Tag Archives: Home Middle

୨ ମିନିଟ୍‌ରେ ଦୁଇ ଶକ୍ତିଶାଳୀ ଭୂକମ୍ପ, ସୁନାମୀ ଆଲର୍ଟ ଜାରି

ଟୋକିଓ,୮ା୮: ଜାପାନରେ ଦୁଇ ମିନିଟ୍‌ ମଧ୍ୟରେ ୨ଟି ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ଯଥାକ୍ରମେ ୬.୯ ଓ ୭.୧ ରହିଥିଲା। ଦକ୍ଷିଣପଶ୍ଚିମରେ ଥିବା କ୍ୟୁଶ୍ୟୁ ଦ୍ୱୀପ ଓ ଶିକୋକୁରେ ଏହି ଭୂକମ୍ପ ଅନୁଭୂତ ହୋଇଛି।...

ଓଡ଼ିଶାରେ ବାଂଲାଦେଶୀଙ୍କ ଅନୁପ୍ରବେଶ ଆଶଙ୍କା; ୩ ଜିଲାକୁ ଆଲର୍ଟ ଜାରି କଲା ପୋଲିସ

କଟକ, ୮ା୮: ପଡୋଶୀ ବାଂଲାଦେଶରେ ବର୍ତମାନ ଅଶାନ୍ତ ରହିଥିଲା ବେଳେ ସେଠାରୁ ଲୋକେ ଦେଶଛାଡ଼ି ଅନ୍ୟତ୍ର ଯିବାକୁ ଉଦ୍ୟମ କରୁଛନ୍ତି। ଭାରତ ସବୁଠାରୁ ନିକଟବର୍ତୀ ସୁରକ୍ଷିତ ସ୍ଥାନ ହୋଇଥବାରୁ ସମସ୍ତେ ଭାରତ ଆସିବାକୁ ଚେଷ୍ଟା ଚଳାଇଛନ୍ତି। ଗତ ଦୁଇ ଦିନ...

ଭୁବନେଶ୍ବରରେ ଖୋଲିଲା ଚାଉଳ ATM

ଭୁବନେଶ୍ବର, ୮ା୮: ରାଜଧାନୀ ଭୁବନେଶ୍ବର ମଞ୍ଚେଶ୍ବରରେ ଖୋଲିଲା ରାଜ୍ୟର ପ୍ରଥମ ଚାଉଳ ATM। ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହାକୁ ଉଦ୍‌ଘାଟନ କରିଛନ୍ତି। ହିତାଧିକାରୀମାନେ କାର୍ଡ ନମ୍ବର ମାରି ATMରୁ ଚାଉଳ ଉଠାଇ ପାରିବେ। ପରୀକ୍ଷା ମୂଳକ...

ଇତିହାସ ରଚିବ ଇସ୍ରୋ, ଅଗଷ୍ଟ ୧୫ରେ ଲଞ୍ଚ୍‌ କରିବ ଭିନ୍ନ ଧରଣର ସାଟେଲାଇଟ୍‌

ହାଇଦ୍ରାବାଦ,୮ା୮: ସ୍ବାଧୀନତା ଦିବସରେ ଭାରତ ଆଉ ଏକ ଇତିହାସ ରଚିବାକୁ ଯାଉଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ଖୁବ୍‌ଶୀଘ୍ର ଏହାର ସର୍ବଶେଷ ଆର୍ଥ ଅବ୍‌ଜରଭେସନ ସାଟେଲାଇଟ୍‌ ଯଥା ଇଓଏସ୍‌-୮ ଉତ୍‌କ୍ଷେପଣ କରିବାକୁ ଯାଉଛି। ଅଗଷ୍ଟ ୧୫ରେ ଏସ୍‌ଏସ୍‌ଏଲ୍‌ଭି-ଡି୩ ରକେଟ୍‌ରେ...

ନ୍ୟୁଜିଲାଣ୍ଡରେ ରାଷ୍ଟ୍ରପତିଙ୍କୁ ନିଆରା ଢଙ୍ଗରେ ସ୍ବାଗତ, ଦେଖନ୍ତୁ ଭିଡିଓ…

ଓ୍ବିଲିଂଟନ/ନୂଆଦିଲ୍ଲୀ,୮ା୮: ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବର୍ତ୍ତମାନ ନ୍ୟୁଜିଲାଣ୍ଡ ଗସ୍ତରେ ଅଛନ୍ତି। ସେ ବୁଧବାର ନ୍ୟୁଜିଲାଣ୍ଡରେ ପହଞ୍ଚି ସେଠାରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଟଡ୍‌ ମ୍ୟାକଲେ ଏବଂ ଭାରତୀୟ ହାଇ କମିଶନର ନୀତା ଭୂଷଣ ତାଙ୍କୁ ସ୍ବାଗତ କରିଥିଲେ। ଗୁରୁବାର...

ବଡ଼ ବୟାନ ଦେଲେ ମନ୍ତ୍ରୀ; ଓଡ଼ିଶାରେ ଆଉ ଖୋଲିବ ନାହିଁ ମଦ ଦୋକାନ

ଭୁବନେଶ୍ୱର, ୮ା୮: ରାଜ୍ୟରେ ଦେଶୀ ମଦ ବନ୍ଦ କରିବାକୁ କଥା ଦେଇ ସରକାରକୁ ଆସିଥିବା ଭାଜପା ସରକାର ଓଡ଼ିଶାରେ ଆଉ ମଦ ଦୋକାନ ନ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ବଡ଼ ବୟାନ ଦେଇଛନ୍ତି। ”ଓଡ଼ିଶାରେ...

ଭିନେଶଙ୍କ ଅବସର ଘୋଷଣା ପରେ ଶଶି ଥରୁର କହିଲେ ଲଢୁ ଲଢୁ ଝିଅ…

ନୂଆଦିଲ୍ଲୀ,୮ା୮: ଭାରତର ଷ୍ଟାର୍‌ ରେସଲର ଭିନେଶ ଫୋଗଟ ଅବସର ଘୋଷଣା କରିଛନ୍ତି। ବର୍ତ୍ତମାନ କଂଗ୍ରେସ ଏମ୍‌ପି ଶଶି ଥରୁର ଭିନେଶଙ୍କ ଅବସରକୁ ନେଇ ପ୍ରତିକ୍ରିୟା ରଖିଛନ୍ତି। ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ‘ଝିଅଟି ସିଷ୍ଟମ ଦ୍ୱାରା ରନ୍ଧା ଯାଇଛି’। ଏଥିସହିତ...

ପୁଣି ବାଂଲାଦେଶ ଫେରିବେ ଶେଖ ହାସିନା! ହାସିନାଙ୍କ ପୁଅ ଦେଲେ ବଡ଼ ବୟାନ, ନିର୍ବାଚନ ହେଲେ…

ନୂଆଦିଲ୍ଲୀ,୮।୮: ବାଂଲାଦେଶର ରାଜନୈତିକ ଅସ୍ଥିରତା ଭିତରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବେ ଭାରତରେ ଶରଣ ନେଇଛନ୍ତି। କିନ୍ତୁ ଏହାପରେ ସେ କେଉଁଠି ରହିବେ? ହାସିନା ନିଜ ଭଉଣୀ ଏବଂ କିଛି ସହଯୋଗୀଙ୍କ ସହିତ ୟୁରୋପ ଯିବେ ନା ପୁଣି...

ଥରକେ ଏତିକି ଲକ୍ଷ ଟଙ୍କା ପର୍ଯ୍ୟନ୍ତ କରିପାରିବେ ୟୁପିଆଇ ପେମେଣ୍ଟ

ମୁମ୍ବାଇ, ୮ା୮: ୟୁପିଆଇ ମାଧ୍ୟମରେ ଏଣିକି ଗୋଟିଏ ଥରରେ ପାଞ୍ଚ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ପେମେଣ୍ଟ କରିପାରିବେ। ପୂର୍ବରୁ ଏହି ସୀମା ୧ ଲକ୍ଷ ଟଙ୍କା ଯାଏ ଥିଲା ବେଳେ ଏଥିରେ ବୃଦ୍ଧି କାରାଯାଇଛି। ଏନେଇ ଗୁରୁବାର ଆରବିଆଇର ମୁଦ୍ରା...

ବାଦଲ ଫଟା ବର୍ଷା ନେଲା ୧୪ ଜଣଙ୍କ ଜୀବନ, ୧୦ ନିଖୋଜ

ଶିମ୍‌ଲା,୮ା୮: ହିମାଚଳ ପ୍ରଦେଶରେ ବାଦଲ ଫଟା ବର୍ଷା ହୋଇ ୧୪ ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ ବର୍ତ୍ତମାନ ସୁଦ୍ଧା ୧୦ ଜଣ ନିଖୋଜ ରହିଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସାମେଜ ଏବଂ ବାଗି ବ୍ରିଜ୍‌ ଅଞ୍ଚଳରେ ପ୍ରବଳ ବର୍ଷା...

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପରଲୋକ: ଚାରିଆଡେ ଶୋକର ଛାୟା

କୋଲକାତା,୮।୮: ଦୀର୍ଘ ଦିନର ଅସୁସ୍ଥତା ପରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସିପିଏମ ନେତା ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କ ଗୁରୁବାର ସକାଳେ କୋଲକାତାରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ବଙ୍ଗଳାରେ ୩୪ ବର୍ଷ ବାମପନ୍ଥୀ ଶାସନ...

ରେପୋ ରେଟ୍ ସମ୍ପର୍କରେ ବଡ଼ ଘୋଷଣା କଲା ଆରବିଆଇ… ଜାଣନ୍ତୁ ଜାଣନ୍ତୁ ଆପଣଙ୍କ EMI ବଢ଼ିଲା କି କମିଲା

ମୁମ୍ବାଇ, ୮ା୮: ଭାରତୀୟ ରିଜର୍ଭ ବ୍ୟାଙ୍କ ପୁଣିଥରେ ରେପୋ ରେଟ୍(ସୁଧ ହାର) ଅପରିବର୍ତ୍ତିତ ରଖିଛନ୍ତି। ବଜେଟ୍ ୨୦୨୪ ଆସିବା ପରେ ଅନୁଷ୍ଠିତ ହୋଇଥିବା ପ୍ରଥମ ମୁଦ୍ରା ନୀତି କମିଟି(ଏମପିସି) ବୈଠକରେ ଆରବିଆଇ ଏହି ନିଷ୍ପତ୍ତି ନେଇଥିବା କେନ୍ଦ୍ରୀୟ ବ୍ୟାଙ୍କ ଗଭର୍ଣ୍ଣର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri