Tag Archives: Home Middle

ଆଳୁ ସଙ୍କଟ: ନବୀନଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ମୋହନ, କହିଲେ ନିଜ ସରକାରକୁ ବଞ୍ଚାଇବା ପାଇଁ…

ଭୁବନେଶ୍ୱର,୨୪।୮: ଆଳୁ ଦାମ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି। ଓୟୁଏଟି ପ୍ରତିଷ୍ଠା ଦିବସରେ ଯୋଗ ଦେଇ ପୂର୍ବ ସରକାରଙ୍କ ଉପରେ ବର୍ଷିଛନ୍ତି ମୋହନ। ସେ କହିଛନ୍ତି, ପୂର୍ବ ସରକାରରେ କୃତ୍ରିମ...

ଗିରଫ ହେଲେ କୁବେର ଓଏସ୍‌ଆର୍‌ଟିସି ସିଏଓ, କେରଳରେ ବି କରିଛନ୍ତି ଘର

ଭୁବନେଶ୍ୱର,୨୪ା୮: ଓଏସ୍‌ଆର୍‌ଟିସିର ଚିଫ୍‌ ଆକାଉଣ୍ଟ ଅଫିସର(ସିଏଓ) ବିଜୟ ମଙ୍ଗରାଜ ଶନିବାର ଗିରଫ ହୋଇଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ଆଜି ତାଙ୍କୁ ଗିରଫ କରିଛି। ବିଜୟଙ୍କର ଖାଲି ଓଡ଼ିଶାରେ ନୁହେଁ କେରଳରେ ମଧ୍ୟ ଘର ରହିଥିବା...

ଯୁକ୍ତ ୩ ନାମଲେଖା ନିୟମରେ ପରିବର୍ତ୍ତନ, ବଡ଼ ସୂଚନା ଦେଲେ ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪।୮: ଯୁକ୍ତ ୩ ନାମଲେଖା ଗାଇଡଲାଇନରେ ହେବ ପରିବର୍ତ୍ତନ। ଏନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି। ୧ମ ପର୍ଯ୍ୟାୟରେ ନାମ ଲେଖାଇଲେ ବି ଛାତ୍ରୀଛାତ୍ର ୨ୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟାରେ ଭାଗ ନେଇପାରିବେ। ଛାତ୍ରୀଛାତ୍ରଙ୍କ ହିତ ଦୃଷ୍ଟିରୁ...

କୋଲକାତା ବଳାତ୍କାର ମାମଲା: ଆଜି ୬ ଅଭିଯୁକ୍ତଙ୍କର ହେବ ପଲିଗ୍ରାଫ୍‌ ଟେଷ୍ଟ୍‌

କୋଲକାତା,୨୪ା୮: ଶନିବାର ସିବିଆଇ ଆର୍‌ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷଙ୍କୁ ପଚରାଉଚରା କରିବ। ବର୍ତ୍ତମାନ ପର୍ଯ୍ୟନ୍ତ ସନ୍ଦୀପ ଘୋଷଙ୍କୁ ପ୍ରାୟ ୧୦୦ ଘଣ୍ଟା ଧରି ପଚରାଉଚରା କରାଯାଇଛି। ସନ୍ଦୀପଙ୍କ ପଲିଗ୍ରାଫ ଟେଷ୍ଟ୍‌ ମଧ୍ୟ...

ମାଜିଷ୍ଟ୍ରେଟ୍‌ଙ୍କ ସାମ୍ନାରେ ଭୋ ଭୋ ହୋଇ କାନ୍ଦିଲେ ଅଭିଯୁକ୍ତ ସଞ୍ଜୟ, କହିଲେ ମୋର..

କୋଲକାତା,୨୪ା୮: ଜଣେ ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟଙ୍କୁ ଶୁକ୍ରବାର ସିଆଲ୍‌ଦା କୋର୍ଟରେ ହାଜର କରାଯାଇଥିଲା। ଏହି ସମୟରେ ଯେତେବେଳେ ମାଜିଷ୍ଟ୍ରେଟ୍‌ ତାଙ୍କୁ ପଚାରିଥିଲେ ଯେ, ସେ କାହିଁକି ପଲିଗ୍ରାଫ ଟେଷ୍ଟ୍‌...

ଆମେରିକା ରାଷ୍ଟ୍ରପତି ରେସ୍‌ରୁ ଓହରିଲେ କେନେଡି, ଏବେ ଏହି ପ୍ରାର୍ଥୀଙ୍କୁ କରିବେ ସମର୍ଥନ

ଓ୍ବାଶିଂଟନ୍‌,୨୪।୮: ଆମେରିକାର ରାଷ୍ଟ୍ରପତି ରେସ୍‌ରୁ ରବର୍ଟ ଏଫ କେନେଡି ଜ୍ରୁ ଶୁକ୍ରବା ତାଙ୍କ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିଛନ୍ତି। ବର୍ତ୍ତମାନ ସେ ରାଷ୍ଟ୍ରପତି ନିର୍ବାଚନରେ ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କୁ ସମର୍ଥନ କରିବେ। କେନେଡି ନିର୍ବାଚନ କ୍ଷେତ୍ରରେ ରହି ଗଣତାନ୍ତ୍ରିକ ପ୍ରାର୍ଥୀ...

ସାମ୍ନାକୁ ଆସିଲା ଆର୍‌.ଜି କର ହସ୍ପିଟାଲର ସେହି କାଳ ରାତିର ସିସିଟିଭି ଫୁଟେଜ୍‌, ଭୋର୍‌ ୪ଟା ସମୟରେ ସଞ୍ଜୟ…

ନୂଆଦିଲ୍ଲୀ,୨୪।୮: କୋଲକାତାରେ ଜଣେ ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ପ୍ରତିଦିନ ନୂଆ ଖୁଲାସା କରାଯାଉଛି। ଏହି ସମୟରେ ଅଗଷ୍ଟ ୯ ତାରିଖ ରାତିରୁ ସିସିଟିଭି ଫୁଟେଜ୍‌ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏଥିରେ ଅଭିଯୁକ୍ତ ସଞ୍ଜୟ...

ପାକିସ୍ତାନକୁ ଭୁଲ୍‌ରେ ପଶିଗଲା ଭାରତୀୟ ସେନା ଡ୍ରୋନ୍‌

ନୂଆଦିଲ୍ଲୀ,୨୪ା୮: ଭାରତୀୟ ସେନାର ଏକ ପର୍ଯ୍ୟବେକ୍ଷଣ ଡ୍ରୋନ୍‌ ଭୁଲ୍‌ ବଶତଃ ଜମ୍ମୁ-କଶ୍ମୀରର ରାଜେରୀ ସେକ୍ଟରରୁ ଏଲ୍‌ଓସି ଅତିକ୍ରମ କରି ପାକିସ୍ତାନକୁ ପଶିଯାଇଥିଲା। ଅଗଷ୍ଟ ୨୩ ସକାଳ ୯ଟା ୩୦ରେ ଏହି ଘଟଣା ଘଟିଛି। ତେବେ ପାକିସ୍ତାନ ସେନା ଏହି ଡ୍ରୋନ୍‌ଟିକୁ...

ପୋଖରୀକୁ ଡେଇଁ ପଡ଼ିଲେ ବଳାତ୍କାର ଅଭିଯୁକ୍ତ: ଜଳକା ପାଲଟିଲା କ୍ରାଇମବ୍ରାଞ୍ଚ ଟିମ୍‌, ଆଉ ତା’ପରେ

ଗୁଆହାଟୀ,୨୪।୮: ଆସାମର ନାଗାଓଁ ଜିଲାର ଜଣେ ୧୪ ବର୍ଷର ବାଳିକାକୁ ଗଣବଳାତ୍କାର ମାମଲାରେ ମୁଖ୍ୟ ଅଭିଯୁକ୍ତ ତଫଜୁଲ ଇସଲାମର ଦେହାନ୍ତ ହୋଇଛି। ଆଜି ସକାଳ ୪ଟା ସମୟରେ ପୋଲିସ ଅଭିଯୁକ୍ତ ତାଫଜୁଲ ଇସଲାମକୁ କ୍ରାଇମବ୍ରାଞ୍ଚ ନେଇ ସିନ୍‌ ରିକ୍ରିଏଟ୍‌ କରିଥିଲା।...

ରତ୍ନଭଣ୍ଡାର ଯାଞ୍ଚ ପାଇଁ ଏଏସ୍‌ଆଇ ଡିଜିଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୨୪ା୮: ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ଏବଂ ମରାମତି ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏଏସ୍‌ଆଇ ଡିଜିଙ୍କୁ ରାତାରାତି ଚିଠି ଲେଖିଛନ୍ତି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏ ସମ୍ପର୍କରେ ଚିଠି ଲେଖିଥିବା ସୂଚନା ଦେଇଛନ୍ତି। ଖୁବ୍‌ଶୀଘ୍ର ଯାଞ୍ଚ କରି...

ଶ୍ରୀମନ୍ଦିରରେ ଆଜି ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୨୪ା୮: ଶ୍ରୀମନ୍ଦିରରେ ଶନିବାର ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ରାହୁ ରେଖା ଲାଗି ହେବ ବୋଲି ଦର୍ଶନ ବନ୍ଦ ରହିବ। ଗୁପ୍ତ...

ଅନିଶ୍ଚିତତାରେ ସୁନୀତାଙ୍କ ପ୍ରତ୍ୟାବର୍ତ୍ତନ

ଓ୍ବାଶିଂଟନ୍‌,୨୪ା୮: ଆମେରିକୀୟ ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସ ଏବଂ ତାଙ୍କ ସହଯୋଗୀ ବୁଚ୍‌ ଓ୍ବିଲମୋର ଗତ ଜୁନ୍‌ ୬ରେ ୮ ଦିନ ପାଇଁ ମହାକାଶ ଯାତ୍ରା କରିଥିଲେ। ମହାକାଶଯାନରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଉଭୟେ ଇଣ୍ଟରନ୍ୟାଶନାଲ ସ୍ପେସ୍‌ ଷ୍ଟେଶନ୍‌ (ଆଇଏସ୍‌ଏସ୍‌)ରେ ଫସିରହିଛନ୍ତି। ଦୁଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri