Tag Archives: Home Middle

ସୁଧୁରୁଛି ଦେଶର ଆର୍ଥିକ ସ୍ଥିତି: ବଢୁଛି ବ୍ୟାଙ୍କରେ ଜମାରାଶିର ସଂଖ୍ୟା

ନୂଆଦିଲ୍ଲୀ,୨୧।୧୦: ଦେଶର ବ୍ୟାଙ୍କଗୁଡ଼ିକର ଆର୍ଥିକ ସ୍ଥିତି କ୍ରମାଗତ ଭାବେ ମଜବୁତ ହେବାରେ ଲାଗିଛ। କାରଣ ୧୯୫୧ରୁ ୨୦୧୪ମଧ୍ୟରେ ଦୀର୍ଘ ଛଅ ଦଶନ୍ଧି ମଧ୍ୟରେ ବ୍ୟାଙ୍କଗୁଡିକରେ ୧୪୨ଲକ୍ଷ କୋଟି ଟଙ୍କା ମୋଟ ଜମା ଏବଂ ଋଣ ରାଶିରେ ରହିଛି। କିନ୍ତୁ ୨୦୧୪...

ହମାସ ଶିବିର ଉପରେ ସାରା ରାତି ଆକ୍ରମଣ କଲେ ଇସ୍ରାଏଲ ସେନା

ଜେରୁଜେଲମ,୨୧।୧୦: ଗାଜାରେ ରାତାରାତି ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ଅତି କମରେ ୪୬ ଜଣଙ୍କର ମୃତ୍ୟୁ ଘଟିଛି। ଜବାଲିଆର ଅଲ-ମୋତୱକ ଉପରେ ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ୨୪ ଜଣଙ୍କର ମୃତ୍ୟୁ ଘଟିଛି। ଏହା ବ୍ୟତୀତ ଏୟାର ଷ୍ଟ୍ରାଇକରେ ଅନ୍ୟ ୧୦ ଜଣଙ୍କର...

ଏସିଆରେ ପ୍ରଥମ; ଗୋଟିଏ ବୁନ୍ଦା ରକ୍ତ ନ ବୁହାଇ ହୃତପିଣ୍ଡ ପ୍ରତିରୋପଣ କଲେ ଭାରତୀୟ ଡାକ୍ତର

ନୂଆଦିଲ୍ଲୀ,୨୧।୧୦: ଚିକିତ୍ସା ବିଜ୍ଞାନରେ ବଡ ସଫଳତା ହାସଲ କରିଛି ଭାରତ। ଗୋଟିଏ ବୁନ୍ଦା ରକ୍ତ ନ ବୁହାଇ ସଫଳତାର ସହ ହୃତପିଣ୍ଡ ପ୍ରତିରୋପଣ କରାଯାଇଛି। ଅହମ୍ମଦାବାଦର ମାରେଙ୍ଗୋ ସିଆଇଏମଏସ ହସ୍ପିଟାଲର ଡାକ୍ତର ଧୀରନ ଶାହା ଓ ଧୱାଲ ନାୟକଙ୍କ ଟିମ୍‌...

ମିଶନ ଗଗନୟାନ: ତ୍ରୁଟି ସୁଧାରିଲା ଇସ୍ରୋ, ସଫଳତାର ସହ ପରୀକ୍ଷା ହେଲା ଗଗନୟାନ

ନୂଆଦିଲ୍ଲୀ,୨୧।୧୦: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ISRO)ର ପ୍ରଥମ ମହାକାଶ ମିଶନ ଗଗନୟାନ ମିଶନ ସଫଳତାର ସହ ପରୀକ୍ଷଣ ହୋଇଛି। ବୈଷୟିକ ତ୍ରୁଟି କାରଣରୁ ଏହାକୁ ସ୍ଥଗିତ ରଖାଯାଇଥିଲା ବୋଲି ଇସ୍ରୋ ମୁଖ୍ୟ ଏସ ସୋମନାଥନ ସୂଚନା ଦେଇଥିଲେ। ଆନ୍ଧ୍ରପ୍ରଦେଶର...

ଟ୍ରମ୍ପ ଦେବେ ଜରିମାନା

ଓ୍ବାଶିଂଟନ୍‌,୨୧।୧୦: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଅଡୁଆ କ୍ରମାଗତ ଭାବେ ବଢିବାରେ ଲାଗିଛି। ଟ୍ରମ୍ପଙ୍କ ମାମଲାର ଶୁଣାଣି ସମୟରେ ଫେଡେରାଲ କୋର୍ଟର ବିଚାରପତି ଜାଣିବାକୁ ପାଇଥିଲେ ଯେ, ଟ୍ରମ୍ପଙ୍କ ଉପରେ ଲଗାଯାଇଥିବା ପ୍ରତିବନ୍ଧକୁ ସେ ପାଳନ କରୁନାହାନ୍ତି। ସେଥିଲାଗି...

ଯୁଦ୍ଧ ଲାଗି ବୈଷୟିକ କ୍ଷେତ୍ରରେ ପ୍ରଭାବ: ଓ୍ବେବ ଶିଖର ସମ୍ମିଳନୀରେ ଯୋଗଦେବେନି ଗୁଗଲ-ମେଟା

ଓ୍ବାଶିଂଟନ୍‌,୨୧।୧୦: ଓ୍ବେବ ଶିଖର ସମ୍ମିଳନୀ ଟେକ୍ନୋଲଜି ସେକ୍ଟରରେ ଏକ ବାର୍ଷିକ ଇଭେଣ୍ଟ ଅଟେ। ଯେଉଁଥିରେ ସାରା ବିଶ୍ୱର ବୈଷୟିକ ଉଦ୍ୟୋଗର ନିଗ୍‌ଗଜ କମ୍ପାନୀଗୁଡିକ ଭାଗନେଇଥାନ୍ତି। ସବୁ କମ୍ପାନୀକୁ ଗୋଟିଏ ସ୍ଥାନରେ ଏକାଠି ଆଣିବା ପାଇଁ ଏହି ସମ୍ମିଳନୀ ସାହାର୍ଯ୍ୟ କରିଥାଏ।...

୧୫ ଦିନ ଯୁଦ୍ଧ ମଧ୍ୟରେ ୫,୫୦୦ରୁ ଊର୍ଦ୍ଧ୍ୱ ଲୋକଙ୍କର ହେଲାଣି ମୃତ୍ୟୁ

ଜେରୁଜେଲମ,୨୧।୧୦: ଇସ୍ରାଏଲ ଓ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ୧୫ ଦିନ ହୋଇଗଲାଣି। ଏହାରି ଭିତରେ ଏବେ ପର୍ଯ୍ୟନ୍ତ ୫,୫୩୭ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଥିବା କୁହାଯାଉଛି। ଇସ୍ରାଏଲରେ ହମାସ ଆକ୍ରମଣରେ ମୃତ୍ୟୁ ସଂଖ୍ୟା ୧୪୦୦ ରୁ ଅଧିକ। ଅନ୍ୟପକ୍ଷରେ...

ଉତ୍‌କ୍ଷେପଣର ୫ ସେକେଣ୍ଡ ପୂର୍ବରୁ ଅଟକିଲା ଗଗନୟାନ

ନୂଆଦିଲ୍ଲୀ,୨୧।୧୦ଷ: ଇସ୍ରୋ ମିଶନ ଗଗନୟାନର ପ୍ରଥମ ପରୀକ୍ଷଣ ଉଡାଣକୁ ରୋକି ଦିଆଯାଇଛି। ଗଣମାଧ୍ୟମକୁ ସମ୍ବୋଧିତ କରିବାବେଳେ ଇସ୍ରୋ ମୁଖ୍ୟ ଏସ ସୋମନାଥ କହିଛନ୍ତି, କ’ଣ ଭୁଲ ହୋଇଛି ଆମେ ଜାଣିବାକୁ ଚେଷ୍ଟା କରୁଛୁ। ଏହି ମିଶନ ଶନିବାର (୨୧ ଅକ୍ଟୋବର)...

ପୁଟିନ୍‌ ହମାସ୍‌ ସଦୃଶ

ଓ୍ବାଶିଂଟନ୍‌,୨୧ା୧୦: ଇସ୍ରାଏଲ ଓ ୟୁକ୍ରେନ୍‌କୁ ଯୁଦ୍ଧରେ ସମର୍ଥନ ପାଇଁ ଆମେରିକୀୟମାନେ ଆହୁରି ଅନେକ ବିଲିୟନ୍‌ ଡଲାର ଖର୍ଚ୍ଚ କରିବା ଉଚିତ। ଦେଶବାସୀଙ୍କୁ ଏହା ବୁଝାଇବା ପାଇଁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଏକ ନୂଆ ମିଶନ ଆରମ୍ଭ କରିଛନ୍ତି। ଆମେରିକା ହିଁ...

୨ ଆମେରିକୀୟ ପଣବନ୍ଦୀଙ୍କୁ ମୁକ୍ତକଲା ହମାସ୍‌

ତେଲ୍‌ ଆଭିଭ୍‌/ଗାଜା ସିଟି,୨୧ା୧୦: ଇସ୍ରାଏଲ-ଗାଜା ଯୁଦ୍ଧର ଚତୁର୍ଦ୍ଦଶ ଦିନରେ ଶୁକ୍ରବାର ହମାସ୍‌ ପକ୍ଷରୁ ୨୦୦ ପଣବନ୍ଦୀଙ୍କ ମଧ୍ୟରୁ ୨ ଜଣଙ୍କୁ ମୁକ୍ତ କରାଯାଇଛି। ଏନେଇ ସଙ୍ଗଠନର ମୁଖପାତ୍ର ଗାଜି ହମାଦ୍‌ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମାନବିକ ଦୃଷ୍ଟିକୋଣରୁ ଜଣେ ଆମେରିକୀୟ...

ପାର୍ଟନରଙ୍କୁ ଛାଡ଼ିଦେଲେ ଇଟାଲୀ ପ୍ରଧାନମନ୍ତ୍ରୀ

ରୋମ୍‌,୨୧ା୧୦: ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ତାଙ୍କ ଟିଭି ଜର୍ନାଲିଷ୍ଟ ପାର୍ଟନର ଆଣ୍ଡ୍ରେଆ ଜିଆମବ୍ରୁନୋଙ୍କୁ ଛାଡ଼ିଦେଇଥିବା ଶୁକ୍ରବାର ସ୍ପଷ୍ଟ କରିଛନ୍ତି। ନିକଟରେ ଆଣ୍ଡ୍ରେଆ ଲିଙ୍ଗଗତ ମନ୍ତବ୍ୟ ପାଇଁ ସମାଲୋଚିତ ହୋଇଥିଲେ। ଗତମାସରେ ମେଲୋନି ଖବରଦାତାମାନଙ୍କୁ କହିଥିଲେ, ତାଙ୍କୁ ଆଣ୍ଡ୍ରେଆଙ୍କ ମନ୍ତବ୍ୟକୁ ନେଇ...

ଟିଏମସି ଏମପି ମହୁଆ ମୋଇତ୍ରଙ୍କ ବଢିଲା ଅଡୁଆ

ନୂଆଦିଲ୍ଲୀ,୨୦।୧୦: ବ୍ୟବସାୟୀ ଦର୍ଶନ ହୀରାନନ୍ଦାନି ତୃଣମୂଳ କଂଗ୍ରେସ ଏମପି ମହୁଆ ମୋଇତ୍ରାଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବଦନାମ କରିବା ପାଇଁ ଟିଏମସି ଏମପି ଶିଳ୍ପପତି ଗୌତମ ଆଦାନୀଙ୍କୁ ଟାର୍ଗେଟ କରିଛନ୍ତି ବୋଲି ହୀରାନନ୍ଦାନି କହିଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri