Tag Archives: Home Middle

ସିଆଟେଲରେ ଗୁଳିକାଣ୍ଡ, ୫ ଆହତ, ୨ ଗୁରୁତର…

ଓ୍ବାଶିଂଟନ,୨୯।୭ : ଆମେରିକାର ସିଆଟେଲରେ ଏକ କାର୍ଯ୍ୟକ୍ରମ ସମୟରେ ଗୁଳିକାଣ୍ଡ ହେବାର ଖବର ମିଳିଛି। ଏହି ଘଟଣାରେ ୫ଜଣ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଦୁଇଜଣଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି। ଗୁଳିକାଣ୍ଡର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ। ପୋଲିସ...

ନଡ୍ଡାଙ୍କ କୋର କମିଟିରେ ଏଣ୍ଟ୍ରି କଲେ ଆଣ୍ଟୋନିଙ୍କ ପୁଅ, ଦୁଇ ମୁସଲମାନ ଚେହେରା ବି ସାମିଲ

ନୂଆଦିଲ୍ଲୀ,୨୯।୭: ଭାରତୀୟ ଜନତା ପାର୍ଟି (ଭାଜପା) ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ତାଙ୍କ ନୂଆ ଦଳ ଘୋଷଣା କରି ଲୋକ ସଭା ନିର୍ବାଚନ ପାଇଁ ସ୍ପଷ୍ଟ ବାର୍ତ୍ତା ଦେଇଛନ୍ତି। ୩୮ସଦସ୍ୟ ବିଶିଷ୍ଟ ରାଷ୍ଟ୍ରୀୟ ପଦାଧିକାରୀଙ୍କ ତାଲିକାରେ ନୂଆ ଏବଂ ପୁରୁଣା...

ଦୁଇ ଦଶକରେ ପ୍ରଥମ ଥର, ମହିଳା କଏଦୀଙ୍କୁ ଦିଆଗଲା ଫାଶୀ ଦଣ୍ଡାଦେଶ

ସିଙ୍ଗାପୁର,୨୯।୭: ହିରୋଇନ କାରବାର ଅଭିଯୋଗରେ ଶୁକ୍ରବାର ସିଙ୍ଗାପୁରରେ ଜଣେ ୪୫ବର୍ଷୀୟା ମହିଳାଙ୍କୁ ପାଶୀ ଦଣ୍ଡାଦେଶ ଦିଆଯାଇଥିଲା। ସିଏନଏନ ରିପୋର୍ଟ ଅନୁଯାୟୀ, ପ୍ରାୟ ଦୁଇ ଦଶନ୍ଧି ମଧ୍ୟରେ ଦେଶରେ ପ୍ରଥମ ଥର ପାଇଁ ଜଣେ ମହିଳା କଏଦୀଙ୍କୁ ଫାଶୀ ଦଣ୍ଡ ଦିଆଯାଇଛି।...

ମଣିପୁର ଭାଇରାଲ ଭିଡିଓ ମାମଲାରେ ଆକ୍ସନରେ ସିବିଆଇ, ଏଫଆଇଆର ଦାଖଲ କରି ଆରମ୍ଭ କଲା ଯାଞ୍ଚ

ନୂଆଦିଲ୍ଲୀ,୨୯।୭: ମଣିପୁରରେ ହିଂସାର ଛୋଟ ମୋଟ ଘଟଣା ଏବେବି ଦେଖିବାକୁ ମିଳୁଛି। ଗତ ମେ ୨ରୁ କେତେକ ସ୍ଥାନରେ ନିଆଁ ଲଗାଯାଉଛି ଏବଂ କେତେକ ସ୍ଥାନରେ ଗୁଳି ଚାଳନା କରାଯାଉଛି। ଏହି ପ୍ରସଙ୍ଗରେ ସଂସଦରୁ ସଡ଼କ ପର୍ଯ୍ୟନ୍ତ ଚର୍ଚ୍ଚା ଜାରି...

ଦେଶର ସମସ୍ତ ସିବିଏସଇ ସ୍କୁଲରେ ହେବ ଗୋଟିଏ ପାଠ୍ୟକ୍ରମ, ମୋଦି କହିଲେ ଶିକ୍ଷା ପାଇଁ ହେବା ଦରକାର ସମ୍ବାଦ

ନୂଆଦିଲ୍ଲୀ,୨୯।୭: ରାଷ୍ଟ୍ରୀୟ ଶିକ୍ଷା ନୀତିର ତୃତୀୟ ବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନୂଆଦିଲ୍ଲୀର ପ୍ରଗତି ମଇଦାନର ଭାରତ ମଣ୍ଡପରେ ଅଖିଳ ଭାରତୀୟ ଶିକ୍ଷା ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆଗାମୀ ଦିନରେ...

ଗ୍ରୀଷ୍ମରେ ବେହାଲ ଆମେରିକାବାସୀ, ଘୋଷଣା ହେଲା ହିଟ ଏମରଜେନ୍ସି

ଓ୍ବାଶିଂଟନ,୨୯।୭: ଆମେରିକାରେ ବଢି ଚାଲିଛି ଗ୍ରୀଷ୍ମ ପ୍ରବାହ। ମିଡଓ୍ବେଷ୍ଟ ଓ ଇଷ୍ଟ କୋଷ୍ଟରେ ବିଶ୍ୱାସ ନ ହେବା ଭଳି ଗରମ ଅନୁଭୁତ ହୋଇଛି। ଏହା ଏକ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ବୋଲି ଆଶଙ୍କା କରାଯାଉଛି। ଜାତୀୟ ପାଣିପାଗ ସେବା...

ରାଷ୍ଟ୍ରୀୟ ପଦାଧିକାରୀଙ୍କ ନାମ ଘୋଷଣା କଲା ଭାଜପା, ସଞ୍ଜୟ ବନ୍ଦି, ସୁନିଲ ବଂସଲଙ୍କୁ ଗୁରୁ ଦାୟିତ୍ୱ

ନୂଆଦିଲ୍ଲୀ,୨୯।୭: ଭାରତୀୟ ଜନତା ପାର୍ଟି(ଭାଜପା) ଶନିବାର ରାଷ୍ଟ୍ରୀୟ ପଦାଧିକାରୀଙ୍କ ନାମ ଘୋଷଣା କରିଛି। ସଞ୍ଜୟ ବନ୍ଦି ଓ ସୁନିଲ ବଂସଲଙ୍କୁ ରାଷ୍ଟ୍ରୀୟ ମହାସଚିବ ପଦ ଦିଆଯାଇଛି। ଏହାସହ ଗୋରଖପୁରର ପୂର୍ବତନ ବିଧାୟକ ରାଧା ମୋହନ ଅଗ୍ରଓ୍ବାଲଙ୍କୁ ବି ମହାସଚିବ ଭାବେ...

‘ମେଣ୍ଟ ଏମପିଙ୍କୁ ପଶ୍ଚିମବଙ୍ଗ-ରାଜସ୍ଥାନ ବି ଯିବା ଦରକାର’, ଅନୁରାଗ ଠାକୁର କହିଲେ ଗୁଣ୍ଡା ଅପରାଧୀଙ୍କୁ ସୁରକ୍ଷା ଦେଉଛନ୍ତି ମମତା

ନୂଆଦିଲ୍ଲୀ,୨୯।୭: ବିରୋଧୀ ମେଣ୍ଟ ‘ଇଣ୍ଡିଆ’ର ଏମପିଙ୍କ ଦଳ ଶନିବାର ମଣିପୁର ଗସ୍ତ କରିଛନ୍ତି। ଆଉ ଏବେ ଏହାକୁ ନେଇ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର। କୋଲକାତାରେ ଠାକୁର କହିଛନ୍ତି, ବିରୋଧୀ ମେଣ୍ଟର ଏମପିମାନେ ପଶ୍ଚିମବଙ୍ଗ ଓ...

ମଣିପୁର ବାହାରିଲେ ‘ଇଣ୍ଡିଆ’ ଡେଲିଗେଶନ

ନୂଆଦିଲ୍ଲୀ,୨୯।୭: ମଣିପୁରରେ ହୋଇଥିବା ହିଂସାକୁ ଏବେ ୩ ମାସ ପୂରଣ ହେବାକୁ ଯାଉଛି। ଏହି ଘଟଣାକୁ ନେଇ ବିରୋଧୀ ଲଗାତାର ଭାବେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିବା ସହ ସରକାରଙ୍କ ଠାରୁ ଏହାର ଜବାବ ମାଗୁଛନ୍ତି। ଏହି କ୍ରମରେ, ‘ଇଣ୍ଡିଆନ...

ଦିଲ୍ଲୀ-ଏନ୍‌ସିଆରରେ ୩ ଦିନ ପ୍ରବଳ ବର୍ଷା ଆଲର୍ଟ, ହିମାଚଳରେ ଭୂସ୍ଖଳନ ଆଶଙ୍କା

ନୂଆଦିଲ୍ଲୀ,୨୯।୭: ସାରା ଦେଶରେ ପ୍ରବଳ ବର୍ଷା ଜାରି ରହିଛି। ଶୁକ୍ରବାରଠାରୁ ଦିଲ୍ଲୀ-ଏନ୍‌ସିଆରରେ ବର୍ଷା ଲୋକଙ୍କ ସମସ୍ୟାକୁ ବଢାଇ ଦେଇଛି। ମଧ୍ୟବର୍ତ୍ତୀ ବର୍ଷା ହେତୁ ଏଠାରେ ପରିସ୍ଥିତି ବନ୍ୟା ପରସ୍ଥିତି ସୃଷ୍ଟି ହୋଇଛି। ଆଉ ଦୁଇ ଦିନ ଧରି ପ୍ରବଳ ବର୍ଷା...

ସଂଖ୍ୟାବଳର ଅହଂକାର

ନୂଆଦିଲ୍ଲୀ/ଇମ୍ଫାଲ,୨୯ା୭: (ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର): ୩ ମାସ ପୂରିବାକୁ ବସିଲାଣି ମଣିପୁର ହିଂସାକୁ। ସରକାର ହିସାବ ଦେଇପାରୁ ନାହାନ୍ତି କେତେ ମୃତ, କେତେ ଆହତ ଓ କେତେଜଣ ମହିଳାଙ୍କୁ ବଳାତ୍କାର ଏବଂ/କିମ୍ବା ହତ୍ୟା କରାଗଲାଣି। ଭାଜପା ଶାସିତ ଏହି ଉତ୍ତର-ପୂର୍ବ...

ସିରିଜ ବିଜୟ ଲକ୍ଷ୍ୟରେ ଭାରତ

ବାର୍ବାଡୋସ, ୨୯।୭: ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଚଳିତ ସିରିଜର ଦ୍ୱିତୀୟ ଦିନିକିଆ କ୍ରିକେଟ ମ୍ୟାଚ ଶନିବାର ଏଠାରେ ଅନୁଷ୍ଠିତ ହେବ। ପ୍ରଥମ ଦିନିକିଆକୁ ୫ ଉଇକେଟରେ ଜିତି ଭାରତ ୩ ମ୍ୟାଚ ବିଶିଷ୍ଟ ସିରିଜରେ ୧-୦ରେ ଅଗ୍ରଣୀଲାଭ କରିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri