ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ନାମଲେଖା ପାଇଁ ଆବେଦନ ତାରିଖ ବୃଦ୍ଧି ଭୁବନେଶ୍ୱର,୨୦।୧୧: ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ନାମଲେଖା ପାଇଁ ପ୍ରବେଶିକା ପରୀକ୍ଷା ଆବେଦନ ତାରିଖକୁ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଆସନ୍ତା ଶିକ୍ଷାବର୍ଷ ପାଇଁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ଏବଂ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ...
ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ଶୀତର ପ୍ରଭାବ, ପାଣିପାଗ ବିଭାଗର ପୂର୍ବାନୁମାନ ଭୁବନେଶ୍ୱର, ୨୦।୧୧: ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳରେ ଗତ ଦୁଇଦିନ ଧରି ତାପମାତ୍ରା ହ୍ରାସ ପାଇବା ଯୋଗୁଁ ଶୀତର ପ୍ରଭାବ ବୃଦ୍ଧି ପାଇଛି । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ପାଣିପାଗର ସ୍ଥିତିରେ ବିଶେଷ ପରିବର୍ତ୍ତନର ସୂଚନା ନାହିଁ ହେବ ବୋଲି...
ଫେବୃଆରୀ ୧୮ରୁ ଯୁକ୍ତଦୁଇ ପରୀକ୍ଷା ଭୁବନେଶ୍ୱର,୨୦ା୧୧: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ପକ୍ଷରୁ ବୁଧବାର +୨ ପରୀକ୍ଷା ନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏହି ଅନୁଯାୟୀ, ଫେବୃଆରୀ ୧୮ରୁ +୨ ପରୀକ୍ଷା ଆରମ୍ଭ ହେବ । ଏହି ପରୀକ୍ଷା ଫେବୃଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ...
ଅର୍ଥନୀତିରେ ହାତୀ ଓଡ଼ିଶାରେ ହାତୀ ସଂଖ୍ୟା ବୃଦ୍ଧି ଉପରେ ଅଲ୍ ଓଡ଼ିଶା ଏଲିଫ୍ୟାଣ୍ଟ ସେନ୍ସସ୍ର ୨୦୨୪ ରିପୋର୍ଟକୁ ନେଇ ସମସ୍ତେ ଖୁସି ହେଉଥିବାବେଳେ ନିୟମିତ ବ୍ୟବଧାନରେ ଘଟୁଥିବା ହାତୀ ମୃତ୍ୟୁ ସେମାନଙ୍କ ସୁରକ୍ଷା ଉପରେ ପ୍ରଶ୍ନବାଚୀ ସୃଷ୍ଟି କଲାଣି। ଘଟଣାକ୍ରମେ ୧୭ ନଭେମ୍ବର...
ଦ୍ରୁତ ଗତିରେ ବଢି ଚାଲିଛି ଇ-କମର୍ସ କମ୍ପାନୀଙ୍କ ତେଜରାତି ବ୍ୟବସାୟ, ମୁଣ୍ଡରେ ହାତ ଦେଲେଣି ଖୁଚୁରା ଦୋକାନୀ ନୂଆଦିଲ୍ଲୀ,୧୯।୧୧: ଖାଉଟି କ୍ରେତାଙ୍କୁ ବଡ଼ ମାତ୍ରାରେ ରିହାତି ଦେଇ ନିଜ ଆଡକୁ ଆକୃଷ୍ଟ କରୁଛନ୍ତି ଇ-କମର୍ସ କମ୍ପାନୀ। ପାର୍ବଣ ସମୟରେ ଏହା ଆହୁରି ଅଧିକ ରହୁଛି। କେବଳ ଏତିକି ନୁହେଁ ଅର୍ଡର କଲେ ଏଣିକି ୧୦ ମିନିଟରେ ଆସି ଘର...
ଗାଭାସ୍କର କହିଲେ ଟଙ୍କା ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ଛାଡିଛନ୍ତି ଋଷଭ ପନ୍ତ ନୂଆଦିଲ୍ଲୀ,୧୯।୧୧: ଆଇପିଏଲ ୨୦୨୫ ପାଇଁ ହେବାକୁ ଥିବା ନିଲାମୀ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସ ଏହାର ରିଟେନସନ୍ ତାଲିକା ଜାରି କରିଛି। ଏଥିରେ ଦଳର ପୂର୍ବତନ ଅଧିନାୟକ ଋଷଭ ପନ୍ତଙ୍କ ନାମ ନଥିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ତେବେ କେଉଁ କାରଣରୁ...
ଖୁବଶୀଘ୍ର ଭାରତ ଆସିବେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍, ଜାଣନ୍ତୁ କାରଣ ନୂଆଦିଲ୍ଲୀ,୧୯।୧୧: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଖୁବଶୀଘ୍ର ଭାରତ ଗସ୍ତ କରିବେ। ପୁଟିନଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ଖବରକୁ ସୁନିଶ୍ଚିତ କରାଯାଇଛି। ଏହି ଗସ୍ତ ପାଇଁ ଖୁବଶୀଘ୍ର ନିର୍ଦ୍ଧିଷ୍ଟ ତାରିଖ ପ୍ରକାଶ କରାଯିବ ବୋଲି କ୍ରିମଲିନ୍ ମୁଖପାତ୍ର ଡିମିଟ୍ରି ପେସ୍କୋଭ୍...
ପ୍ରଦୂଷଣକୁ ନେଇ ସୁପ୍ରିମକୋର୍ଟ ନେଲେ ବଡ଼ ନିଷ୍ପତ୍ତି, ଅନ୍ଲାଇନରେ ଚାଲିବ କୋର୍ଟ ନୂଆଦିଲ୍ଲୀ,୧୯।୧୧: ଦିଲ୍ଲୀ-ଏନସିଆରରେ ପ୍ରଦୂଷଣକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ନେଲେ ବଡ଼ ନିଷ୍ପତ୍ତି। ସବୁ କୋର୍ଟଙ୍କୁ ଯଥାସମ୍ଭବ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି ସୁପ୍ରିମକୋର୍ଟ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ହାଜର ହେବାକୁ ଆଇନଜୀବୀ ଏବଂ ଲୋକଙ୍କୁ ଅନୁମତି ଦେଇଛନ୍ତି। ଏନେଇ ପ୍ରଧାନ...
ଭାରତରେ ଷ୍ଟାରଲିଙ୍କ୍ ଆମେରିକାର ଏରୋସ୍ପେସ୍ କମ୍ପାନୀ ସ୍ପେସ୍ଏକ୍ସ ଅଧୀନରେ ଥିବା ଷ୍ଟାରଲିଙ୍କ୍ ଇଣ୍ଟରନେଟ ସେବାର ଭାରତ ପ୍ରବେଶକୁ ନେଇ କଳ୍ପନା ଜଳ୍ପନା ପ୍ରକାଶ ପାଇଛି। ଉଲ୍ଲେଖନୀୟ ଯେ, ସ୍ପେସ୍ଏକ୍ସର ମାଲିକ ହେଉଛନ୍ତି ବିଶ୍ୱର ସବୁଠୁ ଧନୀ ବ୍ୟକ୍ତିବିଶେଷ ଏଲନ୍ ମସ୍କ। ସେ ୨୦୨୦ରେ...
ବ୍ରିଟେନ ରାଜ ପରିବାରରେ ସୁରକ୍ଷାରେ ତ୍ରୁଟି: ଓ୍ବିଣ୍ଡସର କ୍ୟାସେଲରୁ ଚୋରି ଲଣ୍ଡନ,୧୯।୧୧: ଚୋରମାନେ କିଙ୍ଗ ଚାଲର୍ସ ତୃତୀୟଙ୍କ ବିଶାଳ ୱିଣ୍ଡସର୍ କ୍ୟାସେଲ ଇଷ୍ଟେଟରୁ ଫାର୍ମ ଗାଡି ଚୋରି କରିଛନ୍ତି। ଏହା ପ୍ରିନ୍ସ ୱିଲିୟମ ଏବଂ କେଟ ମିଡଲେଟନଙ୍କ ପାରିବାରିକ ଘର। ବ୍ରିଟିଶ ପୋଲିସ ସୋମବାର ଏହା ନିଶ୍ଚିତ କରିଛି। ‘ସନ୍’ ଖବରକାଗଜରେ...
ଯାଉନାହାନ୍ତି, ପଠାଉଛନ୍ତି ନୂଆଦିଲ୍ଲୀ/ଇମ୍ଫାଲ,୧୯ା୧୧: ପୁଣି ଜାତିଆଣ ହିଂସାର ନିଅଁାରେ ଜଳୁଛି ମଣିପୁର। ଜିରିବାମ୍ର ଏକ ଶିବିରରୁ ନିଖୋଜ ହୋଇଯାଇଥିବା ୬ ଅପହୃତଙ୍କ ମୃତଦେହ ମିଳିବା ପରେ ୩ ଦିନ ଧରି ଉପତ୍ୟକାରେ ଭଙ୍ଗାରୁଜା ଓ ଜଳାପୋଡ଼ା ଲାଗିରହିଛି। ଇତିମଧ୍ୟରେ ଅନେକ ବିଧାୟକ ଓ ମନ୍ତ୍ରୀଙ୍କ...
‘ଶୌଚାଳୟ: ଶାନ୍ତି ପାଇଁ ଏକ ସ୍ଥାନ’ ପ୍ରତିବର୍ଷ ନଭେମ୍ବର ୧୯ ରେ ବିଶ୍ୱସ୍ତରରେ ଶୌଚାଳୟ ଦିବସ ପାଳନ କରାଯାଏ। ଏହା ହେଉଛି ମିଳିତ ଜାତିସଂଘର ଏକ ବୈଶ୍ୱିକ ପଦକ୍ଷେପ, ଯାହା ଜରୁରୀ ପରିମଳ ସଙ୍କଟ ଦୂର କରିବା ପାଇଁ ବିଶ୍ୱସ୍ତରରେ ସଚେତନତା ସୃଷ୍ଟି କରେ। ବିଶ୍ୱ ସ୍ବାସ୍ଥ୍ୟ...