Tag Archives: Home Middle

ଲାଲକିଲ୍ଲାରୁ ୧୧ଥର ପାଇଁ ପତାକା ଉତ୍ତୋଳନ କରି ଇତିହାସ ରଚିଲେ ମୋଦି, ଭାରତର ୩ୟ ପ୍ରଧାନମନ୍ତ୍ରୀ ଭାବେ…

ନୂଆଦିଲ୍ଲୀ,୧୫।୮: ଭାରତ ଆଜି ୭୮ତମ ସ୍ବାଧୀନତା ଦିବସ ପାଳନ କରୁଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ପତାକା ଉତ୍ତୋଳନ କରିଛନ୍ତି। ତୃତୀୟ ଥର ପାଇଁ ଲୋକ ସଭା ନିର୍ବାଚନରେ ଜିତିବା ପରେ ସେ ତାଙ୍କ କାର୍ଯ୍ୟକାଳରେ ୧୧ଥର ପାଇଁ...

ଯଦି ଆମେ ସଙ୍କଳ୍ପ ସହିତ ଆଗକୁ ବଢିବା, ତେବେ ବିକଶିତ ଭାରତର ଲକ୍ଷ୍ୟ ହାସଲ କରିପାରିବା: ମୋଦି

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ପାଳୁଛି ୭୮ତମ ସ୍ବାଧୀନତା ଦିବସ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରେଡ ଦୁର୍ଗର ରାମ୍ପର୍ଟରୁ ପତାକା ଉତ୍ତୋଳନ କରିଛନ୍ତି। ଏହା ପରେ ଏକାଦଶ ଥର ପାଇଁ ଦେଶକୁ ସମ୍ବୋଧିତ କରୁଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

‘ଘରେ ଘରେ ତ୍ରିରଙ୍ଗା ଅଭିଯାନ’ ପଦଯାତ୍ରାରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରଠାରେ ଆୟୋଜିତ ‘ଘରେ ଘରେ ତ୍ରିରଙ୍ଗା ଅଭିଯାନ’ ପଦଯାତ୍ରାରେ ସାମିଲ ହୋଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ଅଭିଯାନ ଆମ ସମସ୍ତଙ୍କୁ ଦେଶପ୍ରେମର ସୂତ୍ରରେ ବାନ୍ଧି ରଖିବାରେ ସଫଳ ହେଉଛି।...

ବ୍ୟାପୁଛି ମଙ୍କିପକ୍ସ; ଦୁଇ ବର୍ଷ ମଧ୍ୟରେ ଦ୍ୱିତୀୟ ଥର ପାଇଁ ଜରୁରୀକାଳୀନ ପରିସ୍ଥିତି ଘୋଷଣା କଲା WHO

ନୂଆଦିଲ୍ଲୀ,୧୪ା୮: ଡେମୋକ୍ରାଟିକ୍ ରିପବ୍ଲିକ୍ ଅଫ୍ କଙ୍ଗୋରେ ମଙ୍କିପକ୍ସ ସଂକ୍ରମଣ ବ୍ୟାପିବା ପରେ ଦୁଇ ବର୍ଷ ମଧ୍ୟରେ ଦ୍ୱିତୀୟ ଥର ପାଇଁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ବୁଧବାର ଦ୍ୱିତୀୟ ଥର ପାଇଁ ସମଗ୍ର ବିଶ୍ୱ ପାଇଁ ଜନସ୍ୱାସ୍ଥ୍ୟ ଜରୁରୀକାଳୀନ ପରିସ୍ଥିତି ଘୋଷଣା...

ପୀଡ଼ିତାଙ୍କ ମୃତଦେହରୁ ମିଳିଲା ୧୫୦ ମି.ଗ୍ରା. ସିମେନ, କୋଲକାତାରେ ସିବିଆଇ ଟିମ୍‌ର ତନାଘନା

କୋଲକାତା, ୧୪।୮: କୋଲକାତାର ଆର୍‌.ଜି. କର ମେଡିକାଲ କଲେଜ ଓ ହସ୍ପିଟାଲ୍ସର ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ନୂଆ ମୋଡ଼ ଆସିଛି। ପୀଡ଼ିତାଙ୍କ ମୃତଦେହରୁ ୧୫୦ ମିଲିଗ୍ରାମର ସିମେନ(ଶୁକ୍ରାଣୁ) ମିଳିଥିବା ନେଇ ପୋଷ୍ଟମର୍ଟମ କରୁଥିବା ଡାକ୍ତର ସୁବର୍ଣ୍ଣା...

ଅଯୋଧ୍ୟାରେ ରାମଙ୍କ ୫୦ ଲକ୍ଷ ଟଙ୍କାର ଲାଇଟ୍‌ ଚୋରି

ଅଯୋଧ୍ୟା,୧୪ା୮: ଅଯୋଧ୍ୟାର ରାମଲାଲା ମନ୍ଦିରକୁ ସଂଯୋଗକାରୀ ଭକ୍ତିପଥ ଓ ରାମପଥରେ ଲଗାଯାଇଥିବା ୩,୮୦୦ ବାମ୍ବୋ ଲାଇଟ୍‌ ଏବଂ ୩୬ ଗୋବୋ ପ୍ରୋଜେକ୍ଟର ଲାଇଟ୍‌କୁ ଦୁର୍ବୃତ୍ତମାନେ ଚୋରିକରି ନେଇଛନ୍ତି। ଚୋରି ହୋଇଥିବା ଲାଇଟ୍‌ଗୁଡ଼ିକର ଆନୁମାନିକ ମୂଲ୍ୟ ୫୦ ଳକ୍ଷ ଟଙ୍କା ହେବ।...

ଭିନେଶ ଫୋଗଟଙ୍କୁ ମିଳିବନି ରୌପ୍ୟ ପଦକ, ଆବେଦନ ଖାରଜ

ନୂଆଦିଲ୍ଲୀ, ୧୪।୦୮: ମଉଳି ଯାଇଛି ଭିନେଶ ଫୋଗାଟଙ୍କ ସ୍ବପ୍ନ। ଶେଷ ଆଶା ମଧ୍ୟ ବ୍ୟର୍ଥ ଯାଇଛି। ରୌପ୍ୟ ପଦକ ଦାବିରେ କୋର୍ଟ ଅଫ ଆଵିଟ୍ରେସନ ଫ୍ର ସ୍ପୋର୍ଟ୍ସ(ସିଏଏସ)ରେ ଭିନେଶଙ୍କ ଆବେଦନ ଖାରଜ ହୋଇଯାଇଛି।ଭିନେଶଙ୍କ ଆବେଦନର ବିଚାର ପୂର୍ବରୁ ହୋଇସାରିଥିବା ବେଳେ...

ଶୃଙ୍ଖଳିତ ଦର୍ଶନ ପାଇଁ ଲାଗିବ AI କ୍ୟାମେରା, ଟେଣ୍ଡର ପ୍ରକ୍ରିୟା ଆରମ୍ଭ

ପୁରୀ, ୧୪।୦୮: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନକୁ ଶୃଙ୍ଖଳିତ କରିବାକୁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଉନ୍ନତ ଜ୍ଞାନ କୌଶଳ ପ୍ରୟୋଗ କରାଯାଇ ଭିଡ଼ ନିୟନ୍ତ୍ରଣ କରାଯିବା ସହିତ ମହାପ୍ରଭୁଙ୍କ ଦର୍ଶନକୁ ଶୃଙ୍ଖଳିତ କରିବାକୁ AI କ୍ୟାମେରା ଲଗାଯିବ। ଶ୍ରୀମନ୍ଦିର ଭିତର...

ସ୍ବାଧୀନତା ଦିବସ ପାଳନ ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧିତ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୪ା୮: ସ୍ବାଧୀନତା ଦିବସ ଅବ୍ୟବହିତ ପୂର୍ବରୁ ବୁଧବାର ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ତାଙ୍କ ଅଭିଭାଷଣରେ କହିଛନ୍ତି, ରାତି ପାହିଲେ ସାରା ଦେଶ ପାଳିବ ୭୮ତମ ସ୍ବାଧୀନତା ଦିବସ। ସେ କହିଛନ୍ତି, ଦେଶ ବିଦେଶରେ ଆମେ...

ବିପଦରେ ପଡ଼ିବ ବନ୍ଧୁତା, ହାସିନାଙ୍କ ବିବୃତ୍ତି ପରେ ଭାରତକୁ ଚେତାବନୀ ଦେଲା ବାଂଲାଦେଶ

ଢାକା/ନୂଆଦିଲ୍ଲୀ,୧୪ା୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ଇସ୍ତଫା ପରେ ବାଂଲାଦେଶରେ ଏକ ନୂତନ ମଧ୍ୟବର୍ତ୍ତୀକାଳୀନ ସରକାର ଗଠନ କରାଯାଇଛି। ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ନିକଟରେ ଦେଇଥିବା ବିବୃତ୍ତିକୁ ଦର୍ଶାଇ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ଭାରତୀୟ ଉଚ୍ଚ କମିଶନରଙ୍କୁ...

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି; SBI-PNB ସହିତ ସମସ୍ତ ନେଣଦେଣ ତତ୍କାଳ ବନ୍ଦ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୧୪।୦୮: ଏକ ବଡ ନିଷ୍ପତ୍ତି ନେଇ କର୍ଣ୍ଣାଟକ ସରକାର ବୁଧବାର ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସବିଆଇ) ଏବଂ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (ପିଏନବି) ସହିତ ସମସ୍ତ କାରବାର ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ...

ନୂଆ ଦେଶ ଗଠନ କରିବାକୁ ଚାହୁଁଛି ବାଂଲାଦେଶ, ଭାରତର ଏହି ସବୁ ରାଜ୍ୟକୁ ନେବା ପାଇଁ ଚଳାଇଛି ମସୁଧା

ଢାକା/ନୂଆଦିଲ୍ଲୀ,୧୪ା୮: ବାଂଲାଦେଶରେ ଶେଖ୍‌ ହସିନା ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଦୁଇଟି ମୌଳବାଦୀ ସଂଗଠନ ଅତ୍ୟନ୍ତ ଖୁସି। ସେଥିମଧ୍ୟରୁ ଗୋଟିଏ ହେଉଛି ଜମାତ-ଇ-ଇସ୍‌ଲାମି ଏବଂ ଅନ୍ୟଟି ହେଉଛି ହିଫାଜତ୍‌-ଇ-ଇସ୍‌ଲାମ ବାଂଲାଦେଶ। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଉଭୟ ସଂଗଠନ ଏକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri