Tag Archives: Home Middle

ଲଘୁଚାପର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ

ଭୁବନେଶ୍ୱର,୧ା୯: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗତକାଲି ଅବପାତର ରୂପ ନେଇଛି । ଏହାର ପ୍ରଭାବରେ ଆଜି ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆସନ୍ତା...

ଦୁର୍ଗାପୂଜା ଭସାଣିରେ ବାଜିବନି ଡିଜେ, ପୋଲିସ କମିଶନର କହିଲେ ଯଦି ବାଜେ…

କଟକ,୧ା୯: ଚଳିତବର୍ଷ ଦୁର୍ଗାପୂଜା ଭସାଣିରେ ଡିଜେ ବାଜିବନି। ଏହାକୁ ସମ୍ପୂର୍ଣ୍ଣ ବାରଣ କରିଛନ୍ତି ପୋଲିସ କମିଶନର। କଟକ ମହାନଗର ପୂର୍ବାଞ୍ଚଳ ଶାନ୍ତି କମିଟି ବୈଠକ ପରେ ପୋଲିସ କମିଶନର ସୂଚନା ଦେଇଛନ୍ତି। ଆସନ୍ତା ଅକ୍ଟୋବର ୧୪ରେ ଭସାଣି ହେବାକୁ ଥିବା...

ଏନଡିଏରେ ଫାଟ! ହିମନ୍ତ ଶର୍ମାଙ୍କୁ କଡ଼ା ଟାର୍ଗେଟ କଲେ ଜେଡିୟୁ-ଏଲଜେପି

ନୂଆଦିଲ୍ଲୀ,୧।୯: ଆସାମ ବିଧାନସଭାରେ ମୁସଲିମ ବିଧାୟକ ନମାଜ ପଢିବା ବନ୍ଦ କରିବା ଘଟଣାରେ ଜାତୀୟ ରାଜନୀତି ସରଗରମ ରହିଛି। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମାଙ୍କ ଏପରି ନିଷ୍ପତ୍ତିରେ ରାଜନୀତି ଜୋର ଧରିଛି। ବିରୋଧୀ ଇଣ୍ଡିଆ ମେଣ୍ଟର ସଦସ୍ୟମାନେ ଏହାକୁ...

ଏଲନ୍‌ ମସ୍କଙ୍କ ନୂଆ ଯୋଜନା: ହ୍ବାଟ୍ସଆପ୍‌କୁ ଟକ୍କର ଦେବ ‘X’ର ନୂଆ ଫିଚର, କଲିଂ ହେବ ମାଗଣା

ଓ୍ବାଶିଂଟନ,୧ା୯: ବର୍ତ୍ତମାନର ‘ଏକ୍ସ’ ଯାହାକୁ ପୂର୍ବରୁ ଟୁଇଟର କୁହାଯାଉଥିଲା। ଏବେ ଏହାକୁ ଦେଶର ବହୁ ସଂଖ୍ୟକ ଲୋକ ବ୍ୟବହାର କରୁଛନ୍ତି। ସମଗ୍ର ବିଶ୍ୱରେ ‘ଏକ୍ସ’ରେ ଲକ୍ଷ ଲକ୍ଷ ଉପଭୋକ୍ତା ଅଛନ୍ତି। ଏଭଳି ପରିସ୍ଥିତିରେ ଏଲନ ମସ୍କ ଏକ ନୂତନ ଯୋଜନା...

‘ମନ୍ କୀ ବାତ’କାର୍ଯ୍ୟକ୍ରମ ହୋହଲ୍ଲା କରି ସାରଦାଙ୍କୁ ମାରିଥିଲେ ଧକ୍କା: ଏବେ ଭାଜପା କଲା….

ଭୁବନେଶ୍ୱର,୧।୯: ଭୁବନେଶ୍ୱର ନିକଟ ବାଳକାଟୀରେ ପ୍ରଧାନମନ୍ତ୍ରୀଙ୍କ ‘ମନ୍ କୀ ବାତ’ କାର୍ଯ୍ୟକ୍ରମବେଳେ ଗଣ୍ଡଗୋଳ ଘଟଣାରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି । ଦଳ ବିରୋଧୀ କାର୍ଯ୍ୟ ଦର୍ଶାଇ ୫ ଭାଜପା କର୍ମକର୍ତ୍ତାଙ୍କୁ ନିଲମ୍ବିତ କରିଛନ୍ତି। ସେମାନେ...

ଆଜିଠାରୁ ଲାଗୁ ହେଲା ୫ ନୂଆ ନିୟମ, ଖାଉଟିଙ୍କ ପକେଟ ଉପରେ ପଡିବ ସିଧା ପ୍ରଭାବ, ଜାଣି ନିଅନ୍ତୁ ନ ହେଲେ ପସ୍ତେଇବେ…

ନୂଆଦିଲ୍ଲୀ,୧।୯: ସେପ୍ଟେମ୍ବର ୧ ୨୦୨୪ ଅର୍ଥାତ ଆଜିଠାରୁ ଦେଶରେ ଅନେକ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଯାହା ସାଧାରଣ ଲୋକଙ୍କ ପକେଟ ଉପରେ ସିଧାସଳଖ ପ୍ରଭାବ ପକାଇବ। ଏଲପିଜି ସିଲିଣ୍ଡର ମୂଲ୍ୟ ଠାରୁ ଆରମ୍ଭ କରି କ୍ରେଡିଟ କାର୍ଡ...

ଆଜିଠୁ ସୁଭଦ୍ରା ଯୋଜନା ପାଇଁ ପଞ୍ଜୀକରଣ ଆରମ୍ଭ, ଏହି ସ୍ଥାନରେ ମିଳିବ ଫର୍ମ, ଜାଣନ୍ତୁ ଆବେଦନର ନିୟମ…

ଭୁବନେଶ୍ୱର,୧ା୯: ସୁଭଦ୍ରା ଯୋଜନା ପାଇଁ ରବିବାରଠାରୁ ଆରମ୍ଭ ହେଉଛି ପଞ୍ଜୀକରଣ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋସିଆଲ ମିଡିଆରେ ଲାଇଭ୍‌ରେ ଆସି ଶନିବାର ସବିଶେଷ ସୂଚନା ଦେଇଥିଲେ। ଉପମୁଖ୍ୟମନ୍ତ୍ରୀ କହିଥିଲେ, ‘ସୁଭଦ୍ରା’ ଯୋଜନା ପାଇଁ ମାର୍ଗଦର୍ଶିକା ଜାରି ହୋଇସାରିଛି। ସମସ୍ତ...

ଗୋଟିଏ ଦିନ ପାଇଁ ବନ୍ଦ ରହିବ ଗେଟ୍‌ଓ୍ବେ ଅଫ୍‌ ଇଣ୍ଡିଆ, ଜାଣନ୍ତୁ କାରଣ

ମୁମ୍ବାଇ,୧ା୯: ଲୋକଙ୍କ ପାଇଁ ଗୋଟିଏ ଦିନ ବନ୍ଦ ରହିବ ଗେଟ୍‌ ଓ୍ବେ ଅଫ୍‌ ଇଣ୍ଡିଆ ବା ଇଣ୍ଡିଆ ଗେଟ୍‌। ରବିବାର ସକାଳ ୧୦ଟାଠାରୁ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ଏହା ବନ୍ଦ ରହିବ। ଏହାର କାରଣ ହେଉଛି ମହାବିକାଶ...

ଇଡି ସ୍କାନରରେ ବୁର୍ଜ ଖଲିଫା ନିର୍ମାଣ କରିଥିବା କମ୍ପାନୀ, ଜାଣନ୍ତୁ ପୂରା ଘଟଣା…

ଦୁବାଇ,୧ା୯: ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ର ଦୁବାଇରେ ଥିବା ପ୍ରସିଦ୍ଧ ରିଏଲ ଇଷ୍ଟେଟ କମ୍ପାନୀର ଭାରତୀୟ ୟୁନିଟ୍‌ ଏମାର ଇଣ୍ଡିଆ ବିରୋଧରେ ଏନ୍‌ଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ପ୍ରମୁଖ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏମାର ଇଣ୍ଡିଆ ଲିମିଟେଡ୍‌ ଏବଂ ଏମ୍‌ଜିଏଫ୍‌ ଡେଭଲପ୍‌ମେଣ୍ଟ...

ଛତୁଆ: ମଣିଷ କ’ଣ, ଗୋରୁ ଖାଉନାହାନ୍ତି

ଭୁବନେଶ୍ୱର,୧ା୯(ଅନିଲ ଦାସ): ଅଙ୍ଗନଓ୍ବାଡି ପିଲାମାନଙ୍କୁ ପୁଷ୍ଟିକର ଖାଦ୍ୟ ନାମରେ ଦିଆଯାଉଥିବା ଛତୁଆ ଅତ୍ୟନ୍ତ ନିମ୍ନମାନର। କେବଳ ଗହମ ଓ ଚିନି ମିଶାଇ ଦିଆଯାଉଛି। ସେ ଛତୁଆକୁ ମଣିଷ କ’ଣ ଗୋରୁ ଖାଉ ନାହାନ୍ତି। ଯେଉଁମାନଙ୍କୁ ଛତୁଆ ପ୍ରସ୍ତୁତି ଦାୟିତ୍ୱ ଦିଆଯାଇଛି...

ବଢ଼ିଲା ଗ୍ୟାସ୍‌ ଦର, ଜାଣନ୍ତୁ କେତେ ବଢ଼ିଲା…

ନୂଆଦିଲ୍ଲୀ,୧ା୯:  ନୂଆ ମାସର ପ୍ରଥମ ଦିନରେ ସାଧାରଣ ଲୋକମାନେ ମୁଦ୍ରାସ୍ଫୀତିର ଏକ ନୂଆ ଝଟ୍‌କା ଟକା ପାଇଛନ୍ତି। ସରକାରୀ ତୈଳ ଏବଂ ଗ୍ୟାସ୍‌ ମାର୍କେଟିଂ କମ୍ପାନୀଗୁଡ଼ିକ ଏଲ୍‌ପିଜି ସିଲିଣ୍ଡରର ମୂଲ୍ୟ ଆଜି ଅର୍ଥାତ୍‌ ସେପ୍ଟେମ୍ବର ୧ରୁ ପରିବର୍ତ୍ତନ କରିଛନ୍ତି। ଏହି...

ପିଟି ମାରୁଛନ୍ତି ଗୋରକ୍ଷକ

ଚଣ୍ଡିଗଡ଼/ ମୁମ୍ବାଇ/ଗୁଆହାଟୀ, ୧ା୯: ଗୋମାଂସ ଖାଉଥିବା ସନ୍ଦେହରେ ପଶ୍ଚିମବଙ୍ଗର ଜଣେ ଦାଦନ ଶ୍ରମିକଙ୍କୁ ହରିୟାଣା ଗୋରକ୍ଷକ ସଙ୍ଗଠନର ସଦସ୍ୟମାନେ ପିଟି ହତ୍ୟା କରିଛନ୍ତି। ଗତ ୨୭ ତାରିଖରେ ହରିୟାଣାର ଚର୍‌ଖି ଦାଦ୍ରି ଜିଲାରେ ଘଟିଥିବା ଏହି ହତ୍ୟା ମାମଲାରେ ୨...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri