର ଜିଲା ଏନ୍‌ଏଚ୍‌-୨୦ ବାଲିଯୋଡି ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାକଡରେ ଠିଆ ହୋଇଥିବା ଟ୍ରକକୁ ଭ୍ୟାନ ଧକ୍କା ଦେବାରୁ ୮ ଜଣଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ୮ ଜଣ ଗୁରୁତର ଆହତ ହୋଇଛନ୍ତି।...

ପୁଣି ବଢିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୧୨: ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଶେଷ ହୋଇଥିଲା ଏବଂ ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି ପାଇଛି। ୧୯ କିଲୋଗ୍ରାମ ବାଣିଜି୍ୟକ ଗ୍ୟାସ ସିଲିଣ୍ଡରରେ ୨୧ ଟଙ୍କା ବୃଦ୍ଧି ଘଟିଛି। ଆଜିଠାରୁ ଏହି ଦର ଲାଗୁ ହେବ। ଫଳରେ...

ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ସିରିଜ୍‌ ପାଇଁ ଭାରତୀୟ ଦଳ ଘୋଷଣା, ରୋହିତ, କୋହଲି ନୁହନ୍ତି ରାହୁଲ ସମ୍ଭାଳିବେ ଅଧିନିୟକତ୍ୱ

ନୂଆଦିଲ୍ଲୀ,୩୦।୧୧: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ଦିନିକିଆ ଦଳର ଦାୟିତ୍ୱ କେ.ଏଲ ରାହୁଲଙ୍କୁ ହସ୍ତାନ୍ତର କରାଯାଇଛି। ନିୟମିତ ଅଧିନାୟକ ରୋହିତ ଶର୍ମା ଏବଂ ବିରାଟ ଏହି...

ଆସିଲା ଏକଜିଟ୍‌ ପୋଲ: ଭାଜପାକୁ ଟକ୍କର ଦେବ କଂଗ୍ରେସ

ନୂଆଦିଲ୍ଲୀ,୩୦।୧୧: ରାଜସ୍ଥାନ, ମଧ୍ୟପ୍ରଦେଶ, ଛତିଶଗଡ଼, ମିଜୋରାମ, ତେଲଙ୍ଗାନା ୫ ରାଜ୍ୟରେ ନିର୍ବାଚନ ଶେଷ ହୋଇଛି। ଗୁରୁବାର ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ଏକଜିଟ୍‌ ପୋଲ ଆକଳନ ସାମ୍ନାକୁ ଆସିଛି। ଏହି ଆକଳନ ଅନୁଯାୟୀ ରାଜସ୍ଥାନରେ ଭାଜପା କ୍ଷମତାକୁ ଫେରୁଥିବା ବେଳେ...

ଅପେକ୍ଷା କରିବାକୁ ପଡିବନି ଅଧିକ ସମୟ, ଘଣ୍ଟାଏ ପୂର୍ବରୁ ଜଣାପଡିଯିବ ୫ ରାଜ୍ୟରେ କିଏ ଗଢିବ ସରକାର

ନୂଆଦିଲ୍ଲୀ,୩୦।୧୧: ଦେଶରେ ୫ ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ ଉପରେ ଏବେ ସମସ୍ତଙ୍କର ନଜର। ଏବେଠାରୁ ଏହାକୁ ନେଇ ଏକଜିଟ ପୋଲର ଫଳାଫଳ ବି ଆସିଗଲାଣି। ନିର୍ବାଚନ କମିଶନ ଏକଜିଟ ପୋଲ ଦେଖାଇବାର ସମୟକୁ ନେଇ ଏକ ବଡ଼ ପରିବର୍ତ୍ତନ...

Exit Poll: ରାଜସ୍ଥାନରେ କ୍ଷମତା ହରାଇ ପାରନ୍ତି ଅଶୋକ ଗେହଲଟ, ସୁବିଧାଜନକ ସ୍ଥିତିରେ ଭାଜପା

ନୂଆଦିଲ୍ଲୀ,୩୦।୧୧: ପାଞ୍ଚ ରାଜ୍ୟରେ ନିର୍ବାଚନ ଶେଷ ହେବା ପରେ ଏକଜିଟ ପୋଲ ଆକଳନ ସାମ୍ନାକୁ ଆସିଛି। ବିଭିନ ସଂସ୍ଥାର ଆକଳନ ଅନୁଯାୟୀ ରାଜସ୍ଥାନରେ ଭାଜପା ପାଞ୍ଚ ବର୍ଷର ବ୍ୟବଧାନ ପରେ କ୍ଷମତାକୁ ଫେରୁଛି। ଗତ ତିନି ଦଶନ୍ଧି ଧରି ରାଜ୍ୟରେ...

Exit Poll: ମଧ୍ୟପ୍ରଦେଶ, ଛତିଶଗଡ଼ରେ ଭାଜପା-କଂଗ୍ରେସ ମଧ୍ୟରେ ଟାଇଟ ଫାଇଟ

ନୂଆଦିଲ୍ଲୀ,୩୦।୧୧: ପାଞ୍ଚ ରାଜ୍ୟରେ ବିଧାନସଭା ନିର୍ବାଚନ ଶେଷ ହେବା ପରେ ଆସିଛି ଏକଜିଟ ପୋଲ। ବିଭିନ୍ନ ସଂସ୍ଥାର ଆକଳନ ଅନୁଯାୟୀ ଛତିଶଗଡ଼ରେ ଭାଜପା ଏବଂ କଂଗ୍ରେସ ମଧ୍ୟରେ ସରକାର ଗଠନ ପାଇଁ ମଧ୍ୟରେ ଟାଇଟ ଫାଇଟ ହେବାର ଆକଳନ କରାଯାଉଛି।...

ଦେଶର ଏସବୁ ୪ ଜାତିଙ୍କ ବିକାଶ ପାଇଁ ମୁଁ କରୁଛି କାମ: ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୩୦।୧୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଦିନ ବିକଶିତ ଭାରତ ସଂକଳ୍ପ ଯାତ୍ରାକୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ ଦେଶର ଚାରୋଟି ଜାତି ବିଷୟରେ ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି ଦେଶରେ କେବଳ ଚାରୋଟି ଜାତି ଗରିବ, ଯୁବବର୍ଗ, ମହିଳା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri