Tag Archives: Home Middle

‘ଭାଜପାର ରାମରାଜ୍ୟ ସମ୍ବିଧାନକୁ ନଷ୍ଟ କରୁଛି’

ନୂଆଦିଲ୍ଲୀ,୧୯ା୮: କେନ୍ଦ୍ରର ବିଭିନ୍ନ ମନ୍ତ୍ରଣାଳୟର ଯୁଗ୍ମ ସଚିବ, ନିର୍ଦ୍ଦେଶକ ଏବଂ ଡେପୁଟି ସଚିବଙ୍କ ପ୍ରମୁଖ ପଦବୀରେ ଖୁବ୍‌ଶୀଘ୍ର ୪୫ ଜଣ ବିଶେଷଜ୍ଞଙ୍କୁ ‘ଲାଟେରାଲ ଏଣ୍ଟ୍ରି’ ମାଧ୍ୟମରେ ନିଯୁକ୍ତ କରିବାର ନିଷ୍ପତ୍ତି ସମ୍ପର୍କରେ ରାଜନୈତିକ ମହଲରେ ଆଲୋଚନା ହେଉଛି। ତେବେ କଂଗ୍ରେସ...

ମୁଖ୍ୟମନ୍ତ୍ରୀଙ୍କ ହାତରେ ରାଖୀ ବାନ୍ଧିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୮: ଭାଇ-ଭଉଣୀର ସମ୍ପର୍କକୁ ଅଧିକ ମଜଭୁତ କରିଥାଏ ରାଖୀ। ଆଜିର ଦିନରେ ଭଉଣୀ, ଭାଇ ହାତରେ ରାଖୀ ବାନ୍ଧି ଭାଇର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥାଏ। ଆଉ ବଦଳରେ ଭାଇ, ତା’ ଭଉଣୀକୁ ରକ୍ଷା କରିବାର ସଂକଳ୍ପ ବି ନେଇଥାଏ।...

ରକ୍ଷାବନ୍ଧନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୮: ଆଜି ହେଉଛି ପବିତ୍ର ରକ୍ଷାବନ୍ଧନ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆରେ ରାଖୀ ପୂର୍ଣ୍ଣିମା ଓ ଶ୍ରୀ ବଳଭଦ୍ରଙ୍କ ଜନ୍ମ ଦିନରେ ଅନେକ ଅନେକ ଶୁଭେଚ୍ଛା। ରକ୍ଷା...

ରାଖୀରେ ମହିଳାଙ୍କ ସୁରକ୍ଷା ପାଇଁ ସମସ୍ତେ ସଂକଳ୍ପ ନିଅନ୍ତୁ: ରାଷ୍ଟ୍ରପତି

ନୂଆଦିଲ୍ଲୀ୧୯ା୮: ଆଜି ହେଉଛି ପବିତ୍ର ରକ୍ଷାବନ୍ଧନ। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି,‘ଭଉଣୀ-ଭାଇଙ୍କ ମଧ୍ୟରେ ପ୍ରେମ ଓ ବିଶ୍ବାସର ପର୍ବ ହେଉଛି ରକ୍ଷାବନ୍ଧନ। ଏହି ପର୍ବ ସମସ୍ତ ଭଉଣୀ ଏବଂ ଝିଅଙ୍କ ପ୍ରତି...

ଏହି ୫ ଜିଲାକୁ ପ୍ରବଳ ବର୍ଷା, ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୯ା୮: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ସକ୍ରିୟ ରହିଛି। ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ୱେଲ୍‌ମାର୍କଡ ଲୋ-ପ୍ରେସରର ରୂପ ନେବା ପରେ ବାଂଲାଦେଶ ଉପକୂଳମୁହାଁ ହେବ। ଏହା ପ୍ରଭାବରେ ଓଡ଼ିଶାରେ ବର୍ଷା ଜାରି ରହିଛି। ପାଣିପାଗ...

ଟ୍ରେନି ମହିଳା ଡାକ୍ତରଙ୍କୁ ହତ୍ୟା ଘଟଣା: ରାସ୍ତାରେ ଡାକ୍ତରଙ୍କ ଓପିଡି ସେବା

ନୂଆଦିଲ୍ଲୀ,୧୯ା୮: ଦିଲ୍ଲୀ ନିର୍ମାଣ ଭବନ ସମ୍ମୁଖରେ ଡାକ୍ତରମାନେ ଅଭିନବ ପ୍ରତିବାଦ କରିଛନ୍ତି। କୋଲକାତାର ଆର୍‌ ଜି କର ମେଡିକାଲରେ ଜଣେ ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା କରାଯିବା ଘଟଣାକୁ ନେଇ ଡାକ୍ତରମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ତେବେ ଏନେଇ...

ଆଜି ଦୃଶ୍ୟମାନ ହେବ ବିରଳ ‘ସୁପର ବ୍ଲ୍ୟୁ ମୁନ୍‌’

ୱାଶିଂଟନ,୧୯।୮: ଚଳିତ ବର୍ଷ ରାଖୀ ପୂର୍ଣ୍ଣିମା ଅବସରରେ ଭାରତରେ ବିରଳ ‘ସୁପର ବ୍ଲ୍ୟୁ ମୁନ୍‌’ ଦୃଶ୍ୟମାନ ହେବ। ସୋମବାର ଭାରତରେ ସୁପର ମୁନ୍‌ ଏବଂ ବ୍ଲ୍ୟୁ ମୁନ୍‌ର ବିରଳ ମିଶ୍ରଣ ଦେଖିବାକୁ ମିଳିବ, ଯାହା ଏକ ଅସାଧାରଣ ଜ୍ୟୋତିର୍ବିଜ୍ଞାନ ଘଟଣା...

ଯୁଦ୍ଧବିରତି ଉଦ୍ୟମ ମଧ୍ୟରେ ଇସ୍ରାଏଲ୍‌ର ଆକ୍ରମଣ: ୨୧ ମୃତ

ଡେଇର ଅଲ୍‌-ବାଲାହ,୧୯ା୮: ଇସ୍ରାଏଲ୍‌ ଏବଂ ହମାସ୍‌ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ଚୂଡ଼ାନ୍ତ କରିବା ପାଇଁ ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍‌ ରବିବାର ଉକ୍ତ ଅଞ୍ଚଳକୁ ଯାଇଥିବାବେଳେ ଜେରୁଜେଲମ୍‌ ପକ୍ଷରୁ ଆକ୍ରମଣ ଜାରି ରହିଛି। ଗାଜାରେ ରବିବାର ଇସ୍ରାଏଲ୍‌ର ବୋମାମାଡ଼ରେ ୬...

ଅନିଶ୍ଚିତତାରେ ୟୁସିସି ବିଲ୍‌

ନୂଆଦିଲ୍ଲୀ,୧୯ା୮: ସାରା ଦେଶରେ ଏକକ ନାଗରିକ ସଂହିତା (ୟୁସିସି) କାର୍ଯ୍ୟକାରୀ କରାଯିବା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୋହରାଇବା ସତ୍ତ୍ୱେ ଏହି ବିଧେୟକର ଭାଗ୍ୟ ଅନିଶ୍ଚିତତା ମଧ୍ୟରେ ରହିଛି। ୟୁସିସି ଭାଜପାର ଦୀର୍ଘଦିନର ନିର୍ବାଚନୀ ପ୍ରତିଶ୍ରୁତି ହୋଇଥିବାବେଳେ ଦେଶବ୍ୟାପୀ ୟୁସିସି ଚିଠା...

ମହିଳା ଡାକ୍ତରଙ୍କ ବଳାତ୍କାର-ହତ୍ୟା ପରେ ଖୋଲୁଛି ଆରଜି କର ମେଡିକାଲ କଲେଜର କଳା ଇତିହାସ, ସାମ୍ନାକୁ ଆସିଲା ସନ୍ଦେହଜନକ ମୃତ୍ୟୁଠାରୁ ସେକ୍ସ ର଼୍ୟାକେଟ୍‌ ଭଳି ମାମଲା

କୋଲକାତା,୧୮।୮: ୩୧ ବର୍ଷିୟା ମହିଳା ଡାକ୍ତରଙ୍କ ଭୟଙ୍କର ବଳାତ୍କାର ଓ ହତ୍ୟା କେବଳ ଦେଶବ୍ୟାପୀ ଆକ୍ରୋଶ ସୃଷ୍ଟି କରିନାହିଁ ବରଂ ଆରଜି କର ମେଡିକାଲ କଲେଜରେ କଳା ଇତିହାସ ସମସ୍ତଙ୍କ ସାମ୍ନାକୁ ଆଣିଛି। ସମ୍ପ୍ରତି ମାମଲା, ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ଦ୍ୱାରା...

ଭାରତୀୟ ମସଲାରେ ନାହିଁ କ୍ୱାଲିଟି, ସେଫ୍‌ଟି; FSSAI ଯାଞ୍ଚରେ ଫେଲ୍ ୪୭୪ ସାମ୍ପଲ୍

ନୂଆଦିଲ୍ଲୀ,୧୮।୮: ଭାରତୀୟ ମସଲା କମ୍ପାନୀଗୁଡିକ ଗତ କିଛି ସମୟ ପାଇଁ ସାରା ବିଶ୍ୱରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଗୋଟିଏ ପରେ ଗୋଟିଏ, ସମସ୍ତ ମସଲା କମ୍ପାନୀଗୁଡିକର ଉତ୍ପାଦଗୁଡିକ କଠୋର ପରୀକ୍ଷା ଦେଇ କରିବାକୁ ପଡୁଛି। ଏହି ମାମଲା ହଂକଂରୁ ଆରମ୍ଭ...

କୋଲକାତା ବଳାତ୍କାର-ହତ୍ୟା ମାମଲା; ନିଜ ଆଡୁ ହସ୍ତକ୍ଷେପ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮।୮: ପଶ୍ଚିମବଙ୍ଗର ଆର.ଜି କର ମେଡିକାଲ କଲେଜରେ ଘଟିଥିବା ବଳାତ୍କାର ଘଟଣାକୁ ନେଇ ସାରା ଦେଶରେ ଆକ୍ରୋଶ ମାହୋଲ ସୃଷ୍ଟି ହୋଇଛି। ଏହାରି ମଧ୍ୟରେ ସୁପ୍ରିମକୋର୍ଟ ବର୍ତ୍ତମାନ ନିଜ ଆଡୁ ଏହି ମାମଲାର ସଜ୍ଞାନ ନେଇଛନ୍ତି। ମଙ୍ଗଳବାର ସୁପ୍ରିମକୋର୍ଟରେ ଏହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri