Tag Archives: Home Middle

କର୍ନାଟକ ବିଧାନସଭାରେ ୧୦ ଜଣ ବିଧାୟକଙ୍କୁ ନିଲମ୍ବନ କରାଯିବା ନେଇ ସରକାରଙ୍କୁ ଘେରିଲା ଭାଜପା

ବେଙ୍ଗାଲୁରୁ,୨୦।୭: କର୍ନାଟକ ବିଧାନସଭାରେ ୧୦ ଜଣ ବିଧାୟକଙ୍କୁ ନିଲମ୍ବନ କରାଯିବା ନେଇ ରାଜ୍ୟ ସରକାରକୁ ଟାର୍ଗେଟ କରିଛି ଭାଜପା। ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ବାସବରାଜ ବୋମ୍ମାଇ କଂଗ୍ରେସ ସରକାରଙ୍କୁ ଏକଛତ୍ରବାଦୀ ଶାସକ ବୋଲି କହିଛନ୍ତି ଏବଂ ଏହାକୁ ଗଣତନ୍ତ୍ରର ହତ୍ୟା...

କୁକି ମହିଳାଙ୍କୁ ଉଲଗ୍ନ କରିବା ଘଟଣା: ସରକାର କାର୍ଯ୍ୟାନୁଷ୍ଠାନ ନ ନେଲେ ଆମେ କରିବୁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୦।୭: ମଣିପୁରରେ କୁକି ସମ୍ପ୍ରଦାୟର ଦୁଇଜଣ ମହିଳାଙ୍କୁ ଉଲଗ୍ନ କରି ପରେଡ କରିବା ଘଟଣାରେ ଚିିନ୍ତାବ୍ୟକ୍ତ କରିଛନ୍ତି ସୁପ୍ରିମକୋର୍ଟ। ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡ କହିଛନ୍ତି, ଏହି ଚିତ୍ରଗୁଡ଼ିକ ଦେଖି ଆଶ୍ଚର୍ଯ୍ୟ ହୋଇଯାଇଛୁ। ହିଂସା ପ୍ରଭାବିତ ଅଞ୍ଚଳରେ ମହିଳାମାନଙ୍କୁ...

ମଣିପୁର ଘଟଣା ଲଜ୍ଜାଜନକ, ଦୋଷୀଙ୍କୁ ମିଳିବ କଡ଼ା ଦଣ୍ଡ: ମୋଦି

ନୂଆଦିଲ୍ଲୀ,୨୦।୭: ମଣିପୁରରେ ମହିଳାଙ୍କୁ ଉଲଗ୍ନ କରି ବୁଲାଇବାରେ ଘଟଣାରେ ଦୁଃଖପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଗୁରୁବାର ପ୍ରଧାନମନ୍ତ୍ରୀ କହିଛନ୍ତି, ମଣିପୁରରେ ଯେଉଁ ଘଟଣା ସାମ୍ନାକୁ ଆସିଛି ତାହା କୌଣସି ସଭ୍ୟ ସମାଜ ପାଇଁ ଲଜ୍ଜାଜନକ ଘଟଣା। ଏଭଳି ଘଟଣା...

ମୌସୁମୀ ଅଧିବେଶନ: ଗୃହ ବାତିଲ ପାଇଁ ଯୋଜନା କରିଛନ୍ତି ବିରୋଧୀ!

ନୂଆଦିଲ୍ଲୀ,୨୦।୭: ସଂସଦ ଆରମ୍ଭରୁ ମଣିପୁର ହିଂସାକୁ ନେଇ ବିରୋଧୀ ସରକାରଙ୍କୁ ଘେରିଛନ୍ତି। ତେବେ ଏହାରି ଭିତରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲାଦ ଯୋଶୀ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ବିରୋଧୀ ଗୃହ ଚଲାଇ ଦେବେ ନାହିଁ ବୋଲି ମୁଁ...

ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ବୁଲାଇବା ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ

ଇମ୍ଫାଲ,୨୦ା୭: ମଣିପୁରରେ ୨ ଆଦିବାସୀ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ବୁଲାଇବା ଘଟଣାରେ ମୁଖ୍ୟ ଅଭିଯୁକ୍ତଙ୍କୁ ଗୁରୁବାର ଗିରଫ କରାଯାଇଛି। ଦୀର୍ଘ ଅଢ଼େଇ ମାସ ଧରି ଭାଜପା ଶାସିତ ଉତ୍ତରପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ସଂଘର୍ଷ ଲାଗିରହିଥିବାବେଳେ ୨ ଜଣ ଆଦିବାସୀ...

ମୌସୁମୀ ଅଧିବେଶନ ଆରମ୍ଭରୁ ହଙ୍ଗାମା: ମଣିପୁର ହିଂସା ଘଟଣାରେ ସରକାରଙ୍କୁ ଘେରିଲେ ବିରୋଧୀ

ନୂଆଦିଲ୍ଲୀ,୨୦।୭: ମୌସୁମୀ ଅଧିବେଶନ ଆରମ୍ଭରୁ ହଙ୍ଗାମା। ଦୁଇ କୁକି ମହିଳାଙ୍କ ଉଲଗ୍ନ ଭିଡିଓ ଭାଇରାଲ ହେବାପରେ ସଂସଦରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ଏନେଇ ସଂସଦରେ ମୋଦୀଙ୍କୁ ଟାର୍ଗେଟ କରିଛନ୍ତି କେଂଗ୍ରେସ ସଭାପତି ମଲ୍ଲିକାର୍ଜ୍ଜୁନ ଖାର୍ଗେ। ସେ କହିଛନ୍ତି, ସବୁ ବିରୋଧୀ...

ମୌସୁମୀ ଅଧିବେଶନ: ମଣିପୁର ଆଦିବାସୀ ମହିଳାଙ୍କୁ ନିର୍ଯାତନା ଘଟଣା ଉପରେ ଚର୍ଚ୍ଚା କରିବାକୁ ଦାବି କଲେ ବିରୋଧୀ

ନୂଆଦିଲ୍ଲୀ,୨୦।୭: ନୂଆ ସଂସଦ ଭବନରେ ଗୁରୁବାର ଠାରୁ ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି। ତେବେ ମୌସୁମୀ ଅଧିବେଶନ ଆରମ୍ଭ ହେଉଣୁ ମଣିପୁର ଆଦିବାସୀ ମହିଳାଙ୍କୁ ନିର୍ଯାତନା ଘଟଣାରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ଘଟଣା ସମ୍ପର୍କରେ ଆଲୋଚନା ପାଇଁ କଂଗ୍ରେସ ସାଂସଦ...

ଭୁସ୍ଖଳନରେ ୫ ମୃତ: ଅନେକ ଫସି ରହିଥିବା ଆଶଙ୍କା

ପୁନେ,୨୦।୭: ମହାରାଷ୍ଟ୍ରର ରାଇଗଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ରାଇଗଡରେ ଭୂସ୍ଖଳନରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏବେ ବି ଅନେକ ଲୋକ ସେଠାରେ ଫସି ରହିଛନ୍ତି। ୩୦ରୁ ଅଧିକ ପରିବାର ଫସି ରହିଥିବାର ଭୟ ରହିଛି। ଏହି ଦୁର୍ଘଟଣା...

‘ଅଚିନ୍ତାରେ ଶୋଇଛନ୍ତି ପ୍ରଧାନମନ୍ତ୍ରୀ’

ନୂଆଦିଲ୍ଲୀ,୨୦।୭: ମଣିପୁରରେ ଦୁଇଜଣ ମହିଳାଙ୍କୁ ଉଲଗ୍ନ କରି ବୁଲାଇବା ଭଳି ଲଜ୍ଜାଜନକ ଘଟଣାକୁ ବିରୋଧୀ ସଂସଦରେ ଜୋରଦାର ଉଠାଇବାକୁ ପ୍ରସ୍ତୁତ ହେଉଛନ୍ତି। ମଣିପୁର ହିଂସାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୀରବତାକୁ ନେଇ ବିରୋଧୀ ଅନେକ ଥର ପ୍ରଶ୍ନ ଉଠାଇଛନ୍ତି।...

ଅହମ୍ମଦବାଦ ଭୟଙ୍କର ସଡକ ଦୁର୍ଘଟଣା: ଲୋକ ଗହଳିରେ ଚଢିଗଲା ଜାଗୁଆର, ୯ମୃତ

ଅହମ୍ମଦାବାଦ,୨୦।୭: ଗୁଜୁରାଟର ଅହମ୍ମଦାବାଦରେ ଅବସ୍ଥିତ ଇସ୍କନ ବ୍ରିଜରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ରାତି ଅଧରେ ଇସ୍କନ ବ୍ରିଜରେ ଥାର ଗାଡି...

ଦୁଇ ଆଦିବାସୀ ମହିଳାଙ୍କୁ ଉଲଗ୍ନ କରିବା ଘଟଣା: ଭିଡିଓକୁ ଶେୟାର୍‌ ନ କରିବା ସରକାରଙ୍କ ନିର୍ଦ୍ଦେଶ

ଇମ୍ଫାଲ,୨୦।୭: ମଣିପୁର ହିଂସା ଥମିବାକୁ ନାଁ ନେଉ ନ ଥିବା ବେଳେ ଦୁଇ ଆଦିବାସୀ ମହିଳାଙ୍କୁ ଉଲଗ୍ନ କରି ପରେଡ କରିବା ଘଟଣାର ଭିଡିଓ ଭାଇରାଲ ହୋଇଛି। ଏ ଘଟଣାକୁ ନେଇ ବିଭିନ୍ନ ମହଲରେ ତୀବ୍ର ନିନ୍ଦା କରାଯାଇଛି। ତେବେ...

ଲଘୁଚାପ: ୩ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୯ା୭(ଅନିଲ ଦାସ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି। ଏଥିସହିତ ଛତିଶଗଡ଼ ଉପରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri