Tag Archives: Home Middle

ଏକାଠି ଚା’ ପିଇଲେ ମୋଦି-ରାହୁଲ, ହାତ ବି ମିଳାଇଲେ, ମୋଦି ହସିହସି କହିଲେ…

ନୂଆଦିଲ୍ଲୀ,୯।୮: ଆଜି ଏକ ଅନୌପଚାରିକ ବୈଠକରେ ଏକାଠି ବସି ଚା’ ପିଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି ଓ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ। ସଂସଦ ଅଧିବେଶନ ସ୍ଥଗିତ ହେବା ପରେ ଶୁକ୍ରବାର ଦିନ ଏକ ଅନୌପଚାରିକ ଚା ବୈଠକରେ ଦୁହେଁ...

ରାଜ୍ୟ ସଭା ଅଧ୍ୟକ୍ଷ ପଦରୁ ହଟିବେ ଧନଖର! ବିରୋଧୀ ନେଲେ ବଡ଼ ଆକ୍ସନ

ନୂଆଦିଲ୍ଲୀ,୯।୮: ସଂସଦର ମୌସୁମୀ ଅଧିବେଶନ ଚାଲିଥିବାବେଳେ ଶୁକ୍ରବାର ରାଜ୍ୟ ସଭାରେ ଗୃହ ଅଧ୍ୟକ୍ଷ ଓ ଜଣେ ମହିଳା ଏମପିଙ୍କ ମଧ୍ୟରେ କଥା କଟାକଟି ଉଗ୍ର ରୂପ ନେଇଛି। ସମାଜବାଦୀ ପାର୍ଟିର ସଦସ୍ୟ ଜୟା ବଚ୍ଚନ ଏବଂ ଅଧ୍ୟକ୍ଷ ଜଗଦୀପ ଧନଖରଙ୍କ...

ଓଡିଶାରେ ବେଲଗାମ୍‌ ଆଳୁ: ଦିଦିଙ୍କୁ ମନାଇବେ ଜଗନ୍ନାଥ…

ଭୁବନେଶ୍ୱର,୯।୮: ଓଡିଶାରେ ବେଲଗାମ୍‌ ଆଳୁ। ରାଜ୍ୟରେ ଦେଖା ଦେଇଛି ଉତ୍କଟ ଆଳୁ ସଙ୍କଟ । ଯେତେ ଯାହା କଲେ ବି ରାଜ୍ୟରେ ଆଳୁ ସଙ୍କଟ ଜାରି ରହିଛି । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଳୁ ଅଟକାଇ ଦେବାରୁ ଓଡ଼ିଶାରେ...

ଭିନେଶ ଫୋଗଟଙ୍କୁ ମିଳିବ ରୌପ୍ୟ ପଦକ! ବଡ଼ ଅପଡେଟ୍‌ ଦେଲା ସିଏଏସ୍‌

ନୂଆଦିଲ୍ଲୀ,୯।୮: ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଅଯୋଗ୍ୟତା ପ୍ରସଙ୍ଗରେ ଭିନେଶ ଫୋଗଟ ଆବେଦନ କରିଥିଲେ। ତାଙ୍କ ମାମଲାକୁ ନେଇ କୋର୍ଟ ଅଫ ଆର୍ବିଟ୍ରେସନ ଫର୍‌ ସ୍ପୋର୍ଟସ’ ସିଏଏସ୍‌ (CAS) ଏକ ଗୁରୁତ୍ୱପୂର୍ଣ୍ଣ ଅପଡେଟ୍‌ ଦେଇଛି। ଅଲିମ୍ପିକ୍ସ ଶେଷ ହେବା ପୂର୍ବରୁ ଭିନେଶଙ୍କ...

ଏସ୍‌ସି, ଏସ୍‌ଟି କୋଟା ବଦଳାଇବା ପାଇଁ ନିଷ୍ପତ୍ତି ଆଣିବେ କି ସରକାର? ମୋଦି ଦେଲେ ଏହି ଆଶ୍ୱାସନା…

ନୂଆଦିଲ୍ଲୀ,୯ା୮: ଅନୁସୂଚିତ ଜାତି (ଏସ୍‌ସି) ଏବଂ ଅନୁସୂଚିତ ଜନଜାତି (ଏସ୍‌ଟି) କୋଟାର ଉପ-ବର୍ଗୀକରଣ ସପକ୍ଷରେ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ନେଇ ରାଜନୈତିକ ଅସ୍ଥିରତା ତୀବ୍ର ହେବାରେ ଲାଗିଛି। ସେପଟେ ଲୋକ ସଭା ଓ ରାଜ୍ୟ ସଭାର ଭାଜପା ଏସ୍‌ଟି/ଏସ୍‌ସି ଏମ୍‌ପିମାନେ ଶୁକ୍ରବାର...

ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ମିଳିବ ଭତ୍ତା, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଜି ଅର୍ଥାତ୍‌ ଅଗଷ୍ଟ ୯ କ୍ରାନ୍ତି ଦିବସ ଅବସରରେ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଭତ୍ତା ମିଳିବ ବୋଲି ଘୋଷଣା କରିଛନ୍ତି। କୁଟୁମ୍ବ ଯୋଜନାରେ ସରକାର ଏହି...

ଦିଲ୍ଲୀରୁ ଧରାପଡ଼ିଲେ ଆତଙ୍କବାଦୀ

ନୂଆଦିଲ୍ଲୀ,୯ା୮: ସ୍ବାଧୀନତା ଦିବସ ପାଳନ ପୂର୍ବରୁ ଦିଲ୍ଲୀରୁ ଜଣେ ଆତଙ୍କବାଦୀଙ୍କୁ ଗିରଫ କରି ଦିଲ୍ଲୀ ପୋଲିସ। ଆତଙ୍କବାଦୀ ଜଣକ ହେଲେ ଇସ୍‌ଲାମିକ ଷ୍ଟେଟ୍‌ ଆତଙ୍କୀ ରିଜଓ୍ବାନ ଅଲ୍ଲୀ। ସୂଚନାଯୋଗ୍ୟ, ୨୦୨୩ରେ ପୁଣେ ପୋଲିସ ହେପାଜତରୁ ରିଜଓ୍ବାନ ଖସି ପଳାଇଥିଲେ। ତାଙ୍କ...

ମନୀଷ ସିସୋଡିଆଙ୍କୁ ବଡ଼ ଆଶ୍ବସ୍ତି, ୧୭ ମାସ ପରେ ମିଳିଲା ଜାମିନ

ନୂଆଦିଲ୍ଲୀ,୯ା୮: ଆମ୍ ଆଦମୀ ପାର୍ଟି(ଏଏପି) ନେତା ମନୀଷ ସିସୋଡିଆଙ୍କୁ ଦୀର୍ଘ ଦିନ ପରେ ଜାମିନ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ। ଅବକାରୀ ନୀତି ଦୁର୍ନୀତି ମାମଲାରେ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ୧୭ ମାସ ଜେଲରେ ରହିବା ପରେ ଜାମିନ ମିଳିଛି। ଏହି...

ଫୁଲୁଛି ମହାନଦୀ, ୧୦ ଜିଲାକୁ ସତର୍କ କରାଇଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୯ା୮: ଉପରମୁଣ୍ଡରେ ବର୍ଷା ହେବାରୁ ହୀରାକୁଦ ଡ୍ୟାମ୍‌ର ୧୪ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ଫଳରେ ମହାନଦୀ ଫୁଲି ଚାଲିଛି। ମୁଣ୍ଡୁଳିଠାରେ ୫.୭୮ ଲକ୍ଷ କ୍ୟୁସେକ୍‌ ବନ୍ୟାଜଳ ପ୍ରବାହିତ ହେଉଛି। ଏନେଇ ୧୦ ଜିଲାର ଜିଲାପାଳଙ୍କୁ ସତର୍କ କରାଇଛନ୍ତି...

ହକି ଖେଳାଳିଙ୍କ ସହ ଫୋନ୍‌ରେ କଥା ହେଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ଆସିବା ପାଇଁ କଲେ ନିମନ୍ତ୍ରଣ

ଭୁବନେଶ୍ୱର,୯ା୮: ପ୍ୟାରିସ୍‌ ଅଲିମ୍ପିକ୍ସରେ ସ୍ପେନ୍‌ ବିପକ୍ଷରେ ଚମକପ୍ରଦ ବିଜୟ ହାସଲ କରି ଭାରତୀୟ ହକି ଦଳ ବ୍ରୋଞ୍ଜ ପଦକ ପାଇଥିବାରୁ ଅଧିନାୟକ ହରମନପ୍ରୀତ ସିଂହ, ପ୍ରଶିକ୍ଷକ କ୍ରେଗ୍‌ ଫଲଟନ, ସମସ୍ତ ଖେଳାଳି ଓ ସହାୟକ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ନୀରଜ ରୌପ୍ୟ ଜିତିବା ପରେ ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୯।୮: ପ୍ୟାରିସ ଅଲିମ୍ପିକ୍ସର ଜାଭେଲିନ ଥ୍ରୋ ଇଭେଣ୍ଟରେ ରୌପ୍ୟ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୀରଜ ଚୋପ୍ରାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଲଗାତାର ଦୁଇଟି ଅଲିମ୍ପିକ ପଦକ ଜିତିବାରେ ନୀରଜ ପ୍ରଥମ ଭାରତୀୟ ଟ୍ରାକ ଏବଂ ଫିଲ୍ଡ ଖେଳାଳି ହୋଇଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri