Tag Archives: Home Middle

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀ, ପେନଶନଭୋଗୀଙ୍କୁ କେନ୍ଦ୍ର ସରକାରଙ୍କ ବଡ଼ ଉପହାର

ନୂଆଦିଲ୍ଲୀ,୧୮।୧୦: ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀ ଏବଂ ପେନଶନଭୋଗୀଙ୍କୁ ମୋଦି ସରକାର ଏକ ବଡ ଉପହାର ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ଉପରେ ମୋହର...

ବିଦ୍ୟୁତ୍‌ ମହଙ୍ଗା ହେବା ପଛରେ ଆଦାନୀଙ୍କ ହାତ, ରାହୁଲଙ୍କ ଅଭିଯୋଗ

ନୂଆଦିଲ୍ଲୀ,୧୮।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣି ଥରେ ଆଦାନୀ ପ୍ରସଙ୍ଗ ଉଠାଇ ଅଭିଯୋଗ କରିଛନ୍ତି ଯେ ଆଦାନୀ ୩୨ ହଜାର କୋଟି ଟଙ୍କା ଠକେଇ କରିଛନ୍ତି ଏବଂ ଆଦାନୀଙ୍କ କାରଣରୁ ବିଦ୍ୟୁତ୍‌ ମହଙ୍ଗାରେ ମିଳୁଛି। କଂଗ୍ରେସ ନେତା କହିଛନ୍ତି,...

ନେତାନ୍ୟାହୁଙ୍କ ପୋଷ୍ଟ ଯୋଗୁ ହସ୍ପିଟାଲରେ ହେଲା ବିସ୍ଫୋରଣ

ଗାଜା,୧୮୧୦: ଲଗାତାର ୧୨ଦିନ ଧରି ଇସ୍ରାଏଲ ଓ ହମାସ ମଧ୍ୟରେ ଯୁଦ୍ଧ ଜାରି ରହିଛି ଇସ୍ରାଏଲ୍ ଆକ୍ରମଣାତ୍ମକ ଭାବରେ ହମାସକୁ ଆକ୍ରମଣ କରୁଛ ତେବେ ମଙ୍ଗଳବାର ବିଳମ୍ବିତ ରାତିରେ ହମାସ ସମର୍ଥିତ ଅଲ-ଅହଲି ଗାଜାର ଆରବ ହସ୍ପିଟାଲରେ ଏକ ବଡ଼...

ମିଜୋରାମ ବିଧାନସଭା ନିର୍ବାଚନ ପାଇଁ ୧୨ ପ୍ରାର୍ଥୀଙ୍କ ତାଲିକା ଜାରି କଲା ଭାଜପା

ଆଇଜଲ,୧୮।୧୦: ମିଜୋରାମ ବିଧାନସଭା ନିର୍ବାଚନ ପାଇଁ ବୁଧବାର ଭାଜପା ୧୨ ଜଣ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ମିଜୋରାମର ସମସ୍ତ ୪୦ଟି ବିଧାନସଭା ଆସନ ପାଇଁ ଭୋଟ ନଭେମ୍ବର ୭ରେ ଅନୁଷ୍ଠିତ ହେବ ଏବଂ ଏହାର ଫଳାଫଳ ଡିସେମ୍ବର ୩ରେ...

ୟୁଜରଙ୍କ ପକେଟ ଖାଲି କରିବ ‘ଏକ୍ସ’: ଲାଇକ-ରିପୋଷ୍ଟ କଲେ ଦେବାକୁ ପଡ଼ିବ ବର୍ଷକୁ ୮୩.୨୩ ଟଙ୍କା…

ଓ୍ବାଶିଂଟନ, ୧୮।୧୦: ଏଲନ ମସ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସକୁ ଅଧିଗ୍ରହଣ କରିଛନ୍ତି। ସର୍ବପ୍ରଥମେ, ଏହି ପ୍ଲାଟଫର୍ମର ନାମ ଟୁଇଟରରୁ ଏକ୍ସ କୁ ପରିବର୍ତ୍ତନ କରାଯାଇଥିଲା ଏବଂ ବର୍ତ୍ତମାନ ଏକ ନୂତନ ସବସ୍କ୍ରିପଶନ ମଡେଲ କରାଯିବା ନେଇ ଯୋଜନା କରାଯାଇଛି।...

ଆଜି ରାଜସ୍ଥାନ, ଛତିଶଗଡ, ମଧ୍ୟପ୍ରଦେଶରେ ପ୍ରାର୍ଥୀ ଉପରେ ମହାମନ୍ଥନ, ଦିଲ୍ଲୀରେ ସିଇସି ବୈଠକ ଜାରି

ନୂଆଦିଲ୍ଲୀ,୧୮।୧୦: ଦେଶର ୩ ନିର୍ବାଚନ ରାଜ୍ୟ ରାଜସ୍ଥାନ, ଛତିଶଗଡ ଏବଂ ମଧ୍ୟପ୍ରଦେଶରେ ପ୍ରାର୍ଥୀଙ୍କ ନାମ ଉପରେ ମନ୍ଥନ କରିବା ପାଇଁ ଦିଲ୍ଲୀରେ କଂଗ୍ରେସ ନିର୍ବାଚନ କମିଟି ବୈଠକ ଚାଲିଛି। ଏହି ତିନୋଟି ରାଜ୍ୟର ବରିଷ୍ଠ ନେତାମାନେ ଏହି ବୈଠକରେ ଭାଗ...

ବାଇଡେନଙ୍କ ସହ ଆରବ ନେତାଙ୍କ ଶିଖର ସମ୍ମିଳନୀ ରଦ୍ଦ, ଗାଜାର ହସ୍ପିଟାଲ ଉପରେ ଆକ୍ରମଣ ପରେ ଉତ୍ତେଜନା

ଓ୍ବାଶିଂଟନ,୧୮।୧୦: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ଗାଜାର ଏକ ଡାକ୍ତରଖାନା ଉପରେ ଆକ୍ରମଣ ପରେ ମଧ୍ୟ ପୂର୍ବରେ ଉତ୍ତେଜନା ଆହୁରି ବଢିବାରେ ଲାଗିଛି। ଏହି ଆକ୍ରମଣ କାରଣରୁ ଇସ୍ରାଏଲ ନିଜକୁ ରକ୍ଷା କରିବା ଅଧିକାରର ସମର୍ଥନ ଯୋଗାଡ ପାଇଁ ଆମେରିକାର କୂଟନନୈତିକ...

‘ଅପରେଶନ ଅଜୟ’ ଅଧୀନରେ ଇସ୍ରାଏଲରୁ ଆସିଲେ ୨୮୬ ନାଗରିକ

ନୂଆଦିଲ୍ଲୀ,୧୮।୧୦: ପାଲେଷ୍ଟାଇନର ଚରମପନ୍ଥୀ ସଂଗଠନ ହମାସର ଭୟଙ୍କର ଆକ୍ରମଣ ପରେ ୨୮୬ଜଣ ସାଧାରଣ ନାଗରିକଙ୍କୁ ଇସ୍ରାଏଲର ଯୁଦ୍ଧ ପରିବେଶରୁ ବାହାର କରି ଭାରତ ସରକାରଙ୍କ ‘ଅପରେଶନ ଅଜୟ’ ଅଧୀନରେ ନୂଆଦିଲ୍ଲୀକୁ ଅଣାଯାଇଛି। ଏଥିରେ ନେପାଳର ୧୮ ଜଣ ନାଗରିକ ମଧ୍ୟ...

ଗାଜାରେ ଉତ୍କଟ ଜଳସଙ୍କଟ

ଗାଜା ସିଟି,୧୮ା୧୦: ଯୁଦ୍ଧ ପ୍ରଭାବିତ ଗାଜା ଷ୍ଟ୍ରିପ୍‌ରେ ଉତ୍କଟ ଜଳାଭାବ ଦେଖାଦେଇଛି। ପାନୀୟ ଜଳ ଅଭାବରୁ ସେଠାରେ ମାନବ ସ୍ବାସ୍ଥ୍ୟକୁ ନେଇ ଉଦ୍‌ବେଗ ପ୍ରକାଶ ପାଇଛି। ଜଳ ସଙ୍କଟରୁ ଲୋକଙ୍କ ଜୀବନ ଯାଇପାରେ ବୋଲି ଜାତିସଂଘର ପାଲେଷ୍ଟାଇନ୍‌ ଦାୟିତ୍ୱରେ ଥିବା...

ନେଦରଲାଣ୍ଡ ୩୮ ରନରେ ଦକ୍ଷିଣ ଆଫ୍ରିକାକୁ କଲା ପରାଜିତ…

ଧର୍ମଶାଳା,୧୭।୧୦ : ହିମାଚଳପ୍ରଦେଶର ଧର୍ମଶାଳାର କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଖେଳା ଯାଉଥିବା ବିଶ୍ୱକପ ୨୦୨୩ର ୧୫ ତମ ମ୍ୟାଚରେ ନେଦରଲାଣ୍ଡ ୩୮ ରନରେ ଦକ୍ଷିଣ ଆଫ୍ରିକାକୁ ପରାଜିତ କରିଛି। ଟସ ଜିତି ଦକ୍ଷିଣ ଆଫ୍ରିକା ଅଧିନାୟକ ଟେମ୍ବା ବେଭୁମା ବୋଲିଂ...

କଂଗ୍ରେସ ବିଧାୟକ ରାଜେନ୍ଦ୍ର ସିଂ ଚାଷୀଙ୍କ ପଗଡ଼ିକୁ ଗୋଇଠା ମାରିଲେ, ସୋସିଆଲ ମିଡ଼ିଆରେ ଭାଇରାଲ…

ଜୟପୁର,୧୭।୧୦ : ରାଜସ୍ଥାନର ବେଙ୍ଗୁ ବିଧାୟକ ରାଜେନ୍ଦ୍ର ସିଂ ବିଧୁଡି ଜଣେ ଚାଷୀଙ୍କ ପଗଡ଼ିକୁ ଗୋଇଠା ମାରିଛନ୍ତି।ଏlବେଏହାର ଭିିଡିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ଦେଖିବାକୁ ମିଳୁଛି ଚାଷୀ ଜଣକ ବିଧାୟକଙ୍କ ଗୋଡ ତଳେ ନିଜ ପଗଡ଼ି...

ମନୋରଞ୍ଜନ ଚ୍ୟାନେଲକୁ ବିସିସିସିର ପରାମର୍ଶ: ଏସସି-ଏସଟି ସମ୍ପ୍ରଦାୟଙ୍କ ଚିତ୍ରଣ ସମୟରେ ସତର୍କତା ଅବଲମ୍ବନ କର…

ନୂଆଦିଲ୍ଲୀ,୧୭।୧୦ : ବ୍ରୋଡକାଷ୍ଟିଂ କଣ୍ଟେଟ କମ୍ପ୍ଲେଣ୍ଟ କାଉନସିଲ(ବିସିସିସି) ପକ୍ଷରୁ ମଙ୍ଗଳମାର ମନୋରଞ୍ଜନ ଚ୍ୟାନେଲଗୁଡିକୁ ପରାମର୍ଣ ଦିଆଯାଇଛି। ଏହା ଅନ୍ତର୍ଗତ ଏସସି ଏବଂ ଏସଟି ସମ୍ପ୍ରଦାୟଙ୍କ ଚିତ୍ରଣ ସମୟରେ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ପ୍ରଦାନ କରାଯାଇଛି। ଏଭଳି ସମ୍ବେଦନଶୀଳ ପ୍ରସଙ୍ଗରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri