Tag Archives: Home Middle

ସାଉଦି ଆରବରୁ ଭାରତ ଯାଏଁ ହେବ ରେଲଓ୍ବେ ଲାଇନ, ଚାଇନାକୁ କାଉଣ୍ଟର କରିବାକୁ ପ୍ରସ୍ତୁତ ହେଲା ଷ୍ଟ୍ରାଟେଜି ପ୍ଲାନ୍‌

ନୂଆଦିଲ୍ଲୀ,୮।୯: ଜି-୨୦ନେଇ ରାଜଧାନୀ ଦିଲ୍ଲୀରେ ପ୍ରସ୍ତୁତ ଶେଷ ହୋଇ ସାରିଛି। ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ଋଷି ସୁନକ ଓ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଦିଲ୍ଲୀରେ ପହଞ୍ଚି ସାରିଛନ୍ତି। ସେହିପରି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଓ ସାଉଦି ଆରବର କ୍ରାଉନ...

ବିରୋଧୀଙ୍କୁ ହେୟଜ୍ଞାନ କରନ୍ତି ସରକାର: ରାହୁଲ

ନୂଆଦିଲ୍ଲୀ,୮।୯: କଂଗ୍ରେସ ନେତା ରାହୁଲ ଗାନ୍ଧୀ ୟୁରୋପ ଗସ୍ତରେ ଅଛନ୍ତି। ଗସ୍ତ ବେଳେ ବେଲଜିୟମରେ ଏକ ସାମ୍ବାଦିକ ସମ୍ମିଳନୀରେ ରାହୁଲ କହିଛନ୍ତି, ଜି-୨୦ର ଅଧ୍ୟକ୍ଷତା କରିବା ଭାରତ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହା ବହୁତ ଭଲ କଥା। ହେଲେ ଏହି...

୧୯ନିର୍ବାଚନ ପୂର୍ବରୁ ଆବିଆଇରୁ ୩ଲକ୍ଷ କୋଟି ଟଙ୍କା ଉଠାଇବାକୁ ଚାହୁଁଥିଲେ ସରକାର, ପୂର୍ବ ଡେପୁଟି ଗଭର୍ଣ୍ଣରଙ୍କ ବଡ ଦାବି

ନୂଆଦିଲ୍ଲୀ,୮।୯: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ପୂର୍ବତନ ଡେପୁଟି ଗଭର୍ଣ୍ଣର ବିରଲ ଆଚାର୍ଯ୍ୟ ଏକ ବଡ ଦାବି କରିଛନ୍ତି। ସେ କହିଛନ୍ତି, ୨୦୧୮ ମସିହାରେ ସରକାର ୧୯ନିର୍ବାଚନ ପୂର୍ବରୁ କେନ୍ଦ୍ରୀୟ ବ୍ୟାଙ୍କ ଅର୍ଥାତ୍‌ ଆରବିଆଇରୁ ୨ରୁ ୩ଲକ୍ଷ କୋଟି ଟଙ୍କା...

ଭାରତରେ ପହଞ୍ଚିଲେ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ଋଷି ସୁନକ

ନୂଆଦିଲ୍ଲୀ,୮।୯:ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଯାଉଥିବା ଜି୨୦ ସମ୍ମିଳନୀରେ ଯୋଗଦେବାକୁ ବିଶ୍ୱର ଅନେକ ରାଷ୍ଟ୍ରର ନେତାମାନେ ଭାରତ ପହଞ୍ଚିବାରେ ଲାଗିଛନ୍ତି। ଦୁଇ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ସମ୍ମିଳନୀରେ ଯୋଗ ଦେବା ପାଇଁ ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ...

ନା ଫୋନ୍‌ ନା ଟିଭି, କବାଟରେ ବି ଲାଗିଛି ବୁଲେଟ୍‌ ପ୍ରୁଫ୍‌ ଶିଲ୍ଡ, ଜାଣନ୍ତୁ ଭାରତରେ କେମିତି ରହିଛି ବାଇଡେନଙ୍କ ପାଇଁ ରୁମ୍‌ର ସୁରକ୍ଷା…

ନୂଆଦିଲ୍ଲୀ/ଓ୍ବାଶିଂଟନ,୮ା୯: ଭାରତରେ ଅନୁଷ୍ଠିତ ଜି-୨୦ ଶିଖର ସମ୍ମିଳନୀରେ ବିଶ୍ୱର ଅନେକ ବରିଷ୍ଠ ନେତା ଅଂଶଗ୍ରହଣ କରିବାକୁ ଆସୁଛନ୍ତି। ସେପ୍ଟେମ୍ବର ୯-୧୦ରେ ଅନୁଷ୍ଠିତ ହେବାକୁ ଥିବା ସମ୍ମିଳନୀରେ ଭାଗ ନେବାକୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ମଧ୍ୟ ଭାରତ ଆସୁଛନ୍ତି। ତେବେ...

ଆମେରିକାର ଚିନ୍ତା ବଢ଼ାଇଲା ଉତ୍ତର କୋରିଆ

ସିଓଲ,୮ା୯: ଉତ୍ତର କୋରିଆ ଶୁକ୍ରବାର କହିଛି, ଏହା ପରମାଣୁ ଆକ୍ରମଣର ବୁଡ଼ାଜାହାଜ ନିର୍ମାଣ କରିଛି। ଯେଉଁଥିରେ ଏହା ବର୍ଷ ବର୍ଷ ଧରି କାର୍ଯ୍ୟ କରିଆସୁଛି। ଉତ୍ତର କୋରିଆ ରାଷ୍ଟ୍ରପତି କିମ୍‌ ଜୋଙ୍ଗ ଉନ୍‌ ଏହି ପଦକ୍ଷେପକୁ ପରମାଣୁ ସକ୍ଷମ ନୌସନା...

ଜି-୨୦ ଶିଖର ସମ୍ମିଳନୀରେ ଭାଗ ନେବାକୁ ଦିଲ୍ଲୀ ପହଞ୍ଚିଲେ ଇଟାଲୀ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୮।୯: ଜି-୨୦ ଶିଖର ସମ୍ମିଳନୀ ପାଇଁ ଭାରତ ସମ୍ପୂର୍ଣ୍ଣ ରୂପେ ପ୍ରସ୍ତୁତ ହୋଇଯାଇଛି। ଏହି ସମ୍ମିଳନୀ ଦିଲ୍ଲୀରେ ୯ ଓ ୧୦ ସେପ୍ଟେମ୍ବରରେ ଅନୁଷ୍ଠିତ ହେବାକୁ ଯାଉଛି। ଏହି ସମ୍ମିଳନୀ ପାଇଁ ଅନେକ ଦେଶର ମୁଖ୍ୟମାନେ ଭାରତ ଆସୁଛନ୍ତି। ଆମେରିକାର...

ବାଇଡେନଙ୍କ ପାଇଁ ପ୍ରୋଟୋକଲ ଭାଙ୍ଗି ପାରନ୍ତି ମୋଦି

ନୂଆଦିଲ୍ଲୀ,୮ା୯: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଭାରତରେ ପହଞ୍ଚିବାକୁ ଯାଉଛନ୍ତି। ଜି-୨୦ ଶିଖର ସମ୍ମିଳନୀରେ ଯୋଗ ଦେବାକୁ ସେ ଭାରତ ଆସୁଛନ୍ତି। ତେବେ ରାଜଧାନୀ ଦିଲ୍ଲୀରେ ବାଇଡେନଙ୍କୁ ସ୍ବାଗତ କରିବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତି ଚାଲିଛି ଏବଂ ସମସ୍ତ ସୁରକ୍ଷା...

ତ୍ରିପୁରାର ବୋକ୍ସାନଗର, ଧାନପୁର ବିଧାନସଭା ଆସନରେ ବିଜୟୀ ହେଲା ଭାଜପା

ଅଗରତାଲା,୮।୯: ତ୍ରିପୁରାରେ ସେପ୍ଟେମ୍ବର ୫ରେ ବୋକ୍ସନଗର ଓ ଧାନପୁର ବିଧାନସଭା ଆସନରେ ହୋଇଥିବା ଉପ ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା) ବିଜୟୀ ହୋଇଛି। ବୋକ୍ସନଗର ଏବଂ ଧାନପୁର ଆସନରେ ଅନୁଷ୍ଠିତ ନିର୍ବାଚନ ପାଇଁ ଶୁକ୍ରବାର ଭୋଟ ଗଣନା ଶେଷ ହୋଇଛି।...

ଅନନ୍ୟ ମେଶିନ ବିକଶିତ କଲା ନାସା, ଏହା ଦ୍ୱାରା ମଙ୍ଗଳ ଗ୍ରହରେ ସୃଷ୍ଟି ହେଉଛି ଅମ୍ଳଜାନ

ଓ୍ବାଶିଂଟନ,୮ା୯: ନିକଟରେ ନାସା ଏଭଳି ଏକ ମେଶିନ ବିକଶିତ କରିଛି, ଯାହା ମଙ୍ଗଳ ଗ୍ରହରେ ଅମ୍ଳଜାନ ସୃଷ୍ଟି କରୁଛି। ନାସା କହିଛି, ଏହି ମେଶିନ ଲକ୍ଷ୍ୟଠାରୁ ୨୦୦ ପ୍ରତିଶତ ଅଧିକ ଅମ୍ଳଜାନ ଉତ୍ପାଦନ କରୁଛି। ମଙ୍ଗଳ ଅମ୍ଳଜାନ ଇନ-ଷ୍ଟୁ ଉତ୍ସ...

‘ଭୂ-ରାଜନୈତିକ ବିବାଦକୁ ଶେଷ କରିବାକୁ ଯଥା ସମ୍ଭବ ପଦକ୍ଷେପ ନେବ ଭାରତ’, ଆଶା ପ୍ରକଟ କଲେ ଜାତିସଂଘ ମହାସଚିବ

ଜାକର୍ତ୍ତା,୮।୯: ଜାତିସଂଘର ମହାସଚିବ ଆଣ୍ଟୋନିଓ ଗୁଟେରସ କହିଛନ୍ତି ଯେ ଜି -୨୦ ଶିଖର ସମ୍ମିଳନୀ ଆୟୋଜନ କରିବାକୁ ଭାରତ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏଥି ସହ ବର୍ତ୍ତମାନର ଭୌଗୋଳିକ ବିବାଦର ସମାଧାନ ହୋଇପାରିବ ଏବଂ ବିଶ୍ୱ ନେତାଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ ସମ୍ଭାବ୍ୟ...

କାନାଡାରେ ଆଉ ଏକ ହିନ୍ଦୁ ମନ୍ଦିରକୁ ଭାଙ୍ଗିଲେ ଖଲିସ୍ତାନ ସମର୍ଥକ

ଓଟଓ୍ବା,୮।୯: କାନାଡାର ଖାଲିସ୍ତାନ ଉଗ୍ରବାଦୀମାନେ ହିନ୍ଦୁ ମନ୍ଦିରକୁ କ୍ରମାଗତ ଭାବରେ ଟାର୍ଗେଟ କରୁଛନ୍ତି। ସଦ୍ୟତମ ମାମଲା କାନାଡାର ବ୍ରିଟିଶ କଲମ୍ବିଆର ସୁରେଇ ସହରରୁ ଆସିଛି ଯେଉଁଠାରେ ଏହାର ବାହ୍ୟ କାନ୍ଥରେ ଭାରତ ବିରୋଧୀ ସ୍ଲୋଗାନ ଦେଇ ଏକ ମନ୍ଦିରକୁ ନଷ୍ଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri