Tag Archives: Home Middle

ଟ୍ରମ୍ପ୍‌ ଫେରିଲେ ଭୟଙ୍କର ପରିଣାମ

ଓ୍ବାଶିଂଟନ୍‌,୨୪ା୮: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ନଭେମ୍ବର ୫ ନିର୍ବାଚନରେ ପୁଣି ବିଜୟୀ ହୋଇ ହ୍ବାଇଟ୍‌ ହାଉସ୍‌କୁ ଫେରିଲେ ଦେଶବାସୀଙ୍କୁ ଭୟଙ୍କର ପରିଣାମ ଭୋଗିବାକୁ ପଡ଼ିବ ବୋଲି ଉପରାଷ୍ଟ୍ରପତି କମଲା ହାରିସ୍‌ ଚେତାଇ ଦେଇଛନ୍ତି। ଡେମୋକ୍ରାଟିକ୍‌ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ...

ଭାରତ ଆମକୁ ସମର୍ଥନ କରୁ: ଜେଲେନ୍‌ସ୍କି

କିଭ୍‌,୨୪ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଯୁଦ୍ଧ ପ୍ରଭାବିତ ୟୁକ୍ରେନ୍‌ ଗସ୍ତକର କିଭ୍‌ରେ ମହାମତ୍ା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଦେବା ସହ ତାଙ୍କ ଚିରନ୍ତନ ଶାନ୍ତି ବାର୍ତ୍ତାର ପ୍ରାସଙ୍ଗିକତା ଓ ମହତ୍ତ୍ୱ ବୁଝାଇଛନ୍ତି। ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ୯୧୦ ଦିନରେ ପହଞ୍ଚତ୍ଥିବାବେଳେ ପ୍ରଧାନମନ୍ତ୍ରୀ...

ଡାକ୍ତରଙ୍କ ବଳାତ୍କାର ମାମଲା: ସନ୍ଦୀପ ଘୋଷଙ୍କ ଉପରେ ମୁଖ୍ୟମନ୍ତ୍ରୀ ମମତାଙ୍କ ହାତ! ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ

କୋଲକାତା,୨୪।୮: କୋଲକାତାର ଆର୍‌.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ଜୁନିଅର ଡାକ୍ତରଙ୍କ ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ସାରା ଦେଶରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। କୋଲକାତା ହାଇକୋର୍ଟଙ୍କ ନିର୍ଦ୍ଦେଶରେ ସିବିଆଇ ଏହି ମାମଲାର ତଦନ୍ତ କରୁଛି।...

କୋଲକାତା ବଳାତ୍କାର-ହତ୍ୟା ମାମଲା: ଅଭିଯୁକ୍ତ କହିଲା-‘ମୁଁ ନିର୍ଦ୍ଦୋଷ, ମୋର ପଲିଗ୍ରାଫ୍ ପରୀକ୍ଷା କର!’

କୋଲକାତା,୨୩।୮: କୋଲକାତାର ଆରଜି କର ମେଡିକାଲ କଲେଜରେ ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟ ୟୁ-ଟର୍ନ ମାରିଛନ୍ତି। ସଞ୍ଜୟଙ୍କ ଓକିଲ କବିତା ସାର୍କ କହିଛନ୍ତି ଯେ ସେ ଚାହୁଁଛନ୍ତି ଯେ ତାଙ୍କର ପଲିଗ୍ରାଫ୍...

ସୁଭଦ୍ରା ଯୋଜନା ପାଇଁ କିପରି କରିବେ ଆବେଦନ ? ଘୋଷଣା କଲେ ସରକାର

ଭୁବନେଶ୍ୱର,୨୩।୮: ସୁଭଦ୍ରା ଯୋଜନାରେ ମହିଳା ମାନଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରିବାକୁ ପ୍ରତିଶ୍ରୁତି ଦେଇ ରାଜ୍ୟରେ କ୍ଷମତାକୁ ଆସିଥିବା ଭାଜପା ସରକାର ଏହି ଯୋଜନାର ଏସଓପି ଆଣିଛନ୍ତି। ଏହି ଯୋଜନା ଅଧୀନରେ ୨୧ରୁ ୬୦ ବର୍ଷର ମହିଳାଙ୍କୁ ଆର୍ଥିକ...

ସୁଭଦ୍ରା ଏସଓପି ଆଣିଲେ ସରକାର: ଜାଣନ୍ତୁ କେଉଁମାନଙ୍କୁ ମିଳିବ ଟଙ୍କା

ଭୁବନେଶ୍ୱର,୨୩।୮: ସରକାରଙ୍କ ବହୁ ପ୍ରତିକ୍ଷିତ ଯୋଜନା ସୁଭଦ୍ରା ଏସଓପି ଜାରି ହୋଇଛି। ବିଧାନସଭାରେ ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଗୃହରେ ‘ସୁଭଦ୍ରା’ ଯୋଜନା SOP ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଗତକାଲି କ୍ୟାବିନେଟ୍‌ରେ SOP ପାରିତ ହୋଇଥିବା...

ଭାରତର ଏହି ରେଳ ଲାଇନ୍‌ ବ୍ରିଟିଶ୍‌ କବଜାରେ, ସରକାର ଦେଉଛନ୍ତି ଟଙ୍କା

ନୂଆଦିଲ୍ଲୀ,୨୩।୮: ଭାରତ ସ୍ବାଧୀନତାର ୭୭ବର୍ଷ ପରେ ଏମିତି କିଛି ରେଳ ଲାଇନ୍‌ ଅଛି ଯାହା ଏବେ ବ୍ରିଟିଶ୍‌ କବଜାରେ। କହରିରଖୁଛୁ ବିଶ୍ୱରେ ସବୁଠାରୁ ବଡ଼ ରେଳ ଲାଇନ୍‌ ଭାରତରେ ଅଛି। ଆଉ ସବୁଠାରୁ ଅଧିକ ଲୋକ ଭାରତୀୟ ରେଳରେ ହିଁ...

ନଦୀକୁ ଖସିଲା ବସ୍‌: ୧୪ ଜଣଙ୍କ ଜୀବନ ଗଲା, ଉଦ୍ଧାର କାର୍ଯ୍ୟ ଜାରି

କାଠମାଣ୍ଡୁ,୨୩ା୮: ନେପାଳର ପୋଖରାରୁ କାଠମାଣ୍ଡୁ ଯାଉଥିବା ଏକ ଭାରତୀୟ ଯାତ୍ରୀବାହୀ ବସ୍‌ ଶୁକ୍ରବାର ନଦୀରେ ଖସି ପଡ଼ିଛି। ଫଳରେ ବସ୍‌ରେ ୪୦ ଜଣ ଭାରତୀୟ ଥିଲେ। ଏହି ଦୁର୍ଘଟଣାରେ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ମୃତ୍ୟୁସଂଖ୍ୟା ବଢ଼ିପାରେ ବୋଲି...

ନେପାଳରେ ବଡ଼ ଦୁର୍ଘଟଣା: ନଦୀକୁ ଖସିଲା ଭାରତୀୟ ଯାତ୍ରୀବାହୀ ବସ୍‌

କାଠମାଣ୍ଡୁ,୨୩।୮: ନେପାଳରେ ଏକ ବଡ଼ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି। ୪୦ ଜଣ ଭାରତୀୟଙ୍କୁ ନେଇ ଯାଉଥିବା ବସ୍‌ ନଦୀରେ ଖସିପଡିଥିବା ସୂଚନା ମିଳିଛି। ଉଦ୍ଧାର କାର୍ଯ୍ୟ ଚାଲିଛି। ଅନେକ ଲୋକଙ୍କର ମୃତ୍ୟୁ ହେବାର ସମ୍ଭାବନା ରହିଛି। ନେପାଳ ପୋଲିସର...

ବିଧାନସଭାରେ ବିରୋଧୀଙ୍କ ହଙ୍ଗାମା: ଜଣେ ନୁହେଁ, ଜଣଙ୍କ ପରେ ଜଣେ ବିଧାୟକ ଚଢ଼ିଗଲେ ବାଚସ୍ପତିଙ୍କ ପୋଡିୟମ ଉପରକୁ

ଭୁବନେଶ୍ୱର,୨୩।୮: ପୁଣି ବିଧାନସଭାରେ ବିରୋଧୀଙ୍କ ହଙ୍ଗାମା । ଆଜି ମଧ୍ୟ ଆରମ୍ଭରୁ ବିଧାନସଭା ସରଗରମ ହୋଇପଡ଼ିଛି। ମଦମୃତ୍ୟୁକୁ ନେଇ ବିଧାନସଭାରେ ବିଜେଡି ଓ କଂଗ୍ରେସ ସଦସ୍ୟ ପ୍ରବଳ ହଟଗୋଳ କରିଛନ୍ତି। ଏମିତି କି ବିରୋଧୀମାନେ ବାଚସ୍ପତି ସୁରମା ପାଢ଼ୀଙ୍କ ପୋଡିୟମ...

ୟୁକ୍ରେନରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି, ହେଲା ଭବ୍ୟ ସ୍ବାଗତ

କିଭ୍‌,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ୟୁକ୍ରେନରେ ପହଞ୍ଚିଛନ୍ତି। ୟୁକ୍ରେନରେ ପ୍ରଧାନମନ୍ତ୍ରୀ ପ୍ରାୟ ସାତ ଘଣ୍ଟା ରହିବେ। ସେଠାରୁ ସ୍ଥାନୀୟ ସମୟ ଅପରାହ୍ନ ୪.୪୦ରେ (ଭାରତୀୟ ସମୟ ସା ୭.୧୦)ରୁ ଫେରିବେ। ଏହା ପରେ ପ୍ରଧାନମନ୍ତ୍ରୀ ମୋଦି ଟ୍ରେନ ଯୋଗେ...

କୋଲକାତା ବଳାତ୍କାର ଘଟଣାରେ ସିବିଆଇ ହାତରେ ଲାଗିଲା ବଡ଼ ସୁରାକ, ପୀଡିତାଙ୍କ ସହ ହୋଇନାହିଁ…

କୋଲକାତା,୨୩।୮: କୋଲକାତାର ଟ୍ରେନି ଡାକ୍ତରଙ୍କ ବଳାତ୍କାର-ହତ୍ୟା ମାମଲାର ତଦନ୍ତ କରୁଥିବା ସିବିଆଇ ଏହି ମାମଲାରେ ତଦନ୍ତ ରିପୋର୍ଟ ସୁପ୍ରିମକୋର୍ଟରେ ଦାଖଲ କରିଛି। ଏହି ସମୟରେ ନୂଆ ପ୍ରମାଣ ସାମ୍ନାକୁ ଆସିଛି। ଯେଉଁଥିରେ ସିବିଆଇ ଜାଣିବାକୁ ପାଇଛି ଯେ ପୀଡିତାଙ୍କ ସହିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri