Tag Archives: Home Middle

କଲିଙ୍ଗ୍ ବେଲ୍ ବଜାଇ ଡାକିଲେ; ହାତଗୋଡ଼ ବାନ୍ଧି ଲୁଟି ନେଲେ ସୁନା ଗହଣା

ବରଗଡ, ୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ନିଗମାନନ୍ଦ ବିହାର ଗଳି ନମ୍ବର-୭ ନିବାସୀ ସ୍ଵର୍ଗତ ଦିଲ୍ଲିପ ସାହୁଙ୍କ ଘରେ ଗୁରୁବାର ସଂଧ୍ୟା ପ୍ରାୟ ୭ଟାରେ ଜଣେ ଯୁବତୀଙ୍କ ହାତଗୋଡ଼ ବାନ୍ଧି ବିପୁଳ ପରିମାଣରେ ସୁନା ଗହଣା ଲୁଟ୍ ଘଟଣା ଚର୍ଚ୍ଚାର...

ଗୋ ଚାଲାଣ ରୋକିଲେ ମନ୍ତ୍ରୀ ବିଭୁତି ଭୂଷଣ ଜେନା

ଗଜପତି,୧୫।୮: ଗୋ ଚାଲାଣ ରୋକିଲେ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା। ଗୁରୁବାର ଗଜପତି ଜିଲା ସ୍ଥରୀୟ ସ୍ୱାଧୀନତା ଦିବସ ପାଳନ କାର୍ଯ୍ୟକ୍ରମ ରେ ଯୋଗଦେଇ ମୋହନା ଆସୁଥିଲେ ମନ୍ତ୍ରୀ।ଏହି ସମୟରେ ଆର. ଉଦୟଗିରି ଥାନା ବୁଡ଼ିଶୀଳ ଘାଟିରେ ଶତାଧିକ...

କୋଲକାତା ବଳାତ୍କାର ମାମଲାରେ ସାଂଘାତିକ ଅଭିଯୋଗ ଆଣିଲେ ଶୁଭେନ୍ଦୁ ଅଧିକାରୀ, କହିଲେ ଏହି ଆକ୍ରମଣ ପୂର୍ବରୁ…

କୋଲକାତା,୧୫ା୮: ପଶ୍ଚିମବଙ୍ଗର ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀ ଗୁରୁବାର କୋଲକାତାର ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଘଟିଥିବା ହିଂସା ସମ୍ପର୍କରେ ଗୃହ ମନ୍ତ୍ରଣାଳୟକୁ ଚିଠି ଲେଖିଛନ୍ତି। ଡାକ୍ତରଖାନାରେ ପ୍ରମାଣ ନଷ୍ଟ ନ ହେବା ପାଇଁ ସେ...

ଗ୍ୟାସ୍‌ଟାଙ୍କି ବିସ୍ଫୋରଣ ହୋଇ ଘର ସହ ଜଳିଗଲେ ଭଉଣୀ-ଭାଇ

ରାଜନଗର,୧୫ା୮(କୈଳାସ ସାହୁ): ସ୍ବାଧୀନତା ଦିବସରେ ଅଭାବନୀୟ ତଥା ଦୁଃଖଦ ଘଟଣା ଘଟିଯାଇଛି। ଗ୍ୟାସ୍‌ଟାଙ୍କିରୁ ବିସ୍ଫୋରଣ ହୋଇ ଘର ସହ ଜଳି ଯାଇଛନ୍ତି ଭଉଣୀ-ଭାଇ। କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ବଳରାମପୁର ଗାଁରେ ଏଭଳି ଦୁଃଖଦ ଘଟଣା ଘଟିଛି। ଆଜି ସକାଳେ ...

ଶେଖ ହାସିନାଙ୍କ ସହ ବଢିଲା ତାଙ୍କ ୯ ସହଯୋଗୀଙ୍କ ଅଡୁଆ

ଢାକା,୧୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ସମସ୍ୟା ବେଳକୁ ବେଳ ବଢିବାରେ ଲାଗିଛି। ବାଂଲାଦେଶର ଆନ୍ତର୍ଜାତୀୟ ଅପରାଧିକ ଟ୍ରିବ୍ୟୁନାଲ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ତାଙ୍କର ଅନ୍ୟ ୯ଜଣ ସହଯୋଗୀଙ୍କ ବିରୋଧରେ ଜନଶୁଣାଣି ତଥା ମାନବିକତା ବିରୋଧରେ...

ମୋଦିଙ୍କୁ ବଡ଼ ଉପହାର ଦେଲେ ମନୁ ଭାକର-ଶ୍ରୀଜେଶ

ପ୍ୟାରିସ୍‌,୧୫।୮: ପ୍ୟାରିସ୍‌ ଅଲିମ୍ପିକ୍ସରେ ଭାଗ ନେଉଥିବା ଭାରତୀୟ ଆଥଲେଟମାନଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଭେଟିଥିଲେ। ଏହି ସମୟ ମଧ୍ୟରେ ଭାରତୀୟ ପ୍ରଧାନମନ୍ତ୍ରୀ ଆଥଲେଟ୍‌ମାନଙ୍କ ସହ କଥାବାର୍ତ୍ତା କରିଥିଲେ। ପ୍ୟାରିସ ଅଲିମ୍ପିକ୍ସରେ ଭାରତର ୧୧୭ ଆଥଲେଟ ଅଂଶଗ୍ରହଣ କରିଥିଲେ। ଭାରତୀୟ ହକି ଦଳର...

ସ୍ବାଧୀନତା ଦିବସରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ : ଋତୁସ୍ରାବରେ ମିଳିବ…

କଟକ,୧୫।୮: ରାଜ୍ୟରେ ମହିଳାଙ୍କୁ ମିଳିବ ଋତୁସ୍ରାବ ଛୁଟି । କଟକରେ ସ୍ବାଧୀନତା ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏହି ଘୋଷଣା କରିଛନ୍ତି । ସରକାରୀ ଓ ଘରୋଇ କ୍ଷେତ୍ରରେ କାମ କରୁଥିବା ମହିଳାମାନେ ଋତୁସ୍ରାବ...

ମୋଦିଙ୍କ ମନ୍ତବ୍ୟକୁ ନେଇ ବର୍ଷିଲେ କପିଲ ସିବଲ

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଲଗାତାର ୧୧ତମ ଥର ପାଇଁ ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ସମୟରେ ସେ ଏମିତି କିଛି କଥା ଉଲ୍ଲେଖ କରିଥିଲେ ଯାହାକୁ ନେଇ ଅନେକ ହଇଚଇ ସୃଷ୍ଟି ହୋଇଛି। ପ୍ରଧାନମନ୍ତ୍ରୀ...

ଗାନ୍ଧୀମାର୍ଗରୁ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ପ୍ରଥମ ସମ୍ବୋଧନ, ବଡ଼ ସ୍ବପ୍ନ ଦେଖାଇବିନି…

ଭୁବନେଶ୍ୱର,୧୫।୮: ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ମୋହନ ମାଝି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଭୁବନେଶ୍ୱରର ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କରିଛନ୍ତି। ପତାକା ଉତ୍ତୋଳନ ପରେ ସେ ଗାନ୍ଧୀମାର୍ଗରେ ରାଜ୍ୟବାସୀଙ୍କୁ...

ଗାନ୍ଧୀମାର୍ଗରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୧୫।୮: ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ମୋହନ ମାଝି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଭୁବନେଶ୍ୱରର ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କରିଛନ୍ତି। ପତାକା ଉତ୍ତୋଳନ ପରେ ସେ ଗାନ୍ଧୀମାର୍ଗରେ ରାଜ୍ୟବାସୀଙ୍କୁ...

ବଳାତ୍କାର ଘଟଣା ଉପରେ ମୁହଁ ଖୋଲିଲେ ମୋଦି

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲାରୁ ତାଙ୍କ ଅଭିଭାଷଣରେ ଏକ ବିକଶିତ ଭାରତର ସଂକଳ୍ପ, ଅନ୍ୟପକ୍ଷରେ ଭାଜପା ସରକାରଙ୍କ କାର୍ଯ୍ୟ ତଥା ଅନ୍ୟାନ୍ୟ ବିଷୟ ବିଷୟରେ ଆଲୋଚନା କରୁଥିବାବେଳେ ମହିଳାଙ୍କ ସୁରକ୍ଷା, ସେ ମହିଳା ଏବଂ...

ପାକିସ୍ତାନରେ ସର୍ଜିକାଲ ଷ୍ଟ୍ରାଇକ୍‌କୁ ନେଇ ଏମିତି କହିଦେଲେ ମୋଦି

ନୂଆଦିଲ୍ଲୀ,୧୫।୮: ଆଜି ସାରା ଦେଶରେ ସ୍ବାଧୀନତା ଦିବସ ପାଳନ କରାଯାଉଛି। ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରେ ତ୍ରିରଙ୍ଗା ପତାକା ଉତ୍ତୋଳନ କରିଥିଲେ। ଏହି ସମୟରେ ସେ ଦେଶକୁ ସମ୍ବୋଧିତ କରିଥିଲେ। ମୋଦି ତାଙ୍କ ସମ୍ବୋଧନରେ କରୋନା ମହାମାରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri