Tag Archives: Home Middle

ରାଷ୍ଟ୍ରପତିଙ୍କ ଦ୍ୱାରା ଆୟୁଷ୍ମାନ ଭବ ଅଭିଯାନର ଶୁଭାରମ୍ଭ ହେବ…

ନୂଆଦିଲ୍ଲୀ,୧୩।୯ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ରାଜ ଭବନରୁ ଭିଡିଓ କନଫରେନ୍ସ ଜରିଆରେ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ‘ଆୟୁଷ୍ମାନ ଭବ’ ଅଭିଯାନର ଶୁଭାରମ୍ଭ କରିବେ। ‘ଆୟୁଷ୍ମାନ ଭବ’ ଏକ ଦେଶବ୍ୟାପୀ ପଦକ୍ଷେପ, ଯାହା ଦେଶର...

୨୩ ସେପ୍ଟେମ୍ବରରେ କାଶୀ ଯିବେ ପ୍ରଧାନମନ୍ତ୍ରୀ, ୧୦୦୦ କୋଟି ପ୍ରକଳ୍ପର ଦେବେ ଉପହାର

ନୂଆଦିଲ୍ଲୀ,୧୩।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେପ୍ଟେମ୍ବର ୨୩ରେ କାଶୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ ପ୍ରଧାନମନ୍ତ୍ରୀ କାଶୀକୁ ଏକ ବଡ଼ ଉପହାର ଦେବେ। ବାରାଣାସୀ କମିଶନର ଦେଇଥିବା ସୂଚନା ଅନୁଯାୟୀ ପ୍ରଧାନମନ୍ତ୍ରୀ ମୋଦି କାଶୀରେ ପ୍ରାୟ ୩...

ଆଣବିକ ଅସ୍ତ୍ରଶସ୍ତ୍ର ବ୍ୟବହାର ପାଇଁ ଆଗ୍ରହୀ ୟୁକ୍ରେନ: ପୁଟିନ୍‌

ମସ୍କୋ,୧୩।୯: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଉତ୍ତର କୋରିଆ ଶାସକ କିମ ଜୋଙ୍ଗ ଉନ୍‌ଙ୍କ ସହିତ ସାକ୍ଷାତ କରିବାର କିଛି ଘଣ୍ଟା ପୂର୍ବରୁ ଏକ ବଡ ବୟାନ ଦେଇଛନ୍ତି। ରାଷ୍ଟ୍ରପତି ପୁଟିନ କହିଛନ୍ତି, ଆମେରିକା ଏବଂ ବ୍ରିଟେନ ଆଣବିକ ଅସ୍ତ୍ର...

ମଣିପୁରରେ ହିଂସାକୁ ରୋକିବା ପାଇଁ ୩୫୬ ଏକ ପ୍ରଭାବଶାଳୀ ଉପାୟ ହୋଇପାରେ, ରାଜନୈତିକ ମହଲରେ ଚର୍ଚ୍ଚା…

ଇମ୍ଫାଲ,୧୩।୯ : ମେ ୩ରେ ମଣିପୁରରେ ଆରମ୍ଭ ହୋଇଥିବା ହିଂସା ବନ୍ଦ ହେବାର ନାମ ନେଉ ନାହିଁ। ତେବେ ଏହା ମଧ୍ୟରେ କେନ୍ଦ୍ର ସରକାର ଦାବି କରିଛନ୍ତି ହତ୍ୟା ଆଉ ଘଟୁନାହିଁ, କିନ୍ତୁ ସମୟକ୍ରମେ ଏଭଳି ଘଟଣା ଜାରି ରହିଛି।...

କାବେରୀ ଜଳ ବିବାଦ: ସିଦ୍ଦରାମାୟା ଡାକିଲେ ଜରୁରୀକାଳୀନ ବୈଠକ…

ବେଙ୍ଗାଲୁରୁ,୧୩।୯ : କାବେରୀ ନଦୀରୁ ଜଳ ଛାଡିବା ନେଇ ବିବାଦ କ୍ରମାଗତ ଭାବେ ବଢ଼ିବାରେ ଲାଗିଛି। କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରାମାୟା ବୁଧବାର ଏକ ସ୍ବତନ୍ତ୍ର ଜରୁରୀ ବୈଠକ ଡାକିଛନ୍ତି। ବାସ୍ତବରେ, କାବେରୀ ଜଳ ପରିଚାଳନା ପ୍ରାଧିକରଣ (ସିଡବ୍ଲୁଆରସି) ତାମିଲନାଡୁକୁ ଆସନ୍ତା...

ରୁଷିଆ ଗସ୍ତରେ ଥାଏ ବି ଆଣବିକ ଚୁକ୍ତିକୁ ଅଣଦେଖା…

ପ୍ୟୋଙ୍ଗୟାଙ୍ଗ,୧୩।୯: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ ବର୍ତ୍ତମାନ ରୁଷିଆ ଗସ୍ତରେ ଅଛନ୍ତି। ଏହି ସମୟରେ ଜାପାନର ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ବଡ଼ ଏବଂ ଆଶ୍ଚର୍ଯ୍ୟଜନକ ସୂଚନା ଦେଇଛି। ଜାପାନର ପିଏମଓ ସୋସିଆଲ ମିଡ଼ିଆ ଏକ୍ସରେ ସୂଚନା ଦେଇଛି...

ଆଜମ ଖାନଙ୍କ ଘରେ ଆୟକର ଚଢାଉ

ଲକ୍ଷ୍ନୌ,୧୩।୯: ପୂର୍ବତନ ମନ୍ତ୍ରୀ ତଥା ଏସପିର ବରିଷ୍ଠ ନେତା ଆଜମ ଖାନଙ୍କ ଘରେ ବୁଧବାର ଆୟକର ବିଭାଗ ଚଢାଉ କରିଛି। ଜୌହର ଟ୍ରଷ୍ଟରେ ହୋଇଥିବା ଅନିୟମିତତା ପାଇଁ ଆଜମ ଖାନଙ୍କ ରାମପୁର, ମେରଠ, ଗାଜିଆବାଦ, ସହାରନପୁର, ସୀତାପୁର ଏବଂ ଲକ୍ଷ୍ନୌରେ...

ଗୁରୁବାର ସିଙ୍ଗାପୁରର ୯ମ ରାଷ୍ଟ୍ରପତି ଭାବେ ଶପଥ ନେବେ ଥରମାନ୍‌ ଶାନମୁଗରତ୍ନମ

ସିଙ୍ଗାପୁର,୧୩।୯: ସିଙ୍ଗାପୁରରେ ରାଷ୍ଟ୍ରପତି ନର୍ବାଚନରେ ଜିତିଥିବା ଭାରତୀୟ ବଂଶୋଭବ ସିଙ୍ଗାପୁର ଜନ୍ମିତ ଅର୍ଥନୀତିଜ୍ଞ ଥରମାନ୍‌ ଶାନମୁଗରତ୍ନମ ସେପ୍ଟେମ୍ବର ୧୪ ଅର୍ଥାତ୍‌ ଗୁରୁବାର ସିଙ୍ଗାପୁରର ୯ମ ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିବେ। ସୂଚନାଯୋଗ୍ୟ, ଥରମାନ୍‌ ଶାନମୁଗରତ୍ନମ ୭୦.୪ ପ୍ରତିଶତ ଭୋଟ...

ମଥୁରା ଦର୍ଶନ କରିବାକୁ ଯାଉଥିବା ବେଳେ ଅଘଟଣ, ଚାଲିଗଲା ୧୧ ଜଣଙ୍କ ଜୀବନ

ଜୟପୁର,୧୩।୯: ରାଜସ୍ଥାନର ଭରତପୁରରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୧ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୨ ଜଣ ଗୁରୁତର ଆହତ ହୋଇଛନ୍ତି। ଏହି ଆହତମାନଙ୍କୁ ଜିଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କୁହାଯାଉଛି ଯେ, ଏହି ଦୁର୍ଘଟଣା ଏନ୍‌ଏଚ୍‌-୨୧ସ୍ଥିତ...

ଅନ୍ୟଙ୍କୁ ନ ଦେଖାଇ କେବଳ ନିଜେ ଅଶ୍ଳୀଳ ଭିଡ଼ିଓ ଦେଖିଲେ ଏହାକୁ କୁହା ଯିବନି ଅଶ୍ଳୀଳତା ଅପରାଧ: ହାଇକୋର୍ଟ…

ଥିରୁଭାନନ୍ତପୁରମ,୧୨।୯ : କେରଳ ହାଇକୋର୍ଟ ନିଜ ମୋବାଇଲ ଫୋନରେ ଅଶ୍ଳୀଳ ଭିଡ଼ିଓ ଦେଖୁଥିବା ସମୟରେ ଗିରଫ କରାଯାଇଥିବା ଜଣେ ବ୍ୟକ୍ତିଙ୍କ ମାମଲାକୁ ଖାରଜ କରିଦେଇଛନ୍ତି। ସେ ଭିଡ଼ିଓ ଦେଖୁଥିବା ସମୟରେ ପୋଲିସ ତାଙ୍କୁ ଗିରଫ କରିଥିଲା। ବ୍ୟକ୍ତିଙ୍କ ବିରୋଧରେ ଆରମ୍ଭ...

୨୦୨୩ରେ ୨୮ ଅହମ୍ମଦିଆ ଉପାସନାସ୍ଥଳରେ ହୋଇଛି ଭଙ୍ଗାରୁଜା: ପାକିସ୍ତାନ ସ୍ଥିତି ନେଇ ଜାତିସଂଘର ଚିନ୍ତା…

ଜେନେଭା,୧୨।୯ : ଚଳିତ ୨୦୨୩ ମସିହାରେ ପାକିସ୍ତାନର ବିଭିନ୍ନ ଅଞ୍ଚଳରେ ଅହମ୍ମଦିଆ ସଂଖ୍ୟାଲଘୁ ସମ୍ପ୍ରଦାୟର ୨୮ଟି ଉପାସନା ସ୍ଥଳ ଉପରେ ମୌଳବାଦୀ ଇସଲାମୀୟମାନଙ୍କ ଦ୍ୱାରା ଆକ୍ରମଣ ହୋଇଛି କିମ୍ବା ପୋଲିସ ଦ୍ୱାରା ଆଂଶିକ ଭାବେ ଭାଙ୍ଗି ଦିଆଯାଇଛି। ମଙ୍ଗଳବାର ଜାାତିସଂଘର...

ଶ୍ରୀଲଙ୍କା ପାଇଁ ବିଜୟ ଲକ୍ଷ୍ୟ ୨୧୪ ରନ…

କଲେମ୍ବୋ,୧୨।୯ : ଏସିଆ କପରେ ସୁପର ଫୋରର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କାର କଲମ୍ବୋର ଆର.ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଛି। ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଫଳରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri