Tag Archives: Home Middle

ଅସଦାଚରଣ ଅଭିଯୋଗ: ଆଇପିଏସ ଅଧିକାରୀ ବସନ୍ତ ରଥଙ୍କୁ ସମୟପୂର୍ବରୁ ଅବସର…

ନୂଆଦିଲ୍ଲୀ,୧୦।୮ : ବାରମ୍ବାର ଅସଦାଚରଣ  ଅଭିଯୋଗରେ କେନ୍ଦ୍ର ସରକାର ବରିଷ୍ଠ ଆଇପିଏସ ଅଧିକାରୀ ବସନ୍ତ ରଥଙ୍କୁ ସମୟ ପୂର୍ବରୁ ଅବସର ପ୍ରଦାନ କରିଛନ୍ତି। ଅଗଷ୍ଟ ୭ରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ବିଜ୍ଞପ୍ତିରେ ଦର୍ଶାଯାଇଛି ରାଷ୍ଟ୍ରପତି ବସନ୍ତ ରଥଙ୍କୁ ଜନସାଧାରଣଙ୍କ ସ୍ବାର୍ଥକୁ ଦୃଷ୍ଟିରେ...

ଶୁଖିଲା ଭାତ ଖାଇ ନିଜ ଜୀବନ ବିତାଉଛନ୍ତି ନାଇଜର ରାଷ୍ଟ୍ରପତି: ଚିନ୍ତା ବ୍ୟକ୍ତ କଲା ଜାତିସଂଘ…

ଜେନେଭା,୧୦।୮ : କ୍ଷମତାଚ୍ୟୁତ ହୋଇଥିବା ନାଇଜର ରାଷ୍ଟ୍ରପତିଙ୍କ ଅବସ୍ଥା ଖରାପ ହେବାରେ ଲାଗିଛି। ସେ କେବଳ ଭାତ ଖାଇ ଜୀବନ ବିତାଉଛନ୍ତି। ଏହାକୁ ନେଇ ଜାତିସଂଘ ପକ୍ଷରୁ ଚିନ୍ତା ବ୍ୟକ୍ତ କରାଯାଇଛି। ଜାତିସଂଘର ସେକ୍ରେଟେରୀ ଜେନେରାଲ ଆଣ୍ଟୋନିଓ ଗୁଟେରସ ଉଦବେଗ...

ବରିଷ୍ଠ ଜେନେରାଲଙ୍କୁ ବରଖାସ୍ତ କଲେ କିମ୍‌…

ପ୍ୟୋଙ୍ଗୟାଙ୍ଗ,୧୦।୮ : ଉତ୍ତର କୋରମ୍ର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ ସେନାର ବରିଷ୍ଠ ଜେନେରାଲଙ୍କୁ ବରଖାସ୍ତ କରିଛନ୍ତି। ଉତ୍ତର କୋରିଆରେ ଯୁଦ୍ଧ ସମ୍ଭବତଃ, ଏଥିପାଇଁ ଦେଶ ବ୍ୟାପକ ପ୍ରସ୍ତୁତି, ଅସ୍ତ୍ରଶସ୍ତ୍ର ଉତ୍ପାଦନକୁ ବୃଦ୍ଧି କରିବା ଏବଂ ସାମରିକ ଅଭ୍ୟାସ...

୧୧ ୟୁକ୍ରେନ ଡ୍ରୋନ୍‌କୁ ଗୁଳି କରି ଖସାଇଲା ରୁଷିଆ…

ମସ୍କୋ,୧୦।୮ : ରୁଷିଆ-ୟୁକ୍ରେନ ଯୁଦ୍ଧ ଏକ ବର୍ଷରୁ ଅଧିକ ସମୟ ଧରି ଚାଲିଛି। ଉଭୟ ଦେଶ କ୍ରମାଗତ ଭାବରେ ପରସ୍ପର ବିରୁଦ୍ଧରେ ଡ୍ରୋନ ଯୁଦ୍ଧ ଜାରି ରଖିଛନ୍ତି। ଏହି ସମୟରେ ରୁଷିଆ ଦାବି କରିଛି ମସ୍କୋ ଅଭିମୁଖେ ଆସୁଥିବା ୧୧ଟି...

ୟୁନାଇଟେଡ୍‌ ୟୁଥ୍‌ ସ୍ପୋର୍ଟିଂ ୪-୩ରେ ବିଜୟୀ

ଭୁବନେଶ୍ୱର, ୧୦।୮ (ତପନ ସ୍ବାଇଁ): ଭୁବନେଶ୍ୱର ଆଥଲେଟିକ୍‌ ଆସୋସିଏଶନ ଆନୁକୂଲ୍ୟରେ ୟୁନିଟ-୧ସ୍ଥିତ ଫୁଟବଲ ଏକାଡେମୀ ପଡ଼ିଆରେ ଚାଲିଥିବା ଗତିକୃଷ୍ଣ ମେମୋରିଆଲ ‘ବି’ ଡିଭିଜନ ଫୁଟବଲ ଲିଗ୍‌ର ବୁଧବାର ଅନୁଷ୍ଠିତ ମ୍ୟାଚରେ ୟୁନାଇଟେଡ ୟୁଥ୍‌ ସ୍ପୋର୍ଟିଂ ବିଜୟୀ ହୋଇଛି। ଏକଦା ୦-୩...

ଗିଲ୍‌, କିଶନଙ୍କୁ କ୍ୟାରିୟର ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ୍‌

ଦୁବାଇ,୧୦ା୮(ପି.ଟି.): ଆଇସିସି ପକ୍ଷରୁ ଦିନିକିଆ ର଼୍ୟାଙ୍କିଙ୍ଗ ତାଲିକା ବୁଧବାର ପ୍ରକାଶ ପାଇଥିବା ବେଳେ ଭାରତୀୟ ଓପନିଙ୍ଗ ବ୍ୟାଟର ଶୁବମନ ଗିଲ୍‌ ଓ ଇଶାନ କିଶନଙ୍କୁ ମିଳିଛି କ୍ୟାରିୟର ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ। ଗିଲ୍‌ ଦୁଇଟି ସ୍ଥାନ ଉପରକୁ ଉଠି ପଞ୍ଚମ ସ୍ଥାନରେ...

ଡୋପ୍‌ ଟେଷ୍ଟ: ଜାଡେଜା ଆଗରେ

ନୂଆଦିଲ୍ଲୀ,୧୦ା୮(ପି.ଟି.): ବୁଧବାର ନ୍ୟାଶନାଲ ଆଣ୍ଟି ଡୋପିଂ ଏଜେନ୍ସି(ନାଡା) ପକ୍ଷରୁ କ୍ରିକେଟରମାନଙ୍କ ଡୋପ୍‌ ଟେଷ୍ଟିଂକୁ ନେଇ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟ ଅନୁସାରେ ସମୁଦାୟ ୫୫ ଜଣ କ୍ରିକେଟରଙ୍କଠାରୁ ୫୮ ଥର ନମୁନା(ସାମ୍ପଲ) ସଂଗ୍ରହ କରାଯାଇଛି। ଭାରତୀୟ ଷ୍ଟାର...

ଭାରତର ପ୍ରଥମ ଅଲିମ୍ପିକ୍ସ ସ୍ବର୍ଣ୍ଣ ବିଜୟକୁ ୭୫ ବର୍ଷ

କୋଝିକୋଡ଼େ, ୧୦।୮: ସ୍ବାଧୀନ ହେବାପରେ ଭାରତୀୟ ପୁରୁଷ ହକି ଦଳ ୧୯୪୮ରେ ପ୍ରଥମଥରପାଇଁ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ବିଜୟୀ ହୋଇଥିଲା। ଭାରତୀୟ କ୍ରୀଡ଼ାରେ ଏହା ଏକ ସ୍ବର୍ଣ୍ଣିମ ଅଧ୍ୟାୟ ସୃଷ୍ଟି କରିଥିଲା। ଫାଇନାଲରେ ଭାରତ ୪-୦ ଗୋଲରେ ଗ୍ରେଟ୍‌ ବ୍ରିଟେନକୁ...

କାଉଣ୍ଟିରେ ପୃଥ୍ବୀ ଶ’ଙ୍କ ଦ୍ୱିଶତକ

ନର୍ଥହାମ୍ପଟନ୍‌,୧୦ା୮(ପି.ଟି.): ଭାରତୀୟ ଦଳରୁ ଦୂରରେ ଥିବା ଓପନର ପୃଥ୍ବୀ ଶ କାଉଣ୍ଟିରେ ଦ୍ୱିଶତକ ହାସଲ କରିଛନ୍ତି। ବୁଧବାର ଇଂଲଣ୍ଡର ଓ୍ବ୍‌ାନ୍‌ ଡେ କପ୍‌ରେ ନର୍ଥହାମ୍ପଟନଶାୟର ପକ୍ଷରୁ ଖେଳୁଥିବା ଶ’ ୧୫୩ ବଲ୍‌ ଖେଳି ୨୪୪ ରନ୍‌ ସ୍କୋର କରିଛନ୍ତି। ଲିଷ୍ଟ...

ଭାରତଠାରୁ ହାରି ପାକିସ୍ତାନ ବିଦା

ଚେନ୍ନାଇ, ୧୦।୮: ଏସିଆନ ଚାମ୍ପିୟନ୍ସ ଟ୍ରଫି ହକିର ଲିଗ୍‌ ପର୍ଯ୍ୟାୟ ବୁଧବାର ଶେଷ ହୋଇଛି। ଅନ୍ତିମ ଲିଗ୍‌ ମ୍ୟାଚରେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ୪-୦ ଗୋଲରେ ଭାରତ ପରାସ୍ତ କରିଛି। ମ୍ୟାଚରେ ଭାରତ ସମ୍ପୂର୍ଣ୍ଣ ଅଧିପତ୍ୟ ବିସ୍ତାର କରି ଖେଳିଥିଲା।...

ଶେୟାର ବଜାର କାରବାରରେ ଉତ୍ସାହ

ଭୁବନେଶ୍ୱର,୧୦।୮: ଦିନକ ପରେ ପୁଣି ଥରେ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୩ୟ କାର୍ଯ୍ୟ ଦିବସ (ଷ୍ଟକ୍‌ବଜାର)ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ଫଳରେ ଶେୟାର...

ସଂସଦରେ ଡେଟା ସୁରକ୍ଷା ବିଲ୍‌ ଗୃହୀତ

ନୂଆଦିଲ୍ଲୀ,୧୦ା୮: ଲୋକ ସଭାରେ ସୋମବାର ଗୃହୀତ ହୋଇଥିବା ଡେଟା ପ୍ରୋଟେକ୍ସନ ବିଲ୍‌, ୨୦୨୩ ବୁଧବାର ରାଜ୍ୟ ସଭାରେ ପାରିତ ହୋଇଛି। ରାଷ୍ଟ୍ରପତିଙ୍କ ମୋହର ବାଜିବା ପରେ ଏହା ଆଇନରେ ପରିଣତ ହେବ। ସୁପ୍ରିମକୋର୍ଟ ପ୍ରିଭେସି ଅଧିକାରକୁ ମୌଳିକ ଅଧିକାର ବୋଲି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri