Tag Archives: Home Middle

ସହାୟତା ପହଞ୍ଚିବାର ଗୋଟିଏ ଦିନ ପରେ ବୋମାବାଡ ତୀବ୍ର କଲା ଇସ୍ରାଏଲ, ମସଜିଦରେ ଏୟାର ଷ୍ଟ୍ରାଇକ୍‌

ଗାଜା,୨୨।୧୦: ଇସ୍ରାଏଲ-ହମାସ ମଧ୍ୟରେ ଯୁଦ୍ଧ ଦିନକୁ ଦିନ ଅତି ଭୟଙ୍କର ରୂପ ଧାରଣ କରୁଛି। ଏହାରି ଭିତରେ ଇସ୍ରାଏଲର ସେନ୍ୟବାହିନୀ ଗାଜା ଉପରେ ଆକ୍ରମଣ ଜାରି ରଖିବେ ବୋଲି ସୂଚନା ଦେଇଛନ୍ତି। ଶନିବାର ଇଜିପ୍ଟ ସୀମାନ୍ତ ରାଫାହ ପଏଣ୍ଟ ଦେଇ...

ଝିଅ ମ୍ୟାରିଅମକୁ ଉତ୍ତରାଧିକାରୀ କରିବାକୁ ସଙ୍କେତ ଦେଲେ ନଓ୍ବାଜ ସରିଫ

ଇସଲାମବାଦ,୨୨।୧୦: ପାକିସ୍ତାନର ଫେରିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫ। ସ୍ବଦେଶକୁ ଫେରିବା ପରେ ଲାହୋରରେ ପ୍ରଥମେ ରାଜନୈତିକ ସମାବେଶରେ ଯୋଗ ଦେଇଛନ୍ତି। ଆଗାମୀ ପାକିସ୍ତାନ ନିର୍ବାଚନରେ ସେ ନିଜ ଦଳ ମୁସଲିମ ଲିଗ୍‌ ପକ୍ଷରୁ ଲଢିବେ। ପୁଣି ଚତୁର୍ଥ ଥର...

‘ଯୁଦ୍ଧ ବନ୍ଦ କରନ୍ତୁ, ଗାଜାରେ ବଡ଼ ସଂଖ୍ୟାରେ ଶିଶୁ ମରି ପଡ଼ିଛନ୍ତି’, WHO ସମତେ ଅନ୍ୟ ଆନ୍ତରାଷ୍ଟ୍ରୀୟ ସଂଗଠନ କଲେ ଅପିଲ୍

ଭୁବନେଶ୍ୱର, ୨୨।୧୦: ମିଳିତ ଜାତିସଂଘ ଏବଂ ଇଜିପ୍ଟର ରେଡ କ୍ରିସେଣ୍ଟରୁ ୨୦ ଟ୍ରକ ଖାଦ୍ୟ ଏବଂ ଔଷଧ ନେଇ ଶନିବାର ରା଼ଫା ଫ୍ରାଂସିସ୍ ବାଟ ଦେଇ ଗାଜାରେ ପହଞ୍ଚିଛି। ଏହି ସାମଗ୍ରୀ ସବୁ ଯୁଦ୍ଧ ପ୍ରଭାବିତ ଲୋକମାନଙ୍କର ତତ୍କାଳ ଆବଶ୍ୟକତା...

ପୋଷାକ ଭଳି ଦଳ ପରିବର୍ତ୍ତନ କରୁଛନ୍ତି ନୀତୀଶ କୁମାର: ଚିରାଗ ପାସଓ୍ବାନ…

ପାଟନା,୨୧।୧୦ : ଇଣ୍ଡିଆ ମେଣ୍ଟକୁ ନେଇ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଏଲଜେପି ସୁପ୍ରିମୋ ଚିରାଗ ପାସୱାନ କଡ଼ା ସମାଲୋଚନା କରିଛନ୍ତି। ଶନିବାର ବିହାରର ଔରଙ୍ଗାବାଦରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସିଥିବା ଚିରାଗ ପାସୱାନ ନିତୀଶ କୁମାରଙ୍କୁ ଇଣ୍ଡିଆ ମେଣ୍ଟରେ...

ସକ୍ରିୟ ହେଉଛି ଲଘୁଚାପ: ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୨୧ା୧୦: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ରହିଛି। ଏହା ଧୀରେ ଧୀରେ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ରବିବାର ଏହା ଉତ୍ତର-ପଶ୍ଚିମରୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଗତି କରି ଅଧିକ ଘନୀଭୂତ ହୋଇ ଅବପାତର ରୂପ...

ୟେମେନ-ଓମାନ ମୁହାଁ ସାମୁଦ୍ରିକ ଝଡ଼ ‘ତେଜ’ , ଅକ୍ଟୋବର ୨୫ରେ ଲ୍ୟାଣ୍ଡଫଲ ପୂର୍ବାନୁମାନ, ଭିଡ଼ିଓରେ ଭୟଙ୍କର ରୂପ..

ନୂଆଦିଲ୍ଲୀ,୨୧।୧୦ : ଭାରତ ପାଣିପାଗ ବିଭାଗ (ଆଇଏମଡି) ଶନିବାର କହିଛି ଦକ୍ଷିଣ ପଶ୍ଚିମ ଆରବ ସାଗରରେ ଘୂର୍ଣ୍ଣିବଳୟ ‘ତେଜ’ ତୀବ୍ର ହୋଇଛି ଏବଂ ବର୍ତ୍ତମାନ ୟେମେନର ସୋକୋଟ୍ରା ଉପରେ କେନ୍ଦ୍ରିତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଏକ...

Rajasthan Election 2023: କଂଗ୍ରେସର ୩୩ ଜଣିଆ ପ୍ରାର୍ଥୀ ତାଲିକା ଜାରି, ସର୍ଦ୍ଦାରପୁରରୁ ଗେହଲଟ-ଟୋଙ୍କରୁ ସଚିନ…

ଜୟପୁର,୨୧।୧୦ : ରାଜସ୍ଥାନରେ ଭାଜପାର ଦ୍ୱିତୀୟ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବା ପରେ ବର୍ତ୍ତମାନ କଂଗ୍ରେସ ଏହାର ପ୍ରଥମ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ଦଳ ୩୩ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କଂଗ୍ରେସର ପ୍ରଥମ ତାଲିକାରେ...

ଦକ୍ଷିଣ ଆଫ୍ରିକା ବୋଲିଂ ସମ୍ମୁଖରେ ଇଂଲଣ୍ଡ ଧରାଶାୟୀ, ୨୨୯ ରନରେ ଜିତିଲା ଦକ୍ଷିଣ ଆଫ୍ରିକା…

ମୁମ୍ବାଇ,୨୧।୧୦ : ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମରେ ବିଶ୍ୱକପ କ୍ରିକେଟର ୨୦ ତମ ମ୍ୟାଚରେ ଇଂଲଣ୍ଡକୁ ଦକ୍ଷିଣ ଆଫ୍ରିକା ୨୨୯ ରନରେ ପରାଜିତ କରିଛି। ଦକ୍ଷିଣ ଆଫ୍ରିକା ବୋଲିଂ ସମ୍ମୁଖରେ ଇଂଲଣ୍ଡ ଧରାଶାୟୀ ହୋଇଛି। ମ୍ୟାଚରେ ଟସ ଜିତି ଇଂଲଣ୍ଡ ଅଧିନାୟକ...

NEET PG CUT OFF LIST-2023: ଜାରି ହେବା ପରେ ଅଣ୍ଡା ଦେଖାଇଲେ ଉଦୟାନିଧି ,ଦେଖନ୍ତୁ ଭାଇରାଲ ଭିଡିଓ……

ଚେନ୍ନାଇ,୨୧।୧୦ : ତାମିଲନାଡୁ ମନ୍ତ୍ରୀ ତଥା ଡିଏମକେ ନେତା ଉଦୟାନିଧି ଷ୍ଟାଲିନ ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା (ଏନଇଇଟି) ପିଜି କଟ ଅଫ ପ୍ରତିଶତ ହ୍ରାସ କରି ଶୂନ କରିବା ପ୍ରସଙ୍ଗରେ କଟାକ୍ଷ କରିଛନ୍ତି। ଏକ କାର୍ଯ୍ୟକ୍ରମରେ ମନ୍ତ୍ରୀ ଷ୍ଟାଲିନ...

‘ଭୟଭୀତ ପଳାତକ’

ଇସଲାମାବାଦ,୨୧ା୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫ ଶନିବାର ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିଛନ୍ତି। ତାଙ୍କ ପ୍ରତ୍ୟାବର୍ତ୍ତନକୁ ନେଇ ଇମ୍ରାନଙ୍କ ଦଳ ତାଙ୍କୁ ଜାତୀୟ ଅପରାଧୀ କହିବା ସହ ‘ଭୟଭୀତ ପଳାତକ’ ଘରକୁ ଫେରିବା ପାଇଁ ରାସ୍ତା ପ୍ରସ୍ତୁତ କରି ରାଜ୍ୟର...

ଜାତୀୟ କ୍ରୀଡ଼ା ବିଜେତାଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା କଲେ ରାଜ୍ୟ ସରକାର, ଜାଣନ୍ତୁ କେଉଁ ପଦକ ପାଇଁ କେତେ…

ଭୁବନେଶ୍ୱର,୨୧ା୧୦: ଜାତୀୟ କ୍ରୀଡ଼ା ଆରମ୍ଭ ହେବା ପୂର୍ବରୁ ରାଜ୍ୟ ସରକାର ଆଥ୍‌ଲେଟଙ୍କ ପାଇଁ ପୁରସ୍କାର ରାଶି ଘୋଷଣା କରିଛନ୍ତି। ଅକ୍ଟୋବର ୨୬ରୁ ଗୋଆରେ ୩୭ତମ ଜାତୀୟ କ୍ରୀଡ଼ା ଆରମ୍ଭ ହେବ। ଏହି କ୍ରୀଡ଼ାର ୩୧ ବିଭାଗରେ ଓଡ଼ିଶାରୁ ୩୦୦ରୁ ଅଧିକ...

ଶ୍ରୀଲଙ୍କାର ସହଜ ବିଜୟ, ୫ ଓ୍ବିକେଟରେ ଜିତିଲା…

ଲକ୍ଷ୍ନୌ,୨୧।୧୦ : ବିଶ୍ୱକପ କ୍ରିକେଟର ୧୯ ତମ ମ୍ୟାଚ ଲକ୍ଷ୍ନୌର ଅଟଳ ବିହାରୀ ଷ୍ଟାଡିୟମରେ ଶ୍ରୀଲଙ୍କା ଏବଂ ନେଦରଲାଣ୍ଡ ମଧ୍ୟରେ ଖେଳାଯାଇଥିଲା। ମ୍ୟାଚରେ ଟସ ଜିତି ନେଦରଲାଣ୍ଡ ଅଧିନାୟକ ସ୍କଟ ଏଡଓ୍ବର୍ଡ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଶ୍ରୀଲଙ୍କା ଦଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri