Tag Archives: Home Middle

ଆମ୍ବ, ତରଭୁଜ ଆଉ ଦେଖିବାକୁ ମିଳିବନି, କମୁଛି ପରାଗ ସଙ୍ଗମ, ଭାରତ ପାଇଁ ସଙ୍କଟ…

ଲଣ୍ଡନ,୧୯।୧୦ : ଜଳବାୟୁ ପରିବର୍ତ୍ତନ ଏବଂ ଚାଷ ଜମି ବ୍ୟବହାରରେ ପରିବର୍ତ୍ତନ ଯୋଗୁ ପରାଗ ସଙ୍ଗମରେ ସହାୟତା କରୁଥିବା କୀଟପତଙ୍ଗଙ୍କ ସଂଖ୍ୟା ୬୧.୧ ପ୍ରତିଶତ ହ୍ରାସ ପାଇଛି। ଏହି କାରଣରୁ ଆମ୍ବ, ତରଭୁଜ, କଫି ଏବଂ କୋକୋ ଭଳି ଟ୍ରପିକାଲ...

ଚଳିତବର୍ଷ ଉତ୍ପାଦନ ହେବ ୩୨.୯୬କୋଟି ଟନ ଶସ୍ୟ: କୃଷି ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୯।୧୦: ଚଳିତ ବର୍ଷ ଦେଶରେ ଫସଲ ରେକର୍ଡ ସ୍ତରରେ ଉତ୍ପାଦନ ହେବାର ଆଶଙ୍କା ରହିଛ। ଏନେଇ କୃଷି ମନ୍ତ୍ରଣାଳୟ ସୂଚନା ଦେଇଛି। ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ଆକଳନ ଅନୁଯାୟୀ, ୨୦୨୧-୨୨ରେ ଶସ୍ୟ ଉତ୍ପାଦନ ୩୧.୫୬କୋଟି ଟନ ହୋଇଥିଲା। କିନ୍ତୁ ଚଳିତବର୍ଷ...

ଗର୍ଭାଶୟ କର୍କଟ ରୋଗୀ ସହରରେ ଅଧିକ ଦିନ ରହୁଛନ୍ତି ଜୀବିତ, ଗୁଜରାଟ ଆଗରେ…

ମୁମ୍ବାଇ,୧୯।୧୦ : କର୍କଟ ଚିକିତ୍ସା ଦେଶର ସବୁ ସ୍ଥାନରେ ସମାନ ନୁହେଁ। ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର) ଦ୍ୱାରା ହୋଇଥିବା ଏକ ଅଧ୍ୟୟନ ରିପୋର୍ଟରେ ଏହା ପ୍ରକାଶ ପାଇଛି, ଗର୍ଭାଶୟ କର୍କଟ ରୋଗୀମାନେ ଗ୍ରାମାଞ୍ଚଳ ଅପେକ୍ଷା ସହରରେ...

ଇରାକର ମିଳିତ ସୈନ୍ୟବାହିନୀଙ୍କ ତିନୋଟି ଡ୍ରୋନକୁ ନଷ୍ଟ କଲା ଆମେରକାର ସେଣ୍ଟକମ

ଓ୍ବାଶିଂଟନ୍‌,୧୯।୧୦: ଇରାକରେ ଆମେରିକା ସୈନ୍ୟଙ୍କୁ ଟାର୍ଗେଟ କରୁଥିବା ତିନୋଟି ଡ୍ରୋନକୁ ନଷ୍ଟ କରାଯାଇଛି। ଏନେଇ ଆମେରିକାର ସେଣ୍ଟ୍ରାଲ କମାଣ୍ଡ (CENTCOM) ସୂଚନା ଦେଇଛି। ପଶ୍ଚିମ ଇରାକରେ ଆମେରିକାର ସୈନ୍ୟମାନେ ଏହି ଡ୍ରୋନ ସହିତ ଲଢୁଥିବାବେଳେ ମିଳିତ ସୈନ୍ୟବାହିନୀ ସାମାନ୍ୟ ଆହତ...

ଗାଜାକୁ ଜରୁରୀକାଳୀନ ସୁବିଧା ପହଞ୍ଚାଇବ ଆମେରିକା

ଗାଜା,୧୯।୧୦: ଇସ୍ରାଏଲ-ହାମାସ ଯୁଦ୍ଧ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। ଗତ ୧୩ଦିନ ଧରି ଗାଜା ଷ୍ଟ୍ରିପ ରଣକ୍ଷେତ୍ରରେ ପରିଣତ ହୋଇଛ। ଇସ୍ରାଏଲ ଗାଜାରେ ଜରୁରୀକାଳୀନ ସୁବିଧା ପହଞ୍ଚାଇବାକୁ କଟକଣା ଲଗାଇଛି। ଏହି କାରଣରୁ ବିଦ୍ୟୁତ, ଇନ୍ଧନ, ଖାଦ୍ୟସାମଗ୍ରୀ ଓ...

ଶାବକର ମୃତ୍ୟୁ ପରେ ମା’ହାତୀର ତାଣ୍ଡବ, ୨ ଜଣଙ୍କୁ ଦଳି ମାରିଲା…

କୋଲକାତା,୧୯।୧୦ : ପଶ୍ଚିମବଙ୍ଗର ଝାଡଗ୍ରାମ ଜିଲାରେ ଶାବକ ମୃତ୍ୟୁରେ ପାଗଳ ଭଳି ହୋଇ ମା’ ହାତୀ ତାଣ୍ଡବ ରଚିଛି। କ୍ରୋଧିତ ମା’ ହାତୀ ୨ ଜଣଙ୍କୁ ଦଳି ମାରି ଦେଇଛି। ବନ ଅଧିକାରୀ କହିଛନ୍ତି ନୟାଗ୍ରାମର ଚନ୍ଦବିଲା ଜଙ୍ଗଲ ନିକଟରେ...

ଫୁଟପାଥରେ ଯାଉଥିବା ୫ ଲୋକଙ୍କୁ ଧକ୍କା ଦେଲା କାର, ଭିଡ଼ିଓ ଭାଇରାଲ…

ବେଙ୍ଗାଲୁରୁ,୧୯।୧୦ : କର୍ନାଟକର ମାଙ୍ଗାଲୁରୁରେ ହିଟ ଓ ରନ ମାମଲା ସାମ୍ନାକୁ ଆସିଛି। ବୁଧବାର ଅପରାହ୍ନ ପ୍ରାୟ ୪ଟା ସମୟରେ ଏଠାରେ ଏକ ଫୁଟପାଥରେ ଯାଉଥିବା ପାଞ୍ଚ ଜଣଙ୍କୁ ଦ୍ରୁତ ଗତିରେ ଆସୁଥିବା କାର ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ...

ଡାକ୍ତରଖାନା କାନ୍ଥରେ ରକ୍ତର ଛିଟା, ବହୁ ଲୋକଙ୍କ ହାତଗୋଡ ନାହିଁ, ପଡି ରହିଛି ମୁଣ୍ଡ ନ ଥିବା ମୃତଦେହ…

ଜେରୁଜେଲମ, ୧୯।୧୦: ଗାଜାର ଅଲ-ଅହଲି ଡାକ୍ତରଖାନା ଉପରେ ଆକ୍ରମଣ ପରେ ଏହା ପରିସରରେ ମୃତଦେହ ଏଣେତେଣେ ପଡ଼ିଥିବାର ଦେଖିବାକୁ ମିଳିଛି। ଆହତ ଲୋକମାନେ ଯନ୍ତ୍ରଣାରେ ଚିତ୍କାର କରୁଛନ୍ତି। କାହାର ହାତ ନାହିଁ, କାହାର ଗୋଠ ନାହିଁ। ଦେହ ସାରା ଖଣ୍ଡିଆ...

୫୩ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କଲା କଂଗ୍ରେସ

ନୂଆଦିଲ୍ଲୀ,୧୮ା୧୦: ଛତିଶଗଡ଼ ବିଧାନସଭା ନିର୍ବାଚନ ପାଇଁ ବୁଧବାର କଂଗ୍ରେସ ଦ୍ୱିତୀୟ ପର୍ଯ୍ୟାୟରେ ୫୩ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ବରିଷ୍ଠ ନେତା ମୋତିଲାଲ ଭୋରାଙ୍କ ପୁଅ ଅରୁନ୍‌ ଭୋରାଙ୍କୁ ଦୁର୍ଗ ସିଟି ଆସନରୁ ପ୍ରାର୍ଥୀ କରାଯାଇଛି। ଦ୍ୱିତୀୟ ପ୍ରାର୍ଥୀ ତାଲିକା...

ରଘୁବର ଦାସ ଓଡ଼ିଶା ରାଜ୍ୟପାଳ: ପ୍ରଫେସର ଗଣେଶୀ ଲାଲଙ୍କ ସ୍ଥାନ ନେବେ

ଭୁବନେଶ୍ୱର,୧୮।୧୦: ଝାଡଖଣ୍ଡର ପୂବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଛନ୍ତି। ସେ ପ୍ରଫେସର ଗଣେଶୀ ଲାଲଙ୍କ ସ୍ଥାନ ନେବେ। ରାଷ୍ଟ୍ରପତି ଭବନ ପକ୍ଷରୁ ବୁଧବାର ଏହି ସୂଚନା ଦିଆଯାଇଛି। ରଘୁବର ୨୮ ଡିସେମ୍ବର ୨୦୧୪ରେ ଝାଡଖଣ୍ଡର...

ଆକ୍ରମଣ ଧମକ ପରେ ଖାଲି ହେଲା ଫ୍ରାନ୍ସର ୬ ବିମାନବନ୍ଦର

ପ୍ୟାରିସ୍‌,୧୮ା୧୦: ବୁଧବାର ଫ୍ରାନ୍ସର ୬ଟି ବିମାନବନ୍ଦରକୁ ଖାଲି କରାଯାଇଛି। ଆକ୍ରମଣ ଧମକ ପରେ ଏପରି ପଦକ୍ଷେପ ନିଆଯାଇଛି। ଇ-ମେଲ୍‌ ମାଧ୍ୟମରେ କେହି ବିମାନବନ୍ଦରରେ ଆକ୍ରମଣ କରିବେ ବୋଲି ଧମକ ଦେବାରୁ ପ୍ରଶାସନ ପକ୍ଷରୁ ନାଣ୍ଟେନ୍‌, ନାଇସ୍‌, ଟୁଲାଉସ୍‌ ଲିଲେ ଏବଂ...

୩ ଦିନିଆ ଶୋକ ପାଳନ ପାଇଁ ଘୋଷଣା କଲା ତୁର୍କୀ

ଆଙ୍କାରା,୧୮ା୧୦: ଗାଜାରେ ହୋଇଥିବା ଭୟଙ୍କର ଆକ୍ରମଣରେ ମର୍ମାହତ ହୋଇ ତୁର୍କୀ ୩ ଦିନିଆ ଶୋକ ପାଳନ କରିବା ପାଇଁ ବୁଧବାର ନିଷ୍ପତ୍ତି ନେଇଛି। ତୁର୍କୀ ରାଷ୍ଟ୍ରପତି ରିସେପ ତାଇପ ଏର୍ଡୋଗାନ ଇସ୍ରାଏଲକୁ ମହିଳା, ଶିଶୁ ଏବଂ ନିରୀହ ସାଧାରଣ ନାଗରିକଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri