Tag Archives: Home Middle

ଫର୍ମ ସୁଧାରିବା ଲକ୍ଷ୍ୟରେ ସୂର୍ଯ୍ୟକୁମାର

ବ୍ରିଜ୍‌ଟାଉନ୍‌, ୨୭ା୭(ପି.ଟି.): ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷରେ ଭାରତ ଏହାର ଦିନିକିଆ ସିରିଜ୍‌ ଗୁରୁବାରଠାରୁ ଖେଳିବ। ଟେଷ୍ଟ ସିରିଜ୍‌ରେ ବିଜୟ ପରେ ଏହି ସିରିଜରେ ମଧ୍ୟ ଭାରତ ଚମତ୍କାର ପ୍ରଦର୍ଶନ କରିବା ନେଇ ଆଶା ରହିଛି। ତେବେ ଏହି ସିରିଜ୍‌ରେ ଭାରତୀୟ ମଧ୍ୟକ୍ରମ...

ବିସିସିଆଇ ଲେଭଲ-୨ ଅମ୍ପାୟରିଂ ପରୀକ୍ଷାରେ ଧିରଜ ଉତ୍ତୀର୍ଣ୍ଣ

ଭୁବନେଶ୍ୱର, ୨୭।୭ (ତପନ ସ୍ବାଇଁ): ରାଜ୍ୟର ପୂର୍ବତନ ରଣଜୀ ଟ୍ରଫି ଖେଳାଳି ଧୀରଜ ସିଂ ସଫଳତାର ସହ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଲେଭଲ-୨ ଅମ୍ପାୟରିଂ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ମୋଟ ୧୫୦ରୁ ସେ ୧୨୧ ନମ୍ବର ରଖିଥିଲେ।...

ତେଜାସ ବିଶ୍ୱର ସର୍ବକନିଷ୍ଠ ଫିଡେ ରେଟେଡ୍‌ ଖେଳାଳି

ଭୁବନେଶ୍ୱର, ୨୭।୭: ଉତ୍ତରାଖଣ୍ଡର ତେଜାସ ତିଓ୍ବାରୀ ବିଶ୍ୱର ସର୍ବକନିଷ୍ଠ ଫିଡେ ରେଟେଡ ଚେସ୍‌ ଖେଳାଳି ହୋଇଛନ୍ତି। ଅନ୍ତର୍ଜାତୀୟ ଚେସ୍‌ ଫେଡେରେଶନ(ଫିଡେ) ପକ୍ଷରୁ ଟୁଇଟ କରି ଏହା ସ୍ପଷ୍ଟ କରାଯାଇଛି। ୫ ବର୍ଷୀୟ ତେଜାସଙ୍କର ବର୍ତ୍ତମାନ ଫିଡେ ଷ୍ଟାଣ୍ଡାର୍ଡ ରେଟିଂ ହେଉଛି...

ସନ୍ତୋଷ ଟ୍ରଫି: ଗ୍ରୁପ୍‌ ‘ଡି’ରେ ଓଡ଼ିଶା

ନୂଆଦିଲ୍ଲୀ, ୨୭।୭ (ପି.ଟି.): ଘରୋଇ ଫୁଟବଲର ମର୍ଯ୍ୟାଦାଜନକ ପ୍ରତିଯୋଗିତା ସନ୍ତୋଷ ଟ୍ରଫିର ୭୭ତମ ସଂସ୍କରଣ ପାଇଁ ଗ୍ରୁପିଂ ବୁଧବାର ଅନୁଷ୍ଠିତ ହୋଇଯାଇଛି। ତଦନୁସାରେ ଓଡ଼ିଶା ଗ୍ରୁପ୍‌ ‘ଡି’ରେ ଦିଲ୍ଲୀ, ଲଦାଖ, ପଞ୍ଜାବ, ହରିୟାଣା ଓ ୩୨ଥର ଚାମ୍ପିୟନ ବେଙ୍ଗଲ ସହିତ...

ଭାରତୀୟ ଦଳରେ ଓଡ଼ିଶାରୁ ୪

ନୂଆଦିଲ୍ଲୀ, ୨୭।୭ : ଜର୍ମାନୀର ଡୁସେଲଡର୍ଫଠାରେ ଚତୁଃରାଷ୍ଟ୍ରୀୟ ଜୁନିୟର ମହିଳା ହକି ଟୁର୍ନାମେଣ୍ଟ ଅଗଷ୍ଟ ୧୮ରୁ ୨୩ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ଭାରତ, ଇଂଲଣ୍ଡ, ସ୍ପେନ୍‌ ଓ ଆୟୋଜକ ଜର୍ମାନୀ ଅଂଶଗ୍ରହଣ କରିବେ। ଏହି ସମ୍ମାନଜନକ ପ୍ରତିଯୋଗିତା ପାଇଁ...

ପ୍ରମୋଦଙ୍କୁ ଏସିଆନ ପାରା ଗେମ୍ସ ଯୋଗ୍ୟତା

ଭୁବନେଶ୍ୱର, ୨୭।୭ (ତପନ ସ୍ବାଇଁ): ଓଡ଼ିଶା କ୍ରୀଡ଼ା ପାଇଁ ଆସିଛି ଏକ ଭଲ ଖବର। ଚାଇନାର ହାଙ୍ଗଝୋଉରେ ଅକ୍ଟୋବର ୨୨ରୁ ୨୮ ପର୍ଯ୍ୟନ୍ତ ହେବାକୁଥିବା ୪ର୍ଥ ଏସିଆନ ପାରା ଗେମ୍ସ ପାଇଁ ରାଜ୍ୟର ତାରକା ପାରା ବ୍ୟାଡ୍‌ମିଣ୍ଟନ ଖେଳାଳି ପ୍ରମୋଦ...

ବ୍ୟାଡ୍‌ମିଣ୍ଟନ, ଆଥଲେଟିକ୍ସ ଦଳ ଚାଇନା ଗଲା

ଭୁବନେଶ୍ୱର, ୨୭।୭(ତପନ ସ୍ବାଇଁ): ଓ୍ବାଲର୍‌ଡ ୟୁନୁଭର୍ସିଟି ଗେମ୍ସରେ ଅଂଶଗ୍ରହଣ କରିବାପାଇଁ ଓଡ଼ିଶାର ବ୍ୟାଡ୍‌ମିଣ୍ଟନ ଖେଳାଳି ଓ ଆଥଲେଟିକ୍ସ ହାଇପରଫର୍ମାନ୍ସ ସେଣ୍ଟରର ଆଥଲେଟ୍‌ମାନେ ବୁଧବାର ଚାଇନାର ଚେଙ୍ଗଡୁ ଯାତ୍ରା କରିଛନ୍ତି। ଓଡ଼ିଶା ବ୍ୟାଡ୍‌ମିଣ୍ଟନର ଦୁଇ ଚର୍ଚ୍ଚିତ ଭଗୀନି ଋତପର୍ଣ୍ଣା ଓ ଶ୍ୱେତପର୍ଣ୍ଣା...

ନକ୍‌ଆଉଟ୍‌ରେ ସ୍ପେନ୍‌, ଜାପାନ

ଡୁନେଡିନ୍‌/ଅକଲାଣ୍ଡ, ୨୭ା୭(ପି.ଟି.): ଫିଫା ମହିଳା ଫୁଟବଲ୍‌ ବିଶ୍ୱକପ୍‌ରେ ବୁଧବାର ସ୍ପେନ୍‌, ଜାପାନ ଓ କାନାଡା ବିଜୟ ହାସଲ କରିଛି। ଅନ୍ୟପକ୍ଷରେ ପ୍ରଥମ ଦଳ ଭାବରେ ନକ୍‌ଆଉଟରେ ପ୍ରବେଶ କରିଛନ୍ତି ସ୍ପେନ୍‌ ଓ ଜାପାନ। ନକ୍‌ଆଉଟରେ ସ୍ପେନ୍‌ ଓ ଜାପାନ: ଫିଫା...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୭।୭: କ୍ରମାଗତ ୨ ଦିନ ପରେ ଭାରତୀୟ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୩ୟ କାର୍ଯ୍ୟ ଦିବସ (ଷ୍ଟକ୍‌ବଜାର) ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି।...

୫୫.୬୦ ଲକ୍ଷ କ୍ଷତି ସହିଲାଣି ରେଲ୍‌ଓ୍ବେ

ନୂଆଦିଲ୍ଲୀ,୨୭।୭: ୨୦୧୯ରେ ଦେଶରେ ବନ୍ଦେ ଭାରତ ଟ୍ରେନ୍‌ ଚଳାଚଳ ଆରମ୍ଭ ହେବା ପରଠୁ ଟେକାମାଡ଼ ଯୋଗୁ ରେଲ୍‌ଓ୍ବେକୁ ୫୫.୬୦ ଲକ୍ଷ ଟଙ୍କାର କ୍ଷତି ସହିବାକୁ ପଡ଼ିଲାଣି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବୁଧବାର ଲୋକ ସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତରରେ...

ଅନାସ୍ଥା ଭାଙ୍ଗିଥିଲା ୩ ସରକାର

ନୂଆଦିଲ୍ଲୀ,୨୭ା୭: ଅତୀତରେ ଲୋକ ସଭାରେ ୨୭ ଥର ଅନାସ୍ଥା ପ୍ରସ୍ତାବ ଆଗତ ହୋଇଥିଲା। ସେଗୁଡ଼ିକ ଗୃହରେ କାଟ୍‌ ଖାଇଥିଲା ଅଥବା ଅମୀମାଂସିତ ରହିଥିଲା। କିନ୍ତୁ ୩ ଥର ଭୋଟିଂ ବେଳେ ସରକାର ନିଜ ସଂଖ୍ୟାଗରିଷ୍ଠତାର ପ୍ରମାଣ ଦେଇ ପାରି ନ...

ମହିଳା ସଂରକ୍ଷଣ ବିଲ୍‌ ଗୃହୀତ ହେଲେ ୬୬ କୋଟି ମହିଳା ସଶକ୍ତ ହେବେ: ସସ୍ମିତ

ନୂଆଦିଲ୍ଲୀ,୨୭।୭: ବିଜୁ ଜନତା ଦଳ (ବିଜେଡି) ପାର୍ଲାମେଣ୍ଟରେ ମହିଳା ସଂରକ୍ଷଣ ବିଲ୍‌ ଗୃହୀତ କରାଇବା ପାଇଁ ଦାବି କରିଆସୁଛି। ରାଜ୍ୟ ସଭାର ବିଜେଡି ସଦସ୍ୟ ସସ୍ମିତ ପାତ୍ର ବୁଧବାର ଉକ୍ତ ଦାବିକୁ ଦୋହରାଇ କହିଛନ୍ତି, ଏହି ବିଲ୍‌ ପାରିତ ହେଲେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri