Tag Archives: Home Middle

ନିର୍ବାଚନୀ ରାଲି ପାଇଁ ମିଳୁନାହାନ୍ତି ଲୋକ, ଚିନ୍ତାରେ ନେତା

ନୂଆଦିଲ୍ଲୀ,୩୧।୧୦: ଆରମ୍ଭ ହେଲାଣି ନିର୍ବାଚନୀ ଋତୁ। ଏହି କ୍ରମରେ ମୋଟ ୫ଟି ରାଜ୍ୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହିସବୁ ରାଜ୍ୟଗୁଡିକ ହେଲା ଛତିଶଗଡ, ମଧ୍ୟପ୍ରଦେଶ, ରାଜସ୍ଥାନ, ତେଲଙ୍ଗାନା ଓ ମିଜୋରାମ। ହେଲେ ନିର୍ବାଚନ ରାଲି ଓ ପ୍ରଚାରକୁ ନେଇ...

ଖୁବ୍‌ ଶୀଘ୍ର ହେମନ୍ତ, ତେଜସ୍ବୀ, ବିଜୟନ , ଷ୍ଟାଲିନଙ୍କୁ ଗିରଫ କରାଯିବ: ଆତିଶି…

ନୂଆଦିଲ୍ଲୀ,୩୧।୧୦ : ଦିଲ୍ଲୀ ଏଏପି ସରକାରଙ୍କ କ୍ୟାବିନେଟ ମନ୍ତ୍ରୀ ଆତିଶି ମାର୍ଲେନା କହିଛନ୍ତି, ଭାଜପାର ନିର୍ଦ୍ଦେଶରେ ପ୍ରଥମେ ନେଭେମ୍ବର ୨ରେ ମୁଖ୍ୟମନ୍ତ୍ରୀ କେଜରିଓ୍ବାଲଙ୍କୁ ଗିରଫ କରାଯିବ। ପରବର୍ତ୍ତୀ ସମୟରେ ସେମାନେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଟାର୍ଗେଟ କରିବେ କାରଣ...

୨ ନଭେମ୍ବରରେ ଗିରଫ ହେବେ କେଜରିଓ୍ବାଲ: ଏଏପି…

ନୂଆଦିଲ୍ଲୀ,୩୧।୧୦ : ମଙ୍ଗଳବାର ଆମ ଆଦମୀ ପାର୍ଟି(ଏଏପି )ଦାବି କରିଛି ମଦ ଦୁର୍ନୀତି ମାମଲାର ମନି ଲଣ୍ଡରିଂ ମାମଲାରେ ପଚରାଉଚରା କରିବା ପରେ ନଭେମ୍ବର ୨ ରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କରିବାର ଆଶଙ୍କା ରହିଛି। ଦିଲ୍ଲୀର...

୫୨ ଦିନ ପରେ ଜେଲରୁ ବାହାରିଲେ ଚନ୍ଦ୍ରାବାବୁ…

ହାଇଦ୍ରାବାଦ,୩୧।୧୦ : କୌଶଳ ବିକାଶ ସ୍କାମ ମାମଲାରେ ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଟିଡିପି ମୁଖ୍ୟ ଏନ ଚନ୍ଦ୍ରାବାବୁ ନାଇଡୁ ମଙ୍ଗଳବାର ହାଇକୋର୍ଟରୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପାଇଛନ୍ତି। ସେ ଜେଲରୁ ବାହାରିବା ମାତ୍ରେ ସେ କହିଛନ୍ତି ମୁଁ ଲୋକଙ୍କ ଏହି...

ପାକିସ୍ତାନ ପାଇଁ ବିଜୟ ଲକ୍ଷ୍ୟ ୨୦୫ ରନ…

କୋଲକାତା,୩୧।୧୦: ପଶ୍ଚିମବଙ୍ଗର କୋଲକାତାର ଇଡେନ ଗାର୍ଡେନ ଷ୍ଟାଡିୟମରେ ଖେଳାଯାଇଥିବା ବିଶ୍ୱକପ ୨୦୨୩ର ୩୧ତମ ମ୍ୟାଚ ବାଂଲାଦେଶ ଏବଂ ପାକିସ୍ତାନ ମଧ୍ୟରେ ଖେଳାଯାଉଛି। ବାଂଲାଦେଶ ଅଧିନାୟକ ଶାକିବ ଅଲ ହାସନଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଅଧିନାୟକ ବାବର...

ଗାଜା ଯୁଦ୍ଧରେ ୩୧ ଖବରଦାତାଙ୍କ ଜୀବନ ଗଲାଣି…

ଜେରୁଜେଲମ,୩୧।୧୦ : ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧରେ ଏପର୍ଯ୍ୟନ୍ତ ପ୍ରାୟ ୯,୦୦୦ଲୋକଙ୍କର ମୃତ୍ୟୁ ହୋଇଛି। ଏହି ଯୁଦ୍ଧରେ ବହୁ ସଂଖ୍ୟକ ଖବରଦାତା ମଧ୍ୟ ନିହତ ହୋଇଛନ୍ତି। ରିପୋର୍ଟ ଅନୁଯାୟୀ, ଅକ୍ଟୋବର ୭ ରୁ ଆରମ୍ଭ ହୋଇଥିବା ଏହି...

ସ୍ତ୍ରୀ ଶାରୀରିକ ସମ୍ପର୍କ ପାଇଁ ମନା କରିବା ମାମଲାରେ ଛାଡପତ୍ର ହୋଇପାରିବ ନାହିଁ: ହାଇକୋର୍ଟ…

ନୂଆଦିଲ୍ଲୀ,୩୧।୧୦: କରୋନା ଅବଧି ପରଠାରୁ ଦେଶରେ ଛାଡପତ୍ର ଏବଂ ଘରୋଇ ହିଂସା ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଇଛି। ପ୍ରତିଦିନ ଏଭଳି ମାମଲା ଦେଶର ବିଭିନ୍ନ କୋର୍ଟରେ ପଞ୍ଜୀକୃତ ହେଉଛି। ଏକ ଛାଡପତ୍ର ମାମଲାରେ ଦିଲ୍ଲୀ ହାଇକୋର୍ଟ ଶୁଣାଣି କରି...

ଆମେରିକା ହିନ୍ଦୁ ମନ୍ଦିରରେ ଚୋରି, ଦାନବାକ୍ସ ଲୁଟିନେଲେ ଚୋର…

ଓ୍ବାଶିଂଟନ,୩୧।୧୦: ଆମେରିକାର କାଲିଫର୍ନିଆର ଏକ ହିନ୍ଦୁ ମନ୍ଦିରରେ ଚୋରମାନେ ଏକ ବଡ଼ ଚୋରି କରିଛନ୍ତି। ଚୋରମାନେ ଭାରତୀୟ ହିନ୍ଦୁ ସମ୍ପ୍ରଦାୟକୁ ଚକିତ କରି ମନ୍ଦିର ପରିସରରୁ ଏକ ଦାନ ବାକ୍ସ ଚୋରି କରିଛନ୍ତି। ରିପୋର୍ଟ ଅନୁଯାୟୀ ସୋମବାର-ମଙ୍ଗଳବାର ରାତି ପ୍ରାୟ...

ଆୟଉତ୍ସ ପ୍ରକାଶ କରିବେ ସମସ୍ତ ରାଜନୈତିକ ଦଳ, କାଏମ ରହିବ ୨୦୧୯ ରାୟ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୧/୧୦: ରାଜନୈତିକ ଦଳ ମାନଙ୍କର ଆୟଉତ୍ସ ପ୍ରକାଶ ମାମଲା ଉପରେ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି। ସରକାରଙ୍କ ପକ୍ଷ ଏବଂ ଅପିଲକାର୍ତ୍ତାଙ୍କ ପକ୍ଷ ଶୁଣିବା ପରେ କୋର୍ଟ କହିଛନ୍ତି ଯେ, ୨୦୧୯ରେ ଦିଆଯାଇଥିବା ମଧ୍ୟବର୍ତ୍ତୀକାଳୀନ ଆଦେଶ ଯେଉଁଥିରେ ସମସ୍ତ ରାଜନୈତିକ...

ଆସନ୍ତା ୨୫ ବର୍ଷ ଦେଶ ପାଇଁ ସବୁଠାରୁ ମହତ୍ୱପୂର୍ଣ୍ଣ: ମୋଦି

ନୂଆଦିଲ୍ଲୀ,୩୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ୨ଦିନିଆ ଗୁଜରାଟ ଗସ୍ତରେ ଅଛନ୍ତି। ଦ୍ୱିତୀୟ ଦିନରେ ପ୍ରଧାନମନ୍ତ୍ରୀ ଏକତା ନଗରରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମ ବାର୍ଷିକୀ ଅବସରରେ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିଲେ। ଏହି ସମୟରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ...

ଆମେରିକା ତିଆରି କରୁଛି ବିଶ୍ୱର ସବୁଠାରୁ ଶକ୍ତିଶାଳୀ ପରମାଣୁ ବୋମା, ହିରୋସୀମାରେ ପଡିଥିବା ବୋମା ଠାରୁ ୨୪ ଗୁଣା ଅଧିକ ଶକ୍ତିଶାଳୀ

ଓ୍ବାଶିଂଟନ,୩୧।୧୦: ଆମେରିକା ଏକ ନୂଆ ପରମାଣୁ ବୋମା ତିଆରି କରିବାକୁ ପ୍ରସ୍ତୁତ ହେଉଛି। ଆମେରିକାର ଗଣମାଧ୍ୟମ ଅନୁଯାୟୀ, ଜାପାନର ହିରୋସିମା ଉପରେ ପକାଯାଇଥିବା ବୋମାଠାରୁ ଏହି ନୂତନ ବୋମା ୨୪ ଗୁଣ ଅଧିକ ଶକ୍ତିଶାଳୀ ହେବ। ଆମେରିକାର ପ୍ରତିରକ୍ଷା ବିଭାଗ...

ମହାକାଶରେ ୬ ମାସ ବିତାଇ ଫେରିଆସିଲେ ୩ ଯାତ୍ରୀ, ନୂଆ ଦଳ ପଠାଇବାକୁ ହେଉଛି ଯୋଜନା

ତାଇପେ,୩୧।୧୦: ଚାଇନାର ୩ ମହାକାଶଚାରୀ ଚାଇନାର କକ୍ଷପଥ ମହାକାଶ କେନ୍ଦ୍ରରେ ରହିବା ପରେ ମଙ୍ଗଳବାର ସକାଳେ ପୃଥିବୀକୁ ଫେରିଥିଲେ। ସରକାରୀ ସିହ୍ନୁଆ ନ୍ୟୁଜ ଏଜେନ୍ସି କହିଛି ଯେ ଜିଙ୍ଗ ହାଇପେଙ୍ଗ, ଜୁ ୟାଙ୍ଗଜୁ ଏବଂ ଗୁଇ ହାଇ ଚାଓ ଗୋବି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri