Tag Archives: Home Middle

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ରାହୁଲ ଗାନ୍ଧୀଙ୍କ ଟାର୍ଗେଟ, ପଚାରିଲେ-ଯଦି ନିବେଶକଙ୍କ ଟଙ୍କା ହରାନ୍ତି ତେବେ କିଏ ଦାୟୀ ରହିବ?

ମୁମ୍ବାଇ,୧୧।୮: ଆମେରିକାର ଅନୁସନ୍ଧାନକାରୀ କମ୍ପାନୀ ହିଣ୍ଡେନବର୍ଗ ଏହାର ସବିଶେଷ ରିପୋର୍ଟରେ ଶେୟାର ବଜାର ନିୟନ୍ତ୍ରକ (SEBI) ର ଅଧ୍ୟକ୍ଷ ମାଧବୀ ପୁରୀ ବୁଚଙ୍କୁ ଆଦାନୀ ଗ୍ରୁପ୍ ସହିତ ମିଶି ବଡ ଦୁର୍ନୀତି କରିଥିବା ଅଭିଯୋଗ କରିଛନ୍ତି, ଯାହା ପରେ ଭାରତରେ...

ଆତ୍ମବିଶ୍ୱାସ ଅଛି, ଯେତେବେଳେ ତୁମେ ୯୧୧କୁ ଡାଏଲ କରିବ ସେତେବେଳେ…

ନୂଆଦିଲ୍ଲୀ/ମାଲେ,୧୧ା୮: ମାଳଦ୍ୱୀପର ମୁଖ୍ୟ ବିରୋଧୀ ଦଳ (ମାଳଦ୍ୱୀପ ଡେମୋକ୍ରାଟିକ୍‌ ପାର୍ଟି) ଭାରତ ପ୍ରତି ରାଷ୍ଟ୍ରପତି ମହମ୍ମଦ ମୁଇଜୁଙ୍କ ମନୋଭାବରେ ନମନୀୟତାକୁ ସ୍ବାଗତ କରିଛନ୍ତି। ମୁଇଜୁଙ୍କ ନେତୃତ୍ୱରେ ସରକାରଙ୍କ ଦ୍ୱାରା ଭାରତର ନୀତିରେ ହଠାତ୍‌ ପରିବର୍ତ୍ତନ ଅତ୍ୟନ୍ତ ପ୍ରଶଂସନୀୟ ବୋଲି ମାଳଦ୍ୱୀପ...

ଭାସିଗଲା ଡ୍ୟାମ୍ ଗେଟ୍: ଆଲର୍ଟ ଜାରି କଲେ ରାଜ୍ୟ ସରକାର

ନୂଆଦିଲ୍ଲୀ,୧୧।୮: ବର୍ଷାଜଳ ନିଷ୍କାସିନ ସମୟରେ କର୍ଣ୍ଣାଟକର ତୁଙ୍ଗଭଦ୍ରା ଡ୍ୟାମ୍ ର ଏକ ଗେଟ୍ ପାଣି ସୁଅରେ ଭାସି ଯାଇଛି। ଗତରାତିରେ ପାଣି ନିଷ୍କାସନ ସମୟରେ ପାଣିର ପ୍ରଖର ସ୍ରୋତରେ ଚେନ ଲିଙ୍କ ଭାଙ୍ଗି ଗେଟ୍ ଭାସିଯାଇଥିବା ଜଣ ପଡିଛି। ଏହାକୁ...

ମମତାଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାକୁ ଆଳୁ ଯୋଗାଣ ନେଇ କହିଲେ…

ଭୁବନେଶ୍ୱର,୧୧ା୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଶନିବାର ଫୋନ୍‌ରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଓଡ଼ିଶାକୁ ଆଳୁ ଯୋଗାଣ ସ୍ବାଭାବିକ କରିବାକୁ ମୁଖ୍ୟମନ୍ତ୍ରୀ ମମତାଙ୍କୁ ଅନୁରୋଧ କରିଛନ୍ତି। ତେବେ ମୋହନଙ୍କ କଥା ରଖିଛନ୍ତି ଦିଦି। ସେ...

ଆମେରିକା ମୋତେ କ୍ଷମତାରୁ ହଟାଇ ଦେଇଛି, ଏସବୁ କାରଣ କହିଲେ ହାସିନା

ଢାକା,୧୧ା୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଆମେରିକା ବିରୋଧରେ ଏକ ବଡ଼ ଅଭିଯୋଗ ଆଣିଛନ୍ତି। ବର୍ତ୍ତମାନ ଭାରତରେ ରହୁଥିବା ହାସିନା କହିଛନ୍ତି, ସେଣ୍ଟ ମାର୍ଟିନ ଦ୍ୱୀପକୁ ହସ୍ତାନ୍ତର କରି ନ ଥିବାରୁ ଆମେରିକା ତାଙ୍କୁ କ୍ଷମତାରୁ ହଟାଇ ଦେଇଛି।...

ବାଂଲାଦେଶରେ ହିନ୍ଦୁମାନଙ୍କ ପ୍ରତି ହେଉଥିବା ହିଂସା ଉପରେ ନୀରବତା ଭାଙ୍ଗିଲେ ୟୁନୁସ୍‌, କହିଲେ ସେମାନେ କ’ଣ ଆମ…

ଢାକା,୧୧ା୮: ବାଂଲାଦେଶର କାମଚଳା ସରକାରଙ୍କ ପରାମର୍ଶଦାତା ମହମ୍ମଦ ୟୁନୁସ ରବିବାର ସଙ୍କଟ ଜନିତ ଦେଶର ସଂଖ୍ୟାଲଘୁ ସମ୍ପ୍ରଦାୟ ବିଶେଷକରି ହିନ୍ଦୁମାନଙ୍କୁ ଟାର୍ଗେଟ୍‌ କରି ହେଉଥିବା ଆକ୍ରମଣକୁ ନିନ୍ଦା କରିଛନ୍ତି। ମହମ୍ମଦ ୟୁନୁସ୍‌ ଚେତାବନୀ ଦେଇ କହିଛନ୍ତି ଯେ, ସଂଖ୍ୟାଲଘୁଙ୍କ ଉପରେ...

ସଞ୍ଜୟ ସିଂଙ୍କ ବଡ଼ ବୟାନ: ଯେତେଦିନ ପର୍ଯ୍ୟନ୍ତ ମୋଦି ପଦରେ ରହିଥିବେ ସେତେଦିନ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧୧ା୮: ହିଣ୍ଡେନବର୍ଗର ନୂଆ ରିସର୍ଚ୍ଚ ରିପୋର୍ଟ ସାମ୍ନାକୁ ଆସିବା ପରେ ଆମ୍‌ ଆଦ୍‌ମୀ ପାର୍ଟିର ରାଜ୍ୟ ସଭା ଏମ୍‌ପି ସଞ୍ଜୟ ସିଂ କେନ୍ଦ୍ର ସରକାର, ସେବି ଅଧ୍ୟକ୍ଷ ତଥା ପ୍ରଧାନମନ୍ତ୍ରୀ ମୋଦିଙ୍କ ଘନିଷ୍ଠ ବନ୍ଧୁଙ୍କ ଉପରେ କଡ଼ା ଆକ୍ରମଣ କରିଛନ୍ତି।...

ହିଣ୍ଡେନବର୍ଗ ରିସର୍ଚ୍ଚର ନୂଆ ରିପୋର୍ଟ ଆସିବା ପରେ ଆଦାନୀ ଗ୍ରୁପ୍‌ର ପ୍ରଥମ ପ୍ରତିକ୍ରିୟା, ମାଧବୀ ପୁରୀ ବୁଚ୍‌ଙ୍କ ସହ କୌଣସି…

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୧ା୮: ଆମେରିକାର ଶର୍ଟ ସେଲର ସଂସ୍ଥା ହିଣ୍ଡେନ୍‌ବର୍ଗ ରିସର୍ଚ୍ଚର ନୂଆ ରିପୋର୍ଟ ଆସିବା ପରେ ସେଠାରେ ଉତ୍ତେଜନା ଦେଖାଦେଇଛି। ଶନିବାର ବିଳମ୍ବିତ ରାତିରେ ଆସିଥିବା ରିପୋର୍ଟ ଉପରେ ଆଦାନୀ ଗ୍ରୁପ୍‌ ଏହାର ପ୍ରଥମ ପ୍ରତିକ୍ରିୟା ଦେଇଛି। ଆଦାନି ଗ୍ରୁପ ରବିବାର...

ଶୁଟିଂରେ ସ୍ବର୍ଣ୍ଣ ପଦକ ଜିତଥିଲେ ରାହୁଲ ଗାନ୍ଧୀ, ୧୯୮୯ରେ ଦେଶରେ ପଡିଥିଲା ଚହଳ

ନୂଆଦିଲ୍ଲୀ,୧୧।୮: ପ୍ୟାରିସ ଅଲିମ୍ପିକ୍ସରେ ଦୁଇଟି ପଦକ ଜିତିଥିବା ସୁଟର ମନୁ ଭାକର ଭାରତରେ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ କରାଯାଇଛି। ଲୋକ ସଭାର ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ମନୁ ଭାକରଙ୍କୁ ଭେଟିଛନ୍ତି। ମନୁ ଭାକରଙ୍କ ସହ ତାଙ୍କ...

ଆଦାନୀଙ୍କୁ ନେଇ ସାଂଘାତିକ ଖୁଲାସା, ହିଣ୍ଡେନବର୍ଗର ଚାଞ୍ଚଲ୍ୟକର ତଥ୍ୟ

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୧ା୮: ଆମେରିକୀୟ ଶର୍ଟ ସେଲର ହିଣ୍ଡେନ୍‌ବର୍ଗ ରିସର୍ଚ୍ଚ ହ୍ବିସିଲବ୍ଲୋୟରମାନଙ୍କ ଦସ୍ତାବିଜ ଆଧାରରେ ଶନିବାର ଏକ ନୂଆ ରିପୋର୍ଟ ପ୍ରକାଶ କରିଛି। ଭାରତର ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ଅଧ୍ୟକ୍ଷା ମାଧବୀ ପୁରୀ ବୁଚ୍‌ ଏବଂ ତାଙ୍କ ସ୍ବାମୀ ଧବଳ...

ଭିନେଶ ଫୋଗଟ୍‌ଙ୍କୁ ନେଇ ଆସିଲା ବଡ଼ ଖବର, କୋର୍ଟ କହିଲେ…

ନୂଆଦିଲ୍ଲୀ,୧୧।୮: ଘୁଞ୍ଚିଲା ରେସଲର୍‌ ଭିନେଶ ଫୋଗଟ୍‌ଙ୍କ ପଦକ ଆବେଦନର ଶୁଣାଣି। ଭାରତୀୟ ମହିଳା କୁସ୍ତିଯୋଦ୍ଧା ଭିନେଶ ଫୋଗଟଙ୍କୁ ରୌପ୍ୟ ପଦକ ମିଳିବ କି ନାହିଁ ସେ ନେଇ ରବିବାର ରାତିରେ ରାୟ ଆସିବାର ଥିଲା। ମାତ୍ର ଶୁଣାଣି ଦିନକୁ ଘୁଞ୍ଚାଇ...

ଦାରିଙ୍ଗବାଡ଼ି ବିଡିଓଙ୍କ ଫୋନ୍‌ ନମ୍ବର ହ୍ୟାକ୍‌, ପିଏମ୍‌ କିଷାନ ଆପ୍‌ ଇନ୍‌ଷ୍ଟଲ କରିବାକୁ ହ୍ୟାକର୍‌ କରୁଛନ୍ତି ନିବେଦନ

ଦାରିଙ୍ଗବାଡ଼ି,୧୦ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଡିଓ ଗଦାଧର ପାତ୍ରଙ୍କ ମୋବାଇଲ ନଂ ୯୪୩୮୩୫୪୫୬୬କୁ କୌଣସି ହ୍ୟାକର ହ୍ୟାକ୍‌ କରିନେଇଛନ୍ତି। ବିଡିଓ ଯେଉଁସବୁ ସାମାଜିକ ଗଣମାଧ୍ୟମରେ ଅଛନ୍ତି ସେଗୁଡ଼ିକରେ ହ୍ୟାକର ଜଣକ ପିଏମ୍‌ କିଷାନ ଆପ୍‌କୁ ପୋଷ୍ଟ କରି ଉକ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri