Tag Archives: Home Middle

ବିଶ୍ୱ ଐତିହ୍ୟରେ ବର୍ତ୍ତମାନ ୪୨ ଭାରତୀୟ ସ୍ଥଳ: ମନ କି ବାତରେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୨୪।୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମନ କି ବାତ କାର୍ଯ୍ୟକ୍ରମର ୧୦୫ ତମ ସଂସ୍କରଣରେ କହିଛନ୍ତି ଭାରତରେ ବିଶ୍ୱ ଐତିହ୍ୟ ସ୍ଥଳ ସଂଖ୍ୟା ବର୍ତ୍ତମାନ ୪୨ରେ ପହଞ୍ଚିଛି। ଆମର ଐତିହାସିକ ଏବଂ ସାଂସ୍କୃତିକ ସ୍ଥାନଗୁଡିକ ଅଧିକରୁ ଅଧିକ...

ପ୍ରାର୍ଥନା ଯୋଗୁ ମୋ ପୁଅକୁ ରାଜନୀତିରେ ଭଲ ସୁଯୋଗ ମିଳିଛି: ଆଣ୍ଟୋନୀଙ୍କ ସ୍ତ୍ରୀ…

ଥିରୁଭାନନ୍ତପୁରମ,୨୪।୯ : କଂଗ୍ରେସ ୱାର୍କିଂ କମିଟି ସଦସ୍ୟ ଏ.କେ ଆଣ୍ଟୋନିଙ୍କ ସ୍ତ୍ରୀ ଏଲିଜାବେଥ ଆଣ୍ଟୋନିଙ୍କ ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଏଥିରେ ସେ ତାଙ୍କ ବଡ ପୁଅ ଭାଜପାରେ ଯୋଗଦେବାକୁ ଯଥାର୍ଥ ବୋଲି କହିଛନ୍ତି। ସେ କହିଛନ୍ତି...

ବିଶ୍ୱରେ ଭାରତର ସଫଳତା ଦେଖିବାକୁ ମିଳିଛି: ମନ କି ବାତରେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୨୪।୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମନ କି ବାତ କାର୍ଯ୍ୟକ୍ରମର ୧୦୫ ତମ ସଂସ୍କରଣରେ ଜି -୨୦ଏବଂ ଚନ୍ଦ୍ରୟାନ -୩ ବିଷୟରେ ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି ବିଶ୍ୱରେ ଭାରତର ସଫଳତା ଦେଖିବାକୁ ମିଳିଛି। ପ୍ରଧାନମନ୍ତ୍ରୀ କହିଛନ୍ତି...

ନେପାଳକୁ ଭାରତଠାରୁ ଦୂରେଇବା ପାଇଁ ଷଡ଼ଯନ୍ତ୍ର: ଜିନପିଙ୍ଗଙ୍କୁ ଭେଟିଲେ ନେପାଳୀ ପ୍ରଧାନମନ୍ତ୍ରୀ…

ବେଜିଂ,୨୪।୯ : ନେପାଳର ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ପ୍ରଚଣ୍ଡ ଏବେ ଚାଇନା ଗସ୍ତରେ ଅଛନ୍ତି। ଏହି ସମୟରେ ନେପାଳ ପ୍ରଧାନମନ୍ତ୍ରୀ ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗଙ୍କୁ ଭେଟିଛନ୍ତି। ଏହି ବୈଠକରେ ଉଭୟ ଦେଶ ଅନେକ ବିକାଶ ପ୍ରସଙ୍ଗ ଉପରେ...

ସୁରକ୍ଷା ପରିଷଦରେ ଭାରତର ସ୍ଥାୟୀ ସଦସ୍ୟତାକୁ ଅଷ୍ଟ୍ରେଲିଆର ସମର୍ଥନ…

ନ୍ୟୁୟର୍କ, ୨୪।୯: ମିଳିତ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନଏସସି) ରେ ସଂସ୍କାର ଆଣିବାକୁ ଆହ୍ବାନ ଦେଇ ଅଷ୍ଟ୍ରେଲିଆର ବୈଦେଶିକ ମନ୍ତ୍ରୀ ପେନି ୱଙ୍ଗ ଭାରତ ଏବଂ ଜାପାନକୁ ମିଳିତ ଜାତିସଂଘ ସୁରକ୍ଷା ପରିଷଦର ସ୍ଥାୟୀ ସଦସ୍ୟ କରିବାକୁ ସମର୍ଥନ କରିଛନ୍ତି।...

ପାଶ୍ଚାତ୍ୟ ଦେଶମାନେ ରୁଷିଆ ବିରୋଧରେ କରୁଛନ୍ତି ସିଧାସଳଖ ଲଢ଼େଇ: ସର୍ଗେଇ ଲାଭରୋଭ…

ମସ୍କୋ,୨୪।୯: ରୁଷିଆର ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାଭରୋଭ ପାଶ୍ଚାତ୍ୟ ଦେଶଗୁଡ଼ିକୁ ମିଥ୍ୟା ସାମ୍ରାଜ୍ୟ ବୋଲି ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି କୃଷ୍ଣସାଗର ଶସ୍ୟ ଚୁକ୍ତିନାମାକୁ ପୁଣି ସ୍ବାଭାବିକ କରିବା ପାଇଁ ଉଦ୍ୟମ ସଫଳ ହେବ ନାହିଁ କାରଣ ଏଥିରେ ରୁଷିଆକୁ...

ଭାରତର ଜି-୨୦ ଅଧ୍ୟକ୍ଷତାକୁ ପ୍ରଶଂସା କଲେ ୟୁଏନଜିଏ ମୁଖ୍ୟ

ନ୍ୟୁୟର୍କ,୨୪।୯: ଆମେରିକାର ନ୍ୟୁୟର୍କରେ ଶନିବାର ‘ଇଣ୍ଡିଆ-ୟୁଏନ ଫର୍‌ ଗ୍ଲୋବାଲ ସାଉଥ: ଡେଲିଭରିଂ ଫର ଡେଭଲପମେଣ୍ଟ’ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି ସମୟରେ ମିଳିତ ଜାତିସଂଘ ସାଧାରଣ ସଭାର ଅଧ୍ୟକ୍ଷ(ୟୁଏନଜିଏ) ଡେନିସ ଫ୍ରାନ୍ସିସ ଭାରତର ଜି -୨୦ ଅଧ୍ୟକ୍ଷତାକୁୁ ପ୍ରଶଂସା କରିବା...

ବାରାଣସୀରେ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମର ଶିଳାନ୍ୟାସ

ବାରଣାସୀ (ଉତ୍ତର ପ୍ରଦେଶ), ୨୪ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ବାରାଣସୀଠାରେ ଏକ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ଷ୍ଟାଡିୟମର ଡିଜାଇନ ଭବବାନ ମହାଦେବଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯାଇଛି। କାଶି ସହରର ନାଗରିକମାନଙ୍କ ଲାଗି ଏହା...

ଏସିଆନ୍‌ ଗେମ୍ସ ଉଦ୍‌ଘାଟନୀ ସମାରୋହ

ହାଙ୍ଗଝୋ,୨୪ା୯: ଚାଇନାର ହାଙ୍ଗଝୋରେ ଏସିଆନ୍‌ ଗେମ୍ସ ୧୯ତମ ସଂସ୍କରଣର ଆନୁଷ୍ଠାନିକ ଉଦ୍‌ଘାଟନ ଶନିବାର ସନ୍ଧ୍ୟାରେ ହୋଇଛି। ଏଥିରେ ଭାରତୀୟ କ୍ରୀଡା ଦଳର ନେତୃତ୍ୱ ନେଇଥିଲେ ଭାରତୀୟ ପୁରୁଷ ହକି ଦଳର ଅଧିନାୟକ ହରମନ୍‌ପ୍ରୀତ୍‌ ସିଂ ଓ ଅଲିମ୍ପିକ୍ସ ପଦକ ବିଜୟିନୀ...

ପାରାଦୀପ ପୋର୍ଟରେ କରାଯାଉ କଣ୍ଟେନର ଟର୍ମିନାଲ

ଭୁବନେଶ୍ୱର,୨୪।୯: ଓଡ଼ିଶାର ପ୍ରମୁଖ ବନ୍ଦର ‘ପାରାଦୀପ ପୋର୍ଟ’ରେ ଏକ ଅତ୍ୟାଧୁନିକ କଣ୍ଟେନର ଟର୍ମିନାଲ କରାଯାଉ ବୋଲି ଜିନ୍ଦଲ ଷ୍ଟେନ୍‌ଲେସ୍‌ର ଲଜିଷ୍ଟିକ୍ସ ମୁଖ୍ୟ ଭେଙ୍କଟେଶ୍ୱର ରାଓ ଭୁବନେଶ୍ୱରଠାରେ ଆୟୋଜିତ ଦିନିକିଆ ଲଜିଷ୍ଟିକ୍‌ ସମ୍ମିଳନୀକୁ ସମ୍ବୋଧିତକରି ଏଭଳି ମତବ୍ୟକ୍ତ କରିଛନ୍ତି। ସେହିଭଳି ଉକ୍ତ କଣ୍ଟେନର...

ପ୍ରଭାତ, ସ୍ତ୍ରୀ ଲକ୍ଷ୍ମୀ ବିଳାସିନୀଙ୍କ ନାଁରେ ଚାର୍ଜଫ୍ରେମ୍‌

ଭୁବନେଶ୍ୱର,୨୪।୯(ସୂର୍ଯ୍ୟକାନ୍ତ ବେହେରା): ବହୁଚର୍ଚ୍ଚିତ ସିଶୋର ଚିଟ୍‌ଫଣ୍ଡ ଠକେଇ ମାମଲାର ୯ବର୍ଷ ପରେ ଭୁବନେଶ୍ୱର ସିବିଆଇ-୧ କୋର୍ଟରେ ଚାର୍ଜଫ୍ରେମ ହୋଇଛି। କଟକ-ଚୌଦ୍ୱାରର ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳଙ୍କ ଏବଂ ତାଙ୍କ ସ୍ତ୍ରୀ ଲକ୍ଷ୍ମୀ ବିଳାସିନୀଙ୍କ ନାଁରେ ବେଆଇନ ଅର୍ଥ କାରବାର ଅଭିଯୋଗରେ...

ନିଜ୍ଜର ହତ୍ୟା ପ୍ରମାଣ ଭାରତକୁ ଦିଆଯାଇଛି: ଟ୍ରୁଡୋ

ଟରଣ୍ଟୋ,୨୪ା୯ : ବିଚ୍ଛିନ୍ନତାବାଦୀ ନେତା ହରଦୀପ୍‌ ସିଂ ନିଜ୍ଜର ହତ୍ୟା ସହ ଭାରତୀୟ ଏଜେଣ୍ଟ ସମ୍ପୃକ୍ତ ଥିବା ନେଇ ନିର୍ଭରଯୋଗ୍ୟ ଅଭିଯୋଗର ପ୍ରମାଣ ବହୁ ସପ୍ତାହ ପୂର୍ବରୁ ଭାରତକୁ ଦିଆଯାଇଥିବା କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ କହିଛନ୍ତି। ଏହି ସାଂଘାତିକ ଘଟଣାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri