Tag Archives: Home Middle

ମଜ୍‌ନୁଙ୍କ ଫୋନ୍‌ରେ ଥିଲା ଅଶ୍ଳୀଳ ଫଟୋ ଭିଡିଓ, ରିମାଣ୍ଡ ଖୋଲୁଛି ଗୁମର

ଭୁବନେଶ୍ୱର,୭।୮: ୫ ସ୍ବାମୀଙ୍କ ସ୍ତ୍ରୀ ସତ୍ୟଜିତ୍‌ ସାମଲଙ୍କ ପ୍ରେମିକା ତାଲିକାରେ ୪୯ ନୁହେଁ ଥିଲେ ୯୯ ମହିଳା। ରିମାଣ୍ଡରେ ତାଙ୍କର ଗୁମର ଖୋଲିବାରେ ଲାଗିଛି। ସତ୍ୟଜିତଙ୍କ ମୋବାଇଲ ଯାଞ୍ଚ ପରେ ଏକାଧିକ ମହିଳାଙ୍କ ଅଶ୍ଳୀଳ ଫଟୋ ଭିଡିଓ ଥିବା ଜଣାପଡିଛି।...

ଭିନେଶ ଫୋଗଟ ଅଯୋଗ୍ୟ ଘୋଷଣା ପରେ କ୍ରୀଡ଼ାମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ,୭ା୮: ପ୍ୟାରିସ୍‌ ଅଲିମ୍ପିକ୍ସରୁ ଭିନେଶ ଫୋଗଟ ଅଯୋଗ୍ୟ ଘୋଷିତ ହେବା ପରେ ବୁଧବାର ସଂସଦରେ କ୍ରୀଡ଼ାମନ୍ତ୍ରୀ ମନସୁଖ୍‌ ମାଣ୍ଡବ୍ୟ ଏକ ବିବୃତ୍ତି ଦେଇଛନ୍ତି। ସେ ଲୋକ ସଭାରେ ସମ୍ବୋଧିତ କରି କହିଛନ୍ତିି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ଅଲିମ୍ପିକ ଆସୋସିଏଶନ...

ରାଜ୍ୟ ସଭାକୁ କିଏ ଯିବେ? ଏହି ନେତାଙ୍କ ନାଁକୁ ନେଇ ଚାଲିଛି ଜୋର୍‌ଦାର ଚର୍ଚ୍ଚା

ଭୁବନେଶ୍ୱର,୭ା୮: ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ଓଡ଼ିଶା ସମେତ ୯ଟି ରାଜ୍ୟରେ ରାଜ୍ୟ ସଭା ଉପନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ସଭା ଏମ୍‌ପି ପଦରୁ ମମତା ମହାନ୍ତ ଇସ୍ତଫା ଦେବା ପରେ ତାଙ୍କ...

ଅଲିମ୍ପିକ୍ସରୁ ବାଦ୍‌ ପଡିଲେ ଭିନେଶ ଫୋଗଟ: ଫିଟିଲା ଏହି ଖେଳାଳିଙ୍କ ଭାଗ୍ୟ, ଖେଳିବେ ଫାଇନାଲ

ପ୍ୟାରିସ୍‌,୭।୮: ପ୍ୟାରିସ ଅଲିମ୍ପିକ୍ସରେ ପ୍ରଥମ ଥର ପାଇଁ କୁସ୍ତିରେ ଭାରତ ସ୍ବର୍ଣ୍ଣ ପଦକ ଜିତିବ ବୋଲି ଆଶା କରାଯାଉଥିଲା। ୫୦ କିଲୋଗ୍ରାମ ଓଜନ ବର୍ଗର ଫାଇନାଲରେ ସ୍ଥାନ ସୁରକ୍ଷିତ କରି ଭିନେଶ ଫୋଗଟ ଇତିହାସ ସୃଷ୍ଟି କରିଥିଲେ। ମଙ୍ଗଳବାର ଭାରତୀୟ...

ଭିନେଶ ଫୋଗଟଙ୍କ ପାଇଁ ଏମିତି ଲେଖିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୭।୮: ଦେଶ ପାଇଁ ସ୍ବର୍ଣ୍ଣ ପଦକ ଜିତିବା ପାଇଁ ଭିନେଶ ଫୋଗଟଙ୍କ ସ୍ବପ୍ନ ସ୍ବପ୍ନରେ ରହିଯାଇଛି। କାରଣ ଅଲିମ୍ପିକ୍ସରେ ଭିନେଶ ଫୋଗଟ ଡିସ୍କ୍ବାଲିଫାଏଡ ଘୋଷିତ ହୋଇଛନ୍ତି। ଧାର୍ଯ୍ୟଠାରୁ ଅଧିକ ଓଜନ ପାଇଁ ଡିସ୍କ୍ବାଲିଫାଏଡ ହୋଇଥିବା ସୂଚନା ମିଳିଛି। ୫୦ କେଜିଠାରୁ...

ଭାଙ୍ଗିଗଲା ଲକ୍ଷଲକ୍ଷ ପ୍ରଶଂସକଙ୍କ ହୃଦୟ, ଭିନେଶ ଫୋଗଟ ଡିସ୍‌କ୍ୱାଲିଫାଏଡ ଘୋଷିତ

ପ୍ୟାରିସ,୭।୮: ପ୍ୟାରିସ ଅଲିମ୍ପିକ୍ସରେ ଭାରତକୁ ଲାଗିଲା ବଡ଼ ଝଟକା। ଫାଇନାଲ ପୂର୍ବରୁ ଭିନେଶ ଫୋଗଟ ଡିସ୍‌କ୍ୱାଲିଫାଏଡ ଘୋଷିତ ହୋଇଛନ୍ତି। ଧାର୍ଯ୍ୟଠାରୁ ଅଧିକ ଓଜନ ପାଇଁ ତାଙ୍କୁ ଡିସ୍‌କ୍ୱାଲିଫାଏଡ ଘୋଷଣା କରାଯାଇଛି। ୫୦ କେଜିଠାରୁ ଭିନେଶ ମାତ୍ର କିଛି ଗ୍ରାମ ଅଧିକ...

ଏହି କାରଣରୁ ବ୍ରିଟେନରେ ଶରଣ ନେଇପାରିବେ ନାହିଁ ଶେଖ ହାସିନା, ଏବେ କେଉଁଠି ରହିବେ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ

ଢାକା,୭।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ସମସ୍ୟା ହ୍ରାସ ପାଉନାହିଁ। ପ୍ରଥମେ ତାଙ୍କୁ ନିଜ ଦେଶ ଛାଡି ପଳାଇବାକୁ ପଡିଲା। ବର୍ତ୍ତମାନ ସେ ବିଦେଶରେ ଶରଣ ନେବାକୁ ମଧ୍ୟ ସଂଘର୍ଷ କରୁଛନ୍ତି। ଶେଖ ହାସିନା ବର୍ତ୍ତମାନ ଭାରତରେ ଅଛନ୍ତି।...

ଫାଇନାଲରେ ଭିନେଶ ଫୋଗଟ; ପଦକ ପକ୍କା

ନୂଆଦିଲ୍ଲୀ,୬।୮: ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ର ୫୦ କିଗ୍ରା ମହିଳା କୁସ୍ତି ଇଭେଣ୍ଟର ଫାଇନାଲରେ ପହଞ୍ଚି ଇତିହାସ ରଚିଛନ୍ତି ଭିନେଶ ଫୋଗଟ। ଟୋକିଓ ବିଫଳତାକୁ ପଛରେ ପକାଇ ଭିନେଶ ସୋମବାର ଲଢୁଆ ପ୍ରଦର୍ଶନ କରିଥିଲେ। ପ୍ରଥମ ରାଉଣ୍ଡରେ ଡିଫେଣ୍ଡିଂ ଚାମ୍ପିୟନ ତଥା...

୨୦୨୪ ନିର୍ବାଚନରେ ମୋଟା ଅଙ୍କର ଟଙ୍କା ଖର୍ଚ୍ଚ କରିଛି ବିଜେଡି; ସାମ୍ନାକୁ ଆସିଲା ତଥ୍ୟ

ଭୁବନେଶ୍ୱର, ୬।୮: ୨୦୨୪ ନିର୍ବାଚନରେ ବିଜୁ ଜନତା ଦଳ ଓଡ଼ିଶାରେ କ୍ଷମତାଚ୍ୟୁତ ହୋଇଥିବା ବେଳେ ଲୋକ ସଭାରେ ଦଳକୁ ଗୋଟିଏ ହେଲେ ଆସନ ମିଳିନାହିଁ। ଏହାରି ମଧ୍ୟରେ ଗତ ନିର୍ବାଚନରେ ଦଳ କେତେ ଟଙ୍କା ଖର୍ଚ୍ଚ କରିଛି, ସେନେଇ ତଥ୍ୟ...

୧.୫୦ ଟ୍ରିଲିଅନ୍ ଡଲାରରେ ପହଞ୍ଚିବ ଓଡ଼ିଶା ଅର୍ଥନୀତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୬।୮: ବିକଶିତ ଓଡିଶାର ସ୍ୱପ୍ନକୁ ସାକାର କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ନୀତି ଆୟୋଗ ଆଗେଇ ଆସିଛି। ମଙ୍ଗଳବାର ଲୋକସେବା ଭବନରେ ନୀତି ଆୟୋଗର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ବି.ଭି.ଆର୍ ସୁବ୍ରମନିୟମ୍ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ...

ରାଜ୍ୟ ବ୍ୟବସାୟୀ ଓ ଶୀତଳ ଭଣ୍ଡାର ସଂଘ ସହ ଆଲୋଚନା କଲେ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର, ୬।୮: ରାଜ୍ୟରେ ଆଳୁ ସଙ୍କଟର ସମାଧାନ ପାଇଁ ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏଣିକି ଉତ୍ତରପ୍ରଦେଶରୁ ଓଡ଼ିଶାକୁ ଆଳୁ ଆଣିବା ବ୍ୟବସ୍ଥା କରାଯିବ । ଏ ସଂକ୍ରାନ୍ତରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ...

‘ବବି କହିଥିଲେ ତୁମ କଥା ବୁଝାଯିବ’, ବଡ଼ ଅଭିଯୋଗ ଆଣିଲେ ମମତା ମହନ୍ତ

ଭୁବନେଶ୍ୱର, ୦୬।୦୮: ବିଜୁ ଜନତା ଦଳ ତଥା ରାଜ୍ୟସଭାରୁ ଇସ୍ତଫା ଦେଇଥିବା ମମତା ମହନ୍ତ ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁରେ ବଡ ଅଭିଯୋଗ ଆଣିଛନ୍ତି। ଦଳ ଭିତରେ ତାଙ୍କୁ ଅଣଦେଖା କରାଯିବା ସହିତ ରାଜ୍ୟସଭାରୁ କାଢ଼ିଦେବାକୁ କୁହାଯାଇଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri