Tag Archives: Home Middle

ରାଜ୍ୟରେ ରଦ୍ଦହେବ ଅନେକ ପୁରୁଣା ଆଇନ, ନୂଆ ମଧ୍ୟରେ ରହିଛି…

ଭୁବନେଶ୍ୱର,୮ା୧୧(ସୁନିତ୍‌ ମିଶ୍ର): ଓଡ଼ିଶାରେ ଅନେକ ପୁରୁଣା, ନିଷ୍କ୍ରିୟ ଓ ଅପ୍ରାସଙ୍ଗିକ ଆଇନକୁ ଚିହ୍ନଟ କରାଯାଇ ରଦ୍ଦ କରାଯିବ। ଏହି ପ୍ରକ୍ରିୟା ଆରମ୍ଭ ହୋଇସାରିଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର କହିଛନ୍ତି। କେନ୍ଦ୍ରରେ ନରେନ୍ଦ୍ର ମୋଦି ସରକାର ବ୍ରିଟିଶ...

ଆମାଜାନ ଏବଂ ଫ୍ଲିପକାର୍ଟ ଭେଣ୍ଡର୍ସଙ୍କ ଉପରେ ଚଢ଼ାଉ କଲା ED, ଏକକାଳୀନ ୧୬ ସ୍ଥାନରେ ଚଢ଼ାଉ

ନୂଆଦିଲ୍ଲୀ,୭ା୧୧: ଆମାଜନ ଏବଂ ଫ୍ଲିପକାର୍ଟ ପରି ପ୍ରସିଦ୍ଧ ଇ-କମର୍ସ କମ୍ପାନୀ ସହିତ ଜଡିତ କିଛି ବିକ୍ରେତାଙ୍କ ଉପରେ ଇଡି ଚଢ଼ାଉ କରିଛି। ଏହି ଚଢ଼ାଉ ଦେଶର ୧୫ ରୁ ୧୬ ଟି ସ୍ଥାନରେ କରାଯାଇଛି। ବୈଦେଶିକ ବିନିମୟ ନିୟମ ଉଲଂଘନ...

ଟ୍ରମ୍ପଙ୍କ ବିଜୟରେ ଖୁସି ହେଉଛନ୍ତି ଭାରତୀୟ, ସେପଟେ ଦୁର୍ବଳ ହୋଇଗଲାଣି ଟଙ୍କା

ନୂଆଦିଲ୍ଲୀ,୭ା୧୧: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ର ହସ୍ତକ୍ଷେପ ପରେ ମଧ୍ୟ ଭାରତୀୟ ଟଙ୍କା ଆମେରିକୀୟ ଡଲାର ତୁଳନାରେ ସର୍ବକାଳୀନ ସର୍ବାଧିକ ଦୁର୍ବଳ ହୋଇଛି। ବୁଧବାର ଭାରତୀୟ ଶେୟାର ବଜାର କାରବାର ବନ୍ଦ କରିବା ବେଳକୁ ପ୍ରତି ଡଲାର ତୁଳନାରେ ୮୪,୨୮...

ଆମେରିକାରେ ଏବେ ପର୍ଯ୍ୟନ୍ତ କାହିଁକି କେହି ମହିଳା ହୋଇ ନାହାଁନ୍ତି ରାଷ୍ଟ୍ରପତି? ଜବାବ ଦେଲେ ଜନତା

ଓ୍ବାଶିଂଟନ,୭।୧୧: ଆମେରିକାବାସୀ ପୁଣି ଥରେ ଡୋନାଲ୍ଡ ଟ୍ରମ୍ପଙ୍କୁ ସେମାନଙ୍କର ନେତା ବାଛିଛନ୍ତି। ବେକାବୁ ବୟାନକୁ ନେଇ ସାରା ବିଶ୍ୱରେ ପରିଚିତ ଥିବା ଟ୍ରମ୍ପ କମଲା ହାରିସଙ୍କୁ ପରାସ୍ତ କରିଛନ୍ତି। ଯଦି କମଲା ହାରିସ ନିର୍ବାଚନରେ ଜିତିଥାନ୍ତେ ତେବେ ଆମେରିକା ଏହାର...

ଶସ୍ତା ହେଲା ସୁନା; ଭୁବନେଶ୍ୱରରେ ଖସିଲା ଏତିକି ଟଙ୍କା

ନୂଆଦିଲ୍ଲୀ,୭ା୧୧: ଆମେରିକା ନିର୍ବାଚନ ଫଳାଫଳ ଆସିବା ପରେ ଗୁରୁବାର ସୁନା ମୂଲ୍ୟରେ ହ୍ରାସ ଦେଖିବାକୁ ମିଳିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱର ବଜାରରେ ସୁନା ମୂଲ୍ୟରେ ୧୫୦୦ ଟଙ୍କା ହ୍ରାସ ପାଇଛି। ପୂର୍ବରୁ ଭୁବନେଶ୍ବରରେ ୨୨ କ୍ୟାରେଟ ଦର ୭୩, ୮୦୦...

ଯେଉଁ ବିଲ୍ଡିଂରେ ଚାଲିଥିଲା କେସ୍‌, ସେଇଠି ଶପଥ ନେବେ ଟ୍ରମ୍ପ, ଜାଣି ତାଜୁବ ହେବେ…

ଓ୍ବାଶିଂଟନ୍‌,୭।୧୧: ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜାନୁୟାରୀ ୨୦ ତାରିଖ ମଧ୍ୟାହ୍ନ ୧୨ଟାରେ ଆମେରିକାର ସଂସଦ ଭବନ କ୍ୟାପିଟାଲରେ ଶପଥ ଗ୍ରହଣ କରିବେ । ଶପଥ ଗ୍ରହଣ ପରେ ସେ କ୍ୟାପିଟାଲରୁ ତାଙ୍କ ସ୍ତ୍ରୀ ଏବଂ ଆମେରିକାର ପ୍ରଥମ...

ଶାହରୁଖ ଖାଁଙ୍କୁ ମିଳିଲା ହତ୍ୟା ଧମକ, ଆଗରୁ ଟାର୍ଗେଟରେ ଅଛନ୍ତି ସଲମାନ

ମୁମ୍ବାଇ,୭ା୧୧: ବଲିଉଡ ବାଦଶାହ ଶାହରୁଖ ଖାଁଙ୍କୁ ମିଳିଛି ହତ୍ୟା ଧମକ। ଏନେଇ ମୁମ୍ବାଇର ବାନ୍ଦ୍ରା ପୋଲିସ ନିକଟରେ ଅଭିଯୋଗ ହୋଇଛି। ପୋଲିସ ସୂଚନା ମୁତାବକ ଛତିଶଗଡର ରାୟପୁରରୁ ଫୈଜାନ୍ ନାମକ ଜଣେ ବ୍ୟକ୍ତିଙ୍କ ନାମରେ ପଞ୍ଜୀକୃତ ହୋଇଥିବା ନମ୍ବରରୁ ଏହି...

ଆମ ବାର ବର୍ଷର ତପସ୍ୟା ଶୁଖୁଆ ପୋଡ଼ାରେ ଶେଷ କରିଦେଲେ; କାହିଁକି ଏମିତି କହିଲେ ନବୀନ…

ଭୁବନେଶ୍ୱର,୭।୧୧: କନ୍ଧମାଳ ମାଣ୍ଡିପଙ୍କା ଗାଁରେ ଆମ୍ବ ଟାକୁଆ ଖାଇ ମୃତାହତ ଘଟଣାକୁ ନେଇ ଭାଜପା ସରକାରଙ୍କ ଉପରେ ବର୍ଷିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଆମର ବାର ବର୍ଷର...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା, ଏହି ମାସରୁ ହିତାଧିକାରୀଙ୍କୁ ମିଳିବ ଚାଉଳ ସହ ଗହମ…

ଭୁବନେଶ୍ୱର,୭।୧୧: ରାଜ୍ୟରେ ପିଡିଏସ୍‌ ହିତାଧିକାରୀଙ୍କୁ ଗହମ ମିଳିବା ବନ୍ଦ ରହିଥିଲା। ହେଲେ ଆସନ୍ତା ବର୍ଷରୁ ସେମାନଙ୍କୁ ଚାଉଳ ସହ ଗହମ ମିଳିବ । ଜାନୁଆରୀ ପ୍ରଥମ ସପ୍ତାହରୁ ହିତାଧିକାରୀଙ୍କୁ ଚାଉଳ ସହ ଗହମ ମିଳିବ ବୋଲି ଗୁରୁବାର ଖାଦ୍ୟ ଓ...

ବିଜୟ ପରେ ମୋଦିଙ୍କୁ ପ୍ରଶଂସାରେ ପୋତିଲେ ଟ୍ରମ୍ପ; କହିଲେ ସମଗ୍ର ବିଶ୍ୱ…

ନୂଆଦିଲ୍ଲୀ, ୭।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଆମେରିକାର ରାଷ୍ଟ୍ରପତି ନିର୍ବାଚିତ ଡୋନାଲ୍ଡ ଟ୍ରମ୍ପଙ୍କୁ କଲ୍ କରି ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ​​ଚମତ୍କାର ବିଜୟ ପାଇଁ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ବାର୍ତ୍ତାଳାପ ସମୟରେ ଟ୍ରମ୍ପ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କରିଥିଲେ,...

ଟ୍ରମ୍ପ୍‌ଙ୍କ ପ୍ରତ୍ୟାବର୍ତ୍ତନ

୪ ବର୍ଷର ବ୍ୟବଧାନ ପରେ ରିପବ୍ଲିକାନ୍‌ ଡୋନାଲ୍ଡ ଜେ. ଟ୍ରମ୍ପ୍‌ ହ୍ବାଇଟ୍‌ ହାଉସ୍‌କୁ ଫେରିବାକୁ ଯାଉଛନ୍ତି। ନଭେମ୍ବର ୫ରେ ଅନୁଷ୍ଠିତ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ୭୮ ବର୍ଷୀୟ ଟ୍ରମ୍ପ୍‌ ୨୯୪ ଇଲେକ୍ଟୋରାଲ କଲେଜ ଭୋଟ ପାଇ ନିଜ ବିଜୟ ସୁନିଶ୍ଚିତ...

ପ୍ରେମ ନିବେଦନକୁ ମନା କରିବାରୁ ଅଙ୍ଗନୱାଡି କର୍ମୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ହେମଗିର,୬ା୧୧(ଚେତୈନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଜୁଲୁମବାହାଲ ପଞ୍ଚାୟତ ଅନ୍ତର୍ଗତ ପୂର୍ଣ୍ଣା ଗ୍ରାମରେ ବୁଧବାର ଅପରାହ୍ନରେ ଜଣେ ଅଙ୍ଗନୱାଡି କର୍ମୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ସେ ହେଲେ ଉକ୍ତ ଗ୍ରାମର ଦିବ୍ୟଭାରତୀ ଅଢା(୨୨)। ହେମଗିର ପୋଲିସ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image