Tag Archives: Home Middle

ଇତିହାସରେ ପ୍ରଥମ: ସ୍ବାମୀଙ୍କଠାରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱ ଗ୍ରହଣ କଲେ ସ୍ତ୍ରୀ

ଥିରୁଭାନନ୍ତପୁରମ୍‌,୨ା୯: କେରଳର ଅମଲାତାନ୍ତ୍ରିକ ଇତିହାସରେ ଏକ ବିରଳ ଘଟଣା ଦେଖିବାକୁ ମିଳିଛି। ପ୍ରଥମଥର ପାଇଁ ସ୍ବାମୀଙ୍କ ପରେ ସ୍ତ୍ରୀ ମୁଖ୍ୟ ଶାସନ ସଚିବ ପଦ ଗ୍ରହଣ କରିଛନ୍ତି। ବିଦାୟୀ ମୁଖ୍ୟ ସଚିବ ଆଇଏଏସ୍‌ ଭି.ବେଣୁଙ୍କ ବିଦାୟ ସମାରୋହରେ ମୁଖ୍ୟମନ୍ତ୍ରୀ ପି....

ଆର୍ମି କ୍ୟାମ୍ପ୍‌ରେ ଗୁଳି: ଜଣେ ଯବାନ ଆହତ

ଶ୍ରୀନଗର,୨ା୯: ଆତଙ୍କବାଦୀମାନେ ଜମ୍ମୁ-କଶ୍ମୀରରେ ପୁଣି ଥରେ ଆତ୍ମଘାତୀ କାର୍ଯ୍ୟ କରିଛନ୍ତି। ଆତଙ୍କବାଦୀମାନେ ସୋମବାର ଜମ୍ମୁର ସୁଞ୍ଜଓ୍ବାନ ଆର୍ମି କ୍ୟାମ୍ପ୍‌ ଉପରେ ଗୁଳି ଚଳାଇଥିଲେ। ଏହି ଆକ୍ରମଣରେ ଜଣେ ଯବାନ ଆହତ ହୋଇଛନ୍ତି। ପ୍ରତିରକ୍ଷା ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି। ସେ...

କୋଲକାତା ବଳାତ୍କାର ମାମଲା: ଅଭିଯୁକ୍ତ କହିଲେ ମହିଳା ଡାକ୍ତରଙ୍କ ରକ୍ତ ଦେଖି…

କୋଲକାତା,୨ା୯: କୋଲକାତା ଆର୍‌ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ଅଭିଯୁକ୍ତ ସଞ୍ଜୟ ରାୟ ଦିନକୁ ଦିନ ନୂଆ ନୂଆ କଥା କହୁଛନ୍ତି। ସେ ତାଙ୍କ ଓକିଲ କବିତା...

ମହାକାଶରେ ଥାଇ ମା’ଙ୍କ ସହ କଥା ହେଲେ ସୁନୀତା ଓ୍ବିଲିୟମ୍ସ, ଦେଲେ ଏହି ବଡ଼ ସୂଚନା, କହିଲେ ତୁମେ…

ଓ୍ବାଶିଂଟନ,୨ା୯: ମହାକାଶରେ ଫସି ରହିଥିବା ଭାରତୀୟ ବଂଶୋଦ୍ଭବ ତଥା ନାସାର ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସଙ୍କ ବିଷୟରେ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ସେ ତାଙ୍କ ମା’ଙ୍କ ସହ କଥା ହୋଇଛନ୍ତି। ସେଠାରେ ଥିବା ବୈଷୟିକ ଗ୍ଲିଚ୍‌ ବିଷୟରେ ସୁନୀତା...

ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ୪ରୁ ପ୍ରବଳ ବର୍ଷା

ଭୁବନେଶ୍ୱର,୨।୯: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି। ଆସନ୍ତା ୪ ତାରିଖରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ପରେ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ। ଅବପାତଟି ଛତିଶଗଡ଼ମୁହାଁ ହେବା ନେଇ ମଧ୍ୟ...

ବାଂଲାଦେଶର ବିପର୍ଯ୍ୟୟରେ ଭାରତ ହେଲା ମାଲାମାଲ, ଖବର ଜାଣିଲେ ଖୁସି ହୋଇଯିବେ

ନୂଆଦିଲ୍ଲୀ/ଢାକା,୨।୯: ବାଂଲାଦେଶରେ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ପତନ ପରଠାରୁ ପଡୋଶୀ ଦେଶରେ ପରିସ୍ଥିତି ଗୁରୁତର ହେବାରେ ଲାଗିଛି। ଯେତେବେଳେ ଶେଖ ହସିନା କ୍ଷମତାରେ ଥିଲେ, ପଡୋଶୀ ଦେଶରେ ପୋଷାକ ଶିଳ୍ପ ଗାରମେଣ୍ଟ ଇଣ୍ଡଷ୍ଟ୍ରି ଶୀର୍ଷକୁ ଆସିଥିଲା, କିନ୍ତୁ ବର୍ତ୍ତମାନ ମୌଳବାଦୀଙ୍କ...

ଭିଜିଲାନ୍ସ ଜାଲରେ ପଡ଼ିଲେ ଖଣି ଉପନିର୍ଦ୍ଦେଶକ, ଚାଲିଛି ବଡ଼ଧରଣର ରେଡ୍‌

ତାଳଚେର,୨ା୯(ମନୋଜ ନନ୍ଦ): ପୁଣି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଣେ ବଡ଼ ବାବୁ। ତାଳଚେର ଖଣି ଉପନିର୍ଦ୍ଦେଶକଙ୍କ ଘରେ ସୋମବାର ଭିଜିଲାନ୍ସ ବିଭାଗ ପକ୍ଷରୁ ବଡ଼ଧରଣର ରେଡ୍‌ ଚାଲିଛି। ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ଏହି ରେଡ୍‌ ଚାଲିଥିବା ଜଣାପଡ଼ିଛି।...

ନନ୍ଦନକାନନକୁ ଆସିଲେ ୨ ଜିରାଫ, ବଢ଼ିଲା ସଂଖ୍ୟା

ଭୁବନେଶ୍ୱର,୨ା୯: ନନ୍ଦନକାନନକୁ ଆଉ ୨ ନୂଆ ଅତିଥି ଆସିଛନ୍ତି। କୋଲକାତାର ଅଲିପୁର ଚିଡ଼ିଆଖାନାରୁ ଏହି ଦୁଇ ଜିରାଫ ବାରଙ୍ଗସ୍ଥିତ ଚିଡ଼ିଆଖାନାକୁ ଆସିଛନ୍ତି। ଦୁଇ ଜିରାଫଙ୍କ ମଧ୍ୟରେ ଗୋଟିଏ ଦେଢ଼ ବର୍ଷର ପୁରୁଷ ଓ ବର୍ଷେ ୧ ମାସର ମାଈ ଜିରାଫ...

ପାରା ଅଲିମ୍ପିକ୍ସରେ ଭାରତକୁ ଆଉ ୨ ପଦକ

ପ୍ୟାରିସ,୨ା୯: ପ୍ୟାରିସ ପାରାଲିମ୍ପିକ୍ସରେ ରବିବାର ଭାରତ ପାଇଁ ୬ଷ୍ଠ ପଦକ ଜିତିଛନ୍ତି ସ୍ପ୍ରିଣ୍ଟର ପ୍ରୀତି ପାଲ୍‌। ସେ ତାଙ୍କର ବ୍ୟକ୍ତିଗତ ଶ୍ରେଷ୍ଠ ଟାଇମିଂ ୩୦.୦୧ ସେକେଣ୍ଡ ସହ ପ୍ୟାରିସ ପାରାଲିମ୍ପିକ୍ସ ୨୦୦ମିଟର ଟି-୩୫ କାଟେଗୋରୀରେ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି।...

ୟୁକ୍ରେନ୍‌ର ୧୫୮ ଡ୍ରୋନ୍‌ ଖସାଇଲା ରୁଷିଆ

ମସ୍କୋ,୨ା୯: ରୁଷିଆ ସେନା ଗୋଟିଏ ରାତିରେ ୧୫୮ଟି ୟୁକ୍ରେନୀୟ ଡ୍ରୋନ୍‌କୁ ଖସାଇ ଦେଇଥିବା ଏହାର ପ୍ରତିରକ୍ଷା ମନ୍ତ୍ରଣାଳୟ ରବିବାର କହିଛି। ପୂର୍ବରୁ ୟୁକ୍ରେନ୍‌ ସେନା କୁର୍ସ୍କ ଅଞ୍ଚଳରେ ପ୍ରବେଶ କରି ଆକ୍ରମଣ ଚଳାଇଥିବାବେଳେ ଏହାର ୪୬ଟି ଡ୍ରୋନ୍‌କୁ ରୁଷିଆର ଏୟାର ଡିଫେନ୍ସ...

ଗାଜାରେ ୧୯ ହଜାର ଶିଶୁ ଅନାଥ ହୋଇଛନ୍ତି

ରାଫାହ, ୨।୯: ଇସ୍ରାଏଲର କ୍ରମାଗତ ଆକ୍ରମଣ ଯୋଗୁ ଗାଜାରେ ବହୁ ଧନଜୀବନ ନଷ୍ଟ ହେବା ସହ ଅନେକ ଘର ଧ୍ୱଂସସ୍ତୂପରେ ପରିଣତ ହୋଇଛି। ଆକ୍ରମଣରେ ଅନେକ ପାଲେଷ୍ଟିନୀୟ ନିଜର ପରିଜନଙ୍କୁ ହରାଇଛନ୍ତି। ସେହିପରି ବହୁ ଶିଶୁ ମାତାପିତାଙ୍କୁ ହରାଇଛନ୍ତି। ମାତାପିତାଙ୍କୁ ହରାଇଥିବା...

ସୁଭଦ୍ରା ଯୋଜନାରେ ଏହି ଦିନ ଆସିବ ପ୍ରଥମ କିସ୍ତି, ଆବେଦନ କରି …

ଭୁବନେଶ୍ୱର,୧।୯: ସୁଭଦ୍ରା’ ଯୋଜନା ପାଇଁ ରବିବାରଠାରୁ ଆବେଦନ ଆରମ୍ଭ ହୋଇଛି। ସେଥିପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରରେ ଲମ୍ବା ଲାଇନ ଦେଖିବାକୁ ମିଳିଛି। ସେହିପରି ବ୍ଲକ୍‌ ଅଫିସ୍‌, ମୋ ସେବା କେନ୍ଦ୍ର ଓ ଜନସେବା କେନ୍ଦ୍ରରେ ମଧ୍ୟ ଆବେଦନକାରୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri