Tag Archives: Home Middle

ଭାରତ-କାନାଡା ପରସ୍ପର ଉପରେ ପ୍ରତିବନ୍ଧକ ଲଗାଇଲେ କାହାର ହେବ ବେଶୀ କ୍ଷତି: ଜାଣନ୍ତୁ

ନୂଆଦିଲ୍ଲୀ,୧୮।୧୦: ଭାରତ ଏବଂ କାନାଡା ମଧ୍ୟରେ ସମ୍ପର୍କରେ ତିକ୍ତତା ବଢିବାରେ ଲାଗିଛି। ଏହା ପଛରେ ସବୁଠାରୁ ବଡ କାରଣ ହେଉଛି ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ହରଦୀପ ସିଂ ନିଜ୍ଜାରଙ୍କ ହତ୍ୟା ସହ ଜଡିତ ପ୍ରସଙ୍ଗ। ଏହା ଉପରେ କାନାଡା ଭାରତ ବିରୋଧରେ...

ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ଟି ପାଟ୍ରୋଲିଂ ଗାଡ଼ି, ୫ବର୍ଷରେ ଅଭୟାରଣ୍ୟକୁ ଆସିବେ ୧୪ ବାଘ

ଭୁବନେଶ୍ୱର, ୧୮ା୧୦ (ବନ୍ଦନା ସେଠୀ): ଜୀବଜନ୍ତୁଙ୍କ ସୁରକ୍ଷାରେ ନିୟୋଜିତ ହେବ ପାଟ୍ରୋଲିଂ ଭ୍ୟାନ୍‌। ବିଶେଷକରି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସୁରକ୍ଷା ପାଇଁ ଆଧୁନିକ ଯାନର ବ୍ୟବସ୍ଥା କରାଯାଇଛି। ଏହି କ୍ରମରେ ଅନୁଗୁଳ ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ୧୨ଟି ଅତ୍ୟାଧୁନିକ ପାଟ୍ରୋଲିଂ...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି ସମ୍ବନ୍ଧୀୟ ପରୀକ୍ଷାର ଅନିୟମିତତାକୁ ସରକାର ଅତି ଗୁରୁତ୍ୱର ସହ ବିଚାରକୁ ନେଇଛନ୍ତିି। ସମସ୍ତ...

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ ମିଳିବ। ଏପରି ସ୍ଥଳେ ଓଡ଼ିଶା ପାଇଁ ବାତ୍ୟା ବିପଦ ଘନେଇଲାଣି। ଏହାକୁ ନେଇ...

କାର୍ତ୍ତିକ ଆରମ୍ଭରୁ ଅସମ୍ଭାଳ, ଛୁଇଁହେଉନି ପରିବା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ପାର୍ବଣରେ ମହଙ୍ଗାମାଡ଼ ଖାଉଟିଙ୍କ ହର୍ଷୋଲ୍ଲାସକୁ ଫିକା କରିଦେଇଛି। ଆଳୁ, ପିଆଜ ଓ ତେଲ ସମେତ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀଗୁଡ଼ିକ ପୂର୍ବରୁ ଚଢ଼ାଦରରେ ବିକ୍ରି ହେଉଥିବାବେଳେ ଶୁକ୍ରବାର କାର୍ତ୍ତିକ ମାସ ଆରମ୍ଭ ହେଉଛି। ଏହାର ଅବ୍ୟବହିତ ପୂର୍ବରୁ ଓଡ଼ିଶା...

ବ୍ୟାକ୍‌ଫୁଟ୍‌ରେ ଟିମ୍‌ ଇଣ୍ଡିଆ: ବୋଲିଂ ପରେ ବ୍ୟାଟିଂରେ କିଓ୍ବି ଖେଳାଳିଙ୍କ ଜଲଓ୍ବା

ବେଙ୍ଗାଲୁରୁ,୧୭ା୧୦: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଏକ ଅଲୋଡା ରେକର୍ଡ ନିଜ ନାମରେ କରିଛି ଭାରତ। ପ୍ରଥମ ଦିନ ବର୍ଷାରେ ଧୋଇ ଯାଇଥିବା ବେଳେ ଦ୍ୱିତୀୟ ଦିନରେ ଦଳ ମାତ୍ର ୪୬ ରନ୍‌ରେ ଅଲଆଉଟ ହୋଇଛି। ଭାରତୀୟ ପରିବେଶ...

ସଲମାନଙ୍କୁ ହତ୍ୟା ପାଇଁ ଏତିକି ଟଙ୍କା ଦିଆଯାଇଥିଲା ସୁପାରୀ; ପାକିସ୍ତାନରୁ ଆସିଥିଲା ବନ୍ଧୁକ

ନୂଆଦିଲ୍ଲୀ,୧୭ା୧୦: ବଲିଉଡ୍ ସୁପରଷ୍ଟାର ସଲମାନ ଖାନଙ୍କୁ ହତ୍ୟା କରିବା ପାଇଁ କଣ୍ଟ୍ରାକ୍ଟ କିଲରଙ୍କୁ ୨୫ ଲକ୍ଷ ଟଙ୍କାର ସୁପାରୀ ଦିଆଯାଇଥିଲା। ସଲମାନଙ୍କ ଫାର୍ମ ହାଉସରେ ତାଙ୍କୁ ହତ୍ୟା କରିବାର ଯୋଜନା କରାଯାଇଥିଲା। ନଭି ମୁମ୍ବାଇ ପୋଲିସ ପକ୍ଷରୁ ଦାଖଲ ହୋଉଥିବା...

ଟ୍ରେନ୍‌ ଟିକେଟ ଆଡଭାନ୍ସ ବୁକିଂ ସମୟ ସୀମା କମାଇଲା ରେଲୱେ, ଜାଣନ୍ତୁ କେତେଦିନ ଆଗରୁ କରିପାରିବେ

ନୂଆଦିଲ୍ଲୀ,୧୭ା୧୦: ଭାରତୀୟ ରେଲୱେ ପକ୍ଷରୁ ଟ୍ରେନ୍ ଟିକେଟ ଆଡଭାନ୍ସ ବୁକିଂ ସମୟ ସୀମା ହ୍ରାସ କରାଯାଇଛି। ଆଗରୁ ୪ ମାସ ପୂର୍ବରୁ ବୁକିଂ କରି ହେଉଥିବା ବେଳେ ଏଣିକି ୨ ମାସ ପୂର୍ବରୁ କରିହେବ ଆଡଭାନ୍ସ ବୁକିଂ। ସମୟ ସୀମା...

୨୨ ତାରିଖ ସୁଦ୍ଧା ଆଉ ଏକ ଲଘୁଚାପ! ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହେବା ସମ୍ଭାବନା

ଭୁବନେଶ୍ୱର,୧୭ା୧୦: ଦକ୍ଷିଣପୂର୍ବ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ଓଡ଼ିଶା ଉପରେ ଏହାର ପ୍ରଭାବ ନଥିବାରୁ ରାଜ୍ୟରେ ପାଗ ଶୁଖିଲା ରହିଛି। ତେବେ ଆସନ୍ତା ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଆଉଏକ ଘୂର୍ଣ୍ଣିବଳୟ...

ଜଣେ ସାମ୍ବାଦିକାଙ୍କୁ ଡେଟ୍‌ କରୁଛନ୍ତି ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା! ଶପଥ ସମାରୋହର ଭାଇରାଲ ଫଟୋକୁ ନେଇ ବଢିଲା ଚର୍ଚ୍ଚା

ଶ୍ରୀନଗର,୧୭।୧୦: ଜମ୍ମୁ କଶ୍ମୀରରେ ସରକାର ଗଠନ ହୋଇଛି। ଏନସି ର ଓମାର ଅବଦୁଲ୍ଲା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ତାଙ୍କ ଶପଥ ସମାରୋହରେ ଇଣ୍ଡିଆ ମେଣ୍ଟର ବହୁ ସଦସ୍ୟ ଯୋଗ ଦେଇଥିଲେ। ଭାଇରାଲ ଫଟୋରେ ଓମାରଙ୍କ ଶପଥ ସମାରୋହରେ ପ୍ରତମ...

ହରିୟାଣାରେ ସାଇନି ସରକାର, ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ଚଣ୍ଡିଗଡ଼,୧୭ା୧୦: ହରିୟାଣା ମୁଖ୍ୟମନ୍ତ୍ରୀ ଭାବେ ଗୁରୁବାର ଶପଥ ନେଇଛନ୍ତି ନାଏବ ସିଂ ସାଇନି। ସେ ଆଜି କ୍ରମାଗତ ଦ୍ବିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ସାଇନଙ୍କୁ ହରିୟାଣା ରାଜ୍ୟପାଳ ବନ୍ଦାରୁ ଦତ୍ତାତ୍ରେୟ ଶପଥ ପାଠ କରାଇଛନ୍ତି। ଏହି...

ବେଙ୍ଗାଲୁରୁ ଟେଷ୍ଟରେ ଭାରତ ୪୬ ରନରେ ଅଲଆଉଟ୍: ଖାତା ଖୋଲିପାରିଲେନି ୫ ବ୍ୟାଟର

ନୂଆଦିଲ୍ଲୀ,୧୭ା୧୦: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ଟେଷ୍ଟ ବେଙ୍ଗାଲୁରୁରେ ଖେଳାଯାଉଛି। ଗୁରୁବାର ମ୍ୟାଚର ଦ୍ୱିତୀୟ ଦିନରେ ଖେଳ ଆରମ୍ଭ ହୋଇଥିଲା। ଯେଉଁଠାରେ ଭାରତୀୟ ଦଳ ମାତ୍ର ୪୬ ରନରେ ଆଉଟ୍ ହୋଇଯାଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri