Tag Archives: Home Middle

ଜାତୀୟତା ବିରୋଧୀ ଖବର ପାଇଁ ନ୍ୟୁଜ କ୍ଲିକ ବିକଶିତ କରାଯାଇଥିଲା, ଚାଇନାରୁ ଆସୁଥିଲା ଟଙ୍କା: ଇଡିର ଦାବି…

ନୂଆଦିଲ୍ଲୀ,୮।୮ : କେନ୍ଦ୍ରୀୟ ଅନୁସନ୍ଧାନକାରୀ ଏଜେନ୍ସି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ବାମପନ୍ଥୀ ନ୍ୟୁଜ ପୋର୍ଟାଲ ନ୍ୟୁଜ କ୍ଲିକ (ନ୍ୟୁଜ କ୍ଲିକ ବିରୋଧରେ ଇଡି ପ୍ରୋବ) ଚଳାଉଥିବା କମ୍ପାନୀ ବିରୋଧରେ ୮୬ କୋଟିରୁ ଅଧିକ ଟଙ୍କା ଠକେଇ କରିଥିବା ବିଦେଶୀ ଅର୍ଥର...

ସ୍ବାମୀଙ୍କୁ କଳା କହି ଅପମାନିତ କଲେ ସ୍ତ୍ରୀଙ୍କୁ ମିଳିବ ଛାଡପତ୍ର!

ବେଙ୍ଗାଲୁର,୮।୮: ସ୍ବାମୀଙ୍କ ରଙ୍ଗକୁ କଳା କହି ତାଚ୍ଛ୍ୟଲ କଲେ ସ୍ତ୍ରୀଙ୍କୁ ଛାଡପତ୍ର ଦେଇପାରିବେ ସ୍ବାମୀ। ଏପରି ଏକ ମାମଲାର ଶୁଣାଣି କରି ରାୟ ଦେଇଛନ୍ତି କର୍ନାଟକ ହାଇକୋର୍ଟ। ମାମଲାର ଶୁଣାଣି କରି ହାଇକୋର୍ଟ ଏକ ଦମ୍ପତିଙ୍କ ଛାଡପତ୍ରକୁ ମଞ୍ଜୁରି ଦେଇଛନ୍ତି।...

ପୂର୍ବ ଆମେରିକାରେ ଝଡ଼ର ତାଣ୍ଡବ: ୧୦ ଲକ୍ଷ ଲୋକ ଅନ୍ଧାରରେ…

ଓ୍ବାଶିଂଟନ,୮।୮ : ଆମେରିକାରେ ହଠାତ କୁଆପଥର ମାଡ ଓ ପ୍ରବଳ ଝଡ଼ର ତାଣ୍ଡବ ଯୋଗୁଁ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି। ଏହା ସହିତ ୨୬୦୦ରୁ ଅଧିକ ଆମେରିକୀୟ ବିମାନ ଉଡାଣକୁ ବାତିଲ କରାଯାଇଛି। ସ୍ଥାନୀୟ ପାଣିପାଗ ବିଭାଗ ମଧ୍ୟ ଏ...

ଗରିବଙ୍କ ଭାତହାଣ୍ଡିକୁ ମାଡ, ଆଜାଦପୁର ମଣ୍ଡିରେ ଚାଷୀଙ୍କୁ ଭେଟି କଥାହେଲେ ରାହୁଲ

ନୂଆଦିଲ୍ଲୀ,୮।୮: ମହଙ୍ଗା ମାଡରେ ହନ୍ତସନ୍ତ ହେଉଛନ୍ତି ଲୋକ। କେତେବେଳେ ଟମାଟୋ ମହଙ୍ଗା ହେଉଛି ତ କେତେବେଳେ ଲେମ୍ବୁ। ମଝିରେ ମଝିରେ ପିଆଜ ମଧ୍ୟ ଗରିବର ଭାତଥାଳିକୁ ମାଡ ମାରୁଛି। ବିନା ପରିବାରେ ଭାତକୁ ଲୁଣ ଲଗେଇ ଖାଉଛନ୍ତି। ଏପଟେ ସିଲିଣ୍ଡର...

ମୌସୁମୀ ଅଧିବେଶନ ସରିବା ପରେ ଭାଜପା ଚଳାଇବ ଦ୍ୱିତୀୟ ‘କ୍ୱିଟ ଇଣ୍ଡିଆ ମୁଭମେଣ୍ଟ’ ନିଜେ ମୋଦି କଲେ ଘୋଷଣା

ନୂଆଦିଲ୍ଲୀ,୮।୮: ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ଶେଷ ହେବା ମାତ୍ରେ ଭାଜପା ବିରୋଧୀ ଦଳର ମିଳିତ ମଞ୍ଚ I.N.D.I.A ଉପରେ ଉପଯୁକ୍ତ ପ୍ରତିବାଦ ଆରମ୍ଭ କରିବାକୁ ଯାଉଛି। ସୂଚନାନୁସାରେ, ମଙ୍ଗଳବାର (ଭାଜପା ଏମପିଙ୍କ ସଂସଦୀୟ ଦଳ ବୈଠକରେ ପ୍ରଧାନମନ୍ତ୍ରୀ ମୋଦୀ ଏହା...

ଶପଥ ନେଲେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି

କଟକ,୮।୮: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ମଙ୍ଗଳବାର ଜଷ୍ଟିସ ଶୁଭାଶିଷ ତାଳପତ୍ର ଶପଥ ନେଇଛନ୍ତି। ହାଇକୋର୍ଟ ପରିସରରେ ଆୟୋଜିତ ଶପଥ ପାଠ କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଶପଥ ପାଠ କରାଇଛନ୍ତି।

ଭାରତର ଆଉ ଏକ କଫ ସିରପକୁ ନେଇ ଆଲର୍ଟ ଜାରି କଲା ଡବ୍ଲୁଏଚଓ

ଜେନେଭା,୮।୮: ଭାରତରେ ପ୍ରସ୍ତୁତ ହେଉଥିବା ନକଲି ଔଷଧ ଓ କଫ ସିରପକୁ ନେଇ କିଛିଦିନ ହେବା ଲଗାତାର ପ୍ରଶ୍ନ ଉଠିଛି। ଏହି ସମୟରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଏବ୍ଲୁଏଚଓ) ଅନ୍ୟ ଏକ ଭାରତୀୟ କଫ ସିରପ ସମ୍ପର୍କରେ ସତର୍କ ସୂଚନା...

ସ୍ବାଧିନତା ଦିବସରେ ଲାଲ କିଲାରେ ମୋଦିଙ୍କ ହୁଙ୍କାର ଶୁଣିବେ ଆମେରିକା ସାଂସଦ

ନୂଆଦିଲ୍ଲୀ,୮।୮: ଅଗଷ୍ଟ ୧୫ ଅର୍ଥାତ୍‌ ସ୍ବାଧିନତା ଦିବସରେ ଲାଲ କିଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାତୀୟ ପତାକା ଉତ୍ତୋଳନ ସହ ଦେଶବାସୀଙ୍କୁ ସମ୍ବୋଧିତ କରିବେ। ସ୍ବାଧୀନତା ଦିବସ ଅବସରରେ ଆମେରିକୀୟଙ୍କ ଏକ ଦ୍ୱିଦଳ ଗ୍ରୁପ ଭାରତ ଗସ୍ତ କରୁଛନ୍ତି। ଦ୍ୱିଦଳୀୟ...

ଭାରତର ସ୍ବାଧୀନତା ଦିବସକୁ ଆମେରିକାରେ ବି ରାଷ୍ଟ୍ରୀୟ ଉତ୍ସବ ଭାବେ ପାଳନ କରାଯିବ

ଓ୍ବାଶିଂଟନ,୮।୮: ଭାରତର ସ୍ବାଧୀନତା ଦିବସ ଖୁବ ଶୀଘ୍ର ଆମେରିକାରେ ଏକ ଜାତୀୟ ଦିବସ ଭାବେ ପାଳନ କରାଯାଇପାରେ। ସାଂସଦ ଶ୍ରୀ ଥାନେଦରଙ୍କ ନେତୃତ୍ୱରେ ଏକ ଭାରତୀୟ-ଆମେରିକୀୟ ସାଂସଦ ଆମେରିକାର ସଂସଦର ନିମ୍ନ ଗୃହରେ ଲୋକ ସଭାରେ ଭାରତର ସ୍ବାଧୀନତା ଦିବସକୁ...

ଅବିଶ୍ୱାସ ପ୍ରସ୍ତାବ ଉପରେ ଆଜି ପାର୍ଲାମେଣ୍ଟରେ ହେବ ବିତର୍କ, ସରକାରଙ୍କୁ ଟାର୍ଗେଟ କରିବେ ରାହୁଲ

ନୂଆଦିଲ୍ଲୀ,୮।୮: ବିରୋଧୀଙ୍କ ଦ୍ୱାରା ସରକାରଙ୍କ ବିରୋଧରେ ଅବିଶ୍ୱାସ ପ୍ରସ୍ତାବ ମଙ୍ଗଳବାର ଲୋକ ସଭାରେ ଆଲୋଚନା ହେବ। ଆଜି ଅନୁଷ୍ଠିତ ହେବାକୁ ଥିବା ଏହି ଆଲୋଚନାର ବିଶେଷତ୍ୱ ହେଉଛି ୧୩୩ ଦିନ ଧରି ପୂର୍ବତନ ଏମପି ଥିବା ରାହୁଲ ଗାନ୍ଧୀ ତାଙ୍କ...

‘୨୦୨୪ ନିର୍ବାଚନ ସ୍ଥିର କରିବ ଦେଶରେ ଗଣତନ୍ତ୍ର ରହିବ ନା ନାହିଁ’, ଏମକେ ଷ୍ଟାଲିନଙ୍କ ବଡ ଦାବି

ଚେନ୍ନାଇ,୮।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ସୋମବାର ଚେନ୍ନାଇରେ ୨୦୨୪ ସାଧାରଣ ନିର୍ବାଚନକୁ ନେଇ ଏକ ବଡ଼ ଦାବି କରିଛନ୍ତି। ଷ୍ଟାଲିନ କହିଛନ୍ତି ଯେ ୨୦୨୪ ସାଧାରଣ ନିର୍ବାଚନ ଦେଶରେ ଗଣତନ୍ତ୍ର ରହିବ କି ନାହିଁ ତାହା ସ୍ଥିର କରିବ।...

ରୁଷିଆରୁ ତେଲ କିଣି ଭାରତୀୟ କମ୍ପାନୀ ଲାଭବାନ

ନୂଆଦିଲ୍ଲୀ୮।୮ : ଗତ କିଛି ବର୍ଷ ହେବ ଅନ୍ତଃରାଷ୍ଟ୍ରୀୟ ତୈଳ ବଜାରରେ ବିଭିନ୍ନ ସମସ୍ୟା ଲାଗି ରହିଥିବାରୁ ଉଭୟ ତୈଳ ଉତ୍ପାଦନ ଓ ଦର ମଧ୍ୟରେ ପରିବର୍ତ୍ତନ ଦେଖାଦେଇଛି। ଏପରିକି ଦର ବୃଦ୍ଧି ଓ ଉତ୍ପାଦନ ହ୍ରାସ କାରଣରୁ ଭାରତୀୟ ତୈଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri