Tag Archives: Home Middle

ଚଳିତ ବର୍ଷ ଓଡ଼ିଶାର ଦୁଇ ଜଣ ପାଇବେ ଜାତୀୟ ଶିକ୍ଷକ ପୁରସ୍କାର

ନୂଆଦିଲ୍ଲୀ,୨୭ା୮: ଚଳିତ ବର୍ଷ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ଓଡ଼ିଶାର ଦୁଇ ଜଣ ଶିକ୍ଷକ ମନୋନୀତ ହୋଇଛନ୍ତି। କଳାହାଣ୍ଡି ଜିଲା ନର୍ଲା ଜୟ ଦୁର୍ଗା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସନ୍ତୋଷ କୁମାର କର ଏବଂ ରାୟଗଡ଼ା ଜିଲା ବିଲେସୁ ସରକାରୀ...

ରାଜ୍ୟ ସଭାକୁ ୧୨ ସଦସ୍ୟ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ: ସଂଖ୍ୟାଗରିଷ୍ଠତା ହାସଲ କଲା ଏନ୍‌ଡିଏ

ନୂଆଦିଲ୍ଲୀ,୨୭ା୮: ରାଜ୍ୟ ସଭାକୁ ୧୨ ସଦସ୍ୟ ମଙ୍ଗଳବାର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ପରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ଉଚ୍ଚ ସଦନରେ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଉପନିର୍ବାଚନରେ ଭାଜପାରୁ ୯ ଜଣ ସଦସ୍ୟ ନିର୍ଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଥିବାବେଳେ ସହଯୋଗୀ ଦଳରୁ ୨...

ଭାରତରେ ମେଡ୍-ଇନ୍-ଇଣ୍ଡିଆ ଅଭିଯାନରେ ୬ ଲକ୍ଷ ନିଯୁକ୍ତି ସୃଷ୍ଟି କରିବ ଆପଲ୍, ସାମିଲ ହେବେ ୭୦% ମହିଳା: ରିପୋର୍ଟ

ନୂଆଦିଲ୍ଲୀ,୨୭।୮: ଇକୋନୋମିକ ଟାଇମ୍ସ ରିପୋର୍ଟ ଅନୁଯାୟୀ ଚାଇନାରେ ଉତ୍ପାଦନ କ୍ଷମତା ହ୍ରାସ କରିବା ପରେ ଆପଲ୍ ଭାରତରେ ୬୦୦,୦୦୦ ରୁ ଅଧିକ ନିଯୁକ୍ତି ସୃଷ୍ଟି କରିପାରେ। ରିପୋର୍ଟ ଅନୁଯାୟୀ, ଆପଲ୍ ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ପ୍ରାୟ ୨୦୦,୦୦୦...

କେଜରିଓ୍ବାଲ-ସୋରେନଙ୍କୁ କରିଥିଲେ ଗିରଫ, ଏବେ ଓଡ଼ିଶାରେ ଖୋଳତାଡ କରିବେ ଇଡି ନିର୍ଦ୍ଦେଶକ

ଭୁବନେଶ୍ୱର,୨୭।୮: ଓଡ଼ିଶାରେ ପହଞ୍ଚିଛନ୍ତି ଇଡି ନିର୍ଦ୍ଦେଶକ ରାହୁଲ ନବୀନ । ଆଜିଠୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଅଛନ୍ତି ରାହୁଲ। ସେ ଗସ୍ତ ସମୟରେ ଅନେକ ଗରୁତ୍ୱପୂର୍ଣ୍ଣ ବୈଠକରେ ଯୋଗ ଦେବା ନେଇ କାର୍ଯ୍ୟକ୍ରମ ରହିଛି । ତେବେ ଇଡ଼ି...

ଭବିଷ୍ୟତରେ ଆଉ ଜନ୍ମ ହେବେନି ପୁଅ, କେବଳ ଜନ୍ମ ହେବେ ଝିଅ, ଗବେଷଣାରୁ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୭।୮: ମହିଳାଙ୍କ ଗର୍ଭରେ ବଢୁଥିବା ଗର୍ଭସ୍ଥ ଶିଶୁର ଲିଙ୍ଗ କ’ଣ ହେବ। ଅର୍ଥାତ ପୁଅ ହେବ ନା ଝିଅ ହେବ, ତାହା ବାପାମାଆଙ୍କ କ୍ରୋମୋଜୋମ ଉପରେ ନିର୍ଭର କରିଥାଏ। ମହିଳାଙ୍କ ଶରୀରରେ ଦୁଇଟି ଏକ୍ସ କ୍ରୋମୋଜୋମ ଏବଂ ପୁରୁଷ ଶରୀରରେ...

କୋଲକାତା ମାମଲାରେ ଚାଞ୍ଚଲ୍ୟକର ଖୁଲାସା: କମିଶନରଙ୍କ ବାଇକ୍‌, ଚଢୁଥିଲା ସଞ୍ଜୟ ରୟ

କୋଲକାତା,୨୭।୮: କୋଲକାତା ବଳାତ୍କାର ପରେ ହତ୍ୟା ମାମଲାରେ ବଡ଼ ଖୁଲାସା ହୋଇଛି। ଯାହାକୁ ନେଇ ପୁରା ଦେଶରେ ହଇଚଇ ସୃଷ୍ଟି ହୋଇଛି । ଘଟଣା ଦିନ ରାତିରେ ଅଭିଯୁକ୍ତ ସଞ୍ଜୟ ରୟ ଚଲାଇଥିବା ବାଇକ କୋଲକାତା ପୋଲିସ କମିଶନର ନାମରେ...

ନିର୍ଦ୍ବନ୍ଦରେ ଆଇସିସି ଅଧ୍ୟକ୍ଷ ନିର୍ବାଚିତ ହେଲେ ଜୟ ଶାହା

ନୂଆଦିଲ୍ଲୀ,୨୭।୮: ଭାରତୀୟ କ୍ରିକେଟ୍ ବୋର୍ଡ (ବିସିସିଆଇ) ସଚିବ ଜୟ ଶାହା ମଙ୍ଗଳବାର ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ର ନୂତନ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହୋଇଛନ୍ତି। ୩୫ ବର୍ଷ ବୟସରେ ଆଇସିସିର ସର୍ବକନିଷ୍ଠ ଚେୟରମ୍ୟାନ୍‌ ହେବାର ରେକର୍ଡ କରିଛନ୍ତି। କ୍ରିକେଟର...

ବିଧାନସଭାରେ ପ୍ରଭାତୀ ପରିଡାଙ୍କ ବଡ଼ ଘୋଷଣା, ପରିବାରର ସବୁ ମହିଳାଙ୍କୁ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୨୭।୮: ବିଧାନସଭାରେ ସୁଭଦ୍ରା ଯୋଜନାନେଇ ବଡ଼ ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ କହିଛନ୍ତି, ପରିବାରର ସବୁ ମହିଳା ଏହି ଯୋଜନାରେ ସୁବିଧା ପାଇପାରିବେ। ପରିବାରରେ ୩ଜଣ କି ୪ଜଣ ମହିଳା ଥାଆନ୍ତି ସମସ୍ତଙ୍କୁ ସୁଭଦ୍ରା ଟଙ୍କା...

ସିବିଆଇ ପରେ ଇଡି ନିଶାଣରେ ଆରଜି କର ହସ୍ପିଟାଲ, ସନ୍ଦୀପ ଘୋଷଙ୍କ ବ୍ୟତୀତ ଅନେକଙ୍କ ଉପରେ ମନି ଲଣ୍ଡ୍ରିଂ ମାମଲା ରୁଜୁ

କୋଲକାତା,୨୭।୮: କୋଲକାତାର ଆର.ଜି କର ହସ୍ପିଟାଲରେ ମନି ଲଣ୍ଡ୍ରିଂକୁ ନେଇ ଇଡି (ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ) ଏକ ମାମଲା ରୁଜୁ କରିଛି। ଏନେଇ ଏଜେନ୍ସି ତଦନ୍ତ ଆରମ୍ଭ କରିଛି। ସିବିଆଇର ଏଫଆଇଆର୍‌ ଆଧାରରେ ଇଡି ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ...

ଆସନ୍ତା ୮ରେ ମା’ ସମଲେଶ୍ଵରୀଙ୍କ ନିକଟରେ ଲାଗି ହେବ ନବାନ୍ନ

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ମା’ ସମଲେଶ୍ଵରୀଙ୍କ ନିକଟରେ ନବାନ୍ନ ହେବା ନେଇ ଲଗ୍ନ ଧାର୍ଯ୍ୟ ହୋଇଛି। ଆସନ୍ତା ୮ରେ ମା’ ସମଲେଶ୍ଵରୀଙ୍କ ନିକଟରେ ଲାଗି ହେବ ନବାନ୍ନ। ମଙ୍ଗଳବାର ଅପରାହ୍ନ ୪ ଟା ସମୟରେ ଶ୍ରୀ ଶ୍ରୀ ବ୍ରହ୍ମ ପଣ୍ଡିତ ମହାସଭାରେ...

୩ ଶହ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣା ବିଜୁଳି ଦେବେ କି ସରକାର ? ସ୍ପଷ୍ଟ କଲେ ବିଭାଗୀୟ ମନ୍ତ୍ରୀ

ଭୁବନେଶ୍ୱର,୨୭।୮: ଓଡ଼ିଶାରେ ବିଧାନସଭା ନିର୍ବାଚନ ପୂର୍ବରୁ ତତ୍କାଳୀନ ସରକାର ୧୫୦ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣା ବିଜୁଳି ଦେବାକୁ ଘୋଷଣା କରିଥିଲା। ଅନ୍ୟପଟେ ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମାଗଣା ବିଜୁଳି କେନ୍ଦ୍ରୀୟ ଯୋଜନା ଅଧୀନରେ ଛାତ ଉପରେ ସୋଲାର ପ୍ରକଳ୍ପ ସ୍ଥାପନ କରୁଥିବା...

ନିଯୁକ୍ତି ମେଳା କରିବେ ମୋହନ ସରକାର: ଖୁବଶୀଘ୍ର ୩୫ ହଜାର ଯୁବତୀଯୁବକଙ୍କୁ ମିଳିବ ନିଯୁକ୍ତି

ଭୁବନେଶ୍ୱର,୨୭।୮: ରାଜ୍ୟରେ ଚାକିରି ଆଶାୟୀଙ୍କ ପାଇଁ ଖୁସି ଖବର। ଖୁବ୍‌ଶୀଘ୍ର ରାଜ୍ୟରେ ୩୫ ହଜାର ଯୁବତୀଯୁବକଙ୍କୁ ଯୋଗାଇ ଦିଆଯିବ ନିଯୁକ୍ତି। ଆସନ୍ତା ମାସରେ ନିଯୁକ୍ତି ମେଳା କରି ନିଯୁକ୍ତି ପତ୍ର ବଣ୍ଟନ କରିବାକୁ ନିଷ୍ପତ୍ତି ନେଇଛନ୍ତି ମୋହନ ସରକାର। ବିଭିନ୍ନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri