Tag Archives: Home Middle

ଦ୍ରୁତ ବେଗରେ ପୃଥିବୀ ଆଡ଼କୁ ମୁହାଁଉଛି ଏହି ସାଟେଲାଇଟ୍‌, ଜାଣନ୍ତୁ କେଉଁଠାରେ ଖସିବ

ବ୍ରୁଶ୍‌ଲେସ୍‌,୩୦ା୮: ୟୁରୋପୀୟ ସ୍ପେସ୍‌ ଏଜେନ୍ସି (ESA)ର ଏକ ପୁରୁଣା ସାଟେଲାଇଟ୍‌ ବା ଉପଗ୍ରହ ପୃଥିବୀ ଆଡ଼କୁ ଗତି କରୁଛି। ଏହି ପୁରୁଣା ଉପଗ୍ରହର ପୃଥିବୀ ବାୟୁମଣ୍ଡଳରେ ପୁନଃ ପ୍ରବେଶ ୨୦ ସେପ୍ଟେମ୍ବର ୨୦୨୪ରେ ହେବ। ଏହି ଉପଗ୍ରହ ପୃଥିବୀର ବାୟୁମଣ୍ଡଳରେ...

ସରକାରଙ୍କ ନୂଆ ଘୋଷଣା: ସହର ଛାଡ଼ି ଗାଁରେ ବିବାହ କର, ଅବିବାହିତା ଝିଅଙ୍କୁ ମିଳିବ ମୋଟା ଅଙ୍କର ଅର୍ଥ

ଟୋକିଓ,୩୦ା୮: ଜାପାନ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଅବିବାହିତ ଝିଅମାନଙ୍କୁ ଟଙ୍କା ଦିଆଯିବା ସହ ସହର ଛାଡ଼ି ଗାଁକୁ ଯାଇ ବିବାହ କରିବାକୁ ସରକାର ପରାମର୍ଶ ଦେଇଛନ୍ତି। ଗାଁରେ ମହିଳାଙ୍କ ସଂଖ୍ୟା ହ୍ରାସକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି...

ମାଡିଆସୁଛି ବାତ୍ୟା ‘ଆସ୍‌ନା’: ରଚିବ ତାଣ୍ଡବ, ୧୪ ବର୍ଷ ପରେ…

ନୂଆଦିଲ୍ଲୀ,୩୦।୮: ବନ୍ୟା ଓ ବର୍ଷା ସହ ସଂଘର୍ଷ କରୁଥିବା ଗୁଜରାଟ ଉପରେ ଆଉ ଗୋଟିଏ ବିପଦ ମାଡିଆସୁଛି। ଅଗଷ୍ଟ ମାସରେ ଏକ ବିରଳ ପାଣିପାଗ ବିଜ୍ଞାନ ଘଟଣାରେ ଶୁକ୍ରବାର ଗୁଜରାଟର ସୌରାଷ୍ଟ୍ର-କୁଚ ଅଞ୍ଚଳରେ ଆରବ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି...

ଓ୍ବାଇଏସଆର କଂଗ୍ରେସକୁ ବଡ଼ ଝଟ୍‌କା: ରାଜ୍ୟ ସଭାରୁ ୨ଜଣ ଏମପିଙ୍କ ଇସ୍ତଫା, ଟିଡିପି-ଭାଜପା ଯୋଗାଯୋଗରେ ୮ଏମପି!

ଅମରାବତୀ,୩୦।୮: ଓ୍ବାଇଏସଆର କଂଗ୍ରେସକୁ ଲାଗିଛି ବଡ଼ ଝଟ୍‌କା। ଦଳରୁ ୨ଜଣ ରାଜ୍ୟ ସଭା ଏମପି ଇସ୍ତଫା ଦେଇଛନ୍ତି। ଜଗନ ମୋହନ ରେଡ୍ଡୀ ନେତୃତ୍ୱଙ୍କ ପାର୍ଟିର ୨ଜଣ ଏମପି ପାର୍ଟି ଓ ରାଜ୍ୟ ସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ଉପରାଷ୍ଟ୍ରପତି ତଥା...

ରାସନ କାର୍ଡ ଥିଲେ ପରିବାରର ସମସ୍ତ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା: ନୂଆ ଗାଇଡ଼ଲାଇନ୍ ଜାରି କଲେ ସରକାର

ଭୁବନେଶ୍ୱର,୨୯ା୮: ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବା ଲାଗି ଗୁରୁବାର ରାଜ୍ୟ ସରକାର ସଂଶୋଧିତ ଗାଇଡଲାଇନ ଜାରି କରିଛନ୍ତି। ମହିଳା ଏବଂ ଶିଶୁ ବିକାଶ ବିଭାଗ ସଂଶୋଧିତ ଗାଇଡଲାଇନ୍ ସମସ୍ତ ଜିଲାପାଳ ଏବଂ ମୁନିସିପାଲ କମିଶନରଙ୍କୁ ପଠାଇଛନ୍ତି। ଏହି ଯୋଜନା ମାଧ୍ୟମରେ...

ଯୁବତୀଙ୍କୁ ଧୋକା ଦେଲେ ପ୍ରେମିକ: ଅନ୍ତରଙ୍ଗ ମୁହୁର୍ତ୍ତର ଫଟୋ,ଭିଡିଓ ଭାଇରାଲ୍‌

ଭୁବନେଶ୍ୱର,୨୯ା୮(ସତ୍ୟଜିତ୍‌ ରାଉତ): ଫେସବୁକ୍‌ରେରେ ଚିହ୍ନାଜଣା। ପରେ ପ୍ରେମ ସମ୍ପର୍କ। ଏହାପରେ ବଳପୂର୍ବକ ଶାରିରୀକ ସମ୍ପର୍କ ରଖିବା ବେଳେ ଏହାର ଭିଡିଓ ଓ ଫଟୋ ଶୁଟ୍‌ କରି ବ୍ଲାକମେଲ୍‌ କରିଥିଲେ। ଜଣେ ଯୁବତୀଙ୍କୁ ପ୍ରେମ ଜାଲରେ ଫଶାଇ ଧୋକାବାଜ ପ୍ରେମିକ ଏଭଳି...

ପ୍ରବଳ ବର୍ଷା ସମ୍ଭାବନା: ସ୍କୁଲ, ଅଙ୍ଗନୱାଡି ଛୁଟି ଘୋଷଣା କଲେ ଜିଲାପାଳ

କୋରାପୁଟ,୨୯ା୮: ଶୁକ୍ରବାର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ସ୍କୁଲ୍ ଏବଂ ଅଙ୍ଗନୱାଡି କେନ୍ଦ୍ର ଛୁଟି ଘୋଷଣା କରିଛନ୍ତି କୋରାପୁଟ ଜିଲାପାଳ ଭି. କର୍ତ୍ତୀଭାସନ। ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ଶୁକ୍ରବାର ପାଇଁ କୋରାପୁଟ,...

ସେପ୍ଟେମ୍ବର ୯କୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯ା୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଓଡ଼ିଶାର ଗଣପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର ପଡ଼ୁଥିବାରୁ ୯ ତାରିଖ ସୋମବାର ମଧ୍ୟ ଛୁଟି ରହିବ। ଏହି...

ଚିରାଗ ପାସଓ୍ବାନଙ୍କ ଦଳ ଭାଙ୍ଗିବାକୁ ଚାହୁଁଛନ୍ତି ମୋଦିଜୀ, ୩ଜଣ ଏମ୍‌ପି ରହିଛନ୍ତି ଯୋଗାଯୋଗରେ…

ପାଟନା,୨୯।୮:ବିହାରର ରାଜନୈତିକ ମାହୋଲ ମଧ୍ୟରେ ଚିରାଗ ପାସଓ୍ବାନ ଓ ଭାଜପା ମଧ୍ୟରେ ଚାପା ଗୁଞ୍ଜରଣ ଜାରି ରହିଛି। ତେବେ ଶୁଣିବାକୁ ମିଳୁଛି କି, ଚିରାଗ ପାସଓ୍ବାନଙ୍କ ୩ଜଣ ଏମପି ଭାଜପା ସହ ଯୋଗାଯୋଗରେ ଅଛନ୍ତି। ୩ଜଣ ଯାକ ଜଣ ଜଣ...

ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇ ଗୌତମ ଆଦାନୀ ହେଲେ ଭାରତର ସବୁଠୁ ଧନୀ ବ୍ୟକ୍ତି, ତାଙ୍କର ମୋଟ୍‌ ସମ୍ପତ୍ତି ଜାଣିଲେ…

ମୁମ୍ବାଇ,୨୯ା୮: ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇ ଆଦାନୀ ଗ୍ରୁପ ଚେୟାରମ୍ୟାନ ଗୌତମ ଆଦାନୀ ଭାରତ ଏବଂ ଏସିଆର ସବୁଠାରୁ ଧନୀ ବ୍ୟକ୍ତି ହୋଇପାରିଛନ୍ତି। ମୁକେଶ ଅମ୍ବାନୀ ଦୀର୍ଘଦିନ ଧରି ଭାରତର ସବୁଠାରୁ ଧନୀ ବ୍ୟକ୍ତି ଥିଲେ, କିନ୍ତୁ ବର୍ତ୍ତମାନ ଏହି...

‘ମୁଁ ଛାତ୍ରୀଛାତ୍ରଙ୍କ ବିରୋଧରେ ଗୋଟିଏ ବି ଶବ୍ଦ କହିନାହିଁ’

କୋଲକାତା,୨୯ା୮: ସରକାରୀ ଡାକ୍ତରଖାନାର ଡାକ୍ତରମାନେ କୋଲକାତାର ଆର୍‌ଜି କର ମେଡିକାଲ କଲେଜରେ ଜଣେ ଟ୍ରେନି ମହିଳା ଡାକ୍ତରଙ୍କ ବିରୋଧରେ ନିର୍ଯାତନା ମାମଲାରେ ନ୍ୟାୟ ଦାବିରେ ବିରୋଧ କରୁଛନ୍ତି। ଛାତ୍ରୀଛାତ୍ରଙ୍କ ଏହି ଆନ୍ଦୋଳନରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଥିଲେ ଯେ, ଗୋଟିଏ...

ଶେୟାର ହୋଲ୍ଡର୍‌ଙ୍କ ପାଇଁ ବଡ଼ ଘୋଷଣା କଲା ରିଲାଏନ୍ସ

ନୂଆଦିଲ୍ଲୀ,୨୯।୮: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଶେୟାର ହୋଲ୍ଡର୍‌ଙ୍କ ପାଇଁ ଏକ ବଡ଼ ଘୋଷଣା କରିଛି। ରିଲାଏନ୍ସ ଏହାର ୩୫ ଲକ୍ଷ ଶେୟାର ହୋଲ୍ଡର୍‌ଙ୍କୁ ଏକ ବଡ ଉପହାର ଦେଇଛି। କମ୍ପାନୀ ଶେୟାର ହୋଲ୍ଡର୍‌ମାନଙ୍କୁ ଗୋଟିଏ ଶେୟାର ବଦଳରେ ବୋନସ ଭାବରେ ଗୋଟିଏ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri