Tag Archives: Home Middle

ଆର୍ଥିକ ବର୍ଷ ୨୦୨୪ରେ ୩୮ ହଜାର କର୍ମଚାରୀଙ୍କୁ ଛଟେଇ କରିଛି ମୁକେଶ ଅମ୍ବାନିଙ୍କ କମ୍ପାନୀ

ମୁମ୍ବାଇ,୧୨।୮: ଦେଶର ପ୍ରମୁଖ କମ୍ପାନୀ ମାନଙ୍କ ମଧ୍ୟରୁ ଅନ୍ୟତମ ରିଲାଏନ୍ସ ଗ୍ରୁପ୍ ଆର୍ଥିକ ୨୦୨୪ ରେ ଯଥେଷ୍ଟ କର୍ମଚାରୀ ଛଟେଇ କରିଛି। ଅତିରିକ୍ତ ଭାବରେ କମ୍ପାନୀ ଏହାର ବିଭିନ୍ନ ବ୍ୟବସାୟକୁ ଏକୀକରଣ କରିବା ଫଳରେ ଆର୍ଥିକ ୨୦୨୩ ତୁଳନାରେ ଗତ...

ଚାଷୀଙ୍କ ପାଇଁ ଖୁସି ଖବର: କୃଷକଙ୍କୁ ଟଙ୍କା ଦେବେ ମୁଖ୍ୟମନ୍ତ୍ରୀ ମୋହନ, ଜାଣନ୍ତୁ କେବେ ଆଉ କେଉଁମାନଙ୍କୁ ମିଳିବ

ଭୁବନେଶ୍ୱର,୧୨।୮: ଚାଷୀଙ୍କ ପାଇଁ ଖୁସି ଖବର ଆସିଛି। ନୂଆଁଖାଇ ଅବସରରେ ଚାଷୀଙ୍କୁ ମିଳିବ ସିଏମ କିଷାନ ଯୋଜନା ଟଙ୍କା। ଏନେଇ ପ୍ରସ୍ତୁତି ଚୂଡାନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଚଳିତ ବର୍ଷ ବଜେଟରେ ମୋହନ ସରକାର ସିଏମ କିଷାନ ଯୋଜନା ବିଷୟରେ...

କେଜ୍‌ରିଓ୍ବାଲଙ୍କ ସ୍ଥାନରେ ଅଗଷ୍ଟ ୧୫ରେ ପତାକା ଉତ୍ତୋଳନ କରିବେ ମନ୍ତ୍ରୀ ଆତିଶୀ

ନୂଆଦିଲ୍ଲୀ,୧୨ା୮: ଦିଲ୍ଲୀ ସରକାର ନିଷ୍ପତ୍ତି ନେଇଛନ୍ତି ଯେ, ସ୍ବାଧୀନତା ଦିବସରେ ମନ୍ତ୍ରୀ ଆତିଶୀ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲଙ୍କ ବଦଳରେ ପତାକା ଉତ୍ତୋଳନ କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ଏହି ନିଷ୍ପତ୍ତି ନିଆଯାଇଛି। ଦିଲ୍ଲୀ ସରକାରଙ୍କ ପରିବେଶ ମନ୍ତ୍ରୀ ଗୋପାଳ...

ଆସନ୍ତାକାଲି ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା; ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨ା୮: ରାଜ୍ୟରେ ମୌସୁମୀ ପ୍ରଭାବରେ ବର୍ଷା ଜାରି ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ମଙ୍ଗଳବାର ସୁଦ୍ଧା ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୫ଟି ଜିଲାରେ...

କୋଲକାତା ବଳାତ୍କାର-ହତ୍ୟା ମାମଲାକୁ ନେଇ ମମତାଙ୍କଠାରେ ଏହି ବଡ଼ ଦାବି କଲେ ପ୍ରିୟଙ୍କା, କହିଲେ ପୀଡ଼ିତାଙ୍କ…

ନୂଆଦିଲ୍ଲୀ,୧୨ା୮: ଅଗଷ୍ଟ ୯ରେ କୋଲକାତାର ଆର୍‌ଜି କର ମେଡିକାଲ କଲେଜରେ ଜଣେ ପିଜି ତାଲିମପ୍ରାପ୍ତ ମହିଳା ଡାକ୍ତରଙ୍କୁ ବଳାତ୍କାର କରାଯାଇ ହତ୍ୟା କରାଯାଇଥିଲା। ସେବେଠାରୁ ଏହି ପ୍ରସଙ୍ଗରେ ବିରୋଧ ବଢ଼ିବାରେ ଲାଗିଛି। ଏହି ସମୟରେ କଂଗ୍ରେସର ସାଧାରଣ ସମ୍ପାଦିକା ପ୍ରିୟଙ୍କା...

ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଘଟଣା: ନା ଅଛି ଡର ନା ଅଛି ଲାଜ, ପୋଲିସ ଧରିବା ପରେ ଅଭିଯୁକ୍ତ କହିଲେ…

କୋଲକାତା,୧୨ା୮: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାସ୍ଥିତ ଆର୍‌ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ମହିଳା ଟ୍ରେନି ବା ପ୍ରଶିକ୍ଷକ ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ଜଣକ ସଞ୍ଜୟ ରାୟ ବୋଲି...

ଅଧ୍ୟକ୍ଷାଙ୍କ ବିପକ୍ଷରେ ସମସ୍ତ କାଉନସିଲର ଦେଲେ ଭୋଟ୍‌, ହାରିଗଲେ ଅଧ୍ୟକ୍ଷା

ଭବାନୀପାଟଣା,୧୨ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ପୌରପାଳିକାରେ ସୋମବାର ପୂର୍ବାହ୍ନ ୧୧ ଟାରେ ଅନାସ୍ଥା ଭୋଟ ଗ୍ରହଣ କରାଯାଇଥିଲା। ସ୍ଥାନୀୟ ପୌରପାଳିକା ଅଧ୍ୟକ୍ଷା ସଂଯୁକ୍ତା ବେହେରାଙ୍କ ବିପକ୍ଷରେ ସମସ୍ତ ୨୦ କାଉନସିଲର ଭୋଟ୍‌ ଦେଇଥିଲେ ବୋଲି ଉପାଧ୍ୟକ୍ଷା ବିଷ୍ଣୁ...

ଯେତେ ଖୋଲୁଛି ସେତେ ମିଳୁଛି, ଯନ୍ତ୍ରୀଙ୍କ ଘରୁ ବାହାରୁଛି ପୁଳାପୁଳା ସୁନା, ଘରେ ଅଛି ସୁନାର ଗଣେଶ ଠାକୁର

ଭୁବନେଶ୍ୱର,୧୨।୮: ପୂର୍ବତନ ମୁଖ୍ୟ ଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଚାଲିଛି। ତାଙ୍କ ନାଁରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। ପରେ ସ୍ବତନ୍ତ୍ର ବିଚାରପତିଙ୍କ ଦ୍ୱାରା ଜାରି ହୋଇଥିବା ସର୍ଚ୍ଚ ୱାରେଣ୍ଟ...

ସିସୋଡିଆଙ୍କ ପରେ ଜେଲ୍‌ରୁ ବାହାରିବେ କେଜ୍‌ରିଓ୍ବାଲ!

ନୂଆଦିଲ୍ଲୀ,୧୨ା୮: ସୁପ୍ରିମକୋର୍ଟରେ ସିବିଆଇ ଗିରଫକୁ  ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଚ୍ୟାଲେଞ୍ଜ କରିଛନ୍ତି। କେଜ୍‌ରିଓ୍ବାଲଙ୍କ ପକ୍ଷରୁ ବରିଷ୍ଠ ଓକିଲ ଅଭିଷେକ ମନୁ ସିଂଭି ଶୀଘ୍ର ଶୁଣାଣି କରିବାକୁ ଦାବି କରିଛନ୍ତି। ପ୍ରଧାନ ବିଚାରପତି ତାଙ୍କୁ ଆନୁଷ୍ଠାନିକ ଭାବେ ଏକ ଇମେଲ...

ପୁରୀରେ ପ୍ରବଳ ବର୍ଷା ଘଡ଼ଘଡ଼ି ସହ ବଜ୍ରପାତ: ଜଣେ ମହିଳାଙ୍କ ଜୀବନ ଗଲା, ୮ ଆହତ

ପୁରୀ,୧୨ା୮: ପୁରୀରେ ସୋମବାର ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ବଜ୍ରପାତ ହୋଇଛି। ଫଳରେ ଜଣେ ମହିଳାଙ୍କ ଜୀବନ ଯାଇଥିବା ବେଳେ ୮ ଜଣ ଆହତ ହୋଇଛନ୍ତି। ଛଇତନା ଭୋଇସାହିରେ ଏହି ବଜ୍ରପାତ ଘଟିଛି। ତେବେ ସମସ୍ତ ଆହତଙ୍କୁ ପୁରୀ ମୁଖ୍ୟ...

ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ: ୯ଟି ସ୍ଥାନରେ ଏକକାଳୀନ ଚଢାଉ

ଭୁବନେଶ୍ୱର,୧୨।୮: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ ହୋଇଛି। ଆର୍‌ଆଣ୍ଡ୍‌ବି ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ଘରେ ରେଡ୍‌ ହୋଇଥିବା ଜଣାପଡିଛି। ଭୁବନେଶ୍ବର, କଟକ, ଝାରସୁଗୁଡ଼ାର ୯ଟି ସ୍ଥାନରେ ଏକକାଳୀନ ରେଡ୍‌...

ଦ୍ୱୀପ ଦେଲିନି, କ୍ଷମତା ନେଇଗଲା ଆମେରିକା

ନୂଆଦିଲ୍ଲୀ,୧୨ା୮: ବାଂଲାଦେଶ ପ୍ରଧାନମନ୍ତ୍ରୀ ପଦରୁ ଗାଦିଚ୍ୟୁତ ଶେଖ୍‌ ହାସିନା କ୍ଷମତାରୁ ହଟିବା ପଛରେ ଆମେରିକାର ହାତ ଥିବା ସେ ଅଭିଯୋଗ ଆଣିଛନ୍ତି। ହାସିନା କହିଛନ୍ତି, ସେଣ୍ଟ ମାର୍ଟିନ ଦ୍ୱୀପର ସାର୍ବଭୌମତ୍ୱକୁ ଆମେରିକା ନିକଟରେ ସମର୍ପଣ କରିଦେଇଥିଲେ ସେ ଏବେ ବି କ୍ଷମତାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri