Tag Archives: Home Middle

ମହାରାଷ୍ଟ୍ରରେ ଅଖିଳେଶଙ୍କ ଏଣ୍ଟ୍ରି ବଢ଼ାଉଛି କଂଗ୍ରେସର ଟେନ୍‌ସନ୍‌, ଆସନ ବଣ୍ଟନକୁ ନେଇ ଚାଲିଛି…

ମୁମ୍ବାଇ,୨୦ା୧୦:  ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପୂର୍ବରୁ ଶିବସେନା ଅର୍ଥାତ୍‌ ଶିବସେନା (ୟୁବିଟି) ଏବଂ କଂଗ୍ରେସ ମଧ୍ୟରେ ଥିବା ସିଟ୍‌ ବଣ୍ଟନକୁ ନେଇ ମତଭେଦ ସାମ୍ନାକୁ ଆସୁଛି। ଶିବସେନା (ୟୁବିଟି) ଏହା ସ୍ପଷ୍ଟ କରିସାରିଛି ଯେ, ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା...

ସ୍ପଷ୍ଟ ହେଲା ବାତ୍ୟା, ଓଡ଼ିଶାକୁ ସତର୍କ ରହିବା ନେଇ ଆଇଏମ୍‌ଡି ଡିଜି କହିଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୨୦ା୧୦: ବଙ୍ଗୋପସାଗରରେ ବାତ୍ୟା ନେଇ ରବିବାର ସ୍ପଷ୍ଟ କରିଛନ୍ତି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ୨୩ ତାରିଖରେ ଘୂର୍ଣ୍ଣିବାତ୍ୟା ସୃଷ୍ଟି ହୋଇ ୨୪ ତାରିଖରେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବ। ଆସନ୍ତା ୨୩ରୁ ଓଡ଼ିଶାରେ ବର୍ଷା ଆରମ୍ଭ ହେବ। ୨୪ ଓ...

ଭୋଗିବାକୁ ବାଧ୍ୟ

ଅନ୍ତର୍ଜାତୀୟ ନିୟମ-ଆଧାରିତ ବ୍ୟବସ୍ଥା ହେଉଛି ବାସ୍ତବରେ ଜଙ୍ଗଲୀ ଶାସନ ପାଇଁ ବ୍ୟବହୃତ ଏକ ବକ୍ରୋକ୍ତି ଏବଂ ଏହା ହିଁ ବୈଶ୍ୱିକ କ୍ଷମତା ରାଜନୀତିର ସଂଜ୍ଞା ନିରୂପଣକରେ। ପ୍ରାୟ ୨୪୦୦ ବର୍ଷ ପୂର୍ବେ ଲିଖିତ ଏକ ପ୍ରସିଦ୍ଧ ଇତିହାସ ବହି ଥିଲା...

ଓଏଏସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ସରକାରଙ୍କ ଜଣେ ପ୍ରତିନିଧି ଭାବେ…

ଭୁବନେଶ୍ୱର,୧୯ା୧୦: ଶନିବାର ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ପରୀକ୍ଷାର ରେଜଲ୍ଟ ପ୍ରକାଶ ପାଇଛି। ଏଥିରେ କୃତିତ୍ୱ ହାସଲ କରିଥିବା ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ ହ୍ୟାଣ୍ଡେଲରେ ଲେଖିଛନ୍ତି,...

ଓଏଏସ୍‌ ରେଜଲ୍ଟ ପ୍ରକାଶ: ଶ୍ୱେତାଶ୍ରୀ ମହାପାତ୍ର ଟପ୍ପର, ଟପ୍‌ ଟେନ୍‌ରେ ଅଛନ୍ତି…

ଭୁବନେଶ୍ୱର,୧୯ା୧୦: ଶନିବାର ପ୍ରକାଶ ପାଇଛି ୨୦୨୨ ଓଏଏସ୍‌ ରେଜଲ୍ଟ।  ଏହାର ତାଲିକା ଓଡ଼ିଶା ଲୋକସେବା ଆୟୋଗର ଓ୍ବେବ୍‌ସାଇଟ୍‌ www.opsc.gov.inରେ ଉପଲବ୍ଧ। ଏଥିରେ ମୋଟ୍‌ ୬୮୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଟପ୍‌ ଟେନ୍‌ରେ ୫ ମହିଳା ଏବଂ ୫ ପୁରୁଷ...

ପୁଣି ବିଜେଡିକୁ ଝଟ୍‌କା: ଭାଜପାରେ ସାମିଲ ହେଲେ ବରିଷ୍ଠ ବିଜେଡି ନେତା ଡ. ଭବାନୀ ଶଙ୍କର ନିଆଲ, କହିଲେ…

ଭବାନୀପାଟଣା,୧୯।୧୦( ଉତ୍ତମ କୁମାର ଦାଶ):  ପୁଣି ବିଜେଡିକୁ ଝଟ୍‌କା କଳାହାଣ୍ଡିର ବରିଷ୍ଠ ବିଜେଡି ନେତା ଡ. ଭବାନୀ ଶଙ୍କର ନିଆଲ ଶନିବାର ଭାଜପାରେ ଯୋଗଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ କ୍ରମେ ଭାଜପା ରାଜ୍ୟ ସଭାପତି  ମନମୋହନ ସାମଲଙ୍କ ଉପସ୍ଥିତିରେ...

ଜମ୍ମୁ କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଲାଗି ପ୍ରସ୍ତାବ ପାରିତ, ମୋହର ଲଗାଇଲା ଉମର କ୍ୟାବିନେଟ୍‌

ଶ୍ରୀନଗର,୧୯।୧୦: ଜମ୍ମୁ କଶ୍ମୀରକୁ ସମ୍ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦେବା ଲାଗି ଶନିବାର ଉମର ଅବଦୁଲ୍ଲା କ୍ୟାବିନେଟ୍‌ରେ ଏକ ପ୍ରସ୍ତାବ ପାରିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାରତ ସରକାରଙ୍କ ସହ ଆଲୋଚନା କରିବା ଲାଗି କ୍ୟାବିନେଟ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ...

ଅବସରପ୍ରାପ୍ତ ରେଳ କର୍ମଚାରୀଙ୍କୁ ପୁଣି ଚାକିରି ଦେବେ ସରକାର, ଜାଣନ୍ତୁ କେତେ ପାଇବେ ଦରମା…

ନୂଆଦିଲ୍ଲୀ,୧୯ା୧୦: ଭାରତୀୟ ରେଳ ବିଭାଗ ଅବସରପ୍ରାପ୍ତ କର୍ମଚାରୀଙ୍କୁ ଏକ ବଡ଼ ଖୁସି ଖବର ଦେଇଛି। ବାସ୍ତବରେ ରେଳ କର୍ମଚାରୀଙ୍କ ଅଭାବକୁ ଦୂର କରିବା ପାଇଁ ରେଳବାଇ ପୁଣିଥରେ ଚୁକ୍ତିନାମା ଆଧାରରେ ୬୫ବର୍ଷରୁ କମ୍‌ ଅବସରପ୍ରାପ୍ତ କର୍ମଚାରୀଙ୍କୁ ଚାକିରି ଦେବାକୁ ନିଷ୍ପତ୍ତି...

୬ ଦିନରେ ୭୦ରୁ ଅଧିକ ବିମାନକୁ ଦିଆଗଲାଣି ବୋମା ଧମକ, ଏଥିରେ ରହିଛି…

ନୂଆଦିଲ୍ଲୀ,୧୯ା୧୦: ଏୟାରଲାଇନ୍‌ ପ୍ରତି ବିପଦ ବଢୁଛି। କିଛିଦିନ ଧରି ଲଗାତର ବିମାନକୁ ବୋମା ଧମକ ମିଳୁଛି। ଶନିବାର ୫ଟି ଇଣ୍ଡିଗୋ ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ ବି ମିଳିଛି। ଆକାସା ଏୟାରଲାଇନ୍ସର ୫ ବିମାନକୁ ମଧ୍ୟ ବୋମା...

ଆସିଲା ଆଲର୍ଟ, ସୃଷ୍ଟି ହେଲା ବଡ଼ ଘୂର୍ଣ୍ଣିବଳୟ, ଏହି ଜିଲାରେ…

ଭୁବନେଶ୍ୱର,୧୯।୧୦: ବଙ୍ଗୋପସାଗରରେ ବଢୁଛି ବାତ୍ୟା ଭୟ। ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ବାତ୍ୟା, ଓଡ଼ିଶା ଉପକୂଳ ଆଡ଼କୁ ଗତି କରିବ ବୋଲି ବିଭିନ୍ନ ଅନ୍ତର୍ଜାତୀୟ ମଡେଲ ପୂର୍ବାନୁମାନ କରିଛନ୍ତି। ତେବେ ଏହାରି ଭିତରେ କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ।...

ହେଜବୋଲ୍ଲାର ଡ୍ରୋନ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ନେତାନ୍ୟାହୁ!

ଜେରୁଜେଲମ,୧୯।୧୦: ଶନିବାର ଅକ୍ଟୋବର ୧୯, ୨୦୨୪ରେ ଲେବାନନ ଇସ୍ରାଏଲ ବିରୁଦ୍ଧରେ ପ୍ରତିଶୋଧ ନେଇଥିଲା। ଇସ୍ରାଏଲ ଖବରକାଗଜ ହାରେଟଜର ରିପୋର୍ଟ ଅନୁଯାୟୀ ଲେବାନନରୁ ଡ୍ରୋନ ଆକ୍ରମଣ କରାଯାଇଥିଲା। ଏହି ଆକ୍ରମଣ ଇସ୍ରାଏଲର କେନ୍ଦ୍ରୀୟ କେଜରିୟା ସହରର ଏକ ଘର ଉପରେ କରାଯାଇଥିଲା।...

ନିଜ ଦେଶରେ ଅକ୍ରୋଶର ଶିକାର ହେଲେ ଟ୍ରୁଡୋ: ବିରୋଧୀ ଆଣିଲେ ସାଂଘାତିକ ଅଭିଯୋଗ

ଓଟ୍ଟାଓ୍ବା,୧୯ା୧୦:କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଅନ୍ୟାନ୍ୟ ବିବାଦରୁ ଧ୍ୟାନ ହଟାଇବା ପାଇଁ ଖଲିସ୍ତାନୀ ନେତା ହରଦୀପ ସିଂ ନିଜ୍ଜାର ହତ୍ୟା ମାମଲାକୁ ବ୍ୟବହାର କରୁଥିବା ସେଠାର ବିରୋଧୀ ଦଳ ନେତା ଅଭିଯୋଗ କରିଛନ୍ତି। ଖଲିସ୍ତାନୀ ଆତଙ୍କବାଦୀଙ୍କ ନାଗରିକତ୍ୱ ମରଣୋତ୍ତର ଭାବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri