Tag Archives: Home Middle

ବଦଳିଲା ସ୍ବର, ରାହୁଲଙ୍କୁ ଖୋଲାଖୋଲି ପ୍ରଶଂସା କଲେ ସ୍ମୃତି ଇରାନୀ! କହିଲେ ସଫଳତାର ସ୍ବାଦ ଚାଖିଛନ୍ତି…

ନୂଆଦିଲ୍ଲୀ,୨୯।୮: ନିକଟରେ ଏକ ସାକ୍ଷାତକାରରେ ନିଜ କଡା ପ୍ରତିଦ୍ୱନ୍ଦୀ କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କ ବିଷୟରେ ବଡ଼ ବୟାନ ଦେଇଛନ୍ତି ଭାଜପା ନେତା ସ୍ମୃତି ଇରାନୀ। ପୂର୍ବ କେନ୍ଦ୍ରମନ୍ତ୍ରୀ ତଥା ଭାଜପା ନେତା ଇରାନୀ କହିଛନ୍ତି, ରାହୁଲ ଭାବନ୍ତି ଯେ,...

ରାହୁଲଙ୍କ ଟେନଶନ ବଢାଇଲେ ଅଖିଳେଶ, ଖୋଲାଖୋଲି ମାଗୁଛନ୍ତି ଏତେ ସିଟ୍‌

ନୂଆଦିଲ୍ଲୀ,୨୯।୮: ୟୁପିରେ କଂଗ୍ରେସ ସହ ମେଣ୍ଟ କରିବା ପରେ ଏସପି ଲୋକ ସଭା ନିର୍ବାଚନରେ ଅତୁଳନୀୟ ସଫଳତା ପାଇଛି। ଏହା ପରେ ଏସପି ମୁଖ୍ୟ ଅଖିଳେଶ ଯାଦବ ୟୁପି ବାହାରେ ନିଜକୁ ମଜବୁତ କରିବା ଏବଂ ଜାତୀୟ ସ୍ତରରେ ପ୍ରାଧାନ୍ୟ...

ଭୁବନେଶ୍ୱରରେ ୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର; ପଡୋଶୀ ଯୁବକ ଅଟକ

ଭୁବନେଶ୍ୱର,୨୮।୮: ରାଜଧାନୀ ଭୁବନେଶ୍ୱରରେ ବୁଧବାର ୪ ବର୍ଷର ନାବାଳିକାକୁ ବଳାତ୍କାର ଅଭିଯୋଗ ହୋଇଛି। ପଡୋଶୀ ଘରର ୩୦ ବର୍ଷର ଯୁବକ ଏଭଳି ନିନ୍ଦନୀୟ ଘଟଣା ଘଟାଇଥିବା କୁହାଯାଉଛି। ଏୟାରପୋର୍ଟ ଥାନା ଅଞ୍ଚଳର ଏକ ବସ୍ତିରେ ଏହି ଘଟଣା ଘଟିଛି। ଖବର...

ଜାଣନ୍ତୁ କେମିତିି କରିବେ ରାଶନ E-KYC ଅପ୍‌ଡେଟ୍‌, ନଚେତ୍‌ କଟିଯିବ ନାଁ..

ଭୁବନେଶ୍ୱର,୨୮ା୮: ଏବେ ରାଶନ କାର୍ଡ ହିତାଧିକାରୀଙ୍କ E-KYC ଅପଡେଟ୍‌ କରାଯାଉଛି। ନାଁ ଏବଂ ଆଧାର କାର୍ଡ ଯାଞ୍ଚ ପରେ ହିତାଧିକାରୀଙ୍କ ଦସ୍ତଖତ ଓ ଟିପଚିହ୍ନ ନିଆଯାଉଛି। କିଛି ସ୍ଥାନରେ ଆଇ ସ୍କାନ୍‌ ମଧ୍ୟ କରାଯାଉଛି। ପରିବାରର ଯେଉଁ ସଦସ୍ୟଙ୍କ ନାମରେ...

ଓଡ଼ିଶା ପ୍ରସଙ୍ଗରେ ବଡ଼ କଥା କହିଲେ ମମତା: କଡ଼ା ଜବାବ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୮: ଟ୍ରେନିଂ ମହିଳା ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା ମାମଲାକୁ ରାଜନୀତିକରଣ କରି ଭାଜପା ରାଜ୍ୟରେ ହିଂସା ସୃଷ୍ଟି କରିବାକୁ ଚେଷ୍ଟା କରୁଥିବା ଅଭିଯୋଗ କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ରାଜନୈତିକ ଫାଇଦା ଉଦେଶ୍ୟରେ ଭାଜପା ଏପରି କରୁଥିବା...

କୋଲକାତା ଲଜ୍ଜା: ସନ୍ଦୀପ ଘୋଷ୍‌ଙ୍କୁ ନିଲମ୍ବନ କଲା ଆଇଏମ୍‌ଏ

କୋଲକାତା,୨୮ା୮: କୋଲକାତା ଆର୍‌ଜି କର ମେଡିକାଲ କଲେଜର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କୁ ବୁଧବାର ତାଙ୍କ ସଦସ୍ୟତା ପଦରୁ ନିଲମ୍ବନ କରିଛି ଆଇଏମ୍‌ଏ। ରାଷ୍ଟ୍ରୀୟ ସଭାପତି ଡ. ଆର୍‌.ଭି ଅଶୋକନଙ୍କ ଦ୍ୱାରା ଗଠିତ ଅନୁଶାସନ କମିଟି, ଆଇଏମ୍‌ଏ ଏଚ୍‌କ୍ୟୁଏସ୍‌ର ସର୍ବସମ୍ମତି...

ବିଧାନସଭାରେ ବଡ଼ଭାଇ କେ.ଭି ସିଂଙ୍କୁଏହି ପ୍ରଶ୍ନ କଲେ ସାନଭାଇ କଳିକେଶ, ଉତ୍ତରରେ ବଡ଼ ଭାଇ କହିଲେ…

ଭୁବନେଶ୍ୱର,୨୮ା୮: ବିଧାନସଭାରେ ଆଜିର ପ୍ରଶ୍ନ ଉତ୍ତର ବେଶ୍‌ ଆଖିଦୃଶିଆ ତଥା ହାସ୍ୟରୋଳ ବି ଥିଲା। ବଡ଼ ଭାଇ ତଥା ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କୁ ସାନ ଭାଇ କଳିକେଶ ଠିଆ ହୋଇ କିଛି ପ୍ରଶ୍ନ ପଚାରିଥିଲେ। ଏହାର ଉତ୍ତର ରଖିଥିଲେ କେ.ଭି।...

ପଶ୍ଚିମବଙ୍ଗରେ ନିଆଁ ଲାଗିଲେ ପୂରା ଉତ୍ତର-ପୂର୍ବ ଜଳିବ, କାହିଁକି ଏମିତି କହିଲେ ମମତା ବାନାର୍ଜୀ

କୋଲକାତା,୨୮ା୮: କୋଲକାତାରେ ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଏବଂ ହତ୍ୟା ପରେ ସାରା ଦେଶରେ ବିଦ୍ରୋହ ଦେଖାଦେଇଛି। ଭାରତୀୟ ଜନତା ପାର୍ଟି ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଇସ୍ତଫା ଦାବି କରୁଛି। ବନ୍ଦ ଉପରେ ମମତା କହିଛନ୍ତି, ଯଦି...

ଆଉଟସୋର୍ସିଂ ଜରିଆରେ ଶ୍ରୀମନ୍ଦିରର ନିଯୁକ୍ତ ହେବେ ସେନା ଅଧିକାରୀ; କଡାକଡି ହେବ ସୁରକ୍ଷା ବ୍ୟବସ୍ଥା

ପୁରୀ,୨୮।୮: ଶ୍ରୀ ମନ୍ଦିରରେ ଥିବା ଆନନ୍ଦ ବଜାରରେ ସୁରକ୍ଷା ବ୍ୟବସ୍ଥା ଅଧିକ କଡାକଡି କରିବାକୁ ପୂର୍ବତନ ସେନା କର୍ମଚାରୀମାନେ ମୁତୟନ ହେବେ ବୋଲି ମନ୍ଦିର ପ୍ରଶାସକ ଅଜୟ ଜେନା ସୂଚନା ଦେଇଛନ୍ତି। ଆନନ୍ଦ ବଜାରରେ ଶୃଙ୍ଖଳା ବଜାୟ ରଖିବା ଏବଂ...

ଏହି ଏମ୍‌ପିଙ୍କ ଉପରେ ୯୦୮ କୋଟି ଟଙ୍କାର ଜରିମାନା ଲଗାଇଲା ଇଡି, ୮୯ କୋଟି ଟଙ୍କାର ସମ୍ପତ୍ତି ଜବତ

ନୂଆଦିଲ୍ଲୀ,୨୮ା୮: ଫେମା ମାମଲାରେ ଇଡି ଜଣେ ଏମ୍‌ପିଙ୍କ ଉପରେ ୯୦୮ କୋଟି ଟଙ୍କାର ଜରିମାନା ଲଗାଇଛି। ତେବେ ଡିଏମ୍‌କେ ଏମ୍‌ପି ଏସ୍‌ ଜଗତରକ୍ଷକ ଏବଂ ତାଙ୍କ ପରିବାର ଉପରେ ଇଡି ଏହି ଜରିମାନା କରିଥିବା ବେଳେ ୮୯ କୋଟି ଟଙ୍କାର...

୧୨ ଶିଳ୍ପ ସ୍ମାର୍ଟ ସିଟି ନିର୍ମାଣ କରିବେ କେନ୍ଦ୍ର ସରକାର, ଜାଣନ୍ତୁ ଓଡ଼ିଶାରେ ହେବ କି ନାହିଁ ?

ନୂଆଦିଲ୍ଲୀ,୨୮।୮: କେନ୍ଦ୍ର ସରକାର ୧୨ ଶିଳ୍ପ ସ୍ମାର୍ଟ ସିଟି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପ ମାଧ୍ୟମରେ ପ୍ରତ୍ୟେକ୍ଷ ଭାବେ ୧୦ ଲକ୍ଷ ଏବଂ ପରୋକ୍ଷ ଭାବେ ୩୦ ଲକ୍ଷ ଲୋକଙ୍କୁ ରୋଜଗାର ସୁବିଧା ମିଳିବ। ଏହି ଯୋଜନା ପାଇଁ...

ବହୁତ ହୋଇଗଲା, ଆଉ ବରଦାସ୍ତ କରାଯିବନି, କାହିଁକି ଏମିତି କହିଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୮ା୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଏକ ବଡ଼ ବିବୃତ୍ତି ସାମ୍ନାକୁ ଆସିଛି। ସେ କହିଛନ୍ତି, ବହୁତ ହୋଇଗଲା, ଆଉ ବରଦାସ୍ତ କରାଯିବନି। କୋଲକାତାର ଜଣେ ଟ୍ରେନି ମହିଳା ଡାକ୍ତରଙ୍କ ବଳାତ୍କାର ଓ ହତ୍ୟା ମାମଲାରେ ରାଷ୍ଟ୍ରପତି ଏପରି କଡ଼ା ବିବୃତ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri