Tag Archives: Home Middle

ଆଉ ୫୩ ଓଏଏସ୍‌ ଅଫିସରଙ୍କ ବଦଳି

ଭୁବନେଶ୍ୱର,୨୫ା୧୦: ରାଜ୍ୟ ସରକାର ଓଏଏସ୍‌ ଅଫିସରଙ୍କୁ ବଦଳି କରିଛନ୍ତି। ଗତ ୭ ଦିନ ମଧ୍ୟରେ ଜିଲାସ୍ତରରେ କାର୍ଯ୍ୟରତ ମୋଟ୍‌ ୨୫୦ଜଣ ଓଏଏସ୍‌ ଅପିସରଙ୍କ ବଦଳି ହୋଇସାରିଛି। ଏବେ ଆଉ ୫୩ ଜଣଙ୍କୁ ବଦଳି କରାଯାଇଥିବା ବିଜ୍ଞପ୍ତିରୁ ପ୍ରକାଶ ପାଇଛି। ରାଜସ୍ବ...

କାନାଡାରେ ଆସନ୍ତାକାଲିଠାରୁ ଭିଜା ସେବା ଆରମ୍ଭ କରିବ ଭାରତ

ଓଟାଓ୍ବା,୨୫ା୧୦: କାନାଡାବାସୀଙ୍କ ପାଇଁ ଭାରତ ଭିଜା ସେବା ଆରମ୍ଭ କରିବ। ଗୁରୁବାରଠାରୁ ଏହା ଜାରି କରିବ ବୋଲି କାନାଡାର ହାଇ କମିଶନ ବୁଧବାର କହିଛନ୍ତି। ସେପ୍ଟେମ୍ବର ୨୧ରୁ ଅର୍ନିଦ୍ଦିଷ୍ଟ କାଳ ପାଇଁ ଏହି ସେବା ବନ୍ଦ ହେବାର ଏକ ମାସ...

‘ଆହୁରି ଅନେକ କିଛି ହାସଲ କରିବାକୁ ବାକି ଅଛି’

ଲଣ୍ଡନ,୨୫ା୧୦: ଭାରତୀୟ ବଂଶୋଭବ ଋଷି ସୁନକ ବ୍ରିଟେନର ପ୍ରଧାନମନ୍ତ୍ରୀ ଭାବରେ ଏକ ବର୍ଷ ପୂରଣ କରିଛନ୍ତି। ଗତବର୍ଷ ଆଜିର ଦିନରେ ସୁନକ ପ୍ରଧାନମନ୍ତ୍ରୀ ପଦ ପାଇଁ ଉତ୍ଥାନ ପତ୍ତନ ଏବଂ ବିଶ୍ୱସ୍ତରୀୟ ଚ୍ୟାଲେଞ୍ଜ ମଧ୍ୟରେ ୧୦ ଡାଉନିଂ ଷ୍ଟ୍ରିଟ୍‌ରେ ଦାୟିତ୍ୱ...

ଜାନୁୟାରୀ ୨୨ରେ ଉଦ୍‌ଘାଟନ ହେବ ଅଯୋଧ୍ୟା ରାମ ମନ୍ଦିର, ପ୍ରଧାନମନ୍ତ୍ରୀ ହେବେ ସାମିଲ

ନୂଆଦିଲ୍ଲୀ,୨୫।୧୦: ଅଯୋଧ୍ୟାରେ ନିର୍ମିତ ଭବ୍ୟ ଶ୍ରୀରାମ ମନ୍ଦିରର ଉଦ୍‌ଘାଟନ ଜାନୁୟାରୀ ୨୨ରେ ହେବ। ଅପରାହ୍ନ ୧୨.୩୦ ମିନିଟ୍‌ରେ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି ସ୍ବତନ୍ତ୍ର ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ ରହିବେ। ଏନେଇ ବୁଧବାର ରାମଜନ୍ମ...

ନଭେମ୍ବର ପହିଲାରୁ ଏସବୁ ବଡ଼ ପରିବର୍ତ୍ତନ, ବ୍ୟବସାୟୀଙ୍କ ପାଇଁ ସତର୍କ ସୂଚନା ଜାରି…

ନୂଆଦିଲ୍ଲୀ,୨୫।୧୦ : ପ୍ରତ୍ୟେକ ମାସ କିଛି ପରିବର୍ତ୍ତନ ସହିତ ଆରମ୍ଭ ହୋଇଥାଏ। ଆଗକୁ ନଭେମ୍ବର ମାସ ଆରମ୍ଭ ହେବ। ନଭେମ୍ବର ପହିଲାଠାରୁ ବ୍ୟବସାୟ ସମ୍ବନ୍ଧୀୟ କ୍ଷେତ୍ରରେ କେତେକ ପରିବର୍ତ୍ତନ ଦେଖିବାକୁ ମିଳିବ। ଯାହା ସାଧାରଣ ଲୋକଙ୍କ ଉପରେ ସିଧାସଳଖ ପ୍ରଭାବ...

ଇସ୍ରାଏଲୀଙ୍କୁ ହୁଏନି ସହଜରେ ରୋଗ, ବଞ୍ଚନ୍ତି ୧୦୦ବର୍ଷ…

ନୂଆଦିଲ୍ଲୀ,୨୫।୧୦ : ହେଲଦି ଡାଇଟ ସହ ହେଲଦି ଏକ୍ସରସାଇଜ ଫିଟ୍‌ ରହିବାର ମୂଳମନ୍ତ୍ର। ସୁଷମ ଖାଦ୍ୟ ଖାଇବା ସହ ପ୍ରତିଦିନ ବ୍ୟାୟାମ କଲେ କୌଣସି ରୋଗ ପାଖ ମାଡେ ନାହିଁ। ବୈଜ୍ଞାନିକଙ୍କ ଅନୁଯାୟୀ, ପ୍ରତିଦିନ ଯୋଗ ପ୍ରାଣାୟମ କରିବା ଦ୍ୱାରା...

ଦୀପାବଳି ପୂର୍ବରୁ ଚାଷୀଙ୍କ ପାଇଁ ଖୁସି ଖବର, ସରକାରଙ୍କ ପକ୍ଷରୁ ବଡ଼ ଘୋଷଣା…

ନୂଆଦିଲ୍ଲୀ,୨୫।୧୦ : କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଦୀପାବଳି ପୂର୍ବରୁ ଦେଶର ଚାଷୀଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। କେନ୍ଦ୍ର ମନ୍ତ୍ରୀ ଅନୁରାଗ ବୁଧବାର କହିଛନ୍ତି କେନ୍ଦ୍ର ସରକାର ସାର ଉପରେ ଗୋଟିଏ ଟଙ୍କା ମଧ୍ୟ ବୃଦ୍ଧି କରିବେ...

୮ନୂଆ ଭାଇରସ ଆବିଷ୍କାର କଲା ଚାଇନା, କରୋନା ପରି ବ୍ୟାପିପାରେ ସଂକ୍ରମଣ

ବେଜିଂ,୨୫।୧୦: ୩ବର୍ଷ ପୂର୍ବରୁ କରୋନା ମହାମାରୀ ନିଜର କରାଳ ରୂପ ଦେଖାଇ ସାରିଛି। କରୋନାର ମୃତ୍ୟୁ ତାଣ୍ଡବରେ କୋଟି କୋଟ ଅଦିନରେ ଝଡି ପଡିଛନ୍ତି। ତେବେ କରୋନାର ସୃଷ୍ଟିକର୍ତ୍ତା ଚାଇନାକୁ ଯେତେଥର ଦାୟୀ କରାଗଲେ ମଧ୍ୟ ସେ ଏହି ସତ୍ୟକୁ...

ବିଜୁଳି କାଟ୍‌-ଚିକିତ୍ସା ଠପ୍‌: ୪୮ଘଣ୍ଟାରେ ମୃତ ସହରରେ ପରିଣତ ହେବ ଗାଜା

ଗାଜା,୨୫।୧୦: ଇସ୍ରାଏଲ-ହମାସ ଯୁଦ୍ଧକୁ ୧୮ଦିନ ବିତିଯାଇଥିବାବେଳେ ଏହା ଥମିବାର କୌଣସି ସମ୍ଭାବନା ଦେଖାଯାଉ ନାହିଁ। ଏତେଦିନ ମଧ୍ୟରେ ଗାଜାକୁ ଖାଦ୍ୟ, ଜଳ ଓ ବିଦ୍ୟୁତ ସେବାକୁ ବନ୍ଦ କରାଯାଇଛି। ଜରୁରୀକାଳୀନ ସେବା ପହଞ୍ଚୁଥିଲେ ମଧ୍ୟ ତାହା ସମୁଦ୍ରକୁ ଶଙ୍ଖେ ବୋଲି...

ରାହୁଲ ନେଲେ ସତ୍ୟପାଲଙ୍କ ଇଣ୍ଟରଭ୍ୟୁ, ଦେଖନ୍ତୁ ଶେୟାର ହୋଇଥିବା ଭିଡିଓ…

ନୂଆଦିଲ୍ଲୀ,୨୫।୧୦ : କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଜମ୍ମୁ-କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକଙ୍କ ସହ ହୋଇଥିବା ସାକ୍ଷାତକାରର ଭିଡିଓ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ରିପୋର୍ଟ ଅନୁଯାୟୀ, ରାହୁଲ ଗାନ୍ଧୀ ପୁଲୱାମା ଆକ୍ରମଣ, ଜମ୍ମୁ-କଶ୍ମୀରର ସ୍ଥିତି ଏବଂ ଆଦାନୀ...

ରାଜକୁମାର ରାଓଙ୍କୁ ନ୍ୟାଶନାଲ ଆଇକନ ଭାବେ ନିଯୁକ୍ତ କରିବାକୁ ନିଷ୍ପତ୍ତି ନେଲା ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୨୫।୧୦: ଭାରତର ନିର୍ବାଚନ ଆୟୋଗ ଏଥର ଅଭିନେତା ରାଜକୁମାର ରାଓଙ୍କୁ ନିଜର ନ୍ୟାଶନାଲ ଆଇକନ କରିବାକୁ ନିଷ୍ପତ୍ତି ନେଇଛି। ଆୟୋଗ ଗୁରୁବାର (୨୬ ଅକ୍ଟୋବର)ରେ ରାଜକୁମାର ରାଓଙ୍କୁ ଆଇକନ ଭାବରେ ନିଯୁକ୍ତ କରିବ। ନ୍ୟାଶନାଲ ଆଇକନ ଲୋକମାନଙ୍କୁ ଭୋଟ ବିଷୟରେ...

ପୂର୍ବତନ ସ୍ବରାଷ୍ଟ୍ରମନ୍ତ୍ରୀ ସୁଶୀଲ କୁମାର ଶିନ୍ଦେ ରାଜନୀତିରୁ ନେଲେ ଅବସର…

ମୁମ୍ବାଇ,୨୫।୧୦ : ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ମହାରାଷ୍ଟ୍ର କଂଗ୍ରେସର ଜଣେ ବରିଷ୍ଠ ନେତା ସୁଶୀଲ କୁମାର ଶିନ୍ଦେ ବର୍ତ୍ତମାନ ସକ୍ରିୟ ରାଜନୀତିରୁ ଅବସର ନେବାକୁ ନିଷ୍ପତ୍ତି ନେଇଛନ୍ତି। ବୁଧବାର, ମହାରାଷ୍ଟ୍ରର ସୋଲାପୁରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗଣମାଧ୍ୟମ ସହିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri