Tag Archives: Home Middle

ସରକାରଙ୍କ ବଡ଼ ଘୋଷଣା, ରୋପ୍ୟ ପଦକ ବିଜେତା ଭଳି ସମ୍ମାନ ଓ ସୁବିଧା ପାଇବେ ଭିନେଶ ଫୋଗଟ

ନୂଆଦିଲ୍ଲୀ,୮।୮: ପ୍ୟାରିସ ଅଲିମ୍ପିକ୍ସରେ ଅଯୋଗ୍ୟ ହେବା ପରେ ଭାରତୀୟ ମହିଳା ରେସଲର ଭିନେଶ ଫୋଗେଟ କୁସ୍ତିରୁ ସନ୍ୟାସ ଘୋଷଣା କରିଛନ୍ତି। ସେପଟେ ହରିୟାଣା ମୁଖ୍ୟମନ୍ତ୍ରୀ ନାୟବ ସିଂ ସାଇନି ଏକ ବଡ଼ ଘୋଷଣା କରିଛନ୍ତି। ସେ ସୋସିଆଲ ମିଡିଆ ଏକ୍ସରେ...

ସିରିଆଲ-ଫିଲ୍ମରେ ଶିଶୁଙ୍କ ନିୟୋଜନ ନେଇ କଟକଣା

ଭୁବନେଶ୍ୱର,୮ା୮(ଶର୍ମିଷ୍ଠା ପାଣିଗ୍ରାହୀ): ମନୋରଞ୍ଜନ ଶିଳ୍ପ ଓ ବ୍ୟବସାୟିକ ମନୋରଞ୍ଜନ କାର୍ଯ୍ୟକ୍ରମରେ ଶିଶୁ ଏବଂ କିଶୋରଙ୍କୁ ନିୟୋଜନ ନେଇ କେତେକ କଟକଣା ଲଗାଯାଇଛି। ଏନେଇ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ(ଓଏସ୍‌ସିପିସିଆର୍‌) ପକ୍ଷରୁ ଏକ ଆଡଭାଇଜରି ଜାରି କରାଯାଇଛି। ପୋକ୍‌ସୋ...

ତଲାବିରା: ଫସିଲେ ନବୀନ!

ଭୁବନେଶ୍ୱର,୮।୮(ସୁନିତ୍‌ ମିଶ୍ର): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏବଂ କୋଇଲା ଦୁର୍ନୀତି ପ୍ରସଙ୍ଗକୁ ନେଇ ରାଜନୀତି ଜୋର୍‌ ଧରିଛି। ହିଣ୍ଡାଲ୍‌କୋ ନାଁରେ ସିବିଆଇ ଏତଲା ରୁଜୁକରିବା ପରେ ଅଡୁଆ ବଢ଼ିଥିବା କୁହାଯାଉଛି। ଯେହେତୁ ୨୦୦୫ରେ...

ଆଇଏଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ, ୧୭ ଜିଲାପାଳ ବଦଳିଲେ

ଭୁବନେଶ୍ୱର,୮।୮(ଅନିଲ ଦାସ)ରାଜ୍ୟ ସରକାର ଆଇଏଏସ୍‌ ଏବଂ ବରିଷ୍ଠ ଓଏଏସ୍‌ ଅଫିସରସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏନେଇ ବୁଧବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ୧୭ ଜଣ...

ଅଲମ୍ପିକରୁ ଦୁଃଖଦ ବିଦାୟ ପରେ ଅବସର ଘୋଷଣା କଲେ ଭିନେଶ ଫୋଗଟ

ନୂଆଦିଲ୍ଲୀ,୮।୮: ମାତ୍ର ୧୦୦ ଗ୍ରାମ୍ ଓଜନ ଅଧିକ ପାଇଁ ମହିଳା କୁସ୍ତି ଫାଇନାଲରେ ପ୍ରବେଶ କରିଥିବା ଭିନେଶ ଫୋଗଟ ଅଯୋଗ୍ୟ ଘୋଷିତ ହେବା ପରେ ଅବସର ଘୋଷଣା କରିଛନ୍ତି। ସେ ଫାଇନାଲ ଖେଳି ପାରିବେ ନାହିଁ। ତାଙ୍କୁ କୌଣସି ପଦକ...

ରାଜଧାନୀରେ ଡବଲ ମର୍ଡର

ଭୁବନେଶ୍ୱର,୮।୮: ରାଜଧାନୀ ଭୁବନେଶ୍ୱରରେ ବୁଧବାର ବିଳମ୍ବିତ ରାତିରେ ଡବଲ ମର୍ଡର ହୋଇଛି। ଭୁବନେଶ୍ୱରସ୍ଥିତ ହାଇଟେକ ଆପାର୍ଟମେଣ୍ଟ ନିକଟ କଲ୍ୟାଣୀ ପ୍ଲାଜାରେ ଏହି ହତ୍ୟାକାଣ୍ଡ ଘଟିଛି। ଗାଡି ପାର୍କିଂକୁ ନେଇ ଛୁରି ଭୁସି ହତ୍ୟା କରାଯାଇଥିବା ଜଣାଯାଇଛି। ତେବେ ହତ୍ୟାକାରୀଙ୍କୁ ଧରିବା...

୨ ସବ୍‌-ରେଜିଷ୍ଟ୍ରାରଙ୍କୁ ନିଲମ୍ବନ କଲେ ସରକାର

ଭୁବନେଶ୍ୱର,୭ା୮: ରାଜ୍ୟ ସରକାର ୨ ଜଣ ସବ୍‌-ରେଜିଷ୍ଟ୍ରାରଙ୍କୁ ବୁଧବାର ଚାକିରିରୁ ନିଲମ୍ବିତ କରିଛନ୍ତି। ଜଗତପୁରରେ କାର୍ଯ୍ୟରତ ସବ୍‌-ରେଜିଷ୍ଟ୍ରାର ଆର୍ଯ୍ୟଦୀପ୍ତ ଅରଣ୍ୟକ ସାମନ୍ତରାୟଙ୍କୁ ଜମି ବିକ୍ରିରେ ବେଆଇନ କାରବାର ପାଇଁ ଚାକିରିରୁ ନିଲମ୍ବନ କରାଯାଇଛି। ରାଜ୍ୟ ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆମେରିକା କନ୍‌ସଲ ଜେନେରାଲ

ଭୁବନେଶ୍ୱର,୭ା୮: ହାଇଦ୍ରାବାଦଠାରେ ଅବସ୍ଥାପିତ ଯୁକ୍ତରାଷ୍ଟ୍ର ଆମେରିକାର କନ୍‌ସଲ ଜେନେରାଲ ଜେନିଫର୍‌ ଲାର୍‌ସନ ବୁଧବାର ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଙ୍କୁ ସାକ୍ଷାତ କରିଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କୁ ସ୍ବାଗତ କରିବା ସହ ଶିଳ୍ପ, ଶିକ୍ଷା, ଅକ୍ଷୟ ଶକ୍ତି, ପର୍ଯ୍ୟଟନ...

ଶେଖ୍‌ ହସିନାଙ୍କୁ ଅନ୍ୟ ଦେଶକୁ ଯିବା ପାଇଁ କରାଯିବନି ବାଧ୍ୟ, ଜାଣନ୍ତୁ ଭାରତରେ ରହିବା ନେଇ କ’ଣ ରହିଛି ଯୋଜନା

ନୂଆଦିଲ୍ଲୀ,୭ା୮: ବାଂଲାଦେଶରେ ଚାଲିଥିବା ରାଜନୈତିକ ଅସ୍ଥିରତା ମଧ୍ୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହସିନା ଦେଶ ଛାଡ଼ି ଭାରତ ଆସିଥିଲେ। ଏକ ବିଶେଷ ସୂତ୍ରରୁ ପ୍ରକାଶ ଯେ, ଭାରତ ସରକାର ଶେଖ ହସିନାଙ୍କୁ ଦିଲ୍ଲୀରୁ ଅନ୍ୟ ଦେଶକୁ ପଠାଇବେ ନାହିଁ। କୁହାଯାଉଛି...

ଭିନେଶ ବାଦ୍‌ ପଡ଼ିବା ପରେ ପ୍ରତିକ୍ରିୟା ରଖିଲେ ଭଉଣୀ ବବିତା, କହୁକହୁ କହିଦେଲେ ଏହି ବଡ଼ କଥା…

ନୂଆଦିଲ୍ଲୀ,୭ା୮: ପ୍ୟାରିସ୍‌ ଅଲିମ୍ପିକ୍ସରୁ ମହିଳା ରେସଲର ଭିନେଶ ଫୋଗଟ ବାଦ୍‌ ପଡ଼ିବା ପରେ କୋଟି କୋଟି ଭାରତୀୟଙ୍କ ସ୍ବର୍ଣ୍ଣପଦକ ସ୍ବପ୍ନ ମଉଳି ଯାଇଛି। ଫାଇନାଲ ମ୍ୟାଚ୍‌ ପୂର୍ବରୁ ଭିନେଶଙ୍କ ଓଜନ ବଢ଼ିଯିବାରୁ ଅଯୋଗ୍ୟ ଘୋଷିତ ହୋଇଥିଲେ। ବର୍ତ୍ତମାନ ସମସ୍ତ କୁସ୍ତିଯୋଦ୍ଧା...

ଆସୁଛି ଆଉ ଏକ ବଡ଼ ଲଘୁଚାପ: ଏହି ୭ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର,୭ା୮: ମୌସୁମୀ ସକ୍ରିୟ ହୋଇଥିବା ବେଳେ ବାରମ୍ବାର ଲଘୁଚାପ ସୃଷ୍ଟି ହେଉଛି। ଗୋଟିଏର ପ୍ରଭାବ ସରିନି, ଆସିଲାଣି ଆଉ ଏକ ବଡ଼ ଲଘୁଚାପ। ଉତ୍ତର ବଙ୍ଗୋପସାଗରର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପରେ ବୁଧବାର ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।...

ଗେରୁଆ ରଙ୍ଗର ରେନକୋଟ୍‌ ପିନ୍ଧିବେ ଟ୍ରାଫିକ ପୋଲିସ

ଭୁବନେଶ୍ୱର,୭।୮: ଗେରୁଆ ରଙ୍ଗର ରେନକୋଟ୍‌ ପିନ୍ଧିବେ ଭୁବନେଶ୍ୱର ଟ୍ରାଫିକ ପୋଲିସ। ଟ୍ରାଫିକ ପୋଲିସଙ୍କୁ ଦିଆଯାଇଛି ନୂଆ ରେନ୍‌କୋଟ୍‌। । ବର୍ଷା ବେଳେ ଟ୍ରାଫିକ ପୋଷ୍ଟରେ ମୁତୟନ ଥିବା ପୋଲିସ କର୍ମଚାରୀଙ୍କୁ ଗେରୁଆ ରଙ୍ଗର ରେନ କୋଟ ପ୍ରଦାନ କରାଯାଇଛି। ରାଜଧାନୀର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri