Tag Archives: Home Middle

ରଣକ୍ଷେତ୍ରରେ ନେତାନ୍ୟାହୁ

ଗାଜା,୨୦।୧୦: ଇସ୍ରାଏଲ-ହମାସ ଯୁଦ୍ଧ ଦିନକୁ ଦିନି ଭୟଙ୍କର ହେଉଛି। ଏହାରି ଭିତରେ ଖାନ ୟୁନିସରେ ଆଇଡିଏଫ ଏୟାରଷ୍ଟ୍ରାଇକ କରିଛି। ଏଥିରେ ୨୧ଜଣଙ୍କର ମତ୍ୟୁ ହୋଇଛି। ସେହିପରି ଗାଜା ଚର୍ଚ୍ଚରେ ଆକ୍ରମଣକୁ ନେଇ ପୁଣି ଥରେ ଇସ୍ରାଏଲକୁ ଦାୟୀ କରିଛି ହମାସ।...

ମସଜିଦ-ଚର୍ଚ୍ଚ ଥିବା ରାସ୍ତାରେ ରାଲି କରିପାରିବ ଆରଏସଏସ

ଚେନ୍ନାଇ,୨୧।୧୦: ରାଷ୍ଟ୍ରିୟ ସଂୟ ସେବକ ସଂଗଠନ (ଆରଏସଏସ)କୁ ମସଜିଦ-ଚର୍ଚ୍ଚ ଥିବା ରାସ୍ତାରେ ରାଲି କିମ୍ବା ପଦଯାତ୍ରା କରିବାକୁ ଅନୁମତି ମଳିଛି। ୨୨ରୁ ୨୯ଅକ୍ଟୋବର ତାମିଲନାଡୁର ୩୫ଟି ସ୍ଥାନରେ ପଦଯାତ୍ରା ଆୟୋଜନ କରିବାକୁ ମାଡ୍ରାସ ହାଇକୋର୍ଟ ଆରଏସଏସକୁ ଅନୁମତି ଦେଇଛନ୍ତି। ରାସ୍ତାରେ...

ସ୍ବଭାବିକ ହେଲା ବସ୍‌ ଚଳାଚଳ: ୩୧ ଯାଏ ଧର୍ମଘଟ ସ୍ଥଗିତ

ଭୁବନେଶ୍ୱର,୨୦।୧୦: ପୁଣି ସ୍ବଭାବିକ ହେଲା ବସ୍‌ ଚଳାଚଳ। ରାଜ୍ୟ ଘରୋଇ ବସ ମାଲିକ ସଂଘ ପକ୍ଷରୁ ରାଜ୍ୟବ୍ୟାପୀ ଚାଲିଥିବା ବସ ଧର୍ମଘଟ ଆସନ୍ତା ୩୧ ତାରିଖ ଯାଏ ସ୍ଥଗିତ ରଖାଯାଇଛି। ରାଜ୍ୟ ସରକାରଙ୍କ ସହ ଆଲୋଚନା ପରେ ଶୁକ୍ରବାର ରାତିରେ...

ପୁରୁଣା ମାମଲାର ଶୀଘ୍ର ଶୁଣାଣି ପାଇଁ ସବୁ ହାଇର୍କୋଟକୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୦।୧୦: ମାମଲାର ଶୁଣାଣିରେ ବିଳମ୍ବକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ସୁପ୍ରିମକୋର୍ଟ। କୋର୍ଟ ଶୁକ୍ରବାର କହିଛନ୍ତ, ଯଦି ନ୍ୟାୟିକ ବ୍ୟବସ୍ଥାରେ ଆଇନଗତ ପ୍ରକ୍ରିୟା ଏପରି ମନ୍ଥର ହୁଏ ତେବେ ଆବେଦନକାରୀମାନେ ନିରାଶ ହୋଇପାରନ୍ତି। ତେଣୁ ପୁରୁଣା ମାମଲାର ଶୀଘ୍ର ଶୁଣାଣି...

ଇସ୍ରାଏଲୀଙ୍କୁ ଭିସା ମାଫ୍‌: ବିନା ଭିସାରେ ଯାତ୍ରା କରିପାରିବେ ଆମେରିକା

ଓ୍ବାଶିଂଟନ୍‌,୨୦।୧୦: ଇସ୍ରାଏଲ-ହମାସ ଯୁଦ୍ଧ ଦିନକୁ ଦିନ ଭୟଙ୍କର ରୂପ ଧାରଣ କରୁଛି। ଆମେରିକା ଖୋଲାଖୋଲି ଭାବେ ଇହୁଦୀ ରାଷ୍ଟ୍ର ଇସ୍ରାଏଲକୁ ସମର୍ଥନ କରିବା ସହ ଅସ୍ତ୍ରଶସ୍ତ୍ର ଯୋଗାଇ ଦେଉଛି। ତେବେ ଏହାରି ଭିତରେ ଆମେରିକା ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି।...

ହଠାତ୍‌ ପୃଥିବୀର ଗୋଟିଏ ଭାଗ ହୋଇଗଲା ଅନ୍ଧାର! ନାସା ସ୍ପେସ୍‌ ଷ୍ଟେଶନ ଉଠାଇଥିବା ଫଟୋ ପଛର କାହାଣୀ କ’ଣ…

ନୂଆଦିଲ୍ଲୀ,୨୧।୧୦: ମହାକାଶର ଏକ ବିରଳ ସୌର ଜାଗତିକ ଦୃଶ୍ୟ ସୂର୍ଯ୍ୟ ପରାଗ ଓ ଚନ୍ଦୟ ଗ୍ରହଣ। ଗତ ସପ୍ତାହରେ ଏକ ସୂର୍ଯ୍ୟ ଗ୍ରହଣ ଝଲକ ବିଶ୍ୱବାସୀ ଦେଖିବାକୁ ପାଇଥିଲେ। ସୂର୍ଯ୍ୟପରାଗରେ ପୃଥିବୀ ଓ ସୂର୍ଯ୍ୟ ମଝିରେ ଚନ୍ଦ୍ର ଅବସ୍ଥାନ କରିଥାଏ।...

ଦେଶକୁ ମିଳିଲା ପ୍ରଥମ ରାପିଡ ଏକ୍ସ ଟ୍ରେନ ‘ନମୋ ଭାରତ’

ନୂଆଦିଲ୍ଲୀ,୨୦।୧୦: ଦେଶକୁ ମିଳିଛି ପ୍ରଥମ ରାପିଡ ଏକ୍ସ ଟ୍ରେନ। ଶୁକ୍ରବାର ଉତ୍ତରପ୍ରଦେଶର ସହିଦାବାଦ ଠାରେ ଦିଲ୍ଲୀ-ଗାଜିଆବାଦ-ମେରୁଟ (RRTS) କରିଡରର ପ୍ରାଥମିକ ବିଭାଗକୁ ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏହି ରାପିଡ ଏକ୍ସ ଟ୍ରେନର ନାମ ‘ନମୋ ଭାରତ’ ନାଁ...

ନୌସେନାରେ ସାମିଲ ହେଲା ଶକ୍ତିଶାଳୀ ପଣ୍ଡୁବି ‘ଇମ୍ଫାଲ’

ନୂଆଦିଲ୍ଲୀ,୨୧।୧୦: ପ୍ରତିରକ୍ଷା ମନ୍ତ୍ରଣାଳୟ ଅଧୀନରେ କାର୍ଯ୍ୟ କରୁଥିବା ସଂସ୍ଥା ସିପିୟାର୍ଡ ମଜାଗନ ଡକ ସିପବିଲ୍ଡର୍ସ ଲିମିଟେଡ (MDL) ନୌସେନା ପାଇଁ ଏକ ଶକ୍ତିଶାଳୀ ପଣ୍ଡୁବି(ବୁଡା ଜାହାଜ) ପ୍ରସ୍ତୁତ କରିଛ। ଇମ୍ପାଲ ନାମକୁ ଏହି ଶକ୍ତିଶାଳୀ ବୁଡାଜାହାଜକୁ ନୌସେନାକୁ ହସ୍ତାନ୍ତର କରାଯାଇଛି।...

ପୁରୁଷ ନେଇପାରିବେ ଗର୍ଭନିରୋଧକ ଟିକା, ବିଶ୍ୱରେ ପ୍ରଥମ ଦେଶ ଭାବେ ଭାରତରେ ସଫଳ ପରୀକ୍ଷଣ

ନୂଆଦିଲ୍ଲୀ,୧୨।୧୦: ଗର୍ଭନରୋଧକ ଟିକା ଏବେ କେବଳ ମହିଳା ନୁହେଁ ପୁରଷ ମଧ୍ୟ ନେଇପାରିବେ। ଆଉ ଏହି ଟିକା ପ୍ରଥମ ଦେଶ ଭାବେ ଭାରତରେ ସଫଳତାର ସହ ପରୀକ୍ଷଣ ହୋଇଯାଇଛି। ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର) ଦ୍ୱାରା ପ୍ରସ୍ତୁତ...

ଯୁବପିଢିଙ୍କ ଠାରେ ବନ୍ଦେ ଭାରତ କ୍ରେଜ: ୫୬ ପ୍ରତିଶତ ଯୁବପିଢି-କର୍ମଚାରୀ କରୁଛନ୍ତି ଯାତାୟତ

ନୂଆଦିଲ୍ଲୀ,୨୧।୧୦: ଆରାମଦାୟକ ଯାତ୍ରା ପାଇଁ ଯୁବପିଢି ବନ୍ଦେ ଭାରତ ଟ୍ରେନକୁ ବେଶ୍‌ ପସନ୍ଦ କରୁଛନ୍ତି। ଯୁବପିଢିଙ୍କ ଠାରୁ ଆରମ୍ଭ କରି ଉଭୟ ପୁରୁଷ,ମହିଳା କାର୍ଯ୍ୟରତ କର୍ମଚାରୀ ଏହି ଟ୍ରେନରେ ଯାତାୟତ କରିବା ପାଇଁ ସୁବିଧା ମଣୁଛନ୍ତି। ଦେଶରେ ପ୍ରାୟ ୫୬ପ୍ରତିଶତ...

ପାକିସ୍ତାନ ଆଗରେ ୩୬୮ ରନ୍‌ର ବିଶାଳ ଟାର୍ଗେଟ୍‌ ରଖିଲା ଅଷ୍ଟ୍ରେଲିଆ

ବେଙ୍ଗାଲୁରୁ,୨୦ା୧୦: ବେଙ୍ଗାଲୁରୁ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡ଼ିୟମରେ ଶୁକ୍ରବାର ଖେଳାଯାଇଥିବା ବିଶ୍ୱକପ୍‌ର ୧୮ତମ ମ୍ୟାଚ୍‌ରେ ପାକିସ୍ତାନ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲ। ଫଳରେ ଆମନ୍ତ୍ରଣ ପାଇ ଅଷ୍ଟ୍ରେଲିଆ ବ୍ୟାଟିଂ ଆରମ୍ଭ କରିଥିଲା। ଦୁଇ ଓପନର ଦୁଇ ଓପନର ଡେଭିଡ୍‌...

ଭାରତକୁ ସର୍ବୋଚ୍ଚ ତୈଳ ରପ୍ତାନୀ କରୁଥିବା ଦେଶ ଋଷିଆ

ନୂଆଦିଲ୍ଲୀ,୨୦।୧୦: ଅଶୋଧିତ ତୈଳ ରପ୍ତାନୀକାରୀ ମଧ୍ୟରେ ଆରବ ଷ୍ଟେଟ ଅଫ ପର୍ସିଆନ ଗଲ୍ଫ ଦେଶଗୁଡିକର ଦବ୍‌ଦବ୍‌ା ରହି ଆସିଛି। ୟୁକ୍ରେନ-ଋଷିଆ ଯୁଦ୍ଧ ମଧ୍ୟରେ ଋଷିଆକୁ ତୈଳ ରପ୍ତାନୀ ପାଇଁ ବିଶ୍ୱର ଅନେକ ଦେଶ କଟକଣା ଲଗାଇଥିବାବେଳେ ଆରବ ଦେଶଗୁଡିକ ଏହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri