Tag Archives: Home Middle

ବଡ଼ ରେକର୍ଡ କଲେ ଯୋଗୀ ଆଦିତ୍ୟନାଥ: ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ…

ଲକ୍ଷ୍ନୌ,୧୭।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୁକ୍ରବାର ଏକ ରେକର୍ଡ କରିଛନ୍ତି। ସେ ୭ ବର୍ଷ ୧୪୯ ଦିନ କ୍ରମାଗତ ଭାବରେ ଏହି ପଦବୀରେ ଅବସ୍ଥାପିତ ହୋଇଥିବା ରାଜ୍ୟର ପ୍ରଥମ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଯୋଗ ଆଦିତ୍ୟନାଥ ୨୦୨୨ରୁ ୟୁପି ବିଧାନସଭାରେ ଗୋରଖପୁର...

ସନ୍ୟାସରୁ ୟୁଟର୍ନ ନେଲେ ଭିନେଶ ଫୋଗଟ! ୩ ପୃଷ୍ଠାର ଚିଠି ଶେୟାର କରି କହିଦେଲେ ଏମିତି…

ନୂଆଦିଲ୍ଲୀ,୧୭।୮: ପ୍ୟାରିସ ଅଲିମ୍ପିକ୍ସରେ ପଦକ ହରାଇଥିବା ଭିନେଶ ଫୋଗଟ ସୋସିଆଲ ମିଡିଆରେ ପୋଷ୍ଟ କରି ନିଜର ଯନ୍ତ୍ରଣା ପ୍ରକାଶ କରିଛନ୍ତି। ଭାରତୀୟ କୁସ୍ତିଯୋଦ୍ଧା ୩ ପୃଷ୍ଠାର ଚିଠି ଶେୟାର କରି ନିଜର ମତ ରଖିଛନ୍ତି। ଫୋଗଟ କହିଛନ୍ତି ଯେ ପ୍ୟାରିସ...

ସାମ୍ପ୍ରଦାୟିକ ଉତ୍ତେଜନା: ସ୍କୁଲ ବନ୍ଦ,ଇଣ୍ଟରନେଟ୍‌ ସେବା ବନ୍ଦ

ଉଦୟପୁର,୧୭।୮: ରାଜସ୍ଥାନର ଉଦୟପୁର ସହରର ଏକ ସରକାରୀ ସ୍କୁଲ୍‌ରେ ଶୁକ୍ରବାର ୨ ଭିନ୍ନ ସମ୍ପ୍ରଦାୟର ଛାତ୍ରଙ୍କ ମଧ୍ୟରେ ବଚସାରୁ ଦଶମ ଶ୍ରେଣୀରେ ପଢ଼ୁଥିବା ଜଣେ ହିନ୍ଦୁ ଛାତ୍ରଙ୍କୁ ଭିନ୍ନ ସମ୍ପ୍ରଦାୟର ସହପାଠୀ ଛୁରାମାଡ଼ କରିଥିଲେ। ଏହାକୁ ନେଇ ଉକ୍ତ ଅଞ୍ଚଳରେ...

କଶ୍ମୀରକୁ ଫେରୁଛି ଗଣତନ୍ତ୍ର

ନୂଆଦିଲ୍ଲୀ/ଶ୍ରୀନଗର,୧୭ା୮: ଜମ୍ମୁ-କଶ୍ମୀରବାସୀ ବୁଲେଟ୍‌କୁ ପ୍ରତିହତ କରି ବାଲଟ୍‌କୁ ବାଛିଛନ୍ତି। ଲୋକେ ପରିବର୍ତ୍ତନ ଚାହଁାନ୍ତି। ସେମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ଭାଗନେଇ ନିଜ ପାଇଁ ଏକ ନୂଆ ଭବିଷ୍ୟତ ଲେଖିବାକୁ ଯାଉଛନ୍ତି। ଏଥିସହ ଉପତ୍ୟକାକୁ ଗଣତନ୍ତ୍ର ଫେରିବାକୁ ଯାଉଛି ବୋଲି ଶୁକ୍ରବାର ମୁଖ୍ୟ ନିର୍ବାଚନ...

ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲା: ଆନ୍ଦୋଳନରେ ସାମିଲ ହେଲା ଆଇଏମ୍‌ଏ

ନୂଆଦିଲ୍ଲୀ,୧୭ା୮: କୋଲକାତାର ଆର୍‌.ଜି. କର ମେଡିକାଲ କଲେଜ ଓ ହସ୍ପିଟାଲର ପିଜି ମେଡିକାଲ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ମାମଲା ପ୍ରତିବାଦରେ ରେସିଡେଣ୍ଟ ଓ ଜୁନିୟର ଡାକ୍ତରମାନଙ୍କ ଆନ୍ଦୋଳନ ୫ ଦିନ ହେଲା ଜାରି ରହିଥିବାବେଳେ ଇଣ୍ଡିଆନ ମେଡିକାଲ ଆସୋସିଏଶନ...

ସ୍ବାସ୍ଥ୍ୟ କର୍ମଚାରୀଙ୍କ ପ୍ରତି ହିଂସା ଘଟଣାରେ ୬ଘଣ୍ଟାରେ ଏତଲା ଦେବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୬ା୮: କୋଲକାତାର ମହିଳା ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାକୁ ନେଇ ଦେଶବ୍ୟାପୀ ଆନ୍ଦେଳାନ ଜାରି ରହିଛି। ଡ୍ୟୁଟିରେ ଥିବା କୌଣସି ସ୍ବାସ୍ଥ୍ୟ କର୍ମଚାରୀଙ୍କ ପ୍ରତି ହିଂସା ଘଟଣାରେ ୬ ଘଣ୍ଟା ମଧ୍ୟରେ ଏତଲା ଦାଏର କରିବାକୁ କେନ୍ଦ୍ର ସ୍ବାସ୍ଥ୍ୟ...

ଦାୟିତ୍ୱ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ୱାୟୀ. ବି. ଖୁରାନିଆ

ଭୁବନେଶ୍ୱର,୧୬।୮: ନୂତନ ଭାବେ ଦାୟିତ୍ଵ ଗ୍ରହଣ କରିଥିବା ପୋଲିସ ପୋଲିସ ମହାନିର୍ଦ୍ଦେଶକ ୱାୟୀ. ବି. ଖୁରାନିଆ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।ଶୁକ୍ରବାର ଅପରାହ୍ନରେ ଓଡ଼ିଶା ପୋଲିସର ନୂତନ ଆରକ୍ଷୀ ମହାନିର୍ଦ୍ଦେଶକ ଭାବେ ଯୋଗେଶ...

ପୋଲିସ ଡିଜି ଭାବେ ଦାୟିତ୍ୱ ନେଲେ ୱାଇ.ବି ଖୁରାନିଆ

କଟକ,୧୬।୮: ୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଯୋଗେଶ ବାହାଦୁର ଖୁରାନିଆ ଶୁକ୍ରବାର ରାଜ୍ୟ ପୋଲିସ ମୁଖ୍ୟାଳୟରେ ନୂତନ ପୋଲିସ ଡିଜି ଭାବେ ବିଧିବଦ୍ଧ ଦାୟିତ୍ୱ ଗ୍ରହଣ କରିଛନ୍ତି। ନବନିଯୁକ୍ତ ପୋଲିସ ଡିଜି ୱାଇ.ବି ଖୁରାନିଆ କଟକ ପୋଲିସ ମୁଖ୍ୟାଳୟରେ ପହଞ୍ଚିବା...

ଦମନ ଶ୍ରେଷ୍ଠ ଓଡ଼ିଆ ଚଳଚିତ୍ର; ଦିନେ ରିଲିଜ ହେବା ପାଇଁ ମିଳୁ ନ ଥିଲା ହଲ

ନୂଆଦିଲ୍ଲୀ,୧୬।୮: ୭୦ ତମ ଜାତୀୟ ଚଳଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ୨୦୨୨ରେ ରିଲିଜ ହୋଇଥିବା ଦମନ’କୁ ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ଭାବେ ପୁରସ୍କାର ମିଳିଛି। ଜାତୀୟ ପୁରସ୍କାର ମିଳିବା ପରେ ସିନେମାରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିବା ବାବୁସାନ...

ଜମ୍ମୁ କଶ୍ମୀରରେ ନିର୍ବାଚନ: ଜାତୀୟ ରାଜନୀତିରେ ହଲଚଲ, ଏହି ଦଳରୁ ନିର୍ବାଚନ ଲଢ଼ିବେ ଗୁଲାମ ନବୀ ଆଜାଦ!

ଶ୍ରୀନଗର,୧୬।୮: ଜମ୍ମୁରେ ବଢୁଥିବା ଆତଙ୍କବାଦୀ ଘଟଣାକୁ ଦୃଷ୍ଟିରେ ରଖି ଜମ୍ମୁ-କଶ୍ମୀରରେ ନିର୍ବାଚନ କରିବା କଷ୍ଟକର ହେବ ବୋଲି କଳ୍ପନାଜଳ୍ପନା କରାଯାଉଥିଲା। କିନ୍ତୁ ଏସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପଡିଛି। ଧାରା ୩୭୦ ହଟାଇବା ପରେ ଏତେ ବର୍ଷ ପରେ ଆଜି ଜମ୍ମୁ-କଶ୍ମୀରରେ...

ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଅମିତ୍ ରୋହିଦାସ୍‌ଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୮: ପ୍ୟାରିସ୍‌ ଅଲମ୍ପିକ୍ସରେ ପଦକ ଜିତିବା ପରେ ଭାରତୀୟ ପୁରୁଷ ହକି ଦଳର ଏକମାତ୍ର ଓଡିଆ ଖେଳାଳୀ ଅମିତ୍‌ ରୋହିଦାସ୍ ଆଜି ଓଡିଶାରେ ପହଞ୍ଚିଛନ୍ତି। ଭୁବନେଶ୍ୱରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଅମିତ୍‌ଙ୍କୁ ସମ୍ବର୍ଦ୍ଧିତ...

ଜାତୀୟ ଫିଲ୍ମ ପୁରସ୍କାର ଘୋଷଣା: ଜାଣନ୍ତୁ କିଏ ଜିତିଲେ କେଉଁ ପୁରସ୍କାର

ନୂଆଦିଲ୍ଲୀ,୧୬।୮: ୭୦ତମ ଜାତୀୟ ଫିଲ୍ମ ପୁରସ୍କାର ବିଜେତାଙ୍କ ନାଁ ଶୁକ୍ରବାର ଘୋଷଣା କରାଯାଇଛି। ଚଳିତ ବର୍ଷ ମନୋଜ ବାଜପେୟୀଙ୍କ ଫିଲ୍ମ ‘ଗୁଲମୋହର’ ଶ୍ରେଷ୍ଠ ହିନ୍ଦୀ ଚଳଚ୍ଚିତ୍ର ପୁରସ୍କାର ପାଇଛି। ରିଷଭ ଶେଟ୍ଟୀ ତାଙ୍କ ବ୍ଲକବଷ୍ଟର ଚଳଚ୍ଚିତ୍ର ‘କାନ୍ତାରା’ ପାଇଁ ଶ୍ରେଷ୍ଠ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri