Tag Archives: Home Middle

ମୋଦିଙ୍କ ଗୁଜରାଟ ଗସ୍ତ, ବନାସକାଂଠାରେ କଲେ ରୋଡ ଶୋ

ଗାନ୍ଧିନଗର,୩୦।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗୁଜରାଟ ଗସ୍ତ କରିଛନ୍ତି। ଏହି ସମୟରେ ସେ ଅମ୍ବାଜୀ ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି। ପୂଜା ସମୟରେ ମୋଦିଙ୍କ ସହ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ଭାଇ ପଟେଲ ବି ଉପସ୍ଥିତ ଥିଲେ। ପ୍ରଧାନମନ୍ତ୍ରୀ ଦୁଇ ଦିନିଆ...

ଚାଇନା ମୋବାଇଲ ବ୍ରାଣ୍ଡଠାରୁ ଦୂରେଇ ଯାଉଛନ୍ତି ଭାରତୀୟ ଗ୍ରାହକ: ଆଇଡିସି ରିପୋର୍ଟ…

ନୂଆଦିଲ୍ଲୀ,୩୦।୧୦ : ଭାରତୀୟମାନେ ଚାଇନାର ସ୍ମାର୍ଟଫୋନ ବ୍ରାଣ୍ଡଠାରୁ ଦୂରେଇବାରେ ଲାଗିଛନ୍ତି। ଇଣ୍ଟରନ୍ୟାଶନାଲ ଡାଟା କର୍ପୋରେଶନ (ଆଇଡିସି) ରିପୋର୍ଟ ଅନୁଯାୟୀ, ୨୦୨୩ ବର୍ଷର ତୃତୀୟ ତ୍ରୟମାସିକରେ ସାମସଙ୍ଗ ଏବଂ ଆପଲ ବ୍ରାଣ୍ଡେଡ ଫୋନର ବିକ୍ରି ସର୍ବାଧିକ ହୋଇଛି। ବଜାର ଅଂଶଧନ ଦୃଷ୍ଟିରୁ...

‘ଆପଣଙ୍କ ପଗଡିର ଅର୍ଥ ଆତଙ୍କବାଦ ନୁହେଁ’, ଶିଖଙ୍କୁ ଏମିତି କହିଲେ ନ୍ୟୁୟର୍କ ମେୟର

ଓ୍ବାଶିଂଟନ,୩୦।୧୦: ଆମେରିକାର ନ୍ୟୁୟର୍କ ସିଟି ମେୟର ଏରିକ ଆଡମ୍ସ ଶିଖ ସମ୍ପ୍ରଦାୟ ବିରୁଦ୍ଧରେ ହୋଇଥିବା ଆକ୍ରମଣ ତଥା ଘୃଣ୍ୟ ଅପରାଧକୁ ଦେଶ ଉପରେ ଏକ ଦାଗ ବୋଲି ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି ଯେ ଶିଖ ପଗଡି ଆତଙ୍କବାଦର ଅର୍ଥ...

ବଢ଼ିବ କି ମୋବାଇଲ ବିଲ୍‌ ? ଜିଓ-ଏୟାରଟେଲ-ଭୋଡାଫୋନ ପକ୍ଷରୁ ଏଭଳି ମନ୍ତବ୍ୟ…

ନୂଆଦିଲ୍ଲୀ,୩୦।୧୦ : ଟେଲିକମ କମ୍ପାନୀଗୁଡିକ ପୁଣି ଥରେ ମୋବାଇଲ ବିଲ ବୃଦ୍ଧି କରିବାକୁ ଚେଷ୍ଟା କରୁଛନ୍ତି। ଦେଶର ଦୁଇଟି ବଡ ଟେଲିକମ କମ୍ପାନୀ ଏୟାରଟେଲ ଏବଂ ଭୋଡା ଆଇଡିଆ ବ୍ୟବହାରକାରୀଙ୍କ ହାରାହାରି ରାଜସ୍ବ ବୃଦ୍ଧି ପାଇଁ ଶୁଳ୍କ ବୃଦ୍ଧି କରିବାକୁ...

ବନ୍ୟ ଘୋଡାଙ୍କୁ ଗୁଳି କରି ହତ୍ୟା କରିବାକୁ ନିର୍ଦ୍ଦେଶ ଜାରି କଲେ ଏହି ଦେଶର ସରକାର…

କାନବେରା,୩୦।୧୦ : ଦୁଇ ଦଶନ୍ଧି ପୂର୍ବରୁ ନିଷିଦ୍ଧ ହୋଇଥିବା ବନ୍ୟ ଘୋଡାମାନଙ୍କୁ ହତ୍ୟା କରିବାର ବିବାଦୀୟ ଅଭ୍ୟାସକୁ ଅଷ୍ଟ୍ରେଲିଆ ସରକାର ପୁଣି ଆରମ୍ଭ କରିବାକୁ ଯାଉଛନ୍ତି। ଯେଉଁଥିପାଇଁ ନ୍ୟୁ ସାଉଥ ୱେଲ୍ସର କୋସିସିସ୍କୋ ଜାତୀୟ ଉଦ୍ୟାନରେ ବାୟୁସେନା ଦ୍ୱାରା ବନ୍ୟ...

ଏତେଶୀଘ୍ର ଶେଷ ହେବ ନାହିଁ ଏହି ଯୁଦ୍ଧ, ହମାସ୍‌ ବିରୋଧରେ ଇସ୍ରାଏଲର ଆହୁରି ପ୍ରସ୍ତୁତି ଜୋର୍‌ଦାର୍‌

ଜେରୁଜେଲମ୍‌,୩୦ା୧୦: ସୋମବାର ହେଉଛି ଇସ୍ରାଏଲ-ହମାସ୍‌ ଯୁଦ୍ଧର ୨୪ତମ ଦିନ। ଉଭୟ ପାର୍ଶ୍ୱରୁ ଲଗାତର ଆକ୍ରମଣ କରାଯାଉଛି। ଏହି ଯୁଦ୍ଧରେ ଏପର୍ଯ୍ୟନ୍ତ ୯୫୦୦ରୁ ଅଧିକ ଲୋକ ପ୍ରାଣ ହରାଇ ସାରିଲେଣି। କେବଳ ଗାଜାରେ ମୃତ୍ୟୁସଂଖ୍ୟା ୮୦୦୦ ଟପିଛି। ଏଥି ସହିତ ୧୪୦୦ରୁ...

ସିସୋଡିଆଙ୍କୁ ଲାଗିଲା ଝଟ୍‌କା, ଜାମିନ ପାଇଁ ମନାକଲେ କୋର୍ଟ

ନୂଆଦିଲ୍ଲୀ,୩୦।୧୦: ସୁପ୍ରିମକୋର୍ଟରେ ସୋମବାର ଦିଲ୍ଲୀର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ମନିଷ ସିସୋଡିଆଙ୍କ ଜାମିନ ଆବେଦନର ଶୁଣାଣି ହୋଇଛି। ଶୁଣାଣି ପରେ ସିସୋଡିଆ ଦାଖଲ କରିଥିବା ଜାମିନ ଆବେଦନକୁ ସୁପ୍ରିମକୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ) ଏବଂ ଏନଫୋର୍ସମେଣ୍ଟ...

ଶିକ୍ଷକଙ୍କୁ ମିଳିବ ସରକାରୀ ଘର, ସରକାରଙ୍କ ନୂଆ ଯୋଜନା, ପ୍ରଥମେ ମିଳିବ ୫ ଲକ୍ଷଙ୍କୁ…

ପାଟନା,୩୦।୧୦ : ବିହାରର ସରକାରୀ ବିଦ୍ୟାଳୟର ସମସ୍ତ ଶିକ୍ଷକଙ୍କୁ ସେମାନଙ୍କ ବିଦ୍ୟାଳୟ ନିକଟରେ ରହିବା ସୁବିଧା ଯୋଗାଇବା ପାଇଁ ଶିକ୍ଷା ବିଭାଗ ଦ୍ୱାରା ବ୍ୟବସ୍ଥା କରାଯାଉଛି। ଏଥିପାଇଁ ଯୋଜନା ଅନ୍ତର୍ଗତ ପ୍ରଥମେ ରାଜ୍ୟର ପ୍ରାୟ ୫ ଲକ୍ଷ ଶିକ୍ଷକଙ୍କୁ ମୁଖ୍ୟମନ୍ତ୍ରୀ...

ନାବାଳିକା ଅପହରଣରେ ନୂଆ ମୋଡ, ଅବିବାହିତା ମହିଳାଙ୍କ ମିଥ୍ୟା ଡେଲିଭରୀ ଘଟଣାର ପର୍ଦ୍ଦାଫାଶ…

ଭୋପାଳ,୩୦।୧୦ : ଅକ୍ଟୋବର ୨୧ରେ, ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରୁ କନ୍ୟା ପୂଜନ ନାମରେ ଦୁଇ ନିରୀହ ନାବାଳିକାଙ୍କୁ ଅପହରଣ ମାମଲା ସାମ୍ନାକୁ ଆସିଥିଲା। କ୍ରାଇମ ବ୍ରାଞ୍ଚ ତୃତୀୟ ଦିନରେ ପ୍ରାୟ ୬୦ଘଣ୍ଟା ପରେ କୋଲାରର ଇଂରାଜୀ ଭିଲ୍ଲା କଲୋନୀରୁ ଉଭୟ...

ସେମିଫାଇନାଲରୁ ୪ ଟିିମ୍‌ ବାହାର, ଓ୍ବାଲର୍‌ଡ କପ୍‌ ଦୌଡ଼ରେ ଏବେ ୬ ଟିମ୍‌…

ନୂଆଦିଲ୍ଲୀ,୩୦।୧୦ : ବିଶ୍ୱକପ ୨୦୨୩ ବର୍ତ୍ତମାନ ଧୀରେ ଧୀରେ ସେମିଫାଇନାଲ ଆଡକୁ ଗତି କରୁଛି। କିଛି ଦଳ କ୍ରମାଗତ ଭାବରେ ଚମତ୍କାର ପ୍ରଦର୍ଶନ କରି ସେମିଫାଇନାଲ ପାଇଁ ନିଜର ସ୍ଥିତିକୁ ମଜବୁତ କରୁଥିବାବେଳେ କେତେକ ଦଳ ଖରାପ ଫର୍ମ ସହ...

ଭୋଟ ସହିତ ଲୋକଙ୍କୁ ନୋଟ୍‌ ମାଗୁଛନ୍ତି ପୂର୍ବତନ ଭାଜପା ନେତା, ଭାଇରାଲ ଭିଡ଼ିଓ ଦେଖନ୍ତୁ…

ଭୋପାଳ,୩୦।୧୦ : ଆଗକୁ ମଧ୍ୟପ୍ରଦେଶରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ବିଧାନସଭା ନିର୍ବାଚନ ପାଇଁ ଭାଜପା ସମସ୍ତ ୨୩୦ ଟି ଆସନ ପାଇଁ ପ୍ରାର୍ଥୀ ନିଶ୍ଚିତ କରିଛି। ତେବେ ବହୁ ଭାଜପା ନେତା ଅଛନ୍ତି ଯେଉଁମାନେ ଦଳରୁ ଟିକେଟ ନ...

ରାଶନ ହେରଫେର କରି ଫିଲ୍ମ ନିର୍ମାଣ, ଇଡି ସ୍କାନରରେ ବଲିଉଡ-ଟଲିଉଡ ଅଭିନେତ୍ରୀ ଅଭିନେତା…

କୋଲକାତା,୩୦।୧୦ : ପଶ୍ଚିମବଙ୍ଗରେ ଚାଲିଥିବା ରାଶନ ସ୍କାମର ଯାଞ୍ଚ ବର୍ତ୍ତମାନ ଟଲିଉଡରୁ ବଲିଉଡ ପର୍ଯ୍ୟନ୍ତ ପହଞ୍ଚିଛି। ୨୦୧୪ରେ ମୁକ୍ତିଲାଭ କରିଥିବା ମୈଗ୍ରୋବ ନାମକ ଏକ ବଙ୍ଗଳା ଚଳଚ୍ଚିତ୍ରରେ ବଲିଉଡର ପ୍ରସିଦ୍ଧ ଆଇଟମ ଅଭିନେତ୍ରୀ ରାଖୀ ସାୱନ୍ତ ଏକ ଆଇଟମ ଡ୍ୟାନ୍ସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri