Tag Archives: Home Middle

ଟସ୍‌ ଜିତି ପାକିସ୍ତାନର ବ୍ୟାଟିଂ ନିଷ୍ପତ୍ତି…

କଲମ୍ବୋ,୧୪।୯: ୨୦୨୩ ଏସିଆ କପ ଗୁରୁବାର ପାକିସ୍ତାନ ଏବଂ ଶ୍ରୀଲଙ୍କା ମଧ୍ୟରେ ସୁପର ଫୋର୍‌ ମ୍ୟାଚ କଲମ୍ବୋର ଆର ପ୍ରେମାଦାସା ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚରେ ପାକିସ୍ତାନୀ ଦଳର ଅଧିନାୟକ ବାବର ଆଜମ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି...

ଅନନ୍ତନାଗରେ ସେନା ଅପରେଶନ ଜୋରଦାର, ନିଆଯାଉଛି ହେରୋନ ଡ୍ରୋନର ସାହାଯ୍ୟ

ନୂଆଦିଲ୍ଲୀ,୧୪।୯: ଜମ୍ମୁ-କଶ୍ମୀରର ଅନନ୍ତନାଗରେ ସୁରକ୍ଷାକର୍ମୀଙ୍କ ଦ୍ୱାରା ଡ୍ରୋନ ବ୍ୟବହାର କରି ସର୍ଚ୍ଚ ଅପରେଶନ ଜାରି ରଖାଯାଇଛି। ଯେଉଁଠାରେ ବୁଧବାର ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇଥିଲା। ଜମ୍ମୁ କଶ୍ମୀର ପୋଲିସ ଗୁରୁବାର ଅନନ୍ତନାଗ ଜିଲାରେ ଦୁଇ ଲଶ୍କର-ଇ-ତୋଏବା ଆତଙ୍କବାଦୀଙ୍କୁ...

‘ପାକିସ୍ତାନକୁ ଅଲଗା ନ କଲେ କିଛି ହେବ ନାହିଁ’, ପାକକୁ ଟାର୍ଗେଟ କଲେ ଭିକେ ସିଂ

କଶ୍ମୀର,୧୪।୯: ଦକ୍ଷିଣ କଶ୍ମୀରର ଅନନ୍ତନାଗରେ ଆତଙ୍କବାଦୀ ଏବଂ ସେନାଙ୍କ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ଜଣେ ସେନା ଯବାନ ଏବଂ ତିନିଜଣ ଅଧିକାରୀ ଶହୀଦ ହୋଇଛନ୍ତି। ସେନାଙ୍କର ଶେଷକୃତ୍ୟ ପରେ କେନ୍ଦ୍ର ମନ୍ତ୍ରୀ ତଥା ପୂର୍ବତନ ସେନା ମୁଖ୍ୟ ଜେନେରାଲ ଭି.କେ...

ଆସନ୍ତା ମାସରୁ ବଦଳିବ ନିୟମ, ଆଧାରରୁ ଡିଏଲ ପର୍ଯ୍ୟନ୍ତ କେବଳ ଜନ୍ମ ପ୍ରମାଣ ପତ୍ରରେ ହୋଇଯିବ ଅନେକ କାମ

ନୂଆଦିଲ୍ଲୀ,୧୪।୯: ଜନ୍ମ ଏବଂ ମୃତ୍ୟୁ ପଞ୍ଜିକରଣ (ସଂଶୋଧନ) ଅଧିନିୟମ, ୨୦୨୩ ଅକ୍ଟୋବର ୧, ୨୦୨୩ ଠାରୁ ସାରା ଦେଶରେ ଲାଗୁ ହେବାକୁ ଯାଉଛି। ଏଏନଆଇର ଖବର ଅନୁଯାୟୀ, ବର୍ତ୍ତମାନ ଜନ୍ମ ପ୍ରମାଣପତ୍ରର ଗୁରୁତ୍ୱ ବୃଦ୍ଧି ପାଇବ। ବିଦ୍ୟାଳୟ, କଲେଜରେ ଆଡମିଶନ,...

୪୧ଶତକଡା ଲୋକ ଅନଲାଇନରେ ଆକାଉଣ୍ଟ ପରିଚାଳନା କରିବା ଜାଣନ୍ତି ନାହିଁ

ନୂଆଦିଲ୍ଲୀ, ୧୪।୯: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ଗତବର୍ଷ ଏପ୍ରିଲରେ ଉଦଗ୍ୟମ (Unclaimed Deposits Gateway to Access inforMation) ନାମକ ଏକ ପୋର୍ଟାଲ ଲଞ୍ଚ କରିଛି। ଏହି ପୋର୍ଟାଲ ମାଧ୍ୟମରେ ଅନକ୍ଲେମଡ ବା ବେନାମୀ ଆକାଉଣ୍ଟଗୁଡ଼ିକ ବିଷୟରେ...

ରାଷ୍ଟ୍ରପତି ହେଲେ ବନ୍ଦ ହେବ ଏଫବିଆଇ, ୭୫ ପ୍ରତିଶତ ଫେଡେରାଲ କର୍ମଚାରୀ ଦେଖିବେ ବାହାରର ରାସ୍ତା, ବିବେକ ରାମସ୍ବାମୀଙ୍କ ଦାବି

ଓ୍ବାଶିଂଟନ,୧୪।୯: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନରେ ରିପବ୍ଲିକାନ ପାର୍ଟିରୁ ପ୍ରାର୍ଥୀ ଦାବି କରୁଥିବା ଭାରତୀୟ ମୂଳ ଆମେରିକୀୟ ବିବେକ ରାମସ୍ବାମୀ ଏକ ଚକିତ କରିବା ଭଳି କଥା କହିଛନ୍ତି। ସେ କହିଛନ୍ତି ଯେ ଯଦି ସେ ୨୦୨୪ ନିର୍ବାଚନରେ ବିଜୟୀ ହୁଅନ୍ତି...

ଜି-୨୦କୁ ଦେଖି ବିଚଳିତ ପାକିସ୍ତାନ ଆର୍ମି, ଅନନ୍ତନାଗ ଆକ୍ରମଣରେ ପାକିସ୍ତାନର ହାତ

ନୂଆଦିଲ୍ଲୀ,୧୪।୯: କାଶ୍ମୀରର ଅନନ୍ତନାଗ ଏବଂ ରାଜୌରୀରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ଏବଂ ଆକ୍ରମଣରେ ପାକିସ୍ତାନର ସମ୍ପୃକ୍ତି ସ୍ପଷ୍ଟ ହୋଇଛି। ପ୍ରତିରକ୍ଷା ଇଣ୍ଟେଲିଜେନ୍ସ ଏଜେନ୍ସି ସୂତ୍ରରୁ ପ୍ରକାଶ ଯେ ଗତ ୫ଦିନର କ୍ରସ ବର୍ଡର କଲ ଇଣ୍ଟରସେପ୍ଟରୁ ଜଣାପଡିଛି ଯେ ପାକିସ୍ତାନ ଆତଙ୍କବାଦୀମାନେ...

ଅନକ୍ଲେମଡ ଆକାଉଣ୍ଟରୁ ୪୨,୨୭୨କୋଟି ଟଙ୍କା ପଠାଯାଇଛି: ଆରବିଆଇ

ନୂଆଦିଲ୍ଲୀ,୧୪।୯: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ଗତବର୍ଷ ଏପ୍ରିଲରେ ଉଦଗ୍ୟମ (Unclaimed Deposits Gateway to Access inforMation) ନାମକ ଏକ ପୋର୍ଟାଲ ଲଞ୍ଚ କରିଛି। ଏହି ପୋର୍ଟାଲ ମାଧ୍ୟମରେ ଅନକ୍ଲେମଡ ବା ବେନାମୀ ଆକାଉଣ୍ଟଗୁଡ଼ିକ ବିଷୟରେ ସୂଚନା...

‘ସନାତନକୁ ଶେଷ କରିବାକୁ ଗଠନ ହୋଇଛି ଇଣ୍ଡିଆ’, ବିରୋଧୀ ମେଣ୍ଟକୁ ମୋଦିଙ୍କ ଟାର୍ଗେଟ

ଭୋପାଳ,୧୪।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ମଧ୍ୟପ୍ରଦେଶ ଗସ୍ତରେ ଅଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ରାଜ୍ୟକୁ ୬୦,୦୦୦ କୋଟି ଟଙ୍କା ମୂଲ୍ୟର ଅନେକ ବଡ ଉପହାର ଦେବାକୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀ ବିନା ସହରରେ ପହଞ୍ଚିଛନ୍ତି, ଯେଉଁଠାରେ ସେ ବିନା ରିଫାଇନାରୀରେ...

ପାର୍ବଣ ପୂର୍ବରୁ ଭାରତରୁ ୨୦ହଜାର ମେଟ୍ରିକ ଟନ ଚିନି ଆମଦାନୀ କରିବ ନେପାଳ

ନୂଆଦିଲ୍ଲୀ,୧୪।୯: ପାର୍ବଣ ପୂର୍ବରୁ ଘରୋଇ ଚାହିଦା ପୂରଣ କରିବା ପାଇଁ ନେପାଳ ସରକାର ଭାରତରୁ ୨୦ହଜାର ମେଟ୍ରିକ ଟନ ଚିନି ଆମଦାନୀ କରିବାକୁ ଯାଉଛନ୍ତି। ଶିଳ୍ପ, ବାଣିଜ୍ୟ ଏବଂ ଯୋଗାଣ ମନ୍ତ୍ରଣାଳୟ ସ୍ଥାନୀୟ ଚାହିଦା ପୂରଣ ପାଇଁ ୬୦ହଜାର ମେଟ୍ରିକ...

ଭାରତର ମଧ୍ୟପ୍ରାଚ୍ୟ କରିଡରକୁ ନେଇ ଚିନ୍ତାରେ ପାକିସ୍ତାନ: ତୁର୍କୀ ପହଞ୍ଚିଲେ ପାକିସ୍ତାନ ସେନା ମୁଖ୍ୟ

ଆଙ୍କରା,୧୪।୯: ଭାରତ ଆମେରିକା, ସାଉଦି ଆରବ ଓ ୟୁଏଇ ସହଯୋଗରେ ମଧ୍ୟପ୍ରାଚ୍ୟ କରିଡର ବା ରେଳ ସଂଯୋଗ କରିବାକୁ ଯାଉଛି। ପାକିସ୍ତାନର ଏହା ଚିନ୍ତାର କାରଣ ସାଜିଛି । ତେବେ ଏହାରି ଭିତରେ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ ଅସୀମ...

କେରଳରେ ପୁଣି ହେବ କି ଲକ୍‌ଡାଉନ! ନିପା ସଂକ୍ରମଣକୁ ନେଇ ସ୍କୁଲ, କଲେଜ ବନ୍ଦ

ଥିରୁଭାନନ୍ତପୁରମ,୧୪।୯: କେରଳର ନିପା ସଂକ୍ରମଣକୁ ନେଇ ଆତଙ୍କ ଦେଖାଯାଇଛି। କୋଜିକୋଡେରେ ନିପା ଭାଇରସ ଯୋଗୁଁ ଦୁଇ ଜଣଙ୍କ ମୃତ୍ୟୁ ପରେ ରାଜ୍ୟ ସରକାର ସତର୍କ ସୂଚନା ଜାରି କରିଛନ୍ତି। ଏଠାରେ ୭ଟି ଗ୍ରାମ ପଞ୍ଚାୟତକୁ କଣ୍ଟେଣ୍ଟମେଣ୍ଟ ଜୋନ ଘୋଷଣା କରାଯାଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri