Tag Archives: Home Middle

ମା’ଙ୍କ ସହ ଝଗଡ଼ା କରି ହୋଟେଲ ସୋଫାରେ ନିଆଁ ଲଗାଇଦେଲେ ନାବାଳକ, ଜଳିଗଲା ପୂରା ହୋଟେଲ

ଓ୍ବାଶିଂଟନ,୨୭ା୭: ଆମେରିକାରୁ ଏକ ଆଶ୍ଚର୍ଯ୍ୟଜନକ ଖବର ଜାଣିବାକୁ ମିଳିଛି। ଜଣେ ୧୬ ବର୍ଷୀୟ ନାବାଳକ ତାଙ୍କ ମା’ ସହିତ ଝଗଡ଼ା କରିବା ପରେ ହୋଟେଲ ସୋଫାରେ ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି। ଯେଉଁଥିପାଇଁ ସାରା ହୋଟେଲରେ ନିଆଁ ଲାଗିଯାଇଥିଲା।...

ରାଜକୋଟ ଅନ୍ତର୍ଜାତୀୟ ବିମାନବନ୍ଦରର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

ଅହମ୍ମଦାବାଦ,୨୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଗୁଜରାଟର ରାଜକୋଟ ଅନ୍ତର୍ଜାତୀୟ ବିମାନବନ୍ଦରର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଗୁଜରାଟର ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ରଭାଇ ପଟେଲ, କେନ୍ଦ୍ର ନାଗରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏବଂ ବହୁ ବରିଷ୍ଠ ଭାଜପା ନେତା...

ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ: ୬ ମୃତ, ୭ ଆହତ

ମସ୍କୋ,୨୭ା୭: ସାଇବେରିଆରେ ଗୁରୁବାର ରୁଷିଆର ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହେବାରୁ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଆହତ ହୋଇଥିବା ରୁଷିଆର ଜରୁରୀକାଳିନ ଅଧିକାରୀ ସୂଚନା ଦେଇଛନ୍ତି। ରୁଷିଆର ଜରୁରୀକାଳିନ ମନ୍ତ୍ରଣାଳୟର ଅଲଟାଇ ଶାଖା କହିଛି, ଦକ୍ଷିଣ...

୩୦୦୦ କାର ନେଇ ଯାଉଥିବା ମାଲବାହୀ ଜାହାଜରେ ଲାଗିଲା ନିଆଁ, ବୁଡିଯିବା ସମ୍ଭାବନା, ଜଣେ ଭାରତୀୟ ମୃତ, ୨୦ ଆହତ

ଲଣ୍ଡନ,୨୭।୭: ନେଦରଲ୍ୟାଣ୍ଡସ ଉପକୂଳରେ ପ୍ରାୟ ୩୦୦୦ କାର ନେଇ ଯାଉଥିବା ଏକ ମାଲବାହୀ ଜାହାଜରେ ନିଆଁ ଲାଗିଯାଇଥିବା ସୂଚନା ମିଳିଛି। ଏହି ଘଟଣାରେ ଜଣେ ଭାରତୀୟଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ ଜଣ ଆହତ ହୋଇଛନ୍ତି। ନେଦରଲ୍ୟାଣ୍ଡସ କୋଷ୍ଟଗାର୍ଡଙ୍କ ପକ୍ଷରୁ...

୨୮ ପରିବର୍ତ୍ତେ ୨୯ ତାରିଖକୁ ମହରମ ଛୁଟି ଘୋଷଣା କଲେ ସରକାର

ଭୁବନେଶ୍ୱର,୨୭ା୭(ଅସମାପିକା ସାହୁ): ଚଳିତ ଜୁଲାଇ ୨୯ ତାରିଖ (ଶନିବାର) ମହରମ ପର୍ବ ପଡୁଥିବାରୁ ରାଜ୍ୟ ସରକାର ଏହି ଦିନଟିକୁ ଛୁଟି ଘୋଷଣା କରିଛନ୍ତି। ପୂର୍ବରୁ ରାଜ୍ୟ ସରକାରଙ୍କ ପକ୍ଷରୁ ଜୁଲାଇ ୨୮ (ଶୁକ୍ରବାର)କୁ ମହରମ ନିମନ୍ତେ ଛୁଟି ଘୋଷଣା କରାଯାଇଥିଲା।...

ଜୁଲାଇ ୩୦ରେ ହିଂସା ପ୍ରଭାବିତ ମଣିପୁର ଗସ୍ତ କରିପାରନ୍ତି ବିରୋଧୀ ଦଳ ଏମପି

ନୂଆଦିଲ୍ଲୀ,୨୭।୭: ମଣିପୁର ପ୍ରସଙ୍ଗକୁ ନେଇ ପାର୍ଲାମେଣ୍ଟରେ ହଙ୍ଗାମା ଜାରି ରହିଛି। ବିରୋଧୀ ସର୍ବଦା ମଣିପୁର ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୟାନ ଦାବି କରି ଆସୁଛନ୍ତି। ଏହି ସମୟରେ, ଗଣମାଧ୍ୟମର ରିପୋର୍ଟରେ ଦର୍ଶାଯାଇଛି ଯେ ବିରୋଧୀ ଦଳ ମେଣ୍ଟର ଏମପି...

ରାଜସ୍ଥାନ ସରକାର, ବିରୋଧୀଙ୍କୁ ଟାର୍ଗେଟ୍‌ କଲେ ପ୍ରଧାନମନ୍ତ୍ରୀ, କହିଲେ ଯଦି ଲାଲ୍‌ ଡାଏରୀର ରାଜ୍‌ ଖୋଲିବ ତେବେ…

ଜୟପୁର,୨୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ରାଜସ୍ଥାନର ସିକରରେ ପହଞ୍ଚି ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ବିରୋଧୀ ଦଳ ‘ଇଣ୍ଡିଆ’ ଉପରେ ବର୍ଷିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ସୀମିର ନାମ ମଧ୍ୟ ମଧ୍ୟ ‘ଇଣ୍ଡିଆ’ଥିଲା,...

ଫେବୃୟାରୀ ୨୦ରୁ ମାଟ୍ରିକ ପରୀକ୍ଷା

କଟକ,୨୭ା୭: ଆସନ୍ତାବର୍ଷ ଫେବୃୟାରୀ ୨୦ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏହି ପରୀକ୍ଷା ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ଚାଲିବ। ମାଟ୍ରିକ ସହ ମଧ୍ୟମା, ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା  ହେବା ନେଇ ମଧ୍ୟ ବୋର୍ଡ ପକ୍ଷରୁ ଗୁରୁବାର ସୂଚନା...

୩ ବର୍ଷରେ ୧୦ ଲକ୍ଷରୁ ଅଧିକ ମହିଳା ନିଖୋଜ: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସୂଚନା…

ନୂଆଦିଲ୍ଲୀ,୨୭।୭ : ଜାତୀୟ କ୍ରାଇମ ରେକର୍ଡ ବ୍ୟୁରୋ (ଏନସିଆରବି) ଭାରତରେ ନିଖୋଜ ମହିଳା ଓ ବାଳିକାଙ୍କ ସଂଖ୍ୟା ଉପରେ ଏକ ନୂତନ ତଥ୍ୟ ପ୍ରକାଶ କରିଛି। ଏନସିଆରବି ତଥ୍ୟକୁ ଉଦ୍ଧୃତ କରି କେନ୍ଦ୍ର ଗୃହ ମନ୍ତ୍ରଣାଳୟ କହିଛି କେବଳ ୨୦୨୧...

ମୋଦି ଦିଅନ୍ତୁ ଇସ୍ତଫା, ଶାହା ହୁଅନ୍ତୁ ଦେଶର ପ୍ରଧାନମନ୍ତ୍ରୀ: ଟି.ଏସ. ସିଂ ଦେଓ…

ରାୟପୁର,୨୭।୭ : ମଣିପୁର ପ୍ରସଙ୍ଗରେ ସାରା ଦେଶରେ ଉତ୍ତେଜନା ଦେଖାଦେଇଛି। ସଂସଦରେ ବିରୋଧୀ ଦଳର ମିଳିତ ମେଣ୍ଟ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉତ୍ତର ମାଗି ଲୋକସଭାରେ ସରକାରଙ୍କ ବିରୋଧରେ ଏକ ଅନାସ୍ଥା ପ୍ରସ୍ତାବ ଆଗତ କରିଛି। ଲୋକସଭା ବାଚସ୍ପତି...

ପୁଲଓ୍ବାମା ଶହୀଦଙ୍କ ପରିବାର ବର୍ଗଙ୍କୁ କାହିଁକି ମିଳିନି ନିଯୁକ୍ତି, କେନ୍ଦ୍ର ସରକାର ଦେଲେ ଉତ୍ତର…

ନୂଆଦିଲ୍ଲୀ,୨୭।୭ : ୨୦୧୯ ମସିହାରେ, ଜମ୍ମୁ-କଶ୍ମୀରର ପୁଲୱାମାଠାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଶହୀଦଙ୍କ ପରିବାର ବର୍ଗଙ୍କୁ ସରକାରୀ ଚାକିରି ପାଇଁ ଆବେଦନ କରିବାକୁ ସେମାନଙ୍କ ପିଲାମାନେ ୧୮ ବର୍ଷ ବୟସ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ର...

ଆତଙ୍କବାଦୀ ନିଯୁକ୍ତି ମଡ୍ୟୁଲର ପର୍ଦ୍ଦାଫାଶ: ପିଏଚଡି ଶିକ୍ଷାର୍ଥୀ ଯୁବବର୍ଗଙ୍କୁ ହିଜବୁଲ-ଜୈଶ ସଂଗଠନରେ କରୁଥିଲେ ସାମିଲ…

ଶ୍ରୀନଗର,୨୭।୭ : ବଡ଼ ଧରଣର ଆତଙ୍କବାଦୀ ନିଯୁକ୍ତିର ଏକ ମଡ୍ୟୁଲର ପର୍ଦ୍ଦଫାଶ ଜମ୍ମୁ-କଶ୍ମୀରରେ ହୋଇଛି। ଏହି ମାମଲାରେ ଜଣେ ପିଏଚଡି ଛାତ୍ରଙ୍କୁ ମଧ୍ୟ ଗିରଫ କରାଯାଇଛି। ସେ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ଛାତ୍ର। ଏହି ମାମଲାରେ ହିଜବୁଲ ମୁଜାହିଦ୍ଦିନ ଏବଂ ଜୈଶ-ଇ-ମହମ୍ମଦ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri