Tag Archives: Home Middle

ସୁଦାମ ମାର୍ଣ୍ଡିଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର,୨୧।୯:ସ୍କୁଲ ଏବଂ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ଗୁରୁବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ପ୍ରମିଳା ମଲ୍ଲିକ ବାଚସ୍ପତି ପଦ ପାଇଁ ପ୍ରାର୍ଥୀ ହୋଇଥିବାରୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ...

ଜି-୨୦ ସମ୍ମିଳନୀରେ ବି ଡ୍ରାମା କରିଥିଲେ କାନାଡା ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୧।୯: କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଭାରତର ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଜି-୨୦ ଶିଖର ସମ୍ମିଳନୀରେ ବି ଡ୍ରାମା କରିଥିଲେ। ଟ୍ରୁଡୋ ଭାରତ ଯାତ୍ରା ସମୟରେ ପ୍ରେସିଡେଣ୍ଟସିୟାଲ ସୁଟରେ ରହିବାକୁ ମନା କରିଦେଇଥିଲେ ଓ ହୋଟେଲର ଏକ ସାଧାରଣ କୋଠରିରେ...

ଏସପି ପାଇଁ ଘାତକ ହୋଇ ପାରନ୍ତି ସ୍ବାମୀ ପ୍ରସାଦ ମୌର୍ଯ୍ୟ, ବ୍ରାହ୍ମଣ-ହିନ୍ଦୁ ଧର୍ମ ବିରୋଧରେ ଦେଇଥିଲେ ମନ୍ତବ୍ୟ…

ଲକ୍ଷ୍ନୌ,୨୧।୯ : ବ୍ରାହ୍ମଣ ମହାସଭା ସ୍ବାମୀ ପ୍ରସାଦ ମୌର୍ଯ୍ୟଙ୍କ ବ୍ରାହ୍ମଣ ଏବଂ ହିନ୍ଦୁ ଧର୍ମ ବିରୋଧୀ ମନ୍ତବ୍ୟ ନେଇ ଅସନ୍ତୁଷ୍ଟ ଅଛନ୍ତି। ଏହାକୁ ବିରୋଧ କରି ବ୍ରାହ୍ମଣ ମହାସଭା ମୌର୍ଯ୍ୟଙ୍କ ପୁତ୍ତଳିକା ପୋଡିଛନ୍ତି। ପ୍ରଦର୍ଶନକାରୀ ମୋର୍ଯ୍ୟଙ୍କ ବିରୋଧରେ ସ୍ଲୋଗାନ ଦେଇଛନ୍ତି।...

ପାକିସ୍ତାନ: ମହିଳାଙ୍କୁ ବର୍ଷକରେ ୩ଥର ପ୍ରସୂତିକାଳୀନ ଛୁଟି

ଇସଲାମବାଦ,୨୧।୯: ପାକିସ୍ତାନର ସିନ୍ଧ ପ୍ରଦେଶର ଏକ ସରକାରୀ ବିଦ୍ୟାଳୟର ଶିକ୍ଷୟିତ୍ରୀଙ୍କୁ ଗୋଟିଏ ବର୍ଷରେ ତିନିଥର ପ୍ରସୂତିକାଳୀନ ଛୁଟି ଦିଆଯାଇଥିଲା। ତେବେ ଏନେଇ ସିନ୍ଧ ପ୍ରଦେଶର ଶିକ୍ଷା ବିଭାଗ ଦକ୍ଷିଣ ସିନ୍ଧରେ ଅବସ୍ଥିତ ନୋଶେରା ଫିରୋଜ ଟାଉନ ସ୍କୁଲକୁ ରିପୋର୍ଟ ମାଗିଛି।...

ରାଷ୍ଟ୍ରପତି ଆଦିବାସୀ ସମ୍ପ୍ରଦାୟରୁ ଆସିଛନ୍ତି, ସେଥିପାଇଁ ସଂସଦ ଭବନ ଉଦଘାଟନ ପାଇଁ କରାଗଲାନି ଆମନ୍ତ୍ରଣ: ଉଦୟାନିଧି…

ଚେନ୍ନାଇ,୨୧।୯ : ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନଙ୍କ ପୁଅ ଉଦୟାନିଧି ଷ୍ଟାଲିନ ପୁଣି ଥରେ ସନାତନ ଧର୍ମ ଉପରେ ବିବାଦୀୟ ବିବୃତ୍ତି ଦେଇଛନ୍ତି। ଏଥର ସେ ସନାତନ ଧର୍ମକୁ ସଂସଦ ଭବନର ଉଦଘାଟନୀ ଉତ୍ସବ ସହ ଯୋଡ଼ିଛନ୍ତି। କାହିଁକି ରାଷ୍ଟ୍ରପତି...

କମ ସୁଧ ହାର ଯୋଗୁ ସଞ୍ଚୟ ହୋଇଛି ହ୍ରାସ, ଲୋକେ ସମ୍ପତ୍ତିରେ କରିଛନ୍ତି ବିନିଯୋଗ…

ନୂଆଦିଲ୍ଲୀ,୨୧।୯ : କରୋନା ମହାମାରୀ ସମୟରେ ଭାରତୀୟ ବ୍ୟାଙ୍କଗୁଡିକ ସୁଧ ହାର ହ୍ରାସ କରିଥିଲେ, ଯେଉଁ କାରଣରୁ ଲୋକମାନେ ଆର୍ଥିକ ସଞ୍ଚୟ କରିବା ପରିବର୍ତ୍ତେ ସମ୍ପତ୍ତିରେ ବିନିଯୋଗ କରିଥିଲେ। ଏସବିଆଇର ଏକ ଅନୁସନ୍ଧାନ ରିପୋର୍ଟରେ ଏହି ଦାବି କରାଯାଇଛି। ଅନୁସନ୍ଧାନ...

ଟ୍ରୁଡୋଙ୍କ ଅଭିଯୋଗକୁ ନିନ୍ଦା କଲା ଆମେରିକା

ଓ୍ବାଶିଂଟନ୍‌,୨୧।୯: ବିଚ୍ଛିନ୍ନତାବାଦୀ ନେତା ହରଦୀପ୍‌ ସିଂ ନିଜାରଙ୍କ ହତ୍ୟାକାଣ୍ଡରେ ଭାରତୀୟ ଏଜେନ୍ସିମାନଙ୍କ ହାତ ଥିବା ନେଇ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଅଭିଯୋଗ କରିଛନ୍ତି। ଏନେଇ ଟ୍ରୁଡୋଙ୍କୁ ସବୁ ଦିଗରୁ ସମାଲୋଚନା କରାଯାଉଛି। ଭାରତ-କାନାଡା ବିବାଦରେ ଫାଇଭ୍‌ ଆଇଜ୍‌ ଆଲାଇନ୍ସରେ...

କୁଲିଙ୍କ ଭଳି ମୁଣ୍ଡରେ ରେଳ ଯାତ୍ରୀଙ୍କ ସାମଗ୍ରୀ ବୋହିଲେ ରାହୁଲ…

ନୂଆଦିଲ୍ଲୀ,୨୧।୯ : କଂଗ୍ରେସ ନେତା ରାହୁଲ ଗାନ୍ଧୀ ରାଜଧାନୀ ଦିଲ୍ଲୀର ଆନନ୍ଦ ବିହାର ରେଳ ଷ୍ଟେଶନରେ କୁଲିଙ୍କୁ ଭେଟିଥିଲେ। ଏହି ସମୟ ମଧ୍ୟରେ ସେ ଯାତ୍ରୀମାନଙ୍କ ସାମଗ୍ରୀ ମଧ୍ୟ ମୁଣ୍ଡରେ କୁଲିଙ୍କ ଭଳି ଉଠାଇଥିଲେ। ଯାହାର ଭିଡିଓ ସାମ୍ନାକୁ ଆସିଛି।...

ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପ୍ରମିଳା ମଲ୍ଲିକ

ଭୁବନେଶ୍ୱର,୨୧।୯: ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ନେତ୍ରୀ ପ୍ରମିଳା ମଲ୍ଲିକ ଗୁରୁବାର ମନ୍ତ୍ରୀ ପଦରୁ ଇସ୍ତାଫା ଦେଇଛନ୍ତି। ବିଜେଡି ପକ୍ଷରୁ ବୁଧବାର ବାଚସ୍ପତି ପ୍ରାର୍ଥୀ ଭାବେ ତାଙ୍କ ନାମ ଘୋଷଣା କରାଯାଇଛି। ନାମାଙ୍କନପତ୍ର ଦାଖଲ...

କ୍ରିମିଆ-କୃଷ୍ଣ ସାଗର ଉପରେ ଆକ୍ରମଣ କଳା ୟୁକ୍ରେନ…

କିଭ୍‌,୨୧।୯ : ରୁଷିଆ ଗୁରୁବାର କହିଛି କ୍ରିମିଆ ଉପଦ୍ୱୀପ ତଥା ମସ୍କୋ ସହିତ କୃଷ୍ଣ ସାଗର ଉପରେ ରାତି ଉଡୁଥିବା ୧୯ ଟି ୟୁକ୍ରେନ ଡ୍ରୋନ ନଷ୍ଟ କରାଯାଇଛି। ନ୍ୟୁଜ ଏଜେନ୍ସି ରୁ ମିଳିଥିବା ସୂଚନା ଅନୁଯାୟୀ, ମସ୍କୋର ପ୍ରତିରକ୍ଷା...

ବାଇଡେନଙ୍କୁ ଭେଟିଲେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ, ବୈଠକରେ ଭାରତର ଅର୍ଥନୈତିକ କରିଡରକୁ ପ୍ରଶଂସା

ଓ୍ବାଶିଂଟନ୍‌,୨୧।୯: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ନ୍ୟୁୟର୍କରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ସାକ୍ଷାତ କରିଛନ୍ତି। ଏହି ସମୟରେ ଦୁଇ ନେତାଙ୍କ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୈଠକ ଅନୁଷ୍ଠିତ ହୋଇଥିଲା ଯେଉଁଥିରେ ଭାରତ-ମଧ୍ୟ ପ୍ରାଚ୍ୟ-ୟୁରୋପର ଅର୍ଥନୈତିକ କରିଡର ନିଷ୍ପତ୍ତିକୁ ସ୍ବାଗତ...

ଟ୍ରେନ ଦୁର୍ଘଟଣା ଅନୁକମ୍ପା ରାଶି ୧୦ ଗୁଣ ବଢିଲା

ନୂଆଦିଲ୍ଲୀ,୨୧।୯: ଭାରତୀୟ ରେଳ ବୋର୍ଡ ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ କିମ୍ବା ଆଘାତରେ ଦିଆଯାଇଥିବା ଅନୁକମ୍ପା ରାଶିକୁ ୧୦ ଗୁଣ ବୃଦ୍ଧି କରିଛି। ଏହି ରାଶି ଶେଷ ଥର ପାଇଁ ୨୦୧୨ ଏବଂ ୨୦୧୩ରେ ସଂଶୋଧିତ ହୋଇଥିଲା। ବୋର୍ଡ କହିଛି ଯେ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri