Tag Archives: Home Middle

ଅକ୍ସିଜେନ, ଦଉଡ଼ି, ଷ୍ଟ୍ରେଚର ନେଇ ଟନେଲ ଭିତରକୁ ଗଲେ ଏନ୍‌ଡିଆର୍‌ଏଫ୍‌ ଟିମ୍‌

ଡେରାଡୁନ,୨୨ା୧୧: ୧୧ଦିନ ଧରି ଉତ୍କଳ ଟନେଲ୍‌ରେ ଫସି ରହିଥିବା ୪୧ ଶ୍ରମିକଙ୍କୁ ସ୍ଥାନାନ୍ତର କରିବା ଦିଗରେ ବୁଧବାର ରାତିରେ ଏକ ପ୍ରମୁଖ ବିକାଶ ସାମ୍ନାକୁ ଆସିଛି। ଏକ ଭିଡିଓରେ ଦେଖିବାକୁ ମିଳିଛି ଯେ, ଏନ୍‌ଡିଆର୍‌ଏଫ୍‌ କର୍ମଚାରୀମାନେ ଉଦ୍ଧାର କାର୍ଯ୍ୟରେ ସହାୟତା...

ଡିପ୍‌ଫେକ୍‌କୁ ନେଇ ଚିନ୍ତାପ୍ରକଟ କଲେ ମୋଦି

ନୂଆଦିଲ୍ଲୀ,୨୨।୧୧: ଜି-୨୦ ଭର୍ଚୁଆଲ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନେକ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି। ଡିପ୍‌ଫେକ୍‌କୁ ନେଇ ସେ ଚିନ୍ତାପ୍ରକଟ କରିଛନ୍ତି। ସେ କହିଛନ୍ତି, ଏଆଇର ନକାରାତ୍ମକ ବ୍ୟବହାରକୁ ନେଇ ସାରା ବିଶ୍ୱରେ ଚିନ୍ତା ବଢୁଛି। ଏଆଇର...

ଚାଇନାରେ ମସ୍‌ଜିଦ୍‌ ବନ୍ଦ କରିବା ନେଇ ଜୋର୍‌ଦାର୍‌ ଅଭିଯାନ

ବେଜିଂ,୨୨ା୧୧: ଚାଇନାରେ ମସ୍‌ଜିଦ୍‌ ବନ୍ଦ ରହିଛି। ମସଜିଦ ବନ୍ଦ୍‌ ପାଇଁ ଚାଇନା ରାଷ୍ଟ୍ରପତି ଶି’ ଜିନ୍‌ପିଙ୍ଗ୍‌ ସରକାର ଅଭିଯାନକୁ ଜୋରଦାର କରିଛନ୍ତି। ଚାଇନା ଦୀର୍ଘବର୍ଷ ଧରି ଜିନ୍‌ଜିଆଙ୍ଗରେ ସଂଖ୍ୟାଲଘୁ ମୁସଲମାନମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି। ଅଧିକ ଚାଇନିଜ ଦେଖାଯିବା...

ସୁଜାତା କାର୍ତ୍ତିକେୟନଙ୍କୁ ଆଉ ଏକ ବିଭାଗର ଅତିରିକ୍ତ ଦାୟିତ୍ୱ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୨ା୧୧: ମିଶନ ଶକ୍ତି ବିଭାଗର ସଚିବ ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ବୁଧବାର ରାଜ୍ୟ ସରକାର ଆଉ ଏକ ବିଭାଗର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରିଛନ୍ତି। ୨୦୦୦ ମସିହା ବ୍ୟାଚ୍‌ ଆଇଏଏସ୍‌ ଅଫିସର ଶ୍ରୀମତୀ କାର୍ତ୍ତିକେୟନ ଓଡ଼ିଆ ଭାଷା, ସାହିତ୍ୟ ଓ...

ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ, ୨ ଅଧିକାରୀ ୨ ସୈନିକ ସହିଦ

ନୂଆଦିଲ୍ଲୀ,୨୨ା୧୧: ଜମ୍ମୁ-କଶ୍ମୀର ରଜୌରୀ ଜିଲାର କାଲାକୋଟ ଜଙ୍ଗଲରେ ଆତଙ୍କବାଦୀ ମାନଙ୍କ ସହିତ ଗୁଳିମାଡ଼ରେ ଦୁଇ ଅଧିକାରୀ ଏବଂ ଦୁଇ ସୈନିକ ସହିଦ ହୋଇଛନ୍ତି। ସମ୍ପୃକ୍ତ ଅଞ୍ଚଳରେ ଆତଙ୍କବାଦୀମାନେ ଲୁଚି ରହିଥିବା ଗୁଇନ୍ଦା ସୂତ୍ରରୁ ଖବର ପାଇଁ ଭାରତୀୟ ସେନା ଏବଂ...

ବ୍ରିକ୍ସ ସଦସ୍ୟ ହେବା ପାଇଁ ଆବେଦନ କଲା ପାକିସ୍ତାନ, ଏହି ସଂଗଠନରେ ଆଉ ୬ ଦେଶ ବି ହେବେ ସାମିଲ

ଇସଲାମାବାଦ,୨୨ା୧୧: ବ୍ରିକ୍ସ ସଦସ୍ୟ ହେବା ପାଇଁ ପାକିସ୍ତାନ ଆବେଦନ କରିଛି। ଏହି ସଂଗଠନରେ ଆଉ ୬ଟି ଦେଶ ଯୋଗଦେବେ। ବ୍ରିକ୍ସ ୨୦୧୦ରେ ବ୍ରାଜିଲ, ରୁଷିଆ, ଭାରତ, ଚାଇନା ଏବଂ ଦକ୍ଷିଣ ଆଫ୍ରିକା ଦ୍ୱାରା ଗଠିତ ହୋଇଥିଲା। ଏହି ଦେଶର ପ୍ରଥମ...

ଇମ୍ରାନଙ୍କୁ ବଡ଼ ଆଶ୍ୱସ୍ତି ଦେଲେ ସୁପ୍ରିମକୋର୍ଟ

ଇସଲାମାବାଦ,୨୨ା୧୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ବୁଧବାର ପାକିସ୍ତାନର ସୁପ୍ରିମକୋର୍ଟଙ୍କଠାରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ଗିରଫ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନଙ୍କ ଜାମିନ ଆବେଦନକୁ ଗ୍ରହଣ କରାଯାଇଛି। ତାଙ୍କ ଓକିଲ କହିଛନ୍ତି ଯେ, ରାଜ୍ୟ ରହସ୍ୟ ଲିକ୍‌ ଅଭିଯୋଗରେ...

ରାହୁଲଙ୍କ ଗାନ୍ଧୀଙ୍କ ବଢିପାରେ ଅଡ଼ୁଆ: ନିର୍ବାଚନ ଆୟୋଗଙ୍କ ଦ୍ୱାରସ୍ଥ ହେଲା ଭାଜପା

ନୂଆଦିଲ୍ଲୀ,୨୨।୧୧: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଦେଇଥିବା ମନ୍ତବ୍ୟ ସମ୍ପର୍କରେ ଭାଜପା ବୁଧବାର ନିର୍ବାଚନ ଆୟୋଗରେ ଅଭିଯୋଗ କରିଛି। ଏହା ବ୍ୟତୀତ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ବିରୋଧରେ ମଧ୍ୟ ଆୟୋଗର ଦ୍ୱାରସ୍ଥ ହୋଇଛି।...

ଜମ୍ମୁ-କଶ୍ମୀରରେ ଆତଙ୍କୀଙ୍କ ସହିତ ଏନକାଉଣ୍ଟରରେ ଦୁଇ ଯବାନ ସହିଦ

ନୂଆଦିଲ୍ଲୀ, ୨୨।୧୧: ବୁଧବାର ଜମ୍ମୁ କଶ୍ମୀରର ରଜୌରୀ ଜିଲାରେ ଆତଙ୍କବାଦୀଙ୍କ ସହ ହୋଇଥିବା ଏନକାଉଣ୍ଟରରେ ଦୁଇଜଣ ଯବାନ ସହିଦ ହୋଇଛନ୍ତି। ଧର୍ମସାଲ ବାଜିମାଲ ଅଞ୍ଚଳରେ ସେନା ଏବଂ ଜମ୍ମୁ କଶ୍ମୀର ପୋଲିସର ମିଳିତ ବାହିନୀ ସର୍ଚ୍ଚ ଅପରେସନ ସମୟରେ ଆତଙ୍କବାଦୀ...

କାନାଡା ନାଗରିକଙ୍କ ପାଇଁ ପୁଣି ଭିସା ସେବା ଆରମ୍ଭ କଲା ଭାରତ

ନୂଆଦିଲ୍ଲୀ,୨୨।୧୧: କାନାଡା-ଭାରତ ବିବାଦ ଗତ କିଛି ମାସ ମଧ୍ୟରେ ଗମ୍ଭୀର ଦିଗକୁ ଗତି କରୁଥିବାବେଳେ ବର୍ତ୍ତମାନ କିଛିଟା ସୁଧାର ଆସିଛି। ପ୍ରାୟ ଦୁଇମାସ ପରେ କାନାଡା ନାଗରିକଙ୍କ ପାଇଁ ପୁଣି ଥରେ ଇଲେକ୍ଟ୍ରୋନିକ ଭିସା ସେବା ଆରମ୍ଭ କରିଛି ଭାରତ।...

ଓପନ ଏଆଇକୁ ଫେରିଲେ ସାମ୍‌ ଅଲଟମ୍ୟାନ, କମ୍ପାନୀ ପକ୍ଷରୁ ସୂଚନା

ଓ୍ବାଶିଂଟନ୍‌,୨୨।୧୧: ବହିଷ୍କାର ହେବାର ସପ୍ତାହେ ନ ପୁରୁଣୁ ପୁଣି ଥରେ କମ୍ପାନୀକୁ ଫେରିଛନ୍ତି ଓପନଏଆଇର ସିଇଓ ସାମ୍‌ ଅଲଟମ୍ୟାନ। ଏନେଇ କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ସାମ୍‌ ସିଇଓ ଓ ଗ୍ରେଗ୍‌ ବ୍ରାକମ୍ୟାନ ପ୍ରେସିଡେର୍ଟ ଭାବେ ପୁରି ଥରେ କମ୍ପାନୀକୁ...

ଆମେରିକାରେ ବେଆଇନ ଭାବେ ରହୁଛନ୍ତି ୭.୨୫ ଲକ୍ଷ ଭାରତୀୟ, ପାଖରେ ନାହିଁ ଭିସା…

ଓ୍ବାଶିଂଟନ,୨୨।୧୧ : ପ୍ୟୁ ରିସର୍ଚ୍ଚ ସେଣ୍ଟର ଅନୁଯାୟୀ ପ୍ରାୟ ୭.୨୫ ଲକ୍ଷ ଭାରତୀୟ, ମେକ୍ସିକୋ ଏବଂ ଏଲ ସାଲଭାଡୋର ପରେ ଆମେରିକାର ବେଆଇନ ପ୍ରବାସୀଙ୍କ ମଧ୍ୟରେ ତୃତୀୟ ବୃହତ୍ତମ ଜନସଂଖ୍ୟା ପାଲଟିଛନ୍ତି। ୨୦୨୧ ସୁଦ୍ଧା ଦେଶର ୧୦.୫ ନିୟୁତ ଅନଧିକୃତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri