Tag Archives: Home Middle

ଆୟୋଜକ ନ୍ୟୁଜିଲାଣ୍ଡର ବିଦାୟ

ଡୁନେଡିନ୍‌/ସିଡ୍‌ନୀ, ୩୧ା୭ (ଏପି): ଚଳିତ ଫିଫା ମହିଳା ଫୁଟ୍‌ବଲ ବିଶ୍ୱକପ୍‌ର ଗ୍ରୁପ୍‌ ‘ଏ’ରେ ରବିବାର ନ୍ୟୁଜିଲାଣ୍ଡ ଓ ସୁଇଜରଲାଣ୍ଡ ମଧ୍ୟରେ ଖେଳାଯାଇଥିବା ଏକ ମ୍ୟାଚ ଗୋଲ୍‌ଶୂନ୍ୟ ଭାବେ ଶେଷ ହୋଇଛି। ଏଥି ସହିତ ନ୍ୟୁଜିଲାଣ୍ଡ ଟୁର୍ନାମେଣ୍ଟ ଇତିହାସରେ ପ୍ରଥମ ଦଳ...

ହିଜାବରେ ପ୍ରଥମ ଖେଳାଳି ବେନ୍‌ଜିନା

ଆଡିଲେଡ୍‌, ୩୧ା୭ (ଏପି): ସିନିୟର ମହିଳା ଫୁଟ୍‌ବଲ ବିଶ୍ୱକପ୍‌ରେ ହିଜାବ ପରିଧାନ କରି ଖେଳିବାରେ ମରକ୍କୋ ଡିଫେଣ୍ଡର ନୌହେଲା ବେନ୍‌ଜିନା ପ୍ରଥମ ଖେଳାଳି। ରବିବାର ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚରେ ଖେଳି ସେ ଇତିହାସ ସୃଷ୍ଟି କରିଛନ୍ତି। ସୂଚନାଯୋଗ୍ୟ, ସ୍ବାସ୍ଥ୍ୟ...

ବିମାନରେ ମାଆ,ଝିଅଙ୍କୁ ମଦ୍ୟପ ଯାତ୍ରୀଙ୍କ ଯୌନ ନିର୍ଯାତନା

ନ୍ୟୁୟର୍କ,୩୧ା୭: ଡେଲ୍ଟା ଏୟାରଲାଇନ୍ସର ଏକ ବିମାନରେ ଜଣେ ମଦ୍ୟପ ଯାତ୍ରୀ ଜଣେ ମହିଳା ଓ ତାଙ୍କ ନାବାଳିକା ଝିଅଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଉକ୍ତ ଏୟାରଲାଇନ୍ସ ବିରୋଧରେ ୨ ନିୟୁତ ଡଲାରର ମୋକଦ୍ଦମା ରୁଜୁ ହୋଇଛି। ଏୟାରଲାଇନର...

ଏନ୍‌ଡିଏକୁ ୩୧୮ ଆସନ ମିଳିବ

ନୂଆଦିଲ୍ଲୀ,୩୧ା୭ : ଏବେ ଯଦି ଲୋକ ସଭା ନିର୍ବାଚନ ହୁଏ, ତେବେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏକୁ ୩୧୮ ଆସନ ସହ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ମିଳିବ। ୫୪୩ ଆସନ ବିଶିଷ୍ଟ ଲୋକ ସଭାରେ କଂଗ୍ରେସ ନେତୃତାଧୀନ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ ୧୭୫...

ଛୁଟିରେ ଥିବା ସେନା ଯବାନ ନିଖୋଜ

ଶ୍ରୀନଗର,୩୧ା୭: ଦକ୍ଷିଣ କଶ୍ମୀରର କୁଲ୍‌ଗାମ ଜିଲାର ଅସ୍ଥାଲ ଅଞ୍ଚଳରୁ ଜଣେ ସେନା ଯବାନ ଶନିବାର ସନ୍ଧ୍ୟାରେ ନିଖୋଜ ହୋଇଯାଇଛନ୍ତି। ଯବାନଙ୍କ ନାଁ ଜାଭେଦ୍‌ ଅହମଦ ଓ୍ବାନି ଓ ଘର ଅସ୍ଥାଲରେ। ସେ ଲଦାଖରେ ଲେହରେ ଜମ୍ମୁ-କଶ୍ମୀର ଲାଇଟ୍‌ ଇନ୍‌ଫ୍ୟାଣ୍ଟ୍ରି ରେଜିମେଣ୍ଟରେ...

ପାକିସ୍ତାନରେ ବିସ୍ଫୋରଣ: ୩୯ ମୃତ

ପେଶାଓ୍ବର,୩୧ା୭ : ଆଫଗାନିସ୍ତାନ ସୀମାକୁ ଲାଗିଥିବା ପାକିସ୍ତାନର ଖାଇବର ପଖତୁନ୍‌ଖ୍ବା ପ୍ରଦେଶ ଅନ୍ତର୍ଗତ ଏକ ଆଦିବାସୀ ଜିଲାରେ ରବିବାର ଅପରାହ୍ନରେ ଆତ୍ମଘାତୀ ବିସ୍ଫୋରଣ ଘଟି ୩୯ ଜଣଙ୍କ ମୃତ୍ୟୁ ହେବା ସହ ୧୨୩ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ...

ମୋଦିଙ୍କୁ ବାଛିଛନ୍ତି ପାଓ୍ବାର

ମୁମ୍ବାଇ/ନୂଆଦିଲ୍ଲୀ,୩୧ା୭ (ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର): ଅତୀତରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ, ଅଟଳ ବିହାରୀ ବାଜପେୟୀ ଓ ମନମୋହନ ସିଂଙ୍କୁ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର ଦିଆଯାଇଥିଲା। ଜନସେବା ସମେତ ଦେଶର ବିଭିନ୍ନ କ୍ଷେତ୍ରରେ ଅତୁଳନୀୟ ଅବଦାନ ପାଇଁ ପ୍ରଦାନ...

ପାର୍ଲାମେଣ୍ଟରେ ଆଗକୁ ବିଜେଡି ପାଇଁ ବଡ଼ ପରୀକ୍ଷା

ନୂଆଦିଲ୍ଲୀ,୩୧ା୭: ମଣିପୁର ପ୍ରସଙ୍ଗରେ ବିରୋଧୀ ପାର୍ଲାମେଣ୍ଟରେ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଥିବାବେଳେ ତାହା ଉପରେ କେଉଁଦିନ ବିତର୍କ ହେବ ତାହା ସୋମବାର ସ୍ଥିର ହେବ। ସେହିପରି ଆସନ୍ତା ସପ୍ତାହରେ ଗୁରୁତ୍ୱପୂର୍ଣ୍ଣ ଦିଲ୍ଲୀ ଜାତୀୟ ରାଜଧାନୀ ଅଞ୍ଚଳ ସରକାର(ସଂଶୋଧନ) ବିଲ୍‌...

ଦିଲ୍ଲୀରେ ଶିଶୁଚାଲାଣ ୬୮% ବୃଦ୍ଧି

ନୂଆଦିଲ୍ଲୀ,୩୧ା୭: ଦେଶର ରାଜଧାନୀ ଦିଲ୍ଲୀରେ ଶିଶୁ ଚାଲାଣ ଚିନ୍ତାଜନକ ହୋଇଛି। କୋଭିଡ୍‌ର ପୂର୍ବ ଓ ପରବର୍ତ୍ତୀ ସମୟକୁ ତୁଳନା କଲେ ଏଠାରେ ଶିଶୁ ଚାଲାଣ ମାମଲା ୬୮% ବୃଦ୍ଧି ପାଇଛି। ତେବେ ୨୦୧୬ରୁ ୨୦୨୨ ମଧ୍ୟରେ ହୋଇଥିବା ଶିଶୁ ଚାଲାଣ...

୧୩.୧୩ ଲକ୍ଷ ଝିଅ, ମହିଳା ନିଖୋଜ

ନୂଆଦିଲ୍ଲୀ,୩୧ା୭ (ପି.ଟି.): ଭାରତରେ ୨୦୧୯ରୁ ୨୦୨୧ ତିନି ବର୍ଷ ମଧ୍ୟରେ ୧୩.୧୩ ଲକ୍ଷରୁ ଊର୍ଦ୍ଧ୍ୱ ମହିଳା ଓ ଝିଅ ନିଖୋଜ ହୋଇଯାଇଛନ୍ତି। ସେଥିମଧ୍ୟରୁ କେବଳ ମଧ୍ୟପ୍ରଦେଶରେ ପାଖାପାଖି ୨ ଲକ୍ଷ ନିଖୋଜ ହୋଇଥିବାବେଳେ ଏହା ପଛକୁ ପଶ୍ଚିମବଙ୍ଗ ରହିଛି। ଏହି...

ସରକାର ବିଫଳ, ପ୍ରଧାନମନ୍ତ୍ରୀ ଉଦାସୀନ

ନୂଆଦିଲ୍ଲୀ,୩୧ା୭: ପ୍ରାୟ ୩ ମାସ ଧରି ହିଂସା ଲାଗିରହିଥିବା ମଣିପୁରରେ ସ୍ଥିତି ଏବେ ବି ଗମ୍ଭୀର ରହିଛି। ଏହାର ସମାଧାନ କରି ଶାନ୍ତି ଫେରାଇ ଆଣିବାରେ ଉଭୟ ରାଜ୍ୟ ଓ କେନ୍ଦ୍ରର ଭାଜପା ସରକାର ବିଫଳ ହୋଇଛନ୍ତି। ଏତେ ସବୁ...

ପାକିସ୍ତାନ ବଜାରରେ ବିସ୍ଫୋରଣ, ଅତିକମରେ ୨୦ ମୃତ

ଇସଲାମାବାଦ,୩୦।୭: ପାକିସ୍ତାନର ଖେବର ପଖତୁନଖ୍ବା ବଜାରରେ ରବିବାର ଏକ ବଡ ଧରଣର ବିସ୍ଫୋରଣ ହୋଇଛି। ଏଥିରେ ଅତିକମରେ ୨୦ ଜଣଙ୍କ ମୃତ୍ୟୁ ହେବା ସହ ୩୦ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, ଏହି ବିସ୍ଫୋରଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri