Tag Archives: Home Middle

ନିଜ କକ୍ଷର ନିକଟତର ହେଲା ଆଦିତ୍ୟ ଏଲ-୧, ୭ ଜାନୁୟାରୀ ଗୁରୁତ୍ୱପୂର୍ଣ୍ଣ

ଥିରୁଭାନନ୍ତପୁରମ,୨୫।୧୧: ସୂର୍ଯ୍ୟ ଅଧ୍ୟୟନ ପାଇଁ ପଠାଯାଇଥିବା ଭାରତର ପ୍ରଥମ ମହାକାଶ ମିଶନ ଆଦିତ୍ୟ ଏଲ-୧ ଏହାର ଶେଷ ପର୍ଯ୍ୟାୟରେ ଅଛି ଏବଂ ଖୁବ ଶୀଘ୍ର ଏହାର ଲକ୍ଷ୍ୟ ସ୍ଥଳରେ ପହଞ୍ଚିବ। ଇସ୍ରୋ ମୁଖ୍ୟ ଏସ ସୋମନାଥ ଏହି ସୂଚନା ଦେଇଛନ୍ତି।...

ସଚିନ କହିଲେ ଛାଡନ୍ତୁ କିଏ କ’ଣ କହିଲେ, ସମସ୍ତେ ଭୋଟ ଗ୍ରହଣର ମହାପର୍ବରେ ସାମିଲ ହୁଅନ୍ତୁ

ଜୟପୁର,୨୫।୧୧: ରାଜସ୍ଥାନ ବିଧାନସଭା ନିର୍ବାଚନ ପାଇଁ ଶନିବାର ସକାଳେ ଭୋଟଗ୍ରହଣ ଆରମ୍ଭ ହୋଇଛି। ସକାଳ ୭ଟାରୁ ସା ୬ଟା ପର୍ଯ୍ୟନ୍ତ ମତଦାନ ଚାଲିବ। ରାଜ୍ୟରେ ୨୦୦ବିଧାନସଭା ଆସନ ଅଛି କିନ୍ତୁ ୧୯୯ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ବିଧାୟକ ଗୁରୁମିତ...

ଧର୍ମ, ରାଜନୀତି ଊର୍ଦ୍ଧ୍ୱରେ ପ୍ରକୃତି: ପାୟେଙ୍ଗ

ଭୁବନେଶ୍ୱର, ୨୫।୧୧(ବନ୍ଦନା ସେଠୀ/ଶର୍ମିଷ୍ଠା ପାଣିଗ୍ରାହୀ) : ଧର୍ମ, ରାଜନୀତି ଓ ଅର୍ଥନୀତି ସବୁଠୁୁ ଉପରେ ପ୍ରକୃତି। ତେଣୁ ପ୍ରକୃତିର ରକ୍ଷା କରିବା ସମସ୍ତଙ୍କର ଦାୟିତ୍ୱ। ଧରିତ୍ରୀ ମାତାର ସୁରକ୍ଷା ହେଲେ ସମସ୍ତେ ସୁରକ୍ଷିତ ରହିପାରିବେ ବୋଲି ଭାରତର ଅରଣ୍ୟ ମାନବ...

୨୬ ଦିନ ପୂର୍ବରୁ ଶେଷ ହେଲା ବିଧାନସଭା, ଶାସକ ଦଳ ଏକତରଫା ଭାବେ ବନ୍ଦ କରିଦେଇଥିବା କହିଲେ ବିରୋଧୀ

ଭୁବନେଶ୍ୱର,୨୪।୧୧(ଅନିଲ ଦାସ): ବିଧାନସଭାର ଶୀତକାଳୀନ ଅଧିବେଶନ ଶୁକ୍ରବାର ୨୬ ଦିନ ପୂର୍ବରୁ ଶେଷ ହୋଇଛି। ନଭେମ୍ବର ୨୧ରୁ ଅଧିବେଶନ ଆରମ୍ଭ ହୋଇଥିବା ବେଳେ ଡିସେମ୍ବର ୩୦ ଯାଏ ଚାଲିଥାନ୍ତା। ହେଲେ ମାତ୍ର ୪ ଦିନ ପରେ ଅନିର୍ଦ୍ଦିଷ୍ଟ କାଳ ଲାଗି...

ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ସୋନୁ ସୁଦ୍‌

ଭୁବନେଶ୍ୱର,୨୪ା୧୧: ରାଜ୍ୟର ଯୁବପିଢ଼ିଙ୍କ ମଧ୍ୟରେ ଜଳବାୟୁ ପରିବର୍ତ୍ତନ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ସଚେତନତା କରିବା ପାଇଁ ଶୁକ୍ରବାର ରେଳ ଅଡିଟୋରିୟମ୍‌ଠାରେ ‘ଧରିତ୍ରୀ’ ପକ୍ଷରୁ ‘ୟୁଥ୍‌ କନ୍‌କ୍ଲେଭ୍‌’ର ତୃତୀୟ ସଂସ୍କରଣ ଆରମ୍ଭ ହୋଇଛି। ‘ଧରିତ୍ରୀ’ର ୫୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ...

ପ୍ରକୃତି ହେଉଛି ଭଗବାନ: ଯାଦବ ପାୟେଙ୍ଗ

ଭୁବନେଶ୍ୱର,୨୪ା୧୧: ‘ଧରିତ୍ରୀ’ର ୫୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଜଳବାୟୁ ପରିବର୍ତ୍ତନକୁ ନେଇ ଶୁକ୍ରବାର ରେଳ ସଦନଠାରେ ‘ଧରିତ୍ରୀ’ ପକ୍ଷରୁ ୟୁଥ୍‌ କନ୍‌କ୍ଲେଭ୍‌ ଆରମ୍ଭ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମର ପ୍ରଥମ ଅଧିବେଶନରେ ‘ଫରେଷ୍ଟ ମ୍ୟାନ୍‌ ଅଫ୍‌ ଇଣ୍ଡିଆ’ ବା ଭାରତର ଅରଣ୍ୟ...

‘ଧରିତ୍ରୀ’ ପକ୍ଷରୁ ଆରମ୍ଭ ହେଲା ୟୁଥ୍‌ କନ୍‌କ୍ଲେଭ୍‌

ଭୁବନେଶ୍ୱର,୨୪ା୧୧: ‘ଧରିତ୍ରୀ’ର ୫୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଏକ ନିଆରା ପ୍ରଚେଷ୍ଟା ଆରମ୍ଭ ହୋଇଛି। ଜଳବାୟୁ ପରିବର୍ତ୍ତନକୁ ନେଇ ଶୁକ୍ରବାର ରେଳ ସଦନଠାରେ ‘ଧରିତ୍ରୀ’ ପକ୍ଷରୁ ୟୁଥ୍‌ କନ୍‌କ୍ଲେଭ୍‌ ଆରମ୍ଭ ହୋଇଛି। ରାଜ୍ୟର ଯୁବପିଢ଼ିଙ୍କ ମଧ୍ୟରେ ଜଳବାୟୁ ପରିବର୍ତ୍ତନ ଭଳି...

ଭୂ-ସଂସ୍କାର ସଂଶୋଧନ ବିଲ୍‌ ବିଧାନସଭାରେ ଗୃହୀତ

ଭୁବନେଶ୍ୱର,୨୪।୧୧(ଅନିଲ ଦାସ): ରାଜ୍ୟରେ ସିକିମ ଭାବେ ରେକର୍ଡ ହୋଇଥିବା ଜମିକୁ ଦଖଲ କରୁଥିବା ଉପ-ରୟତ କିମ୍ବା ଅଧସ୍ତନ-ରୟତ କିମ୍ବା ସେମାନଙ୍କ ଉତ୍ତରାଧିକାରୀମାନଙ୍କୁ ସେହି ଜମି ଉପରେ ସ୍ବତ୍ୱ/ରୟତି ଅଧିକାର ମିଳିବ। ଓଡ଼ିଶା ଭୂ-ସଂସ୍କାର ଆଇନ-୧୯୬୦ର ସଂଶୋଧନ କରାଯାଇଛି। ଏହି ସଂଶୋଧନ...

୫୦ ବର୍ଷରେ ପଦାର୍ପଣ କଲା ‘ଧରିତ୍ରୀ’ ଖବରକାଗଜ: ବାଲୁକାକଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ଭୁବନେଶ୍ୱର,୨୪।୧୧: ‘ଧରିତ୍ରୀ’ ଖବରକାଗଜ ୫୦ ବର୍ଷରେ ପଦାର୍ପଣ କରିଛି। ଏହି ଅବସରରେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ନିଆରା ବାଲୁକାକଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି। ଏହି ବାଲୁକାକଳା ଧରିତ୍ରୀର ‘୫୦ ତମ ଜନ୍ମଦିନ ବିଶେଷାଙ୍କ’ ପ୍ରଚ୍ଛଦରେ ସ୍ଥାନିତ ହୋଇଛି।...

ଆଜି ଯୁବ ସମ୍ମିଳନୀ: ସୋନୁ, ରିକି ମୁଖ୍ୟ ଆକର୍ଷଣ

ସାରା ବିଶ୍ୱ ପାଇଁ ଜଳବାୟୂ ପରିବର୍ତ୍ତନ ଏବେ ଆହ୍ବାନ ସୃଷ୍ଟି କରୁଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ ହୋଇ ଅନ୍ୟମାନଙ୍କୁ ଏକ୍ଷେତ୍ରରେ ସହଭାଗୀ କରାଇପାରିବେ ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ...

ମୁମ୍ବାଇ ବିମାନବନ୍ଦରକୁ ବୋମା ପକାଇ ଉଡାଇ ଦେବାକୁ ମିଳିଲା ଧମକ

ମୁମ୍ବାଇ,୨୪।୧୧: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରର ଟର୍ମିନାଲ ୨କୁ ବୋମା ପକାଇ ଉଡାଇ ଦେବାକୁ ଧମକ ମିଳିଛି। ଏହି ଧମକ ଇମେଲ ମାଧ୍ୟମରେ ଦିଆଯାଇଛି। ଏଥିରେ ୪୮ ଘଣ୍ଟା ମଧ୍ୟରେ ବିଟକଏନରେ ଏକ ମିଲିୟନ...

ସ୍କୁଲ ଉପରେ ଇସ୍ରାଏଲ ଆକ୍ରମଣ: ଚାଲିଗଲା ୩୦ ଜୀବନ, ୯୩ ଜଣ ଆହତ

ଜେରୁଜେଲମ,୨୪।୧୧: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୪୯ ଦିନ ବିତିଗଲାଣି। ଇସ୍ରାଏଲ କ୍ରମାଗତ ଭାବରେ ଗାଜା ଷ୍ଟ୍ରିପ ଉପରେ ଏୟାରଷ୍ଟ୍ରଇକ୍‌ କରୁଛି। ଗାଜାରେ ମିଳିତ ଜାତିସଂଘ ରିଲିଫ ଆଣ୍ଡ ୱାର୍କସ ଏଜେନ୍ସି (UNRWA) ଦ୍ୱାରା ପରିଚାଳିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri